Browsing Tag

bhubaneswar news

ଆଜି କୋରାପୁଟ ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର : ଆଜି କୋରାପୁଟ ଜିଲ୍ଲା ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଜୟପୁରର ବିକ୍ରମଦେବ ମହାବିଦ୍ୟାଳୟର ପ୍ଲାଟିନମ୍‌ ଜୁବୁଲି ଉତ୍ସବ ପାଳନରେ ମୁଖ୍ୟମନ୍ତ୍ରୀ ଯୋଗ ଦେବାର କାର୍ଯ୍ୟକ୍ରମ ରହିଛି । ମୁଖ୍ୟମନ୍ତ୍ରୀ ସେଠାରେ ଆଜି ୧୫୯୬ କୋଟି ଟଙ୍କାର ୧୨୩ଟି ପ୍ରକଳ୍ପର…
Read More...

୭ରେ ରମାଦେବୀ ପ୍ରେକ୍ଷାଳୟ ଉଦ୍‌ଘାଟନ କରିବେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର : ଆସନ୍ତା ୧୦ ତାରିଖରେ ରମାଦେବୀ ମହିଳା ବିଶ୍ୱବିଦ୍ୟାଳୟର ସମାବର୍ତ୍ତନ ଉତ୍ସବ ଅନୁଷ୍ଠିତ ହେବ । ଏହି ଉତ୍ସବରେ ମୁଖ୍ୟ ଅତିଥି ଭାବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଯୋଗ ଦେବେ । ବିଶ୍ୱବିଦ୍ୟାଳୟର କୁଳାଧିପତି ତଥା ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ, ମୁଖ୍ୟମନ୍ତ୍ରୀ ନବୀନ…
Read More...

ବିଧାନସଭା ବଜେଟ ଅଧିବେଶନ ଫେବୃୟାରୀ ୨୧ରୁ

ଭୁବନେଶ୍ୱର : ଫେବୃଆରୀ ୨୧ରୁ ବସିବ ବିଧାନସଭା ବଜେଟ ଅଧିବେଶନ । ୨ଟି ପର୍ୟ୍ୟାୟରେ ଏହି ବଜେଟ ଅଧିବେଶନ ଚାଲିବ । ଫେବୃଆରୀ ୨୧ରୁ ଆରମ୍ଭ ହୋଇ ଏପ୍ରିଲ ୬ ପର୍ଯ୍ୟନ୍ତ ବଜେଟ ଅଧିବେଶନ ଚାଲିବ । ପ୍ରଥମ ପର୍ଯ୍ୟାୟ ଫେବୃଆରୀ ୨୧ରୁ ଆରମ୍ଭ ହୋଇ ମାର୍ଚ୍ଚ ୨ ଯାଏଁ ଚାଲିବ । ୨ୟ ପର୍ଯ୍ୟାୟ ମାର୍ଚ୍ଚ…
Read More...

ବଦଳିଲା ଓଡିଶା ଅଗ୍ନିଶମ ସେବା ନାମ, ହେଲା ଓଡ଼ିଶା ଅଗ୍ନିଶମ ଓ ଜରୁରୀକାଳୀନ ସେବା

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ଓଡିଶା ଅଗ୍ନିଶମ ସେବା ନାଁରେ ପରିବର୍ତ୍ତନ କରାଯାଇଛି । ଓଡିଶା ଅଗ୍ନିଶମ ଓ ଜରୁରୀକାଳୀନ ସେବା କରାଯାଇଛି । ଏ ନେଇ ରାଜ୍ୟ ସରକାରଙ୍କ ଗେଜେଟରେ ବିଜ୍ଞପ୍ତି ପ୍ରକାଶ ପାଇଛି । ସୂଚନାଯୋଗ୍ୟ ଯେ, ବିପର୍ଯ୍ୟୟ ସମୟରେ ଓଡ଼ିଶା ଅଗ୍ନିଶମ ସେବା ଉଲ୍ଲେଖୀନୟ କାମ…
Read More...

୫-ଟି ସଚିବଙ୍କ ଓଡିଶା କୃଷି ଓ ବୈଷୟିକ ବିଶ୍ୱବିଦ୍ୟାଳୟ ପରିଦର୍ଶନ

ବିଶ୍ୱବିଦ୍ୟାଳୟ ରୂପାନ୍ତରଣ କାମର ସମୀକ୍ଷାଡିସେମ୍ବର ସୁଦ୍ଧା ୧୦୦୦ ଆସନ ବିଶିଷ୍ଟ ଅତ୍ୟାଧୁନିକ ଅଡିଟୋରିଅମ ନିର୍ମାଣ ଶେଷ ହେବସବୁ class room, smart class ହେବଓୟୁଏଟିକୁ ଦେଶର ଶ୍ରେଷ୍ଠ କୃଷିଶିକ୍ଷା ଓ ଗବେଷଣା ଅନୁଷ୍ଠାନ ଭାବେ ବିକଶିତ କରାଯିବ ଭୁବନେଶ୍ୱର, (କେପିଏନ୍‌ଏସ୍‌) :…
Read More...

ପଦୋନ୍ନତି ଅଦାଲତରେ ଦ୍ୱିତୀୟ ଦିନର ଶୁଣାଣି ଅନୁଷ୍ଠିତ

ଆଜିକୁ ମିଶାଇ ୮୧୮ଟି ଅଭିଯୋଗର ଶୁଣାଣି ଓ ୬୪୮ଟି ଆବେଦନକୁ ପଦୋନ୍ନତି ନିମନ୍ତେ ଗ୍ରହଣ ଭୁବନେଶ୍ୱର, (କେପିଏନ୍‌ଏସ୍‌) : ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ରଙ୍କ ଅଧ୍ୟକ୍ଷତାରେ ପଦୋନ୍ନତି ଅଦାଲତର ଆଜି ଦ୍ୱିତୀୟ ଦିନରେ ୪୮୧ଟି ଅଭିଯୋଗର ଶୁଣାଣି କରାଯାଇଥିବା ବେଳେ ୩୪୦ଟି…
Read More...

ମୁଖ୍ୟମନ୍ତ୍ରୀଙ୍କ ଅନୁମୋଦନ କ୍ରମେ ବିଶ୍ୱବିଦ୍ୟାଳୟରେ ପରିଣତ ହେଲା ଜୟପୁରର ବିକ୍ରମଦେବ ମହାବିଦ୍ୟାଳୟ

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ଜୟପୁରର ପ୍ରସିଦ୍ଧ ଉଚ୍ଚ ଶିକ୍ଷାନୁଷ୍ଠାନ ବିକ୍ରମଦେବ ମହାବିଦ୍ୟାଳୟକୁ ବିଶ୍ୱବିଦ୍ୟାଳୟ ମାନ୍ୟତା ପ୍ରଦାନ ସଂକ୍ରାନ୍ତୀୟ ପ୍ରସ୍ତାବକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଅନୁମୋଦନ କରିଛନ୍ତି । ଅବିଭକ୍ତ କୋରାପୁଟ ଜିଲ୍ଲାର ବୁଦ୍ଧିଜୀବୀ ତଥା…
Read More...

ଦୁଇଦିନିଆ ଓଡ଼ିଶା ଗସ୍ତରେ ଆସିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ

ଭୁବନେଶ୍ୱର : ଆସନ୍ତା ଫେବୃଆରୀ ୧୦ ଓ ୧୧ ତାରିଖ ଦୁଇଦିନିଆ ଓଡ଼ିଶା ଗସ୍ତରେ ଆସିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ସୂଚନା ଅନୁସାରେ, ରାଷ୍ଟ୍ରପତି ମୁର୍ମୁ ୧୦ ଫେବୃଆରୀରେ ରମାଦେବୀ ମହିଳା ବିଶ୍ୱବିଦ୍ୟାଳୟର ଦ୍ୱିତୀୟ ସମାବର୍ତ୍ତନ ଉତ୍ସବରେ ମୁଖ୍ୟ ଅତିଥି ଭାବେ ଯୋଗ ଦେବେ । ପରେ ଫେବୃଆରୀ…
Read More...

ପଦୋନ୍ନତି ଅଦାଲତରେ ପ୍ରଥମ ଦିନର ଶୁଣାଣି ଅନୁଷ୍ଠିତ

ଶୁଣାଣିକୁ ନେଇ ଆବେଦନକାରୀମାନଙ୍କ ଖୁସିବ୍ୟକ୍ତପଦୋନ୍ନତି ଅଦାଲତର ସୁପାରିଶକୁ ତୁରନ୍ତ କାର୍ଯ୍ୟକାରୀ କରିବାକୁ ମୁଖ୍ୟ ଶାସନ ସଚିବଙ୍କ ନିର୍ଦ୍ଦେଶ ଭୁବନେଶ୍ୱର, (କେପିଏନ୍‌ଏସ୍‌) : ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ରଙ୍କ ଅଧ୍ୟକ୍ଷତାରେ ପଦୋନ୍ନତି ଅଦାଲତର ପ୍ରଥମ ଦିନରେ ୩୩୭…
Read More...

ଜାତୀୟ ସିନିୟର ଭଲିବଲ ପାଇଁ ଓଡ଼ିଶା ଦଳ ମନୋନୀତ

ଭୁବନେଶ୍ୱର : ଆସାମର ଗୁଆହାଟୀଠାରେ ୭୧ତମ ଜାତୀୟ ସିନିୟର ଭଲିବଲ ଚାମ୍ପିୟନସିପ୍‌ (ମହିଳା/ପୁରୁଷ) ଫେବୃୟାରୀ ୨ରୁ ଆରମ୍ଭ ହେବ । ଏଥିପାଇଁ ଓଡ଼ିଶା ମହିଳା ଓ ପୁରୁଷ ଦଳକୁ ମଙ୍ଗଳବାର ଘୋଷଣା କରାଯାଇଛି । ଉଭୟ ଦଳର ୧୨ ଜଣ ଲେଖାଏ ଖେଳାଳିଙ୍କ ସମେତ ୫ ଅଫିସିଆଲଙ୍କ ନାମ ମଧ୍ୟ ପ୍ରକାଶ କରାଯାଇଛି…
Read More...