Browsing Tag

bhubaneswar news

ହକି ବିଶ୍ୱକପ୍‌ ପାଇଁ ମୁତୟନ ହେବେ ୫୦ ପ୍ଲାଟୁନ୍‌ ପୋଲିସ ଫୋର୍ସ

ଭୁବନେଶ୍ୱର : ଆସନ୍ତା ଜାନୁୟାରୀ ୧୩ରୁ ହକି ବିଶ୍ୱକପ୍‌ ଆରମ୍ଭ ହେବାକୁ ଯାଉଛି । ତେବେ ଖେଳାଳିଙ୍କ ସୁରକ୍ଷା ବ୍ୟବସ୍ଥାକୁ ଦୃଷ୍ଟିରେ ରଖି ରାଜଧାନୀ ଭୁବନେଶ୍ୱରରେ ୫୦ ପ୍ଲାଟୁନ୍‌ ପୋଲିସ ଫୋର୍ସ ନିୟୋଜିତ ହେବେ । ଏଥିସହ ବିମାନବନ୍ଦରରେ ଏବଂ ହୋଟେଲରେ ୨୪ ଘଣ୍ଟିଆ ପୋଲିସ ମୁତୟନ ରହିବେ ।…
Read More...

ଅଯଥା ଭୟଭିତ ହୁଅନ୍ତୁ ନାହିଁ, କୋଭିଡ୍‌ ନିୟମ ପାଳନ କରନ୍ତୁ : ମନ୍ତ୍ରୀ ଶ୍ରୀ ଦାସ

ଭୁବନେଶ୍ୱର, (କେପିଏନ୍‌ଏସ୍‌) : କୋଭିଡ ପୁଣିଥରେ ବିଦେଶରେ ବିଭିନ୍ନ ପ୍ରାନ୍ତରେ କାୟା ବିସ୍ତାର କରୁଥିବା ବେଳେ ଭାରତରେ ସେମିତି ପରିସ୍ଥିତି ଉପୁଜି ନାହିଁ । ରାଜ୍ୟରେ ଏବେ ସୁଦ୍ଧା ଏହାର ବିଶେଷ କିଛି ପ୍ରଭାବ ନାହିଁ । ତେବେ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ କୋଭିଡ…
Read More...

ଡିସେମ୍ବର ୨୯ରୁ ଆରମ୍ଭ ହେବ ଜାତୀୟ କିକ୍‌ବକ୍ସିଂ ଚାମ୍ପିଅନ୍‌ସିପ୍

ଭୁବନେଶ୍ୱର : ଡିସେମ୍ବର ୨୯ରୁ ଜାନୁଆରୀ ୧ ତାରିଖ ପର୍ଯ୍ୟନ୍ତ ଶିକ୍ଷା ଓ ଅନୁସନ୍ଧାନ (ସୋଆ) ଷ୍ଟାଡିୟମ୍‌ରେ ୨୭ତମ ସିନିୟର୍ ଆଇଏକେଓ ଜାତୀୟ କିକ୍‌ବକ୍ସିଂ ଚାମ୍ପିଅନ୍‌ସିପ୍ ଆୟୋଜିତ ହେବ । ଏହି ଚାମ୍ପିଅନ୍‌ସିପ୍‌ରେ ଦେଶର ୧୫ଟି ରାଜ୍ୟ ଓ କେନ୍ଦ୍ରଶାସିତ ଅଂଚଳରୁ ୫୦୦ରୁ ଅଧିକ ପ୍ରତିଯୋଗୀ…
Read More...

ଧୀରେନ୍ଦ୍ର ପଟ୍ଟନାୟକଙ୍କ ଚତୁର୍ଦ୍ଦଶ ଶ୍ରାଦ୍ଧବାର୍ଷିକୀ ପାଳିତ

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ଓଡିଶା ସଂଗୀତ ନାଟକ ଏକାଡେମୀର ପୂର୍ବତନ ସଭାପତି, କେନ୍ଦ୍ର ଏବଂ ରାଜ୍ୟ ସଂଗୀତ ଏକାଡେମୀପ୍ରାପ୍ତ ତଥା ଉତ୍କଳ ସଂଗୀତ ମହାବିଦ୍ୟାଳୟର ପ୍ରତିଷ୍ଠାତା ଅଧ୍ୟକ୍ଷ ସ୍ୱର୍ଗତ ଧୀରେନ୍ଦ୍ରନାଥ ପଟ୍ଟନାୟକଙ୍କର ଚତୁର୍ଦ୍ଦଶ ଶ୍ରାଦ୍ଧ ଦିବସ ଆଜି ନୟାପଲ୍ଲୀ ସ୍ଥିତ ମୟୂର…
Read More...

ଭିଜିଲାନ୍ସ ହାତରେ ଧରାପଡିଲେ ଜଗତସିଂହପୁର ଡେପୁଟି କଲେକ୍ଟର ଚିତ୍ତରଞ୍ଜନ ପିଲ୍ଲା

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ଆୟ ବର୍ହିଭୁତ ସମ୍ପତ୍ତି ଠୁଳ ଅଭିଯୋଗରେ ସକାଳୁ ସକାଳୁ ଜଗତସିଂହପୁର ଡେପୁଟି କଲେକ୍ଟର ଚିତ୍ତରଞ୍ଜନ ପିଲ୍ଲାଙ୍କ ଘରେ ଭିଜିଲାନ୍ସ ଟିମ୍ ଚଢାଉ କରିଥିବା ଜଣାପଡିଛି । ଏକାସାଙ୍ଗରେ ୯ଟି ଜାଗାରେ ଚଢ଼ାଉ ଜାରି ରହିଛି । ଭିଜିଲାନ୍ସ ଟିମ୍‌ରେ ୨ ଜଣ ଡିଏସ୍‌ପି,…
Read More...

ଭୁବନେଶ୍ୱରରେ ଭାରତୀୟ ହକି ଟିମ୍‌କୁ ଜୋରଦାର ସ୍ୱାଗତ

ଭୁବନେଶ୍ୱର : ହକି ବିଶ୍ୱକପ ଖେଳିବା ପାଇଁ ଆଜି ଭାରତୀୟ ହକି ଟିମ୍‌ ଭୁବନେଶ୍ୱରରେ ପହଞ୍ଚିଛନ୍ତି । ଭୁବନେଶ୍ୱର ବିମାନ ବନ୍ଦରରେ ପହଞ୍ଚିବା ପରେ ଭାରତୀୟ ଟିମ୍‌କୁ ଜୋରଦାର ସ୍ୱାଗତ କରାଯାଇଛି । ସୂଚନାଯୋଗ୍ୟ ଯେ, ଜାନୁଆରୀ ୧୩ରୁ ୨୯ ତାରିଖ ଯାଏ ଭୁବନେଶ୍ୱର ଓ ରାଉରକେଲାରେ ହକି ବିଶ୍ୱକପ୍‌…
Read More...

ଓଡିଶା କୃଷି ଓ ବୈଷୟିକ ବିଶ୍ୱବିଦ୍ୟାଳୟର ୩୯ତମ ସମାବର୍ତ୍ତନ ଉତ୍ସବ

ଭୁବେନଶ୍ୱର, (କେପିଏନ୍‌ଏସ୍‌) : ଓଡିଶା କୃଷି ଓ ବୈଷୟିକ ବିଶ୍ୱବିଦ୍ୟାଳୟର ୩୯ତମ ସମାବର୍ତ୍ତନ ଉତ୍ସବରେ ଯୋଗଦେଇ ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ ବିଶ୍ୱବିଦ୍ୟାଳୟଗୁଡ଼ିକ ପୂର୍ଣ୍ଣାଙ୍ଗ ଶିକ୍ଷା ପଦ୍ଧତି ମାଧ୍ୟମରେ ବ୍ୟକ୍ତିର ସାମଗ୍ରୀକ ବିକାଶ ଉପରେ ଗୁରୁତ୍ୱ ଆରୋପ କରିଥିଲେ । ଏହି ଶିକ୍ଷା…
Read More...

ଜାତୀୟ ସିନିୟର ପୁରୁଷ ଫୁଟ୍‌ବଲ୍‌ ଚାମ୍ପିୟନସିପ୍‌ : ପଣ୍ଡିଚେରୀକୁ ହରାଇଲା ଓଡ଼ିଶା

ଭୁବନେଶ୍ୱର : ସ୍ଥାନୀୟ କ୍ୟାପିଟାଲ ଫୁଟ୍‌ବଲ ଆରେନାରେ ଜାତୀୟ ସିନିୟର ପୁରୁଷ ଫୁଟ୍‌ବଲ୍‌ ଚାମ୍ପିୟନସିପ୍‌ ସନ୍ତୋଷ ଟ୍ରଫିର ସୋମବାର ଖେଳା ଯାଇଥିବା ଏକ ମ୍ୟାଚ୍‌ରେ ଓଡ଼ିଶା ୫-୦ ଗୋଲ୍‌ରେ ପଣ୍ଡିଚେରୀକୁ ପରାସ୍ତ କରିଛି । ଏହି ଏକତରଫା ମ୍ୟାଚ୍‌ରେ ଦୀନବନ୍ଧୁ ଦାସଙ୍କ ଗୋଲ୍‌ ବଳରେ ଓଡ଼ିଶା ଦଳ…
Read More...

ସାଧାରଣତନ୍ତ୍ର ଦିବସ ପାଳନ ନେଇ ପ୍ରସ୍ତୁତି ବୈଠକ ଅନୁଷ୍ଠିତ

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ସାଧାରଣତନ୍ତ୍ର ଦିବସ ପାଳନ ନେଇ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ସାଧାରଣତନ୍ତ୍ର ଦିବସ-୨୦୨୩ ପାଳନର ରୂପରଖେ ସଂପର୍କରେ ଏକ ପ୍ରସ୍ତୁତି ବୈଠକ ବିଭାଗୀୟ ପ୍ରମୁଖ ଶାସନ ସଚିବ ସଂଜୟ କୁମାର ସିଂଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି । ସାଧାରଣତନ୍ତ୍ର…
Read More...

ଆଜି କରୋନା ସ୍ଥିତି ସମୀକ୍ଷା କରିବେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର : କିଛି ମାସ ପରେ ପୁଣି କରୋନା ସଂକ୍ରମଣ ଚିନ୍ତା ବଢ଼ାଇଛି । ଚାଇନାରେ ସଂକ୍ରମଣ ବଢ଼ିବା ପରେ ରାଜ୍ୟରେ କରୋନା ପରିସ୍ଥିତି ନେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଅପରାହ୍ନ ୪ଟା ୩୦ ମିନିଟ୍‌ରେ ସମୀକ୍ଷା କରିବେ । ଏହି ବୈଠକରେ ସ୍ୱାସ୍ଥ୍ୟମନ୍ତ୍ରୀ, ସ୍ୱାସ୍ଥ୍ୟ ସଚିବଙ୍କ ସହ…
Read More...