Browsing Tag

bhubaneswar news

ଭାରତ ଅପରେଟିଂ ସିଷ୍ଟମ୍‌ର ପରୀକ୍ଷଣ ସଫଳ : କେନ୍ଦ୍ରମନ୍ତ୍ରୀ

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ଆଇଆଇଟି ମାଡ୍ରାସ ଦ୍ୱାରା ବିକଶିତ ସ୍ବଦେଶୀ ମୋବାଇଲ ଅପରେଟିଂ ସିଷ୍ଟମ-'ଭାରତ ଅପରେଟିଂ ସିଷ୍ଟମ'ର ପରୀକ୍ଷଣ ସଫଳ ହୋଇଛି ବୋଲି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ସୂଚନା ଦେଇଛନ୍ତି । ଏହି ଅବସରରେ ଧର୍ମେନ୍ଦ୍ର ଆଇଆଇଟି ମାଡ୍ରାସ୍‌ର ସଫଳ ପ୍ରଚେଷ୍ଟାକୁ…
Read More...

ବିବାହ ପୂର୍ବରୁ ଜଗା ଦର୍ଶନ କଲେ ଅନନ୍ତ ଅମ୍ବାନୀ

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ବିବାହ ପୂର୍ବରୁ ଜଗା ଦର୍ଶନ କଲେ ଅନନ୍ତ ଅମ୍ବାନୀ । ଭୁବନେଶ୍ଵର ପହଞ୍ଚିବା ପରେ ପୁରୀ ଯାଇ ମହାପ୍ରଭୁ ଜଗନ୍ନାଥଙ୍କ ଦର୍ଶନ କରିଛନ୍ତି । ଏହାପରେ ସେ ଭୁବନେଶ୍ଵର ଫେରି ମୁମ୍ବାଇ ଫେରିଯିବେ ବୋଲି ସୂଚନା ମିଳିଛି । ସୂଚନା ଥାଉକି ଗତ କିଛି ଦିନ ତଳେ ଦେଶର…
Read More...

ଅଭିନେତା ମିହିର ଦାସଙ୍କର ସାନପୁଅ ଅକ୍ଲାନ୍ତ ଦାସଙ୍କ ପରଲୋକ

ଭୁବନେଶ୍ୱର : ଲୋକପ୍ରିୟ ଅଭିନେତା ମିହିର ଦାସଙ୍କର ସାନପୁଅ ଅକ୍ଲାନ୍ତ ଦାସଙ୍କ ପରଲୋକ ଘଟିଛି । ମଙ୍ଗଳବାର ରାତିରେ ଚିକିତ୍ସାଧିନ ଅବସ୍ଥାରେ ତାଙ୍କର ମୃତ୍ୟୁ ହୋଇଥିବା ଜଣାପଡିଛି । ଅକ୍ଲାନ୍ତଙ୍କ ଲିଭରରେ ସମସ୍ୟା ଯୋଗୁଁ ସେ ଚିକିତ୍ସାଧୀନ ଥିଲେ । କଟକ ସତୀଚଉରା ଶ୍ମଶାନରେ ଅକ୍ଲାନ୍ତଙ୍କ…
Read More...

ଓଏସ୍‌ଏଚ୍‌ଇସି ଉପାଧ୍ୟକ୍ଷଙ୍କ କାର୍ଯ୍ୟକାଳ ବୃଦ୍ଧି

ଭୁବନେଶ୍ୱର : ଓଡ଼ିଶା ରାଜ୍ୟ ଉଚ୍ଚଶିକ୍ଷା ପରିଷଦ (ଓଏସ୍‌ଏଚ୍‌ଇସି) ଉପାଧ୍ୟକ୍ଷ ପ୍ରଫେସର ଅଶୋକ କୁମାର ଦାସଙ୍କ କାର୍ଯ୍ୟକାଳ ବୃଦ୍ଧି ହୋଇଛି । ପ୍ରଫେସର ଦାସଙ୍କ କାର୍ଯ୍ୟକାଳ ଆସନ୍ତା ୨୬ ତାରିଖରେ ଶେଷ ହେବାକୁ ଥିବାବେଳେ ରାଜ୍ୟ ସରକାର ଆଉ ବର୍ଷେ ପାଇଁ ତାଙ୍କ କାର୍ଯ୍ୟକାଳ ବୃଦ୍ଧି…
Read More...

ଦୁଇ ଦିବ୍ୟାଙ୍ଗଙ୍କ ମୁହଁରେ ହସ ଫୁଟାଇଲା ଓଡିଶା ମୋ ପରିବାର

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ଦିବ୍ୟାଙ୍ଗ ହେଲେ ମଧ୍ୟ ହାରି ନାହିଁ ତାଙ୍କ ମନୋବଳ, ଯୁବାବସ୍ଥାରେ ଗୋଡ଼ ହରାଇଥିଲେ ମଧ୍ୟ ପରିବାର ମୁହଁରେ ଆହାର ଯୋଗାଇବା ପାଇଁ ଅନେକ ପରିଶ୍ରମ କରୁଛନ୍ତି ସେ । ତାଙ୍କ କରୁଣ କାହାଣୀ ସମ୍ପର୍କରେ ଜାଣିବା ପରେ ସହାୟ ହେଲା ଓଡ଼ିଶା ମୋ ପରିବାର । ସ୍ଵାବଲମ୍ବୀ…
Read More...

ଜାନୁଆରୀ ୨୫ରୁ ଶ୍ରୀ ଜଗନ୍ନାଥ ଯାତ୍ରା ପର୍ଯ୍ୟଟନ ଟ୍ରେନ୍‌ ଚଳାଚଳ

ଭୁବନେଶ୍ୱର : ଜାନୁଆରୀ ୨୫ ତାରିଖରୁ ଶ୍ରୀ ଜଗନ୍ନାଥ ଯାତ୍ରା ପର୍ଯ୍ୟଟନ ଟ୍ରେନ୍‌ ଚଳାଚଳ କରିବ ବୋଲି ଜଣାପଡିଛି । ଏହା ଦିନିଆ ଯାତ୍ରା କରିବାକୁ ଥିବାବେଳେ ଉତ୍ତରପ୍ରଦେଶ, ବିହାର, ଝାଡଖଣ୍ଡ ଏବଂ ଓଡ଼ିଶାର ପ୍ରସିଦ୍ଧ ତୀର୍ଥସ୍ଥାନ ଦେଇ ଯାତ୍ରା କରିବ । ରେଳବାଇ ପକ୍ଷରୁ ଏନେଇ ସୂଚନା…
Read More...

ସାଧାରଣତନ୍ତ୍ର ଦିବସ ପାଇଁ ଗାନ୍ଧୀମାର୍ଗରେ ଫୁଲଡ୍ରେସ୍‌ ରିହର୍ସାଲ୍‌

ଭୁବନେଶ୍ୱର : ସାଧାରଣତନ୍ତ୍ର ଦିବସ ପାଇଁ ମଙ୍ଗଳବାର ଗାନ୍ଧୀମାର୍ଗରେ ଫୁଲଡ୍ରେସ୍‌ ରିହର୍ସାଲ୍‌ ହୋଇଥିବା ଜଣାପଡିଛି । କୋଭିଡ କଟକଣା ପରେ ଏଥର ୪୩ରୁ ଅଧିକ ଟ୍ରୁପ ଭାଗ ନେବେ । ପୋଲିସ, ସଶସ୍ତ୍ର ବାହିନୀ, କମାଣ୍ଡୋ, ଆନ୍ଧ୍ର ପୋଲିସର ଗୋଟିଏ ଟ୍ରୁପ, ସିଭିଲିଆନଙ୍କ ଅଂଶଗ୍ରହଣ କରିବେ ବୋଲି…
Read More...

ସୁଭାଷ ଚନ୍ଦ୍ର ବୋଷଙ୍କ ୧୨୬ତମ ଜୟନ୍ତୀ ଉପଲକ୍ଷେ ଶ୍ରଦ୍ଧାଞ୍ଜଳି ଜଣାଇଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର : ଆଜି ମହାନ ଜନନାୟକ ସୁଭାଷ ଚନ୍ଦ୍ର ବୋଷଙ୍କ ୧୨୬ତମ ଜୟନ୍ତୀ । ଏହି ଉପଲକ୍ଷେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶ୍ରଦ୍ଧାଞ୍ଜଳି ଜଣାଇଛନ୍ତି । ମୁଖ୍ୟମନ୍ତ୍ରୀ ଟ୍ୱିଟ୍‌ କରି କହିଛନ୍ତି, ମହାନ ବୀର ସ୍ୱାଧୀନତା ସଂଗ୍ରାମୀ, ଭାରତ ମାତାର ସୁଯୋଗ୍ୟ ସନ୍ତାନ ନେତାଜୀ ସୁଭାଷ ଚନ୍ଦ୍ର…
Read More...

ଜାମୁକୋଳି ଗୋଶାଳା ପରିଦର୍ଶନ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଜଟଣୀର ଜାମୁକୋଳି ଅଞ୍ଚଳରେ ଥିବା ଭୁବନେଶ୍ୱର ମହାନଗର ନିଗମ ଅଧୀନସ୍ଥ ଗୋଶାଳା ପରିଦର୍ଶନ କରି ଗୋରୁମାନଙ୍କ ରକ୍ଷଣା ବେକ୍ଷଣ ଓ ସେମାନଙ୍କ ପାଇଁ ଥିବା ବ୍ୟବସ୍ଥା ସମ୍ପର୍କରେ ପ୍ରତ୍ୟକ୍ଷ ଅନୁଧ୍ୟାନ କରିଛନ୍ତି । ଗାଈ ମାନଙ୍କର…
Read More...

ବେସରକାରୀ କଲେଜ କର୍ମଚାରୀଙ୍କ ବଢ଼ିଲା ଦରମା

ଭୁବନେଶ୍ୱର : ବେସରକାରୀ କଲେଜ କର୍ମଚାରୀଙ୍କ ଦରମା ବଢ଼ାଇଛନ୍ତି ସରକାର । ଶନିବାର ମୁଖ୍ୟମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ରାଜ୍ୟ କ୍ୟାବିନେଟ୍‌ ବୈଠକରେ ଗ୍ରାଣ୍ଟ-ଇନ୍‌-ଏଡ୍‌ ବୃଦ୍ଧି ଉପରେ ମଞ୍ଜୁରୀ ମିଳିଛି । ଅନୁଦାନପ୍ରାପ୍ତ ବେସରକାରୀ କଲେଜ କର୍ମଚାରୀଙ୍କ ଗ୍ରାଣ୍ଟ-ଇନ୍‌-ଏଡ୍‌ ବଢ଼ିବା ସହ…
Read More...