ଏସସି/ଏସଟି ପ୍ରାର୍ଥୀଙ୍କ ପାଇଁ ମାସିକ ୧ହଜାର ଟଙ୍କାର ଷ୍ଟାଇପେଣ୍ଡ ସହ ନିଯୁକ୍ତି ଭିତ୍ତିକ ତାଲିମର ସୁଯୋଗ
ଭୁବନେଶ୍ୱର, (ପିଆଇବି) : ଅନୁସୂଚିତ ଜାତି ଓ ଜନଜାତି ବର୍ଗର ଚାକିରି ଆଶାୟୀଙ୍କ ପାଇଁ ଭୁବନେଶ୍ୱରସ୍ଥିତ ଭାରତ ସରକାରଙ୍କ ଶ୍ରମ ଓ ନିୟୋଜନ ମନ୍ତ୍ରଣାଳୟ ଅଧୀନ ଏସସି/ଏସଟି ଜାତୀୟ କ୍ୟାରିଅର ସେବା କେନ୍ଦ୍ର ଏକ ଅଭିନବ ସୁଯୋଗ ଆଣିଛି । ଏସସି/ଏସଟି ବର୍ଗର ଚାକିରି ଆଶାୟୀ ପ୍ରାର୍ଥୀମାନେ ଏଠାରେ!-->…
Read More...
Read More...