Browsing Tag

bhubaneswar news

ବିଶିଷ୍ଟ ତବଲା ବାଦକ ଉମେଶ କରଙ୍କ ବିୟୋଗରେ ଶୋକ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ବିଶିଷ୍ଟ ତବଲା ବାଦକ ଡ. ଉମେଶ କରଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଗଭୀର ଶୋକ ପ୍ରକାଶ କରିଛନ୍ତି । ଏକ ଶୋକବାର୍ତ୍ତାରେ ସ୍ୱର୍ଗତ ଉମେଶ କରଙ୍କୁ ଜଣେ ମହାନ କଳାକାର ଭାବେ ବର୍ଣ୍ଣନା କରିଛନ୍ତି ମୁଖ୍ୟମନ୍ତ୍ରୀ । ତାଙ୍କ ବିୟୋଗ ରାଜ୍ୟର କଳା…
Read More...

ବିଶିଷ୍ଟ ତବଲା ବାଦକ ଉମେଶ କରଙ୍କ ପରଲୋକ

ଭୁବନେଶ୍ୱର, (କେ.ସତ୍ୟନାରାୟଣ ରେଡ୍ଡୀ) : ଓଡ଼ିଶାର ଖ୍ୟାତିସମ୍ପନ୍ନ ବିଶିଷ୍ଟ ତବଲା ବାଦକ ଉମେଶ କରଙ୍କ ଭୁବନେଶ୍ୱରସ୍ଥ ଚନ୍ଦ୍ରଶେଖରପୁର ହାଉସିଂ ବୋର୍ଡ ସ୍ଥିତ ତାଙ୍କ ନିଜସ୍ୱ ବାସଭବନରେ ଆଜି ସକାଳେ ପରଲୋକ ହୋଇଯାଇଛି । ମୃତ୍ୟୁ ବେଳକୁ ତାଙ୍କୁ ୭୩ ବର୍ଷ ବୟସ ହେଉଥିଲା । ତାଙ୍କ ବିୟୋଗରେ…
Read More...

ବିଜୁବାବୁଙ୍କୁ ମରଣୋତ୍ତର ଭାରତରତ୍ନ ସମ୍ମାନ ପାଇଁ ପୁଣି ଜେଡିୟୁର ଦାବୀ

ଭୁବନେଶ୍ୱର, (କେ.ସତ୍ୟନାରାୟଣ ରେଡ୍ଡୀ) : ପୁଣି ତେଜିଲା ବିଜୁବାବୁଙ୍କୁ ଭାରତ ରତ୍ନ ଦାବୀ । ଓଡ଼ିଶାର ମହାନଜନନାୟକ, ଶତାବ୍ଦୀର କିମ୍ବଦନ୍ତୀ ପୁରୁଷ, ସ୍ୱାଧୀନତା ସଂଗ୍ରାମୀ, ଇଣ୍ଡୋନେସିଆର ଭୂମିପୁତ୍ର, କଳିଙ୍ଗର ବରପୁତ୍ର, ଓଡ଼ିଶାର ପୂର୍ବତନ ମୁଖ୍ୟମନ୍ତ୍ରୀ ବିଜୁବାବୁଙ୍କୁ ମରଣୋତ୍ତର…
Read More...

ଓଏଏସ୍‌ ଅଫିସର ସ୍ତରରେ ଅଦଳବଦଳ

ଭୁବନେଶ୍ୱର : ରାଜ୍ୟ ସରକାରଙ୍କ ପକ୍ଷରୁ ବୁଧବାର ଓଏଏସ୍‌ ଅଫିସର ସ୍ତରରେ ଅଦଳବଦଳ କରାଯାଇଛି । ବରିଷ୍ଠ ଓଏଏସ୍‌ ଅଫିସର ସରିତା ଧନୱରଙ୍କୁ ରାଜ୍ୟ ଯୋଗାଣ ନିଗମର ଜେନେରାଲ ମ୍ୟାନେଜର, ବରିଷ୍ଠ ଓଏଏସ୍‌ ଅଫିସର ସୁଧାକର ଶବରଙ୍କୁ ଓ ଆଗ୍ରୋ ଇଣ୍ଡଷ୍ଟ୍ରିଜ୍‌ କର୍ପୋରେସନର ଜେନେରାଲ ମ୍ୟାନେଜର ଭାବେ…
Read More...

ନିଜ ନିର୍ବାଚନ ମଣ୍ଡଳୀର ବିଭିନ୍ନ ସମସ୍ୟାକୁ ନେଇ ମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ ବିଧାୟକ ସରୋଜ

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ବଲାଙ୍ଗିର ଜିଲ୍ଲା ଅନ୍ତର୍ଗତ ପାଟଣାଗଡ ନିର୍ବାଚନ ମଣ୍ଡଳୀର ବିଧାୟକ ସରୋଜ କୁମାର ମେହେର ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ସାକ୍ଷାତ କରିଛନ୍ତି । ବିଧାୟକ ଶ୍ରୀ ମେହେର ନିଜ ନିର୍ବାଚନ ମଣ୍ଡଳୀରେ ରହିଥିବା ବିଭିନ୍ନ ସମସ୍ୟା ଗୁଡିକୁ ନେଇ…
Read More...

ଇସିଆର୍‌ ପକ୍ଷରୁ ମହାପରିନିର୍ବାଣ ଦିବସ ପାଳିତ

ଭୁବନେଶ୍ୱର : ପୂର୍ବତଟ ରେଳପଥ ପକ୍ଷରୁ ସମ୍ବିଧାନର ପ୍ରଣେତା ଭାରତରତ୍ନ ଡ. ବି.ଆର୍‌. ଆମ୍ବେଦକରଙ୍କ ମହାପରିନିର୍ବାଣ ଦିବସ ପାଳିତ ହୋଇଯାଇଛି । ଏହି ପରିପ୍ରେକ୍ଷୀରେ ପୂର୍ବତଟ ରେଳପଥର ମହାପ୍ରବନ୍ଧକ ରୂପନାରାୟଣ ସୁନକରଙ୍କ ନେତୃତ୍ୱରେ ରେଳପଥର ପ୍ରମୁଖ ବିଭାଗୀୟ ଅଧିକାରୀମାନଙ୍କ ସହ ଅନ୍ୟ…
Read More...

ମତେ ଫସାଇ ଦିଆଯାଇଛି, ମୁଁ କାହାକୁ ଛାଡିବିନି : ବହୁଚର୍ଚ୍ଚିତ ମହିଳା ବ୍ଲାକମେଲର୍‌ ଅର୍ଚ୍ଚନା ନାଗ

ଭୁବନେଶ୍ୱର : ଅର୍ଚ୍ଚନା ନାଗଙ୍କୁ ଆଜିଠୁ ଇଡି ରିମାଣ୍ଡରେ ନେଇଛି । ତେବେ ରିମାଣ୍ଡକୁ ଯିବା ପୂର୍ବରୁ ତାଙ୍କ ସ୍ୱାସ୍ଥ୍ୟ ପରୀକ୍ଷା ପାଇଁ ତାଙ୍କୁ କ୍ୟାପିଲାଟ ହସପିଟାଲ ନିଆଯାଇଥିବା ବେଳେ ଗଣମାଧ୍ୟମ ପ୍ରତିନିଧିମାନେ ଅର୍ଚ୍ଚନାଙ୍କ ପ୍ରତିକ୍ରିୟା ଜାଣିବାକୁ ଚେଷ୍ଟା କରିଥିଲେ । ଅର୍ଚ୍ଚନା…
Read More...

୧୪ ଓଏଏସ୍‌ ଅଫିସରଙ୍କୁ ପଦୋନ୍ନତି

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ରାଜ୍ୟ ସରକାର ୧୪ ଜଣ ଓଏଏସ୍‌ ଅଫିସରଙ୍କୁ ଓଏଏସ୍‌ (ସୁପରଟାଇମ୍‌ ସ୍କେଲ) ଲେଭଲ-୧୨କୁ ପଦୋନ୍ନତି ଦେଇଛନ୍ତି । ସୋମବାର ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ କରାଯାଇଛି । ସେମାନେ ହେଲେ ମାଲକାନଗିରି ଆଇଟିଡିଏ ପିଏ…
Read More...

ଏଫ୍ଆଇଏଚ୍ ଓଡ଼ିଶା ହକି ପୁରୁଷ ବିଶ୍ୱକପ୍ ୨୦୨୩ର ଟ୍ରଫି ଟୁର୍ ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର : ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଏଫ୍ଆଇଏଚ୍ ଓଡ଼ିଶା ହକି ପୁରୁଷ ବିଶ୍ୱକପ୍ ୨୦୨୩ର ଟ୍ରଫି ଟୁର୍‌କୁ ଶୁଭାରମ୍ଭ କରିଛନ୍ତି । ହକି ଇଣ୍ଡିଆ ଅଧ୍ୟକ୍ଷ ଦିଲ୍ଲୀପ୍ ତିର୍କୀଙ୍କୁ ସେ ଟ୍ରଫି ହସ୍ତାନ୍ତର କରିଛନ୍ତି । ଟ୍ରଫି ଟୁର୍‌ର ସଫଳତା ନେଇ ଶୁଭକାମନା ଜଣାଇଛନ୍ତି…
Read More...

ସରିଲା ମେକ୍‌ ଇନ୍‌ ଓଡ଼ିଶା କନ୍‌କ୍ଲେଭ (ଏମ୍‌ଆଇଓସି)-୨୨

ଭୁବନେଶ୍ୱର : ଚଳିତ ବର୍ଷ ନଭେମ୍ବର ୩୦ରୁ ଆରମ୍ଭ ହୋଇଥିବା ମେକ୍‌ ଇନ୍‌ ଓଡ଼ିଶା କନ୍‌କ୍ଲେଭ (ଏମ୍‌ଆଇଓସି)-୨୨ ରବିବାର ଆନୁଷ୍ଠାନିକ ଭାବେ ଶେଷ ହୋଇଛି । ଗତ ୫ ଦିନ ହେବ ପ୍ରତିଦିନ ବିଭିନ୍ନ କାର୍ଯ୍ୟକ୍ରମର ଆୟୋଜନ କରାଯାଇଥିଲା । ଏହି ମେକ୍‌ ଇନ୍‌ ଓଡ଼ିଶା କନ୍‌କ୍ଲେଭ (ଏମ୍‌ଆଇଓସି)-୨୨କୁ…
Read More...