Browsing Tag

bhubaneswar news

ରୋଲବଲ ଚାମ୍ପିୟନସିପ୍‌ରେ ସଫଳତା ଅର୍ଜନ କଲା ଓଡ଼ିଶା ଦଳ

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ପୁଣେରେ ଅନୁଷ୍ଠିତ ଏକ୍‌ ଭାରତ ଶ୍ରେଷ୍ଠ ଭାରତ ଜାତୀୟ ରୋଲବଲ ଚାମ୍ପିୟନସିପ୍‌ରେ ଓଡ଼ିଶା ଦଳ ସଫଳତା ଅର୍ଜନ କରିଛି । ବୁଧବାର ଶେଷ ହୋଇଥିବା ପ୍ରତିଯୋଗିତାରେ ଓଡ଼ିଶା-ମହାରାଷ୍ଟ୍ର ମିଳିତ ସିନିୟର ବାଳିକା ଦଳ ଚାମ୍ପିୟନ ହୋଇଛି । ଫାଇନାଲରେ ଏହି ଦଳ…
Read More...

ଏଟିଏମ୍‌ ଭିତରେ ପଶିଲା ନାଗ : ଦେଢ ଘଣ୍ଟା ପରେ ଉଦ୍ଧାର କଲା ସ୍ନେକ୍ ହେଲ୍ପଲାଇନ

ଭୁବନେଶ୍ଵର, (କେପିଏନ୍‌ଏସ୍‌) : ମଙ୍ଗଳବାର ସନ୍ଧ୍ୟା ୭ଟା ବେଳେ ଭୁବନେଶ୍ଵର ଫର୍ଚ୍ୟୁନ୍ ଟାୱାର ନିକଟରେ ଥିବା ଷ୍ଟେଟ ବ୍ୟାଙ୍କ୍ ଅଫ ଇଣ୍ଡିଆର ଏଟିଏମ୍ ଭିତରେ ଏକ ନାଗସାପ ପଶି ଆସିଥିବା ଜଣାପହିଛି । ଜଣେ ବ୍ୟକ୍ତି ଟଙ୍କା ଉଠାଉଥିବା ବେଳେ ରାଜେଶ୍ ହାଁସଦା ନାମକ ଅନ୍ୟ ଜଣେ ବ୍ୟକ୍ତି ଏଟିଏମ୍…
Read More...

ଓଡ଼ିଶା ଉଷୁ ଦଳକୁ ମିଳିଲା ୧୬ ପଦକ

ଭୁବନେଶ୍ୱର, (କେପିଏନ୍‌ଏସ୍‌) : କେରଳର କୋଝିକୋଡେ ସ୍ଥିତ ଭି.କେ. କ୍ରିଷ୍ଣାମେନନ ଇନ୍‌ଡୋର ଷ୍ଟାଡିୟମରେ ବୁଧବାର ଶେଷ ହୋଇଥିବା ଖେଲୋ ଇଣ୍ଡିଆ ଉଷୁ ମହିଳା ଜୋନାଲ ଲିଗ୍‌ (ସାଉଥ୍‌ ଜୋନ୍‌)ରେ ଓଡ଼ିଶା ଦଳ ମୋଟ ୧୬ଟି ପଦକ ହାସଲ କରିଛି । ଏହା ମଧ୍ୟରେ ୪ ସ୍ୱର୍ଣ୍ଣ, ୫ ରୌପ୍ୟ ଓ ୭ ବ୍ରୋଞ୍ଜ…
Read More...

ବେଦାନ୍ତ ଆଲୁମିନିୟମର ସର୍ବବୃହତ୍‌ ଷ୍ଟଲ୍‌ ‘ଆଲୁମିନିୟମ ୱାର୍ଲଡ’ ଉଦ୍‌ଘାଟିତ

ଭୁବନେଶ୍ୱର, (କେପିଏନ୍‌ଏସ୍‌) : କନ୍‌କ୍ଲେଭ୍‌-୨୨ ବୁଧବାର ଆନୁଷ୍ଠାନିକ ଭାବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଦ୍ୱାରା ଉଦ୍‌ଘାଟିତ ହୋଇଯାଇଛି । ଏପରିକି ଉକ୍ତ କନ୍‌କ୍ଲେଭ୍‌ରେ ବେଦାନ୍ତ ଆଲୁମିନିୟମ ମଧ୍ୟ ଅଂଶଗ୍ରହଣ କରିଛି । ଏହି ପରିପ୍ରେକ୍ଷୀରେ ବେଦାନ୍ତ ଆଲୁମିନିୟମର ଏକ…
Read More...

ରାଷ୍ଟ୍ରୀୟ ଖେଳ ପ୍ରୋତ୍ସାହନ ପୁରସ୍କାରରେ ସମ୍ମାନିତ ହେଲା କିଟ୍‌

ଭୁବନେଶ୍ୱର, (କେପିଏନ୍‌ଏସ୍‌) : କଳିଙ୍ଗ ଇନ୍‌ଷ୍ଟିଚ୍ୟୁଟ ଅଫ୍‌ ଇଣ୍ଡଷ୍ଟ୍ରିଆଲ ଟେକ୍ନୋଲୋଜି (କିଟ୍‌)କୁ ବୁଧବାର ରାଷ୍ଟ୍ରୀୟ ଖେଳ ପ୍ରୋତ୍ସାହନ ପୁରସ୍କାରରେ ସମ୍ମାନିତ କରାଯାଇଛି । ନୂଆଦିଲ୍ଲୀଠାରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କଠାରୁ କିଟ୍‌ ଓ କିସ୍‌ର ପ୍ରତିଷ୍ଠାତା ତଥା ଏମ୍‌ପି…
Read More...

ମୁଖ୍ୟମନ୍ତ୍ରୀ ଉଦ୍‌ଘାଟନ କଲେ ମେକ୍‌ ଇନ୍‌ ଓଡ଼ିଶା କନ୍‌କ୍ଲେଭ୍‌

ଭୁବନେଶ୍ୱର : ମେକ୍‌ ଇନ୍‌ ଓଡ଼ିଶା କନକ୍ଲେଭ୍‌ର ତୃତୀୟ ସଂସ୍କରଣକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବୁଧବାର ଉଦ୍‌ଘାଟନ କରିଛନ୍ତି । ଜନତା ମଇଦାନରେ ଅନୁଷ୍ଠିତ ହେଉଥିବା ଏହି କନ୍‌କ୍ଲେଭ୍‌କୁ ଏକ ସ୍ୱତନ୍ତ୍ର ଗାଡ଼ିରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବୁଲି ଦେଖୁଛନ୍ତି । ଏହି ୫ ଦିନିଆ…
Read More...

‘ସ୍ୱଭାବ କବି ଗଙ୍ଗାଧର ମେହେର ଭବନ’ ନିର୍ମାଣ ପାଇଁ ଭୁବନେଶ୍ୱରରେ ଜମି ଓ ଅର୍ଥ ମଞ୍ଜୁର କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ଓଡିଆ ସାହିତ୍ୟର ଯଶସ୍ୱୀ ସାଧକ ସ୍ୱଭାବ କବି ଗଙ୍ଗାଧର ମେହେରଙ୍କ ସ୍ମୃତିରେ ଭୁବନେଶ୍ୱରଠାରେ ‘ସ୍ୱଭାବ କବି ଗଙ୍ଗାଧର ମେହେର ଭବନ’ ନିର୍ମାଣ କରିବା ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଚନ୍ଦ୍ରଶେଖରପୁର ମୌଜାରେ ଅଧ ଏକର ଜମି ମଞ୍ଜୁର କରିଛନ୍ତି । ଏହା…
Read More...

କୁଲତା ସମାଜର ଧର୍ମଶାଳା ପାଇଁ ପୁରୀରେ ୧ ଏକର ଜାଗା ଓ ୩ କୋଟି ଟଙ୍କା ମଞ୍ଜୁର କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର, (କେପିଏନ୍‌ଏସ୍‌) : କୁଲତା ସମାଜର ଲୋକମାନଙ୍କ ସୁବିଧା ପାଇଁ ପୁରୀରେ ଏକ ଧର୍ମଶାଳା ନିର୍ମାଣ କରିବାକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏକ ଏକର ଜମି ମଞ୍ଜୁର କରିଛନ୍ତି । ପୁରୀର ସୁନାମୁହିଁ ମଉଜାରେ ଏହି ଜମି ଦିଆଯିବ । ଏହା ସହିତ ପ୍ରସ୍ତାବିତ ଧର୍ମଶାଳା ପାଇଁ ସ୍ୱତନ୍ତ୍ର…
Read More...

ମୁଖ୍ୟମନ୍ତ୍ରୀଙ୍କ ଘୋଷଣା : ମିଶନ ଶକ୍ତି ମା’ ମାନଙ୍କ ପାଇଁ ଯୁଗାନ୍ତକାରୀ ପଦକ୍ଷେପ

ଓଡିଶାର ରୂପାନ୍ତର କ୍ଷେତ୍ରରେ ମା'ମାନେ ହେଉଛନ୍ତି ଏକ ଅଭିନ୍ନ ଅଙ୍ଗଏସ୍‌ଏଚ୍‌ଜି ମାନେ ହେବେ ଏସ୍‌.ଏମ୍‌.ଇ ବା କ୍ଷୁଦ୍ର, ମଧ୍ୟମ ଉଦ୍ୟୋଗୀମିଶନ ଶକ୍ତି ମା' ମାନଙ୍କୁ ୩ ଲକ୍ଷ ଟଙ୍କା ପରିବର୍ତ୍ତେ ୫ ଲକ୍ଷ ଟଙ୍କା ପର୍ଯ୍ୟନ୍ତ ବିନା ସୁଧରେ ଋଣ ଦିଆଯିବ୨୦୨୨ ଅପ୍ରେଲ ପହିଲାରୁ ପିଛିଲା ଭାବେ…
Read More...

ଭତ୍ତାଧିକାରୀଙ୍କୁ ଶୀତବସ୍ତ୍ର ସକାଶେ ମିଳିବ ୩୦୦ ଟଙ୍କା ସ୍ୱତନ୍ତ୍ର ସହାୟତା

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ଶୀତ ପ୍ରକୋପକୁ ଦୃଷ୍ଟିରେ ରଖି ଶୀତ ବସ୍ତ୍ର ପାଇଁ ମୁଖ୍ୟମନ୍ତ୍ରୀ କରିଛନ୍ତି ବଡ ଘୋଷଣା । ସମସ୍ତ ପ୍ରକାରର ଭତ୍ତାଧିକାରୀଙ୍କୁ ଶୀତବସ୍ତ୍ର ସକାଶେ ଡିସେମ୍ବର ମାସରେ ସେମାନଙ୍କ ମାସିକ ଭତ୍ତା ସହ ୩୦୦ ଟଙ୍କା ସ୍ୱତନ୍ତ୍ର ସହାୟତା ରାଶି ପ୍ରଦାନ କରାଯିବ ।…
Read More...