Browsing Tag

bhubaneswar news

ଓଡ଼ିଶା ଏସ୍‌ବିଆଇ ଆଉଟସୋର୍ସିଂ କର୍ମଚାରୀ ସଂଘର ସାଧାରଣ ପରିଷଦ ବୈଠକ : ଦାବି ପୂରଣ ନହେଲେ ଆନ୍ଦୋଳନ ହେବ

ଭୁବନେଶ୍ୱର : ହିନ୍ଦ ମଜଦୁର ସଭାର ଅନୁବନ୍ଧିତ ଏସ୍‌ବିଆଇ ଆଉଟସୋର୍ସିଂ କର୍ମଚାରୀ ସଂଘର ସାଧାରଣ ପରିଷଦ ବୈଠକ ମାଷ୍ଟର କ୍ୟାଣ୍ଟିନ ଛକସ୍ଥିତ ବୁଲନ ଭାଇ ସେବା ସଦନ ପରିସରରେ ରାଜ୍ୟ ହିନ୍ଦ ମଜଦୁର ସଭା (ଏଚ୍‌ଏମ୍‌ଏସ୍‌)ର ଉପଦେଷ୍ଟା ରବି ରଥଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି । ଏହି
Read More...

ଯୋଜନା ଓ ସଂଯୋଜନ ବିଭାଗର କାର୍ଯ୍ୟକ୍ରମ ସମୀକ୍ଷା କଲେ ମୁଖ୍ୟମନ୍ତ୍ରୀ

ଲୋକାଭିମୁଖୀ ବଜେଟ୍ ପ୍ରସ୍ତୁତ କରିବାକୁ ପରାମର୍ଶଡ଼ି. ଏମ୍‌. ଏଫ୍. ପାଣ୍ଠି ବିନିଯୋଗରେ ଖଣି ଜିଲ୍ଲା ଗୁଡ଼ିକରେ ଟ୍ରମା କେୟାର ସେଣ୍ଟର ପ୍ରତିଷ୍ଠା ପାଇଁ ନିର୍ଦ୍ଦେଶସଂକଳ୍ପ ପତ୍ରର ମୁଖ୍ୟ ପ୍ରତିଶ୍ରୁତିକୁ ଅନୁଧ୍ୟାନ କରି ପଦକ୍ଷେପ ନେବାକୁ ପରାମର୍ଶଉତ୍ତର ଓଡ଼ିଶା ଓ ଦକ୍ଷିଣ ଓଡ଼ିଶା
Read More...

ଆଜିଠୁ ସାରା ରାଜ୍ୟରେ ପ୍ରବଳ ବର୍ଷା : ୫ ଦିନ ପାଇଁ ୟେଲୋ ୱାର୍ଣ୍ଣିଂ

ଭୁବନେଶ୍ୱର : ଆଗାମୀ ୫ ଦିନ ମଧ୍ୟରେ ସାରା ରାଜ୍ୟରେ ମଧ୍ୟମଧରଣର ବର୍ଷା ଲାଗିରହିବ । ଆଉ କେତେକ ସ୍ଥାନରେ ପ୍ରବଳ ବର୍ଷା ହୋଇପାରେ ବୋଲି ପାଣିପାଗ ବିଭାଗ ସୂଚନା ଦେଇଛି । ବୁଧବାର ଉପକୂଳ ଓଡ଼ିଶାରେ କାଳବୈଶାଖୀ ସହ ବର୍ଷା ହେବାକୁ ଥିବାବେଳେ ରାଜ୍ୟର ଅନେକ ସ୍ଥାନରେ ହାଲୁକାରୁ ମଧ୍ୟମଧରଣର
Read More...

ଆଜିଠୁ ୨୮ ତାରିଖ ଯାଏ ବର୍ଷାର ଆଶଙ୍କା

ଭୁବନେଶ୍ୱର : ରାଜ୍ୟରେ ମୌସୁମୀ ସକ୍ରିୟ ଥିବା ବେଳେ ବଙ୍ଗୋପସାଗରରେ ଦାନା ବାନ୍ଧୁଛି ଲଘୁଚାପ । ଏହାର ପ୍ରଭାବରେ ରାଜ୍ୟର ବିଭିନ୍ନ ଅଂଚଳରେ ବର୍ଷା ହେବା ନେଇ ଆକଳନ କରିଛି ଆଂଚଳିକ ପାଣିପାଗ ବିଭାଗ । ଖୋର୍ଦ୍ଧା, ନୟାଗଡ଼, ବୌଦ୍ଧ, କନ୍ଧମାଳ, କଳାହାଣ୍ଡି, ରାୟଗଡା, ଗଞ୍ଜାମ, ଝାରସୁଗୁଡା ଓ
Read More...

୨୬ରୁ ପ୍ରବଳ ବର୍ଷାର ଆଶଙ୍କା

ଭୁବନେଶ୍ୱର : ମୌସୁମୀ ସକ୍ରିୟ ହେବା ପରେ ରାଜ୍ୟରେ ଜାରି ରହିଛି ବର୍ଷା । ତିନି ଦିନ ପାଇଁ ଝଡ଼ ତୋଫାନ ନେଇ ଚେତାବନୀ ଜାରି କରିଛି ପାଣିପାଗ ବିଭାଗ । ଆଜି ଓ ଆସନ୍ତାକାଲି ପାଇଁ ୨୦ ଜିଲ୍ଲାକୁ ବିଜୁଳି, ଘଡଘଡି ପାଇଁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ସେହିଭଳି ୨୫ ତାରିଖ ପାଇଁ ୧୭ ଜିଲ୍ଲାକୁ
Read More...

ସାମ୍ବାଦିକ ପେନ୍‌ସନ୍‌ ଓ ସୁରକ୍ଷା ସମେତ ୭ ଦଫା ଦାବି ନେଇ ମୁଖ୍ୟମନ୍ତ୍ରୀଙ୍କୁ ଦାବିପତ୍ର ପ୍ରଦାନ କଲା ଓଡ଼ିଶା ରାଜ୍ୟ…

ଭୁବନେଶ୍ୱର : ଓଡ଼ିଶା ରାଜ୍ୟ କ୍ଷୁଦ୍ର ଓ ମଧ୍ୟମ ସମ୍ବାଦପତ୍ର ମହାସଂଘ ସଭାପତି ରବି ରଥଙ୍କ ନେତୃତ୍ୱରେ ଏକ ପ୍ରତିନିଧି ଦଳ ଭୁବନେଶ୍ୱରସ୍ଥିତ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟରେ ଓଡ଼ିଶା ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଉଦ୍ଦେଶ୍ୟରେ ସାମ୍ବାଦିକ ପେନ୍‌ସନ୍‌ ଓ ସୁରକ୍ଷା ସମେତ ୭ ଦଫା
Read More...

ବିଭିନ୍ନ ନିଗମରେ ନିଯୁକ୍ତି ପାଇଥିବା ଅଧ୍ୟକ୍ଷ ମାନଙ୍କୁ ଦାୟିତ୍ଵରୁ ଅବ୍ୟାହତି ଦିଆଗଲା

ଭୁବନେଶ୍ୱର : ରାଜ୍ୟର ବିଭିନ୍ନ ସରକାରୀ ନିଗମରେ ପୂର୍ବ ସରକାରଙ୍କ ସମୟରେ ଅଧ୍ୟକ୍ଷ ମାନଙ୍କୁ ନିଯୁକ୍ତି ଦିଆଯାଇଥିଲା । ଏହି ଅଧ୍ୟକ୍ଷ ମାନଙ୍କ ଯୋଗୁଁ ନିଗମ ଗୁଡ଼ିକର ପରିଚାଳନାରେ କୌଣସି ଗୁଣାତ୍ମକ ଉନ୍ନତି ପରିଲକ୍ଷିତ ହେଉ ନଥିବାରୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସେମାନଙ୍କୁ ଦାୟିତ୍ଵରୁ
Read More...

ବନ୍ୟା ନିୟନ୍ତ୍ରଣ ପାଇଁ ନଦୀ ବନ୍ଧର ସୁଦୃଢ଼ୀକରଣ ପାଇଁ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ

ଚାରିଟି ବୈଷୟିକ କମିଟି ଗଠନ ପାଇଁ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶବନ୍ୟା ପରିଚାଳନା ନୀତି, ମହାନଦୀ ରିଯୁଭେନେସନ ଓ ରୁଲ କର୍ଭ ସମୀକ୍ଷା, ଜଳ ସଂରକ୍ଷଣ ନୀତି ଏବଂ ଅନ୍ତଃ ନଦୀ ଜଳ ପଥର ଉନ୍ନତି ପାଇଁ ଗଠନ ହେବ କମିଟି୧୦୦ ଦିନ ମଧ୍ୟରେ ରିପୋର୍ଟ ଦେବାକୁ ନିର୍ଦ୍ଦେଶ ଭୁବନେଶ୍ୱର :
Read More...

ପିସିସି ସଭାପତି ଶରତ ପଟ୍ଟନାୟକଙ୍କୁ କାଳିମାଡ଼

ଭୁବନେଶ୍ୱର : ପିସିସି ସଭାପତି ଶରତ ପଟ୍ଟନାୟକଙ୍କୁ କାଳିମାଡ଼ । କଂଗ୍ରେସ ଭବନରେ ବସିଥିବା ବେଳେ ମାସ୍କ ପିନ୍ଧିଥିବା କିଛି ଯୁବକ ତାଙ୍କ ଚାମ୍ବର ଭିତରକୁ ପଶିଯାଇ କାଳି ମାଡ଼ କରିଥିଲେ । ପିସିସି ସଭାପତିଙ୍କ ବିରୋଧରେ ନାରାବାଜି କରିଥିଲେ । ତେବେ ଏପର୍ଯ୍ୟନ୍ତ କାଳି ମାଡ଼ ପଛର ନିର୍ଦ୍ଦିଷ୍ଟ
Read More...

କେନ୍ଦ୍ର ସାହିତ୍ୟ ଏକାଡେମୀର ମୁଲାକାତ ଏବଂ ପ୍ରବାସୀ ମଞ୍ଚ କାର୍ଯ୍ୟକ୍ରମ

ଭୁବନେଶ୍ଵର : ମେଘ ସହିତ ଯେପରି ସବୁଜିମାର ସମ୍ପର୍କ ରହିଛି । ଆବେଗ ସହିତ ସାହିତ୍ୟର ସେହିଭଳି ସମ୍ପର୍କ ରହିଛି । ସାହିତ୍ୟ ଏକାଡେମୀ ପକ୍ଷରୁ ରୋଟାରି ଭବନରେ ଆୟୋଜିତ ‘ମୁଲାକାତ’ ଓ ‘ପ୍ରବାସୀ ମଞ୍ଚ’ କାର୍ଯ୍ୟକ୍ରମରେ ଅଧ୍ୟକ୍ଷତା କରି ଏଭଳି କହିଛନ୍ତି ଏକାଡେମୀର ଓଡ଼ିଆ ଉପଦେଷ୍ଟା ମଣ୍ଡଳୀର
Read More...