Browsing Tag

bhubaneswar news

ବରିଷ୍ଠ ସାମ୍ବାଦିକ ବୈଷ୍ଣବ ଜେନାଙ୍କ ଦେହାନ୍ତ

ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ତରଫରୁ ଗଭୀର ଶୋକ ପ୍ରକାଶରାଜ୍ୟର ପୁରପଲ୍ଲୀର ବିଭିନ୍ନ ମହଲରେ ଗଭୀର ଶ୍ରଦ୍ଧାଞ୍ଜଳି ଜ୍ଞାପନ ଭୁବନେଶ୍ୱର, (କେ.ସତ୍ୟନାରାୟଣ ରେଡ୍ଡୀ) : ବରିଷ୍ଠ ସାମ୍ବାଦିକ ବୈଷ୍ଣବ ଜେନାଙ୍କ ବିୟୋଗରେ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ତରଫରୁ ଗଭୀର ଶୋକ…
Read More...

ମେକ୍ ଇନ୍ ଓଡିଶା ମହିଳା ଉଦ୍ୟୋଗୀ ଅଧିବେଶନରେ ଯୋଗ ଦେଲେ ମୁଖ୍ୟମନ୍ତ୍ରୀ

ମିଶନ ଶକ୍ତି ଜିଲ୍ଲା ଫେଡେରେସନ ପାଇଁ ଏକ କୋଟି ଟଙ୍କାର ରିଭଲ୍ଭିଂ ପାଣ୍ଠିବ୍ଲକ ଫେଡେରେସନକୁ ପଚାଶ ଲକ୍ଷ ପାଣ୍ଠିପଞ୍ଚାୟତ ସ୍ତରରେ ଫେଡେରେସନ ପାଇଁ ମାର୍କେଟ କମପ୍ଲେକ୍ସ ଓ ଅଫିସ ଘରସବୁ ଜିଲ୍ଲାରେ ହେବ ଛୋଟ ଶିଳ୍ପ ପାର୍କ ଭୁବନେଶ୍ୱର, (କେପିଏନ୍‌ଏସ୍‌) : ଭୁବନେଶ୍ୱରରେ ଚାଲିଥିବା…
Read More...

ବରିଷ୍ଠ ସାମ୍ବାଦିକ ବୈଷ୍ଣବ ଜେନାଙ୍କ ବିୟୋଗରେ ସୂଚନା ଓ ଲୋକସମ୍ପର୍କ ବିଭାଗ ତରଫରୁ ଶୋକ ପ୍ରକାଶ

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ବରିଷ୍ଠ ସାମ୍ବାଦିକ ବୈଷ୍ଣବ ଜେନାଙ୍କ ବିୟୋଗରେ ରାଜ୍ୟ ସୂଚନା ଓ ଲୋକସମ୍ପର୍କ ବିଭାଗ ତରଫରୁ ଗଭୀର ଶୋକ ପ୍ରକାଶ କରାଯାଇଛି । ରାଜ୍ୟ ଜଙ୍ଗଲ, ପରିବେଶ ଓ ଜଳବାୟୁ ପରିବର୍ତ୍ତନ, ପଞ୍ଚାୟତିରାଜ ଓ ପାନୀୟଜଳ, ସୂଚନା ଓ ଲୋକସମ୍ପର୍କ ମନ୍ତ୍ରୀ ପ୍ରଦୀପ କୁମାର…
Read More...

ବଜ୍ରକାପ୍ତା ଉଦ୍ଧାର, ୩ ଗିରଫ

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ଖୋର୍ଦ୍ଧା ବନଖଣ୍ଡରୁ ଏକ ବଜ୍ରକାପ୍ତା ଚାଲାଣ କରୁଥିବା ବେଳେ ଏସଟିଏଫ୍ ଟିମ୍ ଖୋର୍ଦ୍ଧା-ଜଟଣୀ ବାଇପାସ୍ ଠାରେ ଚଢାଉ କରି ୩ଜଣଙ୍କୁ ଗିରଫ କରିଛି । ଏହା ସହିତ ଜୀବନ୍ତ ବଜ୍ରକାପ୍ତାଟିକୁ ଉଦ୍ଧାର କରିବା ସହିତ କିଛି ଆପତ୍ତିଜନକ ସାମଗ୍ରୀ ସେମାନଙ୍କଠାରୁ ଜବତ…
Read More...

ଆରମ୍ଭ ହେଲା ଇକୋ ରିଟ୍ରିଟ୍‌ : ଭର୍ଚୁଆଲ ଉଦ୍‌ଘାଟନ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ରାଜ୍ୟର ୭ଟି ସ୍ଥାନରେ ଇକୋ ରିଟ୍ରିଟ୍‌ ଉତ୍ସବ ଆୟୋଜନ କରାଯାଇଥିବା ବେଳେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗୁରୁବାର ଭର୍ଚୁଆଲ୍‌ରେ ୬ଟି ସ୍ଥାନରେ କାର୍ଯ୍ୟକ୍ରମର ଶୁଭାରମ୍ଭ କରିଛନ୍ତି । ମୁଖ୍ୟମନ୍ତ୍ରୀ କହିଛନ୍ତି, ଆଶା କରୁଛି ବହୁ ମାତ୍ରାରେ ଏହା…
Read More...

ଭୁବନେଶ୍ୱର-କୋଣାର୍କ ୭୧ ନମ୍ବର ରୁଟ୍‌ରେ ‘ମୋ ବସ୍‌’ ସେବାର ଶୁଭାରମ୍ଭ

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ଭୁବନେଶ୍ୱର ଠାରୁ କୋଣାର୍କ ପର୍ଯ୍ୟନ୍ତ ଯାତ୍ରୀମାନଙ୍କୁ ଗମନାଗମନ ସୁବିଧା ପାଇଁ ୭୧ ନମ୍ବର ରୁଟ୍‌ରେ ପୁଣି ଆରମ୍ଭ ହୋଇଥିବା 'ମୋ ବସ୍‌' ସେବାକୁ ଇଲେକ୍‌ଟ୍ରୋନିକ୍ସ, ସୂଚନା ପ୍ରଯୁକ୍ତି, କ୍ରୀଡ଼ା ଓ ଯୁବସେବା, ଗୃହ(ରାଷ୍ଟ୍ର) ମନ୍ତ୍ରୀ ତୁଷାରକାନ୍ତି…
Read More...

ମେକ୍‌ ଇନ୍‌ ଓଡ଼ିଶା କନ୍‌କ୍ଲେଭ୍‌ : ପ୍ରଥମ ଦିନରେ ୨୧ଟି ବୁଝାମଣା ପତ୍ର ସ୍ୱାକ୍ଷରିତ

ଭୁବନେଶ୍ୱର : ମେକ୍‌ ଇନ୍‌ ଓଡ଼ିଶା କନ୍‌କ୍ଲେଭ୍‌ - ୨୦୨୨କୁ ବୁଧବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଉଦ୍‌ଘାଟନ କରିବା ପରେ ଗୁରୁବାର ଅନୁଷ୍ଠିତ ହୋଇଥିବା କାର୍ଯ୍ୟକ୍ରମ ସଂପର୍କରେ ଶିଳ୍ପ ବିଭାଗ ପ୍ରମୁଖ ଶାସନ ସଚିବ ହେମନ୍ତ କୁମାର ଶର୍ମା ସୂଚନା ଦେଇଛନ୍ତି । ଗୁରୁବାର ମୁଖ୍ୟମନ୍ତ୍ରୀ…
Read More...

ବିଶିଷ୍ଟ ଅଭିନେତ୍ରୀ ଝରଣା ଦାସଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀଙ୍କ ଶୋକ

ରାଷ୍ଟ୍ରୀୟ ମର୍ଯ୍ୟାଦା ସହ ଶେଷକୃତ୍ୟ କରାଯିବ ଭୁବନେଶ୍ୱର, (କେପିଏନ୍‌ଏସ୍‌) : ଓଡ଼ିଆ ଚଳଚ୍ଚିତ୍ର ଜଗତର ସ୍ୱନାମଧନ୍ୟ ଅଭିନେତ୍ରୀ ଝରଣା ଦାସଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଭୀର ଶୋକ ପ୍ରକାଶ କରିଛନ୍ତି । ଏକ ଶୋକ ବାର୍ତ୍ତାରେ ମୁଖ୍ୟମନ୍ତ୍ରୀ ଶ୍ରୀ ପଟ୍ଟନାୟକ ସ୍ଵର୍ଗତ…
Read More...

ଓଡ଼ିଶା ଭେଇକିଲ୍ ସ୍କାର୍ପିଂ ନୀତିକୁ କ୍ୟାବିନେଟ୍ ଅନୁମୋଦନ

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ଓଡ଼ିଶା କ୍ୟାବିନେଟ୍ ନୂଆ ପଞ୍ଜିକୃତ ଭେଇକିଲ୍ ସ୍କାର୍ପିଂ ନୀତି-୨୦୨୨ ସହ ୧୭ଟି ପ୍ରସ୍ତାବକୁ ମଞ୍ଜୁରୀ ଦେଇଛି । ନୂତନ ଭେଇକିଲ୍ ସ୍କାର୍ପିଂ ପଲିସି ଦ୍ୱାରା ଗାଡ଼ି ପ୍ରଦୂଷଣ ହ୍ରାସ ପାଇବ । ନୂତନ ନୀତି ଅନୁସାରେ, ୧୫ ବର୍ଷରୁ ଅଧିକ ପୁରୁଣା ଗାଡ଼ିକୁ…
Read More...

୮ ବ୍ଲକକୁ ପାନୀୟଜଳ ଯୋଗାଣ ନେଇ କ୍ୟାବିନେଟ୍‌ ଅନୁମୋଦନ

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ଗଞ୍ଜାମ ଜିଲ୍ଲାର ପାତ୍ରପୁର, ଚିକିଟି, ଦିଗପହଣ୍ଡି ଓ ସାନଖେମୁଣ୍ଡି ବ୍ଲକର ୬୩ଟି ପଞ୍ଚାୟତ ଓ ୪୭୯ଟି ଗ୍ରାମରେ ଜେ.ଜେ.ଏମ୍‌ ଯୋଜନାରେ ନିରାପଦ ପାନୀୟଜଳ ଯୋଗାଇ ଦିଆଯିବ । ଏଥି ନିମନ୍ତେ ୩୮୬ କୋଟି ୯୬ ଲକ୍ଷ ୪୦ ହଜାର ୫ ଟଙ୍କାର ସର୍ବନିମ୍ନ ଟେଣ୍ଡରକୁ…
Read More...