Browsing Tag

bhubaneswar news

ସୁସ୍ଥ ହୋଇ ଭୁବନେଶ୍ୱର ଫେରିଲେ ନବୀନ ପଟ୍ଟନାୟକ

ଭୁବନେଶ୍ୱର : ଭୁବନେଶ୍ୱରରେ ପହଞ୍ଚିଲେ ନବୀନ ପଟ୍ଟନାୟକ । ସୁସ୍ଥ ହେବା ପରେ ଆଜି ମୁମ୍ବାଇରୁ ଫେରିଲେ । ଭୁବନେଶ୍ୱର ବିମାନ ବନ୍ଦରରେ ପହଞ୍ଚିବା ପରେ ଦଳୀୟ କର୍ମୀଙ୍କ ତରଫରୁ ତାଙ୍କୁ ଭବ୍ୟ ସ୍ୱାଗତ ସମ୍ୱର୍ଦ୍ଧନା କରାଯାଇଥିଲା । ଏହାସହ ବିମାନବନ୍ଦରରୁ ବାସଭବନ ଯାଏଁ ରୋଡ ସୋ ବି କରାଯାଇଛି ।…
Read More...

ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓ ରାଜ୍ୟପାଳଙ୍କୁ ପ୍ରଦାନ କଲେ କୃଷି ପାଇଁ ଓଡ଼ିଶାକୁ ମିଳିଥିବା ଶ୍ରେଷ୍ଠ ରାଜ୍ୟ…

ଭୁବନେଶ୍ୱର : ଚଳିତ ଜୁଲାଇ ମାସ ୯ ତାରିଖରେ ନୂଆଦିଲ୍ଲୀଠାରେ ଏଗ୍ରିକଲଚର ଟୁଡେ ଗ୍ରୁପ ଦ୍ୱାରା ଆୟୋଜିତ ପ୍ରତିଷ୍ଠିତ ୧୬ତମ ଏଗ୍ରିକଲଚର ଲିଡ଼ରସିପ କନକ୍ଲେଭ ଆୟୋଜିତ ହୋଇଥିଲା । ଏଥିରେ ଓଡ଼ିଶାକୁ କୃଷି ପାଇଁ ଶ୍ରେଷ୍ଠ ରାଜ୍ୟ ଭାବେ ପୁରସ୍କୃତ କରାଯାଇଥିଲା । ଏହି ପୁରସ୍କାରକୁ…
Read More...

ନିର୍ବାଚନ ଲଢ଼ିବେନି ସୁନ୍ଦରଗଡ଼ ସାଂସଦ ଜୁଏଲ ଓରାମ

ଭୁବନେଶ୍ୱର : ସରିଲା କ୍ୟାରିୟର, ଆଉ ନିର୍ବାଚନ ଲଢ଼ିବେନି ସୁନ୍ଦରଗଡ଼ ସାଂସଦ ଜୁଏଲ୍ ଓରାମ । ଘୋଷଣା କରିଛନ୍ତି ନିଜେ ସାଂସଦ ଓରାମ । ସମ୍ବଲପୁରରେ ଅନୁଷ୍ଠିତ ରୋଜଗାର ମେଳାରେ ଜୁଏଲ୍‌ଙ୍କ ବୟାନ । ସେ କହିଛନ୍ତି ଗତ ନିର୍ବାଚନ ବେଳେ ଘୋଷଣା କରିଛି ଗଚ, ଗଖଇ ପାଇଁ ଲଢ଼ିବି ନାହିଁ । କିନ୍ତୁ…
Read More...

ପୁଲିସ ଭବନ ସମ୍ମୁଖରେ ସିରିଜ୍ ଦୁର୍ଘଟଣା : ଡ୍ରାଇଭର ଗୁରୁତର

ଭୁବନେଶ୍ୱର : ପୁଲିସ ଭବନ ସମ୍ମୁଖରେ ଦୁର୍ଘଟଣା । ଅଟୋ ଓ ବାଇକ୍‌କୁ ପିଟିଲା ସିଆରପିଏଫ୍ ଭ୍ୟାନ । ସିଆରପିଏଫ୍ ଭ୍ୟାନ ଧକ୍କାରେ ଓଲଟିଲା ଅଟୋ । ଦୁର୍ଘଟଣାରେ ଫାଟିଲା ଡ୍ରାଇଭରଙ୍କ ମୁଣ୍ଡ । ଘଟଣା ସ୍ଥଳରେ ପ୍ରଥମେ ପିସିଆର, ପରେ ଖାରବେଳନଗର ଥାନା ଅଧିକାରୀ ଓ କର୍ମଚାରୀ ପହଞ୍ଚି ଉଦ୍ଧାର…
Read More...

ଡବଲ ଇଞ୍ଜିନ ସରକାରକୁ ଟାର୍ଗେଟ କଲେ ଖଡଗେ : କହିଲେ ଓଡ଼ିଶାରେ ଯାହା ହୋଇଛି କଂଗ୍ରେସ ପାଇଁ

ଭୁବନେଶ୍ୱର : ସମ୍ବିଧାନ ବଞ୍ଚାଅ ସମାବେଶରେ ମଲିକାର୍ଜୁନ ଖଡ୍‌ଗେଙ୍କ ସମ୍ବୋଧନ । ରାଜ୍ୟରେ ଡବଲ ଇଞ୍ଜିନ ସରକାର କେବଳ ଧନୀଙ୍କ ପାଇଁ । କହିଲେ ଓଡ଼ିଶାରେ ଯାହା ବି କିଛି ପ୍ରତିଷ୍ଠା ହୋଇଛି କଂଗ୍ରେସ ପାଇଁ ହୋଇଛି । ଭୁବନେଶ୍ୱରରେ ଏମ୍ସ ଓ ଇନ୍‌ଷ୍ଟିଚ୍ୟୁଟ ଅଫ୍ ଫିଜିକ୍ସ କଂଗ୍ରେସ କରିଛି ।…
Read More...

ଆଜି ବରମୁଣ୍ଡାରେ ସମ୍ବିଧାନ ବଞ୍ଚାଅ ସମାବେଶ ଯୋଗ ଦେବେ ରାହୁଲ ଓ ଖଡ୍‌ଗେ

ଭୁବନେଶ୍ୱର : ଆଜି ଦିନ ୧୧ଟା ପରେ ରାହୁଲ, ଖଡଗେ ଓ କଂଗ୍ରେସ ମହାସଚିବ କେସି ଭେନୁଗୋପାଳ ଭୁବନେଶ୍ୱର ବିମାନବନ୍ଦରରେ ପହଞ୍ଚିବେ । ସେଠାରୁ ହୋଟେଲ ମେ ଫେୟାରକୁ ଯିବେ । ପରେ ବରମୁଣ୍ଡା ପଡ଼ିଆ ସମାବେଶରେ ପହଞ୍ଚିବେ । ଅପରାହ୍ନରେ କଂଗ୍ରେସ ଭବନରେ ଦଳର ବରିଷ୍ଠ ନେତୃମଣ୍ଡଳୀଙ୍କ ସହ ଆଲୋଚନା…
Read More...

ପଞ୍ଚମ ଅଷ୍ଟମ ଶ୍ରେଣୀ ପିଲାଙ୍କ ପାଇଁ ନୂଆ ନିୟମ

ଭୁବନେଶ୍ୱର : ପଞ୍ଚମ, ଅଷ୍ଟମ ଶ୍ରେଣୀ ଛାତ୍ରଛାତ୍ରୀଙ୍କ ପାଇଁ ନୂଆ ନିୟମ । ଫେଲ ହେଲେ ପରବର୍ତ୍ତି ଶ୍ରେଣୀକୁ ଆଉ ଯାଇ ପାରିବେନି । ଆଉ ଥରେ ଛାତ୍ରଛାତ୍ରୀଙ୍କୁ ପରୀକ୍ଷା ଦେବାକୁ ପଡିବ । ୨ ମାସ ଭିତରେ ଆଉ ଥରେ ପରୀକ୍ଷା ଦେବାକୁ ପଡିବ। ଯଦି ପାସ ହେବେ ତେବେ ପରର୍ବତ୍ତୀ ଶ୍ରେଣୀରେ ପଢିବେ ।…
Read More...

ବିଏମ୍‌ସି ଅଧିକାରୀଙ୍କୁ ମାଡ଼ ମାମଲା : ବିଜେପି ନେତା ଜଗନ୍ନାଥ ପ୍ରଧାନଙ୍କୁ ଜାମିନ

ଭୁବନେଶ୍ୱର : ବିଜେପି ନେତା ଜଗନ୍ନାଥ ପ୍ରଧାନଙ୍କୁ ଜାମିନ । ଜାମିନ ପ୍ରଦାନ କଲେ ଖୋର୍ଦ୍ଧା ଜିଲ୍ଲା ଓ ଦୌରାଜଜଙ୍କ କୋର୍ଟ । ଜାମିନ ଆବେଦନ ଶୁଣାଣି କରି ଜାମିନ ଦେଇଛନ୍ତି କୋର୍ଟ । ଜଣେ ଜାମିନ୍‌ଦାର ଓ ୩୦ ହଜାର ଟଙ୍କା ବଦଳରେ ମିଳିଛି ଜାମିନ୍ । ବିଏମ୍‌ସି ଅତିରିକ୍ତ କମିଶନରଙ୍କୁ ମାଡ଼…
Read More...

ଅରବିନ୍ଦ ଦାସ ପ୍ରଦେଶ କଂଗ୍ରେସ ମିଡିଆ ବିଭାଗର ନୂତନ ଅଧ୍ୟକ୍ଷ

ଭୁବନେଶ୍ୱର : ଏଆଇସିସି ସଭାପତି ମଲ୍ଲିକାର୍ଜୁନ ଖଡଗେ ଓଡ଼ିଶା ପ୍ରଦେଶ କଂଗ୍ରେସ କମିଟିର ଗଣମାଧ୍ୟମ, ଯୋଗାଯୋଗ ଏବଂ ପ୍ରଚାର ବିଭାଗର ନୂତନ ଅଧ୍ୟକ୍ଷ ଭାବରେ ଅରବିନ୍ଦ ଦାସଙ୍କୁ ନିଯୁକ୍ତି ଦେଇଛନ୍ତି ବୋଲି ଏଆଇସିସି ସାଧାରଣ ସମ୍ପାଦକ (ସଂଗଠନ) କେ.ସି. ଭେଣୁଗୋପାଳ ଏକ ପ୍ରେସ ବିଜ୍ଞପ୍ତିରେ…
Read More...

ଅତିବଡ଼ୀ ଜଗନ୍ନାଥ ଦାସ ଜାତୀୟ ଆଲୋଚନାଚକ୍ର

ଭାଗବତ ଓଡ଼ିଆ ଜାତିର ଜୀବନ ବେଦଓଡ଼ିଆ ଭାଷା ସାହିତ୍ୟ ସଂସ୍କୃତି ଓ ସମାଜର ମୂଳ ଆଧାର ହେଉଛି ଜଗନ୍ନାଥ ଦାସଙ୍କ ଭାଗବତ ଭୁବନେଶ୍ୱର : ଅତିବଡ଼ୀ ଜଗନ୍ନାଥ ଦାସଙ୍କ ଓଡ଼ିଆ ଭାଗବତ ହେଉଛି ଓଡ଼ିଆ ଅସ୍ମିତାର ଅନନ୍ୟ ପରିଚୟ । ସଂସ୍କୃତ ଭାଷାର ଅନୁସୃଜନ ହୋଇଥିଲେ ସୁଦ୍ଧା ଏହା ମୂଳ ଭାଗବତଠାରୁ ଅଧିକ…
Read More...