Browsing Tag

bhubaneswar news

ନବୀନ ପଟ୍ଟନାୟକ ପୁଣି ଏକ ନମ୍ବର ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ‘ଇଣ୍ଡିଆ ଟୁଡେ’ ର ‘ମୁଡ୍ ଅଫ୍‌ ଦ ନେସନ୍’ ପୋଲରେ ପୁଣିଥରେ ଓଡ଼ିଶାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଦେଶ‌ରେ ଏକ ନମ୍ବର ମୁଖ୍ୟମନ୍ତ୍ରୀ ହୋଇଛନ୍ତି । ନିଜ ରାଜ୍ୟରେ ସେ ଲୋକପ୍ରିୟ ମାନ୍ୟତା ବଜାୟ ରଖିଛନ୍ତି । ୭୩.୨% ରେଟିଂ ସହ ନବୀନ ଶୀର୍ଷସ୍ଥାନରେ…
Read More...

ସୋଆରେ ୭୪ତମ ସାଧାରଣତନ୍ତ୍ର ଦିବସ ପାଳିତ

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ଗୁରୁବାର ସାରା ଦେଶ ୭୪ତମ ସାଧାରଣତନ୍ତ୍ର ଦିବସ ପାଳନ କରିଥିବା ବେଳେ ଏହି ସମାରୋହ ସହିତ ଯୋଡି ହୋଇ ଶିକ୍ଷା ଓ ଅନୁସନ୍ଧାନ (ସୋଆ)ରେ ମଧ୍ୟ ଏହି ବିଶେଷ ଦିବସକୁ ପାଳନ କରାଯାଇଛି । ଏହି ଅବସରରେ ସୋଆର କୁଳାଧିପତି ପ୍ରଫେସର ଡି.ପି. ରାୟ ମୁଖ୍ୟ ଅତିଥି ଭାବେ…
Read More...

ଆଜିଠୁ ଆରମ୍ଭ ହେଲା ଖଣ୍ଡଗିରି ମାଘ ମେଳା

ଭୁବନେଶ୍ୱର : ଆଜିଠୁ ଆରମ୍ଭ ହେଲା ଖଣ୍ଡଗିରି ମାଘ ମେଳା । ଦେଶର ବିଭିନ୍ନ ପ୍ରାନ୍ତରୁ ଆସିଥିବା ସାଧୁସନ୍ଥମାନେ ସକାଳୁ ମା' ବାରଭୂଜାଙ୍କ ପୂଜାର୍ଚ୍ଚନା ପରେ ଆରମ୍ଭ କରିବେ ଯଜ୍ଞ । ଫେବୃୟାରୀ ୧୦ ତାରିଖ ପର୍ଯ୍ୟନ୍ତ ଚାଲିବାକୁ ଥିବା ଏହି ମେଳାରେ ୩୦ ତାରିଖରୁ ଯାତ୍ରାପାର୍ଟି ପାଇଁ ଅନୁମତି…
Read More...

ବ୍ରାଉନସୁଗାର ଓ ଗଞ୍ଜେଇକୁ ପୋଡ଼ିଲା ଏସ୍‌ଟିଏଫ୍ ଟିମ୍‌

ଭୁବନେଶ୍ୱର : ୫ କୋଟିରୁ ଅଧିକ ଟଙ୍କାର ବ୍ରାଉନସୁଗାର ଓ ଗଞ୍ଜେଇକୁ ପୋଡ଼ିଲା ଏସ୍‌ଟିଏଫ୍ ଟିମ୍‌ । ୫ ହଜାର ୨ ଶହ ୬୯ କିଲୋଗ୍ରାମ ଗଞ୍ଜେଇ ଏବଂ ୧ କିଲୋ ୩୨ ଗ୍ରାମ ଜବତ ବ୍ରାଉନସୁଗାରକୁ ଖୋର୍ଦ୍ଧା ଆଦର୍ଶ ଥାନା ଅନ୍ତର୍ଗତ ଟାଙ୍ଗିଆପଡ଼ାଠାରେ ଥିବା ସାନି କ୍ଲିନ୍ ପ୍ରାଇଭେଟ୍ ଲିମିଟେଡରେ ପୋଡି…
Read More...

ଆସନ୍ତା ଫେବୃଆରୀ ୧୧ରୁ ୧୩ ତାରିଖ ପର୍ଯ୍ୟନ୍ତ ସାମାଜିକ ସଂଗଠନ ଆଉଟରିଚ୍‌ ପକ୍ଷରୁ ଅନୁଷ୍ଠିତ ହେବାକୁ ଯାଉଛି ନବମ…

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ଆସନ୍ତା ଫେବୃଆରୀ ୧୧ରୁ ୧୩ ତାରିଖ ପର୍ଯ୍ୟନ୍ତ ସାମାଜିକ ସଂଗଠନ ଆଉଟରିଚ୍‌ ପକ୍ଷରୁ ଅନୁଷ୍ଠିତ ହେବାକୁ ଯାଉଛି ନବମ ଆନ୍ତର୍ଜାତୀୟ ରେଡିଓ ମେଳା । ଭଞ୍ଜକଳା ମଣ୍ଡପରେ ଏହି ମେଳା ଅନୁଷ୍ଠିତ ହେବ । ନୂଆ ପୁରୁଣା ରେଡିଓ ପ୍ରଦର୍ଶନୀ ସହିତ ପ୍ରତିଭାବାନ…
Read More...

ପ୍ରଫେସର ଡକ୍ଟର ସଚିଦାନନ୍ଦ ମହାନ୍ତିଙ୍କୁ ଡିଏମ୍‌ଇଟି ନିର୍ଦ୍ଦେଶକ ଭାବେ ନିଯୁକ୍ତି

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ପ୍ରଫେସର ଡକ୍ଟର ସଚିଦାନନ୍ଦ ମହାନ୍ତିଙ୍କୁ ଡିଏମ୍‌ଇଟି ନିର୍ଦ୍ଦେଶକ ଭାବେ ନିଯୁକ୍ତି ଦିଆଯାଇଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ବିଭାଗ ବିଜ୍ଞପ୍ତି ପ୍ରକାଶ କରିଛି । ଡେପୁଟେସନରେ ଥିବା ପ୍ରଫେସର ଡକ୍ଟର ମହାନ୍ତି ଏବେ ଭୁବନେଶ୍ୱର ଏମ୍ସର ସୁପରିଣ୍ଟେଣ୍ଡେଣ୍ଟ…
Read More...

ଓଡ଼ିଶା ବିଦ୍ୟାଳୟ ଶିକ୍ଷା କାର୍ଯ୍ୟକ୍ରମ ପ୍ରାଧିକରଣ କାର୍ଯ୍ୟକାରୀ କମିଟିର ବୈଠକ ଅନୁଷ୍ଠିତ

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ଓଡ଼ିଶା ବିଦ୍ୟାଳୟ ଶିକ୍ଷା କାର୍ଯ୍ୟକ୍ରମ ପ୍ରାଧିକରଣ (ଓସେପା)ର କାର୍ଯ୍ୟକାରୀ କମିଟିର ତୃତୀୟ ବୈଠକ ଓଡିଶା ଲୋକସେବା ଭବନର ଦ୍ୱିତୀୟ ମହଲା ସମ୍ମିଳନୀ କକ୍ଷରେ ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ରଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି । ଏହି…
Read More...

ଶିଳ୍ପ ବିଭାଗରେ ଜାତୀୟ ଭୋଟର ଦିବସ ଶପଥ ପାଠ

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ଆଜି ପୂର୍ବାହ୍ନରେ ସ୍ଥାନୀୟ ଖାରବେଳ ଭବନସ୍ଥିତ ଶିଳ୍ପ ବିଭାଗ କାର୍ଯ୍ୟାଳୟଠାରେ ଜାତୀୟ ଭୋଟର ଦିବସ ଉପଲକ୍ଷେ ସମସ୍ତ କର୍ମଚାରୀଙ୍କୁ ନେଇ ଏକ ଶପଥ ପାଠ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଅତିରିକ୍ତ ଶାସନ ସଚିବ ଶୁଭେନ୍ଦ୍ର କୁମାର ନାଏକଙ୍କ ଅଧ୍ୟକ୍ଷତାରେ…
Read More...

ଓସ୍‌ଡମାକୁ ଜାତୀୟ ପୁରସ୍କାର

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ବିପର୍ଯ୍ୟୟ ମୁକାବିଲା କ୍ଷେତ୍ରରେ ଉଲ୍ଲେଖନୀୟ ପ୍ରଦର୍ଶନ ପାଇଁ ଓଡିଶା ରାଜ୍ୟ ବିପର୍ଯ୍ୟୟ ପରିଚାଳନା କର୍ତ୍ତୃପକ୍ଷ(ଓସ୍‌ଡମା)କୁ ସୁଭାଷ ଚନ୍ଦ୍ର ବୋଷ ଆପଦ ପ୍ରବନ୍ଧନ ପୁରସ୍କାର ପାଇଁ ଚୟନ କରାଯାଇଛି । ଏହି ଅବସରରେ ଆୟୋଜିତ ଏକ ପ୍ରେସ୍‌ କନ୍‌ଫରେନ୍ଦରେ…
Read More...

ମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ ଗାୟକ ସୁଖବିନ୍ଦର ସିଂ

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ବଲିଉଡ୍‌ର ପ୍ରଚ୍ଛଦପଟ୍ଟ ଲୋକପ୍ରିୟ ଗାୟକ ସୁଖବିନ୍ଦର ସିଂ ମଙ୍ଗଳବାର ସନ୍ଧ୍ୟାରେ ନବୀନ ନିବାସଠାରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ସୌଜନ୍ୟମୂଳକ ସାକ୍ଷାତ କରିଛନ୍ତି । ଏହି ଅବସରରେ ହକି ସଙ୍ଗୀତ ପାଇଁ ମୁଖ୍ୟମନ୍ତ୍ରୀ ସୁଖବିନ୍ଦରଙ୍କୁ ଧନ୍ୟବାଦ…
Read More...