ମୁଖ୍ୟମନ୍ତ୍ରୀଙ୍କୁ ଭେଟି କୃତଜ୍ଞତା ଜଣାଇଲେ କେନ୍ଦୁପତ୍ର ତୋଳାଳି
ଭୁବନେଶ୍ୱର : ରାଜ୍ୟର କେନ୍ଦୁପତ୍ର ତୋଳାଳି ଓ ବନ୍ଧାଳିମାନଙ୍କର ଅସ୍ଥାୟୀ କେନ୍ଦୁପତ୍ର କର୍ମଚାରୀ ସଂଘ ସୋମବାର ନବୀନ ନିବାସଠାରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଭେଟି କୃତଜ୍ଞତା ଜଣାଇଛି । ଏହି ଅବସରରେ ମୁଖ୍ୟମନ୍ତ୍ରୀ କେନ୍ଦୁପତ୍ର ତୋଳାଳିମାନଙ୍କୁ ସ୍ୱାଗତ କରିବା ସହ କହିଛନ୍ତି ଯେ,!-->…
Read More...
Read More...