ଭିଜିଲାନ୍ସ ଜାଲରେ ଇଡକଲ୍ ଡେପୁଟି ମ୍ୟାନେଜର ଗୟା ସାନ୍ତରା
ଭୁବନେଶ୍ୱର : ଭିଜିଲାନ୍ସ ଜାଲରେ ଇଡକଲ୍ ଡେପୁଟି ମ୍ୟାନେଜର ଗୟା ସାନ୍ତରା । ଆମ୍ପା ଭାଲି ଲାଇମ୍ ଷ୍ଟୋନ୍ ମାଇନ୍ସ ଇଡକଲ୍ ଡେପୁଟି ମ୍ୟାନେଜର ଗୟାଙ୍କ ନାଁରେ ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗ ହୋଇଥିବା ଜଣାପଡିଛି । ସୂଚନା ଅନୁସାରେ, ଭୁବନେଶ୍ୱର, କୋରାପୁଟ, ନୟାଗଡ ଓ ରାୟଗଡା ସ୍ଥିତ!-->…
Read More...
Read More...