Browsing Tag

bhubaneswar news

ହକି ବିଶ୍ୱକପ ପାଇଁ ରାଜଧାନୀ ଜଗିବେ ୮୧ ପ୍ଲାଟୁନ୍ ପୁଲିସ ଫୋର୍ସ

ଭୁବନେଶ୍ୱର : ଆଜିଠୁ କଳିଙ୍ଗ ଷ୍ଟାଡିୟମରେ ହେବାକୁ ଥିବା ଏଫ୍ଆଇଏଚ୍ ପୁରୁଷ ହକି ବିଶ୍ୱକପ୍ ପାଇଁ ସୁରକ୍ଷା ବ୍ୟବସ୍ଥା କଡା କଡି କରାଯାଇଛି । ଗୁରୁବାର ଟ୍ୱିନ୍ ସିଟି ପୁଲିସ କମିସନର ସୌମେନ୍ଦ୍ର ପ୍ରିୟଦର୍ଶୀ ଏହି ସୂଚନା ଦେଇଛନ୍ତି । କେବଳ ଭୁବନେଶ୍ୱରରେ ପ୍ରାୟ ୮୧ ପ୍ଲାଟୁନ୍ ପୁଲିସ ଫୋର୍ସ…
Read More...

ସୋଆ ପ୍ରତିଷ୍ଠାତା ସଭାପତିଙ୍କ ଓଏସ୍‌ଡିଙ୍କୁ ଶିକ୍ଷାଭାରତୀ ସମ୍ମାନ

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ସର୍ବଭାରତୀୟ ଶିକ୍ଷା ସଂସ୍ଥା, ସେଂଟର ଫର୍ ଏକ୍ସଲେନ୍ସ ଡେଭେଲପମେଂଟ (ସିଇଡି) ପକ୍ଷରୁ ଶିକ୍ଷା ଓ ଅନୁସନ୍ଧାନ (ସୋଆ) ପ୍ରତିଷ୍ଠାତା ସଭାପତିଙ୍କ ଓଏସ୍‌ଡି ପ୍ରୀତମ ନାୟକଙ୍କୁ ଶିକ୍ଷା ଭାରତୀ ସମ୍ମାନ ପ୍ରଦାନ କରାଯାଇଛି । ଉତରପ୍ରଦେଶ ଗୁରୁଗ୍ରାମଠାରେ ଆୟୋଜିତ…
Read More...

ଫ୍ୟାଶନ୍ ଓ ଲାଇଫ୍ ଷ୍ଟାଇଲ୍ ମେଳା ଉଦ୍‌ଯାପିତ

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ଇଣ୍ଡିଆନ୍ ଚାମ୍ବର ଅଫ୍ କମର୍ସ ଓ ମହିଳା ଉଦ୍ୟୋଗୀ ପରିଷଦ (ଆଇ.ଏନ୍‌.ଡ଼ବ୍ଳୁ.ଇ.ସି.)ର ମିଳିତ ସହଯୋଗରେ ପଟିଆ ପାଲ୍‌ଟ୍ରୋନିକ୍ସ ଗ୍ରାଉଣ୍ଡରେ ଚାଲିଥିବା ଫ୍ୟାଶନ୍ ଓ ଲାଇଫ୍ ଷ୍ଟାଇଲ୍ ମେଳା ଗତକାଲି ଶେଷ ହୋଇଛି । ଉଦ୍‌ଯାପନୀ ଦିବସରେ ମୁଖ୍ୟ ଅତିଥି ଭାବେ…
Read More...

କଳିଙ୍ଗ ଷ୍ଟାଡିୟମରେ ନିର୍ମାଣ ହୋଇଥିବା ‘ଓଲି ଲ୍ୟାଣ୍ଡ’ ବୁଲି ଦେଖିଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ହକି ବିଶ୍ୱକପ୍‌ ଆରମ୍ଭ ହେବା ପୂର୍ବରୁ ଗତକାଲି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କଳିଙ୍ଗ ଷ୍ଟାଡିୟମରେ ନିର୍ମାଣ ହୋଇଥିବା ‘ଓଲି ଲ୍ୟାଣ୍ଡ’ ବୁଲି ଦେଖିଛନ୍ତି । ବିଶ୍ୱକପ୍‌ ହକି ମାସ୍କଟ ଓଲି ନାଁରେ ନିର୍ମାଣ ହୋଇଛି ଓଲି ଲ୍ୟାଣ୍ଡ । ବିଭିନ୍ନ ଥିମ ସହିତ ଓ…
Read More...

ମୁଖ୍ୟ ଶାସନ ସଚିବଙ୍କ ବିଭିନ୍ନ ଜିଲ୍ଲା ଗସ୍ତ ଓ ଉନ୍ନୟନମୂଳକ କାର୍ଯ୍ୟର ସମୀକ୍ଷା

କଟକ - ସମ୍ବଲପୁର ଜାତୀୟ ରାଜପଥର କାର୍ଯ୍ୟ ଖୁବ ଶୀଘ୍ର ସଂପୂର୍ଣ୍ଣ କରିବାକୁ ନିର୍ଦ୍ଦେଶ ଭୁବନେଶ୍ୱର, (କେପିଏନ୍‌ଏସ୍‌) : ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ର ସମ୍ବଲପୁର ଜିଲ୍ଲା ଗସ୍ତ କରି କଟକ-ସମ୍ବଲପୁର ଜାତୀୟ ରାଜପଥରେ ଚାରି ଲେନ ବିଶିଷ୍ଟ କାର୍ଯ୍ୟର ଅଗ୍ରଗତି ସଂପର୍କରେ…
Read More...

ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନା ଲୋକପ୍ରିୟତାରେ ଅଦ୍ଭୁତପୂର୍ବ ସାଫଲ୍ୟ

• ଦେୟମୁକ୍ତ ଚିକିତ୍ସାରେ ୪୧୩ ଶତକଡ଼ା ଅଭିବୃଦ୍ଧି• ପାଣ୍ଠି ବିନିଯୋଗରେ ୫୪୮ ଶତକଡ଼ା ଅଭିବୃଦ୍ଧି ଭୁବନେଶ୍ୱର, (କେପିଏନ୍‌ଏସ୍‌) : ବିଗତ ୨ ବର୍ଷ ମଧ୍ୟରେ ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନାର ଲୋକପ୍ରିୟତାରେ ଅଦ୍ଭୁତପୂର୍ବ ଅଗ୍ରଗତି ଘଟିଛି । ଜାତୀୟ ସ୍ୱାସ୍ଥ୍ୟ ମିଶନ ନିର୍ଦ୍ଦେଶକ ତଥା…
Read More...

୨ ମେଡିକାଲ କଲେଜର ଅଧୀକ୍ଷକ ନିଯୁକ୍ତ

ଭୁବନେଶ୍ୱର : ରାଜ୍ୟର ୨ ମେଡିକାଲ କଲେଜର କଟକ ଏସ୍‌ଏସିବି ଓ କଳାହାଣ୍ଡି ମେଡିକାଲ କଲେଜର ଅଧୀକ୍ଷକ ନିଯୁକ୍ତ କରାଯାଇଛି । ସେହିପରି ଏମ୍‌କେସିଜି ଅଧ୍ୟକ୍ଷ ନିଯୁକ୍ତ କରାଯାଇଛି । ପ୍ରଫେସର ସୁଧାଂଶୁ ଶେଖର ମିଶ୍ରଙ୍କୁ କଟକ ଏସସିବି ମେଡିକାଲ କଲେଜ ଅଧୀକ୍ଷକ ଭାବେ ନିଯୁକ୍ତ କରାଯାଇଛି ।…
Read More...

ଉଦ୍‌ଘାଟିତ ହେଲା ହକି ବିଶ୍ୱକପ-୨୦୨୩

ଭୁବନେଶ୍ୱର : ବାରବାଟୀ ଷ୍ଚାଡିୟମରେ ଉଦ୍‌ଘାଟିତ ହେଲା ହକି ବିଶ୍ୱକପ୍‌ । ରଙ୍ଗାରଙ୍ଗ କାର୍ଯ୍ୟକ୍ରମ ମଧ୍ୟରେ ହକି ବିଶ୍ୱକପ୍‌ ଉଦ୍‌ଘାଟିତ ହୋଇଯାଇଛି । ଏହି ଅବସରରେ ମୁଖ୍ୟ ଅତିଥି ଭାବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଓ କେନ୍ଦ୍ର କ୍ରୀଡା ମନ୍ତ୍ରୀ ଅନୁରାଗ ଠାକୁର ଯୋଗ ଦେଇଛନ୍ତି ।…
Read More...

ରୋଷେଇ ସରଞ୍ଜାମରୁ ହକି ବିଶ୍ୱକପ୍‌ ଟ୍ରଫି ନିର୍ମାଣ କଲେ ଚିତ୍ରଶିଳ୍ପୀ ପ୍ରିୟଙ୍କା ସାହାଣୀ

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ପୁରୁଷ ହକି ବିଶ୍ୱକପ୍‌-୨୦୨୩ ପାଇଁ ସାରା ଓଡ଼ିଶା ଉତ୍ସବ ମୁଖର । ଚଳିତ ବର୍ଷ ଦ୍ୱିତୀୟ ଥର ପାଇଁ ଓଡ଼ିଶା ହକି ବିଶ୍ୱକପ୍‌ ଆୟୋଜନ କରୁଥିବାରୁ ସବୁ ଓଡ଼ିଆ ଗର୍ବ କରୁଛନ୍ତି । ଭାରତୀୟ ହକି ଦଳକୁ ଓଡ଼ିଶା ସରକାର ପ୍ରୋତ୍ସାହିତ କରୁଛନ୍ତି । ଏହି ଅବସରରେ…
Read More...

ମନୋଜ୍ଞ ସଙ୍ଗୀତ ସନ୍ଧ୍ୟା ‘ହୋପ-୨୦୨୩’ : ଆଠଜଣ ବିଶିଷ୍ଠ ବ୍ୟକ୍ତିଙ୍କୁ ‘କଳିଙ୍ଗ ପ୍ରତିଭା ସମ୍ମାନ’

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ଅଗ୍ରଣୀ ସାଂସ୍କୃତିକ ଅନୁଷ୍ଠାନ ‘ସଂସ୍କୃତି ଓ ସଂସ୍କୃତି’ ଶିକ୍ଷାବିତ୍‌ ହାଡିବନ୍ଧୁ ହାଲି ଫାଉଣ୍ଡେସନ୍‌ ପକ୍ଷରୁ ଆୟୋଜିତ ଏକ ମନୋଜ୍ଞ ଉତ୍ସବରେ ବିଭିନ୍ନ କ୍ଷେତ୍ରକୁ ଉଲ୍ଲେଖନୀୟ ଅବଦାନ ପାଇଁ ଆଠଜଣ ବିଶିଷ୍ଟ ବ୍ୟକ୍ତିଙ୍କୁ ସମ୍ମାନଜନକ ‘କଳିଙ୍ଗ ପ୍ରତିଭା…
Read More...