Browsing Tag

bhubaneswar news

କିଟ୍ କ୍ୟାମ୍ପସରେ ଡାଟା-ଡାଇଲଗ ସମ୍ପର୍କିତ ଜର୍ଣ୍ଣାଲିଷ୍ଟ କର୍ମଶାଳା

ଭୁବନେଶ୍ୱର, (କେ.ସତ୍ୟନାରାୟଣ ରେଡ୍ଡୀ) : ରାଜଧାନୀ ଭୁବନେଶ୍ୱରସ୍ଥ କିଟ୍ ବିଶ୍ୱବିଦ୍ୟାଳୟର ସ୍କୁଲ ଅଫ୍ ମାନେଜମେଣ୍ଟ ମାସ-କମ୍ୟୁନିକେସନ କ୍ୟାମ୍ପସ ବିଭାଗ ଆନୁକୂଲ୍ୟରେ ଡାଟା-ଡାଇଲଗ ସମ୍ପର୍କିତ ଜର୍ଣ୍ଣାଲିଷ୍ଟ କର୍ମଶାଳା ଆୟୋଜିତ ହୋଇଯାଇଛି । ଉକ୍ତ ରାଜ୍ୟସ୍ତରୀୟ କର୍ମଶାଳାର ଓଡ଼ିଶା…
Read More...

୭ ମେଡିକାଲ କଲେଜର ୭ ବରିଷ୍ଠ ଡାକ୍ତରଙ୍କ ବଦଳି

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ରାଜ୍ୟ ସରକାରଙ୍କ ଅଧୀନ ୭ଟି ମେଡିକାଲ କଲେଜର ୭ଜଣ ପ୍ରଫେସର ଏବଂ ସହକାରୀ ପ୍ରଫେସରଙ୍କର ଗୁରୁବାର ବଦଳି କରାଯାଇଛି । ବ୍ରହ୍ମପୁରସ୍ଥିତ ଏମ୍‌କେସିଜି ମେଡିକାଲ କଲେଜର ଆନାସ୍ଥେସିଆଲୋଜି ବିଭାଗ ପ୍ରଫେସର ଡ. ଲକ୍ଷ୍ମୀଧର ଦାଶଙ୍କୁ ଏସ୍‌ସିବି ମେଡିକାଲ କଲେଜକୁ…
Read More...

ଆଜି ରିଲିଜ ହେବ ‘ଦମନ’ର ହିନ୍ଦୀ ଟ୍ରେଲର

ଭୁବନେଶ୍ୱର, (କେପିଏନ୍‌ଏସ) : ଓଡ଼ିଆ ଚଳଚ୍ଚିତ୍ର 'ଦମନ'ର ହିନ୍ଦୀ ଟ୍ରେଲର ଶୁକ୍ରବାର ପୂର୍ବାହ୍ନ ୧୧ଟାରେ ପାନୋରମା ୟୁଟ୍ୟୁବ ଚ୍ୟାନେଲରେ ମୁକ୍ତିଲାଭ କରିବ । ଓଡ଼ିଆ ଭାଷାରେ ପ୍ରସ୍ତୁତ ଏହି ଚଳଚ୍ଚିତ୍ରର ବିପୁଳ ସଫଳତା ପରେ ହିନ୍ଦୀ ଭାଷାରେ ପ୍ରସ୍ତୁତ କରାଯାଇଛି । ଗତ ଗୁରୁବାର ପାନୋରମା…
Read More...

ଶ୍ରୀଲିଙ୍ଗରାଜ ମନ୍ଦିରରେ ଆରମ୍ଭ ହେବ ନୂଆ ରୋଷଘର କାର୍ଯ୍ୟ

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ଶ୍ରୀଲିଙ୍ଗରାଜଙ୍କ ଦୈନଦିନ ନୀତିରେ ଶଙ୍ଖୁଡ଼ି ଭୋଗ, ଅନ୍ନ ଭୋଗ ଲାଗି ହୋଇଥାଏ । ପ୍ରାଚୀନ କାଳରୁ ମନ୍ଦିର ବେଢା ପରିସରରେ ନୃସିଂହ ଦେବ ମନ୍ଦିର ପଛପଟେ ରହିଛି ଠାକୁରଙ୍କ ରୋଷଘର । ସମ୍ପ୍ରତି ଏଠାରେ ୪ରୁ ୫ଟି ରୋଷଚୁଲା ରହିଛି । ବିଭିନ୍ନ ସମସ୍ୟା…
Read More...

ମୋ ବସ୍‌ରେ ମାଗଣା ଯାତ୍ରା କରିବେ ହକି ଦର୍ଶକ

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ହକି ବିଶ୍ୱକପ୍‌କୁ ଦୃଷ୍ଟିରେ ରଖି କ୍ରୁଟ୍‌ ପକ୍ଷରୁ ସ୍ମାର୍ଟସିଟି ରାଉରକେଲାରେ ମୋ ବସ୍‌ ସେବା ଆରମ୍ଭ ହୋଇଛି । ଭୁବନେଶ୍ୱରରୁ ରାଉରକେଲା ମଧ୍ୟରେ ଯାତ୍ରୀଙ୍କ ଯାତାୟାତକୁ ସୁଗମ କରିବା ପାଇଁ ଏହି ସେବା ଆରମ୍ଭ ହୋଇଥିବା ବେଳେ ଭୁବନେଶ୍ୱରରେ ୧୫ଟି ଅତିରିକ୍ତ…
Read More...

ଡଟ୍‌ ଫେଷ୍ଟରେ ମିଳିବ ୧୬ ଦେଶର ଖାଦ୍ୟ

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ହକି ବିଶ୍ୱକପ୍‌କୁ ନେଇ ରାଜଧାନୀରେ ଉତ୍ସାହ ବଢ଼ିବାରେ ଲାଗିଛି । ଏହି ଅବସରରେ ଆସନ୍ତା ୧୫ରୁ ୨୯ ତାରିଖ ପର୍ଯ୍ୟନ୍ତ ପ୍ରଦର୍ଶନୀ ପଡ଼ିଆରେ ହେବାକୁ ଥିବା ଡଟ୍‌ ଫେଷ୍ଟକୁ ନେଇ ଲୋକଙ୍କ ମଧ୍ୟରେ ଉତ୍କଣ୍ଠା ପ୍ରକାଶ ପାଇଛି । ଭୁବନେଶ୍ୱର ସମେତ ସାରା…
Read More...

ଜାତୀୟ ରୋଡ ସାଇକ୍ଲିଂ ଚାମ୍ପିୟନସିପରେ ସ୍ୱର୍ଣ୍ଣ ଜିତିଲେ ଓଡିଶାର ସ୍ୱସ୍ତି

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ଓଡିଶାର ଉଦୀୟମାନ ମହିଳା ସାଇକ୍ଲିଷ୍ଟ ସ୍ୱସ୍ତି ସିଂ ତାଙ୍କ କ୍ୟାରିୟରରେ ଆଉ ଏକ ସଫଳତା ହାସଲ କରିଛନ୍ତି । ମହାରାଷ୍ଟର ଶିରଡିରେ ଅନୁଷ୍ଠିତ ୭୪ତମ ଜାତୀୟ ରୋଡ ସାଇକ୍ଲିଂ ଚାମ୍ପିୟନସିପରେ ସେ ସ୍ୱର୍ଣ୍ଣ ପଦକ ହାସଲ କରିଛନ୍ତି । ସେ ୨:୫୬:୪୫ରେ ରେସ…
Read More...

୩୩୦ ଶଯ୍ୟା ବିଶିଷ୍ଟ ହେବ ସୁନ୍ଦରଗଡ଼ ଓ କେନ୍ଦୁଝର ଜିଲ୍ଲା ଚିକିତ୍ସାଳୟ

୩୨ ଜଣ ପାଇବେ ନିଯୁକ୍ତି ଭୁବନେଶ୍ୱର, (କେପିଏନ୍‌ଏସ୍‌) : କେନ୍ଦୁଝର ସହ ସୁନ୍ଦରଗଡ଼ ଜିଲ୍ଲା ଚିକିତ୍ସାଳୟର କଳେବର ବଢ଼ିବ । ମେଡିକାଲରେ ଥିବା ବେଡ୍ ସଂଖ୍ୟା ମଧ୍ୟ ବୃଦ୍ଧି ହେବ । ଉଭୟ ସୁନ୍ଦରଗଡ଼ ଓ କେନ୍ଦୁଝର ଜିଲ୍ଲା ଚିକିତ୍ସାଳୟରେ ରୋଗୀ ଶଯ୍ୟା ସଂଖ୍ୟା ୩୩୦କୁ ବୃଦ୍ଧି କରାଯିବ ।…
Read More...

ବିଶ୍ୱ ଭେଟେରାନ ଟିଟି ଚାମ୍ପିୟନସିପ

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ଓମାନର ମାସ୍କଟଠାରେ ଚଳିତ ମାସ ୧୫ରୁ ୨୧ ପର୍ୟ୍ୟନ୍ତ ବିଶ୍ୱ ଭେଟେରାନ ଟେବୁଲ ଟେନିସ ଚାମ୍ପିୟନସିପ ଆୟୋଜିତ ହେବ । ଏଥିପାଇଁ ଭାରତୀୟ ଦଳ ଘୋଷଣା କରାଯାଇଛି । ଏଥିରେ ଓଡିଶାର ୨ଜଣ ଖେଳାଳିଙ୍କୁ ସୁଯୋଗ ମିଳିଛି । ଏହି ୨ଜଣ ହେଲେ ଦେବଦତ ମହାନ୍ତି ଓ ତ୍ରୈଲୋକ୍ୟ…
Read More...

ସର୍ବଭାରତୀୟ ପୋଷ୍ଟାଲ ଆଥଲେଟିକ୍ସ : ଓଡିଶାକୁ ୭ ପଦକ

ଭୁବନେଶ୍ୱର, (କେପିଏନ୍‌ଏସ୍‌) : କେରଳର ଥିରୁଅନନ୍ତପୁରମରେ ଅନୁଷ୍ଠିତ ୩୫ତମ ସର୍ବ ଭାରତୀୟ ପୋଷ୍ଟାଲ ଆଥଲେଟିକ ମିଟ ଓ ସାଇକ୍ଲି ଟୁର୍ଣ୍ଣାମେଂଟରେ ଓଡିଶା ପ୍ରତିଯୋଗୀମାନେ ଆକର୍ଷଣୀୟ ପ୍ରଦର୍ଶନ କରିଛନ୍ତି । ଓଡିଶା ପୋଷ୍ଟାଲ ଟିମ ଗୋଟିଏ ସ୍ୱର୍ଣ୍ଣ, ୩ ରୌପ୍ୟ ଓ ୩ ବ୍ରୋଞ୍ଜ ପଦକ ହାସଲ କରିଛି…
Read More...