Browsing Tag

bhubaneswar news

ଖଣ୍ଡଗିରି ମେଳା ପାଇଁ ସ୍ୱତନ୍ତ୍ର ମାର୍ଗଦର୍ଶିକା ଜାରି କଲା ବିଏମ୍‌ସି

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ଖଣ୍ଡଗିରି ମାଘ ମେଳା ପାଇଁ ବିଏମ୍‌ସି ପକ୍ଷରୁ ସ୍ୱତନ୍ତ୍ର ମାର୍ଗଦର୍ଶିକା ଜାରି କରାଯାଇଛି । ମେୟର ସୁଲୋଚନା ଦାସଙ୍କ ଅଧ୍ୟକ୍ଷତାରେ ପ୍ରଥମ ବୈଠକ ବସିଥିବା ବେଳେ ଶନିବାର କମିଶନର ବିଜୟ ଅମୃତା କୁଲାଙ୍ଗେଙ୍କ ଅଧ୍ୟକ୍ଷତାରେ ସମୀକ୍ଷା ବୈଠକ ଅନୁଷ୍ଠିତ…
Read More...

ବରିଷ୍ଠ ଓଏଏସ୍‌ ଶ୍ୟାମଭକ୍ତ ମିଶ୍ର ହେଲେ ଓପିଏସ୍‌ସି ସଦସ୍ୟ

ଭୁବନେଶ୍ୱର : ରାଜ୍ୟ ସରକାର ଶନିବାର ବରିଷ୍ଠ ଓଏଏସ୍‌ ଅଫିସର ଶ୍ୟାମଭକ୍ତ ମିଶ୍ରଙ୍କୁ ଲୋକସେବା ଆୟୋଗର ସଦସ୍ୟ ଭାବେ ନିଯୁକ୍ତି ଦେଇଛନ୍ତି । ରାଜ୍ୟ ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ଜାରି ବିଜ୍ଞପ୍ତି ଅନୁସାରେ, ବୟନିକାର ପରିଚାଳନା ନିର୍ଦ୍ଦେଶକ ଓ ରାଜ୍ୟ ହସ୍ତତନ୍ତ ନିର୍ଦ୍ଦେଶକ ଶ୍ୟାମଭକ୍ତ…
Read More...

ଖଣ୍ଡଗିରି ମେଳା ଓ ଯାତ୍ରା ଉତ୍ସବ ପାଇଁ ଗାଇଡଲାଇନ୍‌ ଜାରି କଲା ବିଏମ୍‌ସି

ଭୁବନେଶ୍ୱର : ଖଣ୍ଡଗିରି ମେଳା ଓ ଯାତ୍ରା ଉତ୍ସବ ପାଇଁ ବିଏମ୍‌ସିର ଗାଇଡଲାଇନ ଜାରି । ଆସନ୍ତା ମାଘ ସପ୍ତମୀରୁ ଖଣ୍ଡଗିରିରେ ପ୍ରସିଦ୍ଧ କୁମ୍ଭମେଳା ଆରମ୍ଭ ହେବ । ତେଣୁ ଯାତ୍ରାକୁ ମିଳିଛି ଅନୁମତି । କୋଭିଡ ଗାଇଡଲାଇନ୍‌ ଅନୁଯାୟୀ, ପ୍ରସିଦ୍ଧ ଖଣ୍ଡଗିରି ମେଳା ଚାଲିବ ବୋଲି ବିଏମ୍‌ସି…
Read More...

ଶ୍ରୀ ଲିଙ୍ଗରାଜଙ୍କ ଜାଗର ଯାତ୍ରା ପ୍ରସ୍ତୁତି ବୈଠକ

ଭୁବନେଶ୍ୱର : ମହାପ୍ରଭୁ ଶ୍ରୀ ଲିଙ୍ଗରାଜଙ୍କ ଜାଗର ଯାତ୍ରା ସୁରୁଖୁରୁରେ ସମାପନ କରିବା ପାଇଁ ମନ୍ଦିର କାର୍ଯ୍ୟାଳୟ ତରଫରୁ ପ୍ରସ୍ତୁତି ଆରମ୍ଭ ହୋଇଛି । ଏନେଇ ଶୁକ୍ରବାର ସନ୍ଧ୍ୟା ବେଳେ ମନ୍ଦିର କାର୍ଯ୍ୟାଳୟ ପରିସରରେ କାର୍ଯ୍ୟନିର୍ବାହୀ ଅଧିକାରୀ ଭବାନୀପ୍ରସାଦ ମିଶ୍ରଙ୍କ ଅଧ୍ୟକ୍ଷତାରେ…
Read More...

କୁଆଖାଇ ନଦୀରୁ ଉଦ୍ଧାର ହେଲା ବିରଳ ଆଲବିନୋ କଇଁଛ

ଭୁବନେଶ୍ବର, (କେପିଏନ୍‌ଏସ୍‌) : ଭୁବନେଶ୍ୱର ପାଣ୍ଡରା ନିକଟସ୍ଥ କୁଆଖାଇ ନଦୀରୁ ଉଦ୍ଧାର ହୋଇଛି ଏକ ବିରଳ କଇଁଛ । ଜଣେ ବ୍ୟକ୍ତି ମାଛ ଧରିବା ଲାଗି 'ସୂତି' ପକାଇଥିଲେ । ସକାଳୁ ଦେଖିବା ବେଳେ ସୂତିର କଣ୍ଟାରେ ଲାଗିଛି ଏକ ଅଜବ ରଙ୍ଗର କଇଁଛ । ଏହି କଇଁଛଟିକୁ ଦେଖିବାକୁ ପାଖ ଆଖ ଲୋକଙ୍କର…
Read More...

ତାମିଲନାଡ଼ୁ କ୍ରୀଡ଼ାମନ୍ତ୍ରୀ ବୁଲିଲେ ଭୁବନେଶ୍ୱର

ଭୁବନେଶ୍ୱର : ହକି ବିଶ୍ୱକପ ଦେଖିବାକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିମନ୍ତ୍ରଣ ରକ୍ଷା କରି ତାମିଲନାଡ଼ୁ କ୍ରୀଡା ଓ ଯୁବ ବ୍ୟାପାର ମନ୍ତ୍ରୀ ଉଦୟ ନିଧି ଷ୍ଟାଲିନ ଓଡ଼ିିଶା ଗସ୍ତରେ ଆସିଛନ୍ତି । ସେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ସହ ଗୁରୁବାର ମ୍ୟାଚ୍‌ ଦେଖିଥିଲେ । ଶୁକ୍ରବାର…
Read More...

ରାଉରକେଲାରେ ବିଶ୍ୱକପ୍‌ ହକିର ମଜା ନେଲେ ଭିନ୍ନକ୍ଷମ ଛାତ୍ରଛାତ୍ରୀ

ଭୁବନେଶ୍ୱର : ବିଶ୍ୱକପ୍ ପୁରୁଷ ହକି ଖେଳ ଉପଭୋଗ କରିଛନ୍ତି ଭିନ୍ନକ୍ଷମ ଛାତ୍ରଛାତ୍ରୀ । ପ୍ରାୟତଃ ବାହାର ଦୁନିଆରୁ ଦୂରରେ ବୋଲି ମନେ କରୁଥିବା ଏହି ପିଲାମାନେ ହକି ଖେଳ ଦେଖିବାରୁ ଭରପୂର ମଜା ଉଠାଇଛନ୍ତି । ଭୁବନେଶ୍ୱର ବିମାନ ବନ୍ଦରରୁ ରାଉରକେଲା ଅଭିମୁଖେ ବିମାନଯାତ୍ରା କରିଥିଲେ ୧୬ ଜଣ…
Read More...

ଆଜି କ୍ୟାବିନେଟର ଗୁରୁତ୍ୱପୂର୍ଣ୍ଣ ବୈଠକ

ଭୁବନେଶ୍ୱର : ଶନିବାର ପୂର୍ବାହ୍ନ ୧୧ଟା ୧୫ ମିନିଟରେ ରାଜ୍ୟ କ୍ୟାବିନେଟର ଗୁରୁତ୍ୱପୂର୍ଣ୍ଣ ବୈଠକ ଅନୁଷ୍ଠିତ ହେବ । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହେବାକୁ ଥିବା ଏହି ବୈଠକରେ ମୋଟ ୧୫ଟି ପ୍ରସ୍ତାବକୁ ଅନୁମୋଦନ ମିଳିବା ସମ୍ଭାବନା ରହିଛି । ପଞ୍ଚାୟତିରାଜ,…
Read More...

ସାଧାରଣତନ୍ତ୍ର ଦିବସ ପାଇଁ ଆସିଲା ଗାଇଡ୍‌ଲାଇନ

ଭୁବନେଶ୍ୱର : ସାଧାରଣତନ୍ତ୍ର ଦିବସ ପାଇଁ ଆସିଲା ଗାଇଡ୍‌ଲାଇନ । ଜାନୁଆରୀ ୨୬ ତାରିଖ ଦିନ ଦେଶର ସମସ୍ତ ଶିକ୍ଷାନୁଷ୍ଠାନରେ ପୂର୍ବାହ୍ନ ସାଢ଼େ ୯ଟା ସୁଦ୍ଧା ଜାତୀୟ ପତାକା ଉଡ଼ିବ । କୋଭିଡ୍‌ ସ୍ଥିତିକୁ ଦେଖି ଭର୍ଚୁଆଲ ନ ହେଲେ ଫିଜିକାଲ ମୋଡ୍‌ରେ ପତାକା ଉତ୍ତୋଳନ କରିବେ ଶିକ୍ଷାନୁଷ୍ଠାନର…
Read More...

ଜାତୀୟ ଉଠା ଦୋକାନୀ ଦିବସ ପାଳିତ

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ପ୍ରତ୍ୟେକ ବର୍ଷ ଭଳି ଚଳିତ ବର୍ଷ ମଧ୍ୟ ଜାନୁଆରୀ ୨୦ ତାରିଖରେ ନିଆରା ଭାବରେ ପାଳିତ ହୋଇଯାଇଛି 'ଜାତୀୟ ଉଠା ଦୋକାନୀ ଦିବସ' । ଏହା ନିଖିଳ ଉତ୍କଳ କ୍ଷୁଦ୍ର ବ୍ୟବସାୟୀ ମହାସଂଘ ଦ୍ୱାରା ଇନଷ୍ଟିଚ୍ୟୁଟ ଅଫ ଇଞ୍ଜିନିୟରିଂ ଭବନଠାରେ ଅନୁଷ୍ଠିତ ହୋଇଥିଲା । ଏଥିରେ…
Read More...