Browsing Tag

bhubaneswar news

ନକଲି ଔଷଧ ବିରୁଦ୍ଧରେ ଲଢେଇ ଜାରି ରହିଛି

ଆଜି କଟକ ଏବଂ ବରଗଡରୁ ନକଲି ଔଷଧ ଜବତଔଷଧ ଆସୁଥିବା ରାଜ୍ୟର ପ୍ରବର୍ତ୍ତନ ବ୍ୟବସ୍ଥାସହ ଯୋଗାଯୋଗ ସଘନ କରିବାକୁ ସ୍ୱାସ୍ଥ୍ୟ ସଚିବଙ୍କ ନିର୍ଦ୍ଧେଶ ଭୁବନେଶ୍ୱର, (କେପିଏନ୍‌ଏସ୍‌) : ନକଲି ଔଷଧ ବିରୁଦ୍ଧରେ ରାଜ୍ୟବ୍ୟାପୀ ଲଢେଇ ଜାରି ରହିଛି । ଏହି କ୍ରମରେ ଆଜି କଟକ ଓ ବରଗଡର ଦୁଇଟି…
Read More...

କୋଭିଡ଼ ମୁକାବିଲା ନେଇ ରାଜ୍ୟ ସରକାରଙ୍କ ସମୀକ୍ଷା ବୈଠକ

ଭୁବନେଶ୍ୱର, (କେପିଏନ୍‌ଏସ୍‌) : କୋଭିଡ଼ ମୁକାବିଲା ନେଇ ରାଜ୍ୟ ସରକାରଙ୍କ ପକ୍ଷରୁ ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଯାଇଛି । ଏବେ ଚାଲିଥିବା ଟେଷ୍ଟିଂ ଚାଲୁ ରଖିବାକୁ ପ୍ରସ୍ତୁତି ବୈଠକରେ ନିଷ୍ପତ୍ତି ନିଆଯାଇଛି । ଏବେ ୩ ପ୍ରମୁଖ ମେଡିକାଲ କଲେଜରେ ୨୦ଟି ଲେଖାଏଁ ବେଡ୍ ପ୍ରସ୍ତୁତ ରହିଥିବା…
Read More...

ଓଡ଼ିଶା ପୁଲିସରେ ୪୭୯୦ କନେଷ୍ଟବଳ ପଦବୀ ପୂରଣ ପାଇଁ ନିର୍ଦ୍ଦେଶ ଦେଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ରାଜ୍ୟ ସରକାରଙ୍କ ପୁଲିସ ବିଭାଗରେ ଯୋଗଦେବା ପାଇଁ ଆଗ୍ରହ ପ୍ରକାଶ କରୁଥିବା ଯୁବପିଢ଼ିଙ୍କ ପାଇଁ ଖୁସି ଖବର ଆସିଛି । ଖୁବ୍‌ ଶୀଘ୍ର ପୁଲିସ ବିଭାଗରେ ନୂତନ ନିଯୁକ୍ତି ହେବାକୁ ଯାଉଛି । ଏ ନେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନିର୍ଦ୍ଦେଶ ଦେଇଛନ୍ତି । …
Read More...

କୋଭିଡ଼ ନିୟମ ମାନିବାକୁ ରାଜ୍ୟବାସୀଙ୍କୁ ସରକାରଙ୍କ ପକ୍ଷରୁ ପରାମର୍ଶ ବାର୍ତ୍ତା

ଭୁବନେଶ୍ୱର, (କେପିଏନ୍‌ଏସ୍‌) : କୋଭିଡ଼ ନିୟମ ମାନିବାକୁ ରାଜ୍ୟବାସୀଙ୍କୁ ସରକାରଙ୍କ ପକ୍ଷରୁ ପରାମର୍ଶ ଦିଆଯାଇଛି । ମାସ୍କ ପିନ୍ଧିବା, ନିୟମିତ ହାତ ଧୋଇବା, କିଛି ଲକ୍ଷଣ ଦେଖିଲେ ନିଜକୁ ନିଜେ ଆଇସୋଲେସନ କରିବା, ସର୍ବସାଧାରଣ ସ୍ଥାନରେ ଛେପ ନପକାଇବାକୁ ମଧ୍ୟ ପରାମର୍ଶ ଦିଆଯାଇଛି ।
Read More...

ରାଜ୍ୟରେ ସମ୍ଭାବ୍ୟ କୋଭିଡ୍ ସଂକ୍ରମଣ ମୁକାବିଲା ସମ୍ବନ୍ଧରେ ଶ୍ରୀମତୀ ଶାଳିନୀ ପଣ୍ଡିତଙ୍କ ପ୍ରେସ୍ ବିବୃତି

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ରାଜ୍ୟରେ ସମ୍ଭାବ୍ୟ କୋଭିଡ୍ ସଂକ୍ରମଣ ମୁକାବିଲା ସମ୍ବନ୍ଧରେ HFWOdisha କମିଶନର ତଥା ସଚିବ ଶ୍ରୀମତୀ ଶାଳିନୀ ପଣ୍ଡିତଙ୍କ ଦ୍ୱାରା ଏକ ପ୍ରେସ୍ ବିବୃତି ଅନୁଷ୍ଠିତ ହୋଇଯାଇଛି । ସେ ପ୍ରେସ ବିବୃତ୍ତିରେ କରୋନା ସଂକ୍ରମଣ ମୁକାବିଲା ସମ୍ବନ୍ଧରେ ଜନ…
Read More...

କରୋନାର ନୂଆ ଭାରିଆଣ୍ଟକୁ ପ୍ରତିହତ କରିବ ବୁଷ୍ଟର ଡୋଜ୍, ସଂକ୍ରମଣ ରୋକିବାକୁ ଓଡ଼ିଶା ପ୍ରସ୍ତୁତ : ସ୍ଵାସ୍ଥ୍ୟ ଓ ପରିବାର…

ଭୁବନେଶ୍ଵର, (କେପିଏନ୍‌ଏସ୍‌) : କରୋନାର ନୂଆ ଭାରିଆଣ୍ଟକୁ ପ୍ରତିହତ କରିବ ବୁଷ୍ଟର ଡୋଜ୍‌ । ନଭେମ୍ଵର ୨୮ରୁ ସରକାରୀ ଟୀକାକରଣ ବନ୍ଦ ଅଛି । ଖୁବ୍ ଶୀଘ୍ର ଟୀକାକରଣ କେନ୍ଦ୍ର ଗୁଡ଼ିକୁ ଟୀକା ଯୋଗାଇବାକୁ ଅନୁରୋଧ କରିବୁ । ଏନେଇ ସ୍ଵାସ୍ଥ୍ୟ ବିଭାଗ ପକ୍ଷରୁ କେନ୍ଦ୍ରକୁ ଚିଠି ଲେଖାଯିବ ବୋଲି…
Read More...

ସର୍ଗିଫୁଲ ଉଦ୍‌ଯାପିତ

ଓଡିଶା ର ପିଲା ମାନେ କାହା ଠାରୁ କମ୍ ନୁହଁପ୍ରତିଯୋଗୀତାମୂଳକ ମନୋଭାବ ନେଇ ଆଗକୁ ବଢ, ଜୀବନରେ ପ୍ରତିଷ୍ଠା ଲାଭ କର, ମୋ ଆଶୀର୍ବାଦ ତୁମ ସାଥୀରେ ଅଛି - ଜନଜାତି ପିଲାମାନଙ୍କୁ ମୁଖ୍ୟମନ୍ତ୍ରୀଙ୍କ ଉଦ୍‌ବୋଧନ୨୦୨୩ ଡିସେମ୍ବର ସୁଦ୍ଧା ଅନୁସୂଚିତ ଜାତି ଜନଜାତି ପିଲାମାନଙ୍କ ପାଇଁ ଆଉ ୧୦୦ଟି…
Read More...

ପୁରୁଷ ହକି ବିଶ୍ୱକପ୍ ଆୟୋଜନ ତଥା ବିଭିନ୍ନ କାର୍ଯ୍ୟକ୍ରମର ସୁପରିଚାଳନା ନିମନ୍ତେ ମୁଖ୍ୟମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ…

ସବୁ ରାଜ୍ୟର ମୁଖ୍ୟମନ୍ତ୍ରୀଙ୍କୁ ଆମନ୍ତ୍ରଣ କରାଯିବଲଗାତର ଭାବେ ଦ୍ୱିତୀୟ ଥର ପାଇଁ ବିଶ୍ୱକପ୍‌ ଆୟୋଜନ ଓଡିଶାର ଗୌରବ ବଢାଇଛିସରକାରଙ୍କୁ ଧନ୍ୟବାଦ ଦେଲେ ସବୁ ଦଳ ଭୁବନେଶ୍ୱର, (କେପିଏନ୍‌ଏସ୍‌) : ୨୦୨୩ ପୁରୁଷ ବିଶ୍ୱକପ୍‌ ହକି ଆୟୋଜନ ଏବଂ ସୁପରିଚାଳନା ନିମନ୍ତେ ମୁଖ୍ୟମନ୍ତ୍ରୀ ନବୀନ…
Read More...

ଓଡିଶା ସରକାରଙ୍କ ଅବକାରୀ ବିଭାଗକୁ ‘ଇ-ଅବକାରୀ’ ପାଇଁ ସମ୍ମାନଜନକ ଡିଜିଟାଲ ଇଣ୍ଡିଆ ସ୍ୱର୍ଣ୍ଣ ପୁରସ୍କାର

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ସ୍ୱଚ୍ଛତା, ସମୟାନୁବର୍ତ୍ତିତା ତଥା ଅନଲାଇନ ମାଧ୍ୟମରେ ସୁବିଧାରେ ସମସ୍ତ ସେବା ପ୍ରଦାନ ନିମନ୍ତେ ଓଡିଶା ସରକାରଙ୍କ ଅବକାରୀ ବିଭାଗକୁ ‘ଇ-ଅବକାରୀ’ ପାଇଁ ଚଳିତ ବର୍ଷ ସମ୍ମାନଜନକ ଡିଜିଟାଲ ଇଣ୍ଡିଆ ସ୍ୱର୍ଣ୍ଣ ପୁରସ୍କାର ପ୍ରଦାନ ନିମନ୍ତେ ଯୋଗ୍ୟ ବିବେଚିତ…
Read More...

ଗ୍ରାମ ଉନ୍ନୟନ ବିଭାଗର ସମୀକ୍ଷା ବୈଠକ

ଧାର୍ଯ୍ୟ ସମୟରେ ପ୍ରକଳ୍ପ କାର୍ଯ୍ୟ ସାରିବାକୁ ପ୍ରମୁଖ ସଚିବଙ୍କ ନିର୍ଦ୍ଦେଶ ଭୁବନେଶ୍ୱର, (କେପିଏନ୍‌ଏସ୍‌) : ଆଜି ପୂର୍ବାହ୍ନରେ ଗ୍ରାମ୍ୟ ଉନ୍ନୟନ ବିଭାଗର ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ହୋଇଛି । ବିଭାଗର ପ୍ରମୁଖ ଶାସନ ସଚିବ ସଞ୍ଜୟ କୁମାର ସିଂଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି…
Read More...