Browsing Tag

bhubaneswar news

ବରମୁଣ୍ଡା ବସ୍ ଷ୍ଟାଣ୍ଡରେ ବୋମାମାଡ଼, ଜଣେ ଅଟକ

ଭୁବନେଶ୍ଵର, (କେପିଏନ୍‌ଏସ୍‌) : ବରମୁଣ୍ଡା ବସ୍ ଷ୍ଟାଣ୍ଡରେ ବୋମାମାଡ଼ । ହୋଟେଲ୍‌ରେ ଖାଇବା ବେଳେ ବଚସାକୁ ନେଇ ବୋମାମାଡ଼ ହୋଇଥିବା ସୂଚନା ମିଳିଛି । ଖଣ୍ଡଗିରି ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି । ସୂଚନାନୁଯାୟୀ, ରବିବାର ବିଳମ୍ଵିତ ରାତିରେ ବରମୁଣ୍ଡା ବସ୍‌ଷ୍ଟାଣ୍ଡ…
Read More...

ଓଡ଼ିଶା ମହିଳା ଦଳ ଚାମ୍ପିୟନ୍‌

ଭୁବନେଶ୍ୱର : ୧୫ତମ ଜାତୀୟ ରଗ୍‌ବୀ ଚାମ୍ପିୟନସିପ୍‌ରେ ଚାମ୍ପିୟନ୍‌ ହୋଇଛି ଓଡ଼ିଶା ମହିଳା ଦଳ । କିଟ୍‌ ବିଶ୍ୱବିଦ୍ୟାଳୟ ଗ୍ରାଉଣ୍ଡରେ ଖେଳା ଯାଇଥିବା ଟୁର୍ଣ୍ଣାମେଣ୍ଟର ଫାଇନାଲ୍‌ରେ ଓଡ଼ିଶା ୪୭-୭ ପଏଣ୍ଟରେ ବିହାରକୁ ପରାସ୍ତ କରିଥିଲା । ଦିଲ୍ଲୀ ମହିଳା ଦଳ ବ୍ରୋଞ୍ଜ ପଦକ ହାସଲ କରିଥିଲା ।…
Read More...

ବିଲୁପ୍ତପ୍ରାଣୀ ସାଳିଆପତନୀ ଉଦ୍ଧାର

ଭୁବନ : ଢେଙ୍କାନାଳ ଜିଲ୍ଲା ଭୁବନ ବନାଞ୍ଚଳ ପକ୍ଷରୁ ଆଜି ଏକ ସାଳିଆପତନୀ ଉଦ୍ଧାର କରାଯାଇଛି । ସାଳିଆପତନୀଟିକୁ ନୂଆଭୁବନ ରାସ୍ତା ପାର୍ଶ୍ଵରେ ବୁଲା କୁକୁର ଧରି ପକାଇଥିଲେ । ସ୍ଥାନୀୟ ଲୋକମାନେ ଏହି ବିଲୁପ୍ତ ପ୍ରାଣୀକୁ ଉଦ୍ଧାର କରି ବନବିଭାଗକୁ ହସ୍ତାନ୍ତର କରିଥିଲେ । ବନବିଭାଗ ପକ୍ଷରୁ…
Read More...

ସରିଲା ଖଣ୍ଡଗିରି କୁମ୍ଭମେଳା

ଭୁବନେଶ୍ୱର : ବିଶ୍ୱ ସନାତନ ବୈଦିକ ଧର୍ମ ପରିଷଦ ଆବାହନରେ ଆୟୋଜିତ ଖଣ୍ଡଗିରି କୁମ୍ଭମେଳା ଶେଷ ହୋଇଛି । ଖଣ୍ଡଗିରିର ଅଧିଷ୍ଠାତ୍ରୀ ଦେବୀ ମା' ବାରଭୁଜାଙ୍କ ନିକଟରେ ଲାଗିଥିବା ଅଖଣ୍ଡ ଦୀପ ଏଠାରେ ଚାଲିଥିବା ବିଶ୍ୱଶାନ୍ତି ମହାଯଜ୍ଞରେ ପୂର୍ଣ୍ଣାହୁତି ଦିଆଯାଇଛି । ଗୁମ୍ଫା ସଲଗ୍ନ ଶ୍ରୀ ଶ୍ରୀ…
Read More...

ମାର୍ଚ୍ଚ ୧୦ରୁ ମାଟ୍ରିକ୍‌ ପରୀକ୍ଷା ଆରମ୍ଭ

ଭୁବନେଶ୍ୱର : ମାର୍ଚ୍ଚ ୧୦ରୁ ଆରମ୍ଭ ହେବ ମାଟ୍ରିକ୍‌ ପରୀକ୍ଷା । ସ୍କୁଲରେ ପରୀକ୍ଷା ଦେବେ ଛାତ୍ରଛାତ୍ରୀ । ମାଧ୍ୟମିକ ଶିକ୍ଷା ପରିଷଦ(ବୋର୍ଡ) ପକ୍ଷରୁ ଏନେଇ ସୂଚନା ଦିଆଯାଇଛି । ଏହି ପରୀକ୍ଷା ମାର୍ଚ୍ଚ ୧୦ରୁ ଆରମ୍ଭ ହୋଇ ୨୦ ତାରିଖରେ ଶେଷ ହେବା ନେଇ ସୂଚନା ରହିଛି । ଏନେଇ ବୋର୍ଡ…
Read More...

ଲୋକପ୍ରିୟ ଶିଶୁ ପତ୍ରିକା ଶିଶୁଲେଖାକୁ ରାଜ୍ୟର ସବୁ ବିଦ୍ୟାଳୟରେ ପହଞ୍ଚାଇବାକୁ ଓଡିଆ ଭାଷା ସାହିତ୍ୟ ଓ ସଂସ୍କୃତି…

ପ୍ରଥମ ପର୍ଯ୍ୟାୟରେ କେରାପୁଟ, କଳାହାଣ୍ଡି ଓ ବଲାଙ୍ଗିର ଜିଲ୍ଲାର ୪୨ଟି ବ୍ଳକକୁ ଶିଶୁଲେଖା ପ୍ରେରଣ ଭୁବନେଶ୍ୱର, (କେପିଏନ୍‌ଏସ୍‌) : ଲୋକପ୍ରିୟ ଶିଶୁ ପତିକ୍ରା ଶିଶୁଲେଖାକୁ ସବୁ ବିଦ୍ୟାଳୟରେ ଚାତ୍ରଛାତ୍ରୀଙ୍କ ନିକଟରେ ପହଁଞ୍ଚାଇବାକୁ ଓଡିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ତରଫରୁ…
Read More...

ଗ୍ରାମାଞ୍ଚଳର ବିକାଶରେ ଅଦ୍ଭୁତପୂର୍ବ ପରିବର୍ତ୍ତନ ଆଣିଛି ମୁଖ୍ୟମନ୍ତ୍ରୀ ସଡକ ଯୋଜନା

ଅଦ୍ୟାବଧି ୯୬୦ଟି ରାସ୍ତା ନିର୍ମାଣମୋଟ ୩୭୪୧.୮୯ କିମି ରାସ୍ତା ନିର୍ମାଣ୧୧୭୨ଟି ଗ୍ରାମକୁ ନିକଟବର୍ତ୍ତୀ ମୁଖ୍ୟ ରାସ୍ତା ସହ ସଂଯୋଗ ଭୁବନେଶ୍ୱର, (କେପିଏନ୍‌ଏସ୍‌) : ଗ୍ରାମାଞ୍ଚଳର ବିକାଶ ଓ ରାଜ୍ୟର ଗ୍ରାମାଞ୍ଚଳ ଓ ସହରାଞ୍ଚଳ ମଧ୍ୟରେ ସବୁଦିନିଆ ଗମନାଗମନକୁ ଦୃଷ୍ଟିରେ ରଖି…
Read More...

ବଜେଟ୍‌ ଆଲୋଚନାରେ ସାମିଲ ହେବେ କେନ୍ଦ୍ରମନ୍ତ୍ରୀ ଅର୍ଜୁନ ମୁଣ୍ଡା

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ଆଜି ବଜେଟ୍‌ ଉପରେ ଥିବା ହେବାକୁ ଥିବା ଆଲୋଚନାଚକ୍ରରେ ସାମିଲ ହେବେ କେନ୍ଦ୍ର ଆଦିବାସୀ କଲ୍ୟାଣ ମନ୍ତ୍ରୀ ଅର୍ଜୁନ ମୁଣ୍ଡା । ରାଜଧାନୀର ହୋଟେଲ ନିଉ ମ୍ୟାରିଅନରେ ଏହି ଆଲୋଚନାଚକ୍ର ହେବ । ଏଥିରେ ରାଜ୍ୟର ବହୁ ଅର୍ଥନୀତିଜ୍ଞ, ସାମ୍ବାଦିକ, ସାମାଜିକ କର୍ମୀ,…
Read More...

ପାଣି ପଞ୍ଚାୟତର ସଫଳତା : ନୂଆପଡା ଜିଲ୍ଲାର ଧାରୋଇ ଗ୍ରାମରେ ଜଳ ସଂରକ୍ଷଣ ସହିତ ଚିନାବାଦାମ ଚାଷ

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ସାଇପାଳ ଜଳସେଚନ ପ୍ରକଳ୍ପ ନୂଆପଡା ଜିଲ୍ଲାର ନୂଆପଡା ବ୍ଲକ ଓ ବରଗଡ ଜିଲ୍ଲାର ପାଇକମାଳ ବ୍ଲକ ଅନ୍ତର୍ଭୁକ୍ତ । ଏହି ପ୍ରକଳ୍ପର ୨୨୬୧.୪୪ ହେକ୍ଟର ଅଞ୍ଚଳରେ ୫ଟି କାର୍ଯ୍ୟକ୍ଷମ ପାଣି ପଞ୍ଚାୟତ ଜଳ ସେଚନ ପରିଚାଳନା ଓ ରକ୍ଷଣାବେକ୍ଷଣରେ ଅଂଶଗ୍ରହଣ କରିଥାନ୍ତି ।…
Read More...

ପଦୋନ୍ନତି ଅଦାଲତରେ ଶୁଣାଣି ଶେଷ

ତିନି ଦିନରେ ମୋଟ ୧୦୨୧ଟି ଅଭିଯୋଗର ଶୁଣାଣି ଓ ୭୮୮ଟି ଆବେଦନକୁ ପଦୋନ୍ନତି ନିମନ୍ତେ ଗ୍ରହଣ ଭୁବନେଶ୍ୱର, (କେପିଏନ୍‌ଏସ୍‌) : ସରକାରୀ କର୍ମଚାରୀଙ୍କୁ ସମୟୋଚିତ ପଦୋନ୍ନତି ଦେବା ନିମନ୍ତେ ରାଜ୍ୟ ସରକାର ଗ୍ରହଣ କରିଥିବା ପଦକ୍ଷେପ ସ୍ୱରୂପ ଚଳିତ ମାସ ପହିଲାରୁ ତିନି ଦିନ ଧରି ମୁଖ୍ୟ ଶାସନ…
Read More...