Browsing Tag

bhubaneswar news

ପଦ୍ମପୁର ବିଧାନସଭା ନିର୍ବାଚନ ମଣ୍ଡଳୀରେ ଭୋଟର ତାଲିକା ସଂଶୋଧନ କାର୍ଯ୍ୟସୂଚୀ

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ବରଗଡ ଜିଲ୍ଲାର ପଦ୍ମପୁର ବିଧାନସଭା ନର୍ବାଚନ ମଣ୍ଡଳୀରେ ସ୍ୱତନ୍ତ୍ର ସଂକ୍ଷିପ୍ତ ଫଟୋ ଭୋଟର ତାଲିକାରେ ସଂଶୋଧନ କାର୍ଯ୍ୟକ୍ରମ ଉକ୍ତ ନିର୍ବାଚନ ମଣ୍ଡଳୀ ପାଇଁ ଅନୁଷ୍ଠିତ ହୋଇଥିବା ଉପନିର୍ବାଚନ ଦୃଷ୍ଟିରୁ ଆରମ୍ଭ ହୋଇପାରି ନଥିଲା ଓ ଏ ସଂପର୍କରେ ଭାରତ…
Read More...

୨୦୨୨ରେ ଜଳ ସମ୍ପଦ ବିଭାଗ କାର୍ଯ୍ୟରେ ଉଲ୍ଲେଖନୀୟ ସଫଳତା

ଦେଓ ମଧ୍ୟମ ସଂପୂର୍ଣ୍ଣକରଣ ଓ ସୁବର୍ଣ୍ଣରେଖା ପ୍ରକଳ୍ପରେ ଅତିରିକ୍ତ ଜନସେଚନ ସୁବିଧା୪୪ଟ ବୃହତ ଉଠା ଜଳସେଚନ ପ୍ରକଳ୍ପ ସଂପୂର୍ଣ୍ଣଗଙ୍ଗାଧର ମେହେର ଲିଫ୍ଟ କେନାଲ ପ୍ରକଳ୍ପ ଓ କାନୁପୁର ଜଳସେଚନ ପ୍ରକଳ୍ପ କାର୍ଯ୍ୟ ଅଗ୍ରଗତି ଭୁବନେଶ୍ୱର, (କେପିଏନ୍‌ଏସ୍‌) : ୨୦୨୨ ମସିହାରେ ରାଜ୍ୟ ଜଳସଂପଦ…
Read More...

ଜାନୁଆରୀ ମାସର ସବୁ ଛୁଟି ଦିନଗୁଡିକ ଦର୍ଶକଙ୍କ ପାଇଁ ଲୋକସେବା ଭବନ ପୁଷ୍ପ ଉଦ୍ୟାନ ଖୋଲା ରହିବ

ସମୟ ଅପରାହ୍ନ ୪ଟାରୁ ସନ୍ଧ୍ୟା ୬ଟାଆଜି ଅପରାହ୍ନରୁ ଆରମ୍ଭ ଭୁବନେଶ୍ୱର, (କେପିଏନ୍‌ଏସ୍‌) : ଜାନୁଆରୀ ୨୦୨୩ରେ ଚତୁର୍ଥ ଶନିବାର ବ୍ୟତୀତ ସବୁ ସରକାରୀ ଛୁଟିରେ ଲୋକସେବା ଭବନ ଉଦ୍ୟାନ ସର୍ବସାଧାରଣଙ୍କ ପାଇଁ ଖୋଲା ରହିବ । ଚଳିତ ମାସରେ ରବିବାର ଦ୍ୱିତୀୟ ଶନିବାର ଓ ଅନ୍ୟ ଛୁଟିକୁ ମିଶାଇ…
Read More...

ଇଂରାଜୀ ନୂଆବର୍ଷର ଶୁଭେଚ୍ଛା ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

ଭୁବନେଶ୍ୱର : ଇଂରାଜୀ ନୂଆବର୍ଷର ଶୁଭେଚ୍ଛା ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ୨୦୨୩ ମହାପ୍ରଭୁ ଶ୍ରୀ ଜଗନ୍ନାଥଙ୍କ କୃପାରୁ ସମସ୍ତଙ୍କ ପାଇଁ ସୁଖ, ଶାନ୍ତିର ବର୍ଷ ହେଉ । ସମୃଦ୍ଧି ଓ ସୁଯୋଗ, ସମ୍ଭାବନାର ବର୍ଷ ହେଉ । ଏହା ହିଁ କାମନା କରିଛନ୍ତି ମୁଖ୍ୟମନ୍ତ୍ରୀ । ଟ୍ୱିଟ କରି…
Read More...

ହକି ବିଶ୍ୱକପ୍‌ରେ ଯୋଗ ଦେବାକୁ କେରଳ, ମଣିପୁର ଓ ଛତିଶଗଡ ମୁଖ୍ୟମନ୍ତ୍ରୀଙ୍କୁ ଓଡ଼ିଶା ମୁଖ୍ୟମନ୍ତ୍ରୀଙ୍କ ପକ୍ଷରୁ…

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ଓଡିଶାରେ ଆୟୋଜିତ ହେଉଥିବା ହକି ବିଶ୍ୱକପ୍‌ରେ ଯୋଗ ଦେବାକୁ ଓଡିଶାର ମୁଖ୍ୟମନ୍ତ୍ରୀଙ୍କ ତରଫରୁ ଦେଶର ସବୁ ମୁଖ୍ୟମନ୍ତ୍ରୀଙ୍କୁ ନିମନ୍ତ୍ରଣ ଦିଆଯାଉଛି । ହକି ବିଶ୍ୱକପ୍‌ ନିମନ୍ତେ କେରଳ, ମଣିପୁର ଓ ଛତିଶଗଡ ମୁଖ୍ୟମନ୍ତ୍ରୀଙ୍କୁ ଓଡ଼ିଶା ମୁଖ୍ୟମନ୍ତ୍ରୀଙ୍କ…
Read More...

ଲୋକଙ୍କ ଖାଦ୍ୟ ସୁରକ୍ଷା ହେଉଛି ସୁନିଶ୍ଚିତ

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ରାଜ୍ୟ ସରକାରଙ୍କ ଉତ୍ତମ ପରିଚାଳନା ଯୋଗୁଁ ଖାଦ୍ୟ ସୁରକ୍ଷା କ୍ଷେତ୍ରରେ ଓଡ଼ିଶା ସାରା ବିଶ୍ୱରେ ପ୍ରଶଂସିତ ହୋଇଛି । ଏନ୍ଏଫ୍ଏସ୍ଏ ଏବଂ ଟିପିଡିଏସ୍ ପରି ସୂଚକାଙ୍କରେ ଓଡ଼ିଶା ଶୀର୍ଷ ସ୍ଥାନ ହାସଲ କରିଥିବା ବେଳେ ରାଜ୍ୟର ୩.୩୩ କୋଟି ଲୋକଙ୍କ ଖାଦ୍ୟ ସୁରକ୍ଷା…
Read More...

ହକି ବିଶ୍ୱକପ୍‌ରେ ଯୋଗ ଦେବାକୁ ଓଡିଶାର ମୁଖ୍ୟମନ୍ତ୍ରୀଙ୍କ ତରଫରୁ ଦେଶର ସବୁ ମୁଖ୍ୟମନ୍ତ୍ରୀଙ୍କୁ ନିମନ୍ତ୍ରଣ ପ୍ରଦାନ

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ଓଡିଶାରେ ଆୟୋଜିତ ହେଉଥିବା ହକି ବିଶ୍ୱକପ୍‌ରେ ଯୋଗ ଦେବାକୁ ଓଡିଶାର ମୁଖ୍ୟମନ୍ତ୍ରୀଙ୍କ ତରଫରୁ ଦେଶର ସବୁ ମୁଖ୍ୟମନ୍ତ୍ରୀଙ୍କୁ ନିମନ୍ତ୍ରଣ ଦିଆଯାଉଅଛି । ଏହି କ୍ରମରେ ତ୍ରିପୁରା, ହରିୟାଣା, ଗୋଆ ଓ କର୍ଣ୍ଣାଟକର ମୁଖ୍ୟମନ୍ତ୍ରୀଙ୍କୁ ନିମନ୍ତ୍ରଣ ପତ୍ର…
Read More...

ମୁଖ୍ୟମନ୍ତ୍ରୀଙ୍କ ଦ୍ୱାରା ‘ସହରାଂଚଳ ମୋ ସେବା କେନ୍ଦ୍ର’ ଉଦ୍‌ଘାଟିତ

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗତକାଲି ସନ୍ଧ୍ୟାରେ ଭୁବନେଶ୍ୱର ବାପୁଜୀନଗରରେ ଆଦର୍ଶ 'ସହରାଂଚଳ ମୋ ସେବା କେନ୍ଦ୍ର' ଉଦ୍‌ଘାଟନ କରିଛନ୍ତି । ଏହି କେନ୍ଦ୍ରରେ କୃଷକ ପଞ୍ଜିକରଣ, ଶ୍ରମ ପଞ୍ଜିକରଣ, ଜନ୍ମମୃତ୍ୟୁ ପ୍ରମାଣପତ୍ର, ଆଧାର ଓ ପାନ୍ କାର୍ଡ,…
Read More...

ମାର୍ଚ୍ଚ ୧ରୁ ଆରମ୍ଭ ହେବ ଯୁକ୍ତ ଦୁଇ ପରୀକ୍ଷା

ଭୁବନେଶ୍ୱର : ମାର୍ଚ୍ଚ ୧ରୁ ଆରମ୍ଭ ହେବ ଯୁକ୍ତ ଦୁଇ ପରୀକ୍ଷା । ମାର୍ଚ୍ଚ ୧ରୁ ବିଜ୍ଞାନ ପରୀକ୍ଷା ଆରମ୍ଭ ହେଉଥିବା ବେଳେ ମାର୍ଚ୍ଚ ୨ରୁ ଆରମ୍ଭ ହେବ କଳା ଓ ବାଣିଜ୍ୟ ପରୀକ୍ଷା । ସେହିପରି ଧନ୍ଦାମୂଳକ ପରୀକ୍ଷା ମାର୍ଚ୍ଚ ୩ରୁ ଆରମ୍ଭ ହେବ । ଏନେଇ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ…
Read More...

ଜାନୁୟାରୀ ୩୧ ଯାଏ ବଢ଼ିଲା ମାଣ୍ଡିଆ ସଂଗ୍ରହ ପଞ୍ଜିକରଣ ଅବଧି

ଭୁବନେଶ୍ୱର : ରାଜ୍ୟରେ ମାଣ୍ଡିଆ ସଂଗ୍ରହ ନିମନ୍ତେ ଚାଷୀ ପଞ୍ଜିକରଣ ସମୟସୀମାକୁ ୨୦୨୩ ଜାନୁୟାରୀ ୩୧ ପର୍ଯ୍ୟନ୍ତ ବୃଦ୍ଧି କରାଯାଇଛି । ଶୁକ୍ରବାର କୃଷି ଓ ଖାଦ୍ୟ ଉତ୍ପାଦନ ନିର୍ଦ୍ଦେଶକ ପ୍ରେମଚନ୍ଦ୍ର ଚୌଧାରୀ ରାଜ୍ୟର ୧୯ ଜିଲ୍ଲାର ଜଲ୍ଲାପାଳଙ୍କୁ ଚିଠି ଲେଖି ଜଣାଇଛନ୍ତି । ପୂର୍ବରୁ ଏହି…
Read More...