Browsing Tag

bhubaneswar news

ଶୁକ୍ରବାର ଓଡ଼ିଶା ଆସିବେ ପ୍ରଧାନମନ୍ତ୍ରୀ : ଜଗିବେ ୧୩୩ ପ୍ଲାଟୁନ୍‌ ଫୋର୍ସ

ଭୁବନେଶ୍ୱର : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଓଡ଼ିଶା ଗସ୍ତ ପାଇଁ ସୁରକ୍ଷା ପ୍ରସ୍ତୁତି ଶେଷ ପର୍ଯ୍ୟାୟରେ ପହଞ୍ଚିଛି । ଏସ୍‌ପିଜି (ସ୍ପେସାଲ ପ୍ରୋଟେକ୍ସନ ଗ୍ରୁପ୍‌) କମାଣ୍ଡୋଙ୍କ ସହ ମିଶି ବ୍ଲୁ ବୁକ୍‌ ଅନୁସାରେ କମିଶନରେଟ୍‌ ପୁଲିସ ସୁରକ୍ଷାର ବ୍ଲୁ ପ୍ରିଣ୍ଟ୍ ପ୍ରସ୍ତୁତ କରିଛି ।…
Read More...

ରାଜ୍ୟ ସରକାରଙ୍କ ଏକ ବର୍ଷ ପୂର୍ତ୍ତି ପାଳନ ଅବସରରେ ବଲାଙ୍ଗିରଠାରେ ରାଜ୍ୟସ୍ତରୀୟ କୃଷକ ଶକ୍ତି ସମାବେଶ ଅନୁଷ୍ଠିତ :…

ନିର୍ବାଚନ ସମୟରେ ଦେଇଥିବା ପ୍ରତିଶୃତି ରଖିଛୁ , ଚାଷୀ ଭାଇ ଭଉଣୀ ସେମାନଙ୍କ କଠୋର ପରିଶ୍ରମର ମୂଲ୍ୟ ଓ ସମ୍ମାନ ପାଇଛନ୍ତିକୃଷକମାନଙ୍କୁ ସଶକ୍ତ କରିବା ପାଇଁ ସରକାର ସମସ୍ତ ପ୍ରକାର ପ୍ରଯୁକ୍ତିବିଦ୍ୟା ସାହାଯ୍ୟ ଯୋଗାଇଦେବାକୁ ପ୍ରତିଶ୍ରୁତିବଦ୍ଧ ଭୁବନେଶ୍ୱର : ରାଜ୍ୟ ସରକାରଙ୍କ ୧ ବର୍ଷ…
Read More...

ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗର ନିଷ୍ପତ୍ତି : ଜୁନ୍ ୨୦ରୁ ରାଜ୍ୟରେ ଖୋଲିବ ସ୍କୁଲ

ଭୁବନେଶ୍ୱର : ଆସନ୍ତା ୨୦ ତାରିଖରେ ଖୋଲିବ ସ୍କୁଲ । ୫୮ ଦିନ ପରେ ରାଜ୍ୟରେ ସ୍କୁଲ ଖୋଲିବାକୁ ନିଷ୍ପତ୍ତି ନିଆଯାଇଛି । ପୂର୍ବଭଳି ପୂର୍ବାହ୍ନ ୧୦ଟାରୁ ଅପରାହ୍ନ ୪ଟା ପର୍ଯ୍ୟନ୍ତ ସ୍କୁଲ ଚାଲିବ । ଏନେଇ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି । ଗ୍ରୀଷ୍ମ…
Read More...

ଏନଏଚରେ ପଛକୁ ପଛ ପିଟି ହେଲା ୪ ଟ୍ରକ୍‌ : ୩ ଡ୍ରାଇଭର ଆହତ

ଭୁବନେଶ୍ୱର : ଭୁବନେଶ୍ୱର ପାତ୍ରପଡା ଆଳୁ ଗୋଦାମ ନିକଟରେ ସିରିଜ୍‌ ଦୁର୍ଘଟଣା । ବିଳମ୍ବିତ ରାତିରେ ପଛକୁ ପଛ ପିଟି ହେଲା ୪ ଟ୍ରକ୍‌ । ଦୁର୍ଘଟଣାରେ ଆହତ ହେଲେ ୩ ଡ୍ରାଇଭର । ସମସ୍ତ ଆହତଙ୍କୁ AIIMSରେ ଭର୍ତ୍ତି କରାଯାଇଛି । ଘଟଣା ସ୍ଥଳରେ ଖଣ୍ଡଗିରି ପୁଲିସ ପହଞ୍ଚି ତଦନ୍ତ କରୁଛି । ସୁଚନା…
Read More...

ଆସନ୍ତା ୨୦ରେ ଓଡ଼ିଶା ଆସୁଛନ୍ତି ପ୍ରଧାନମନ୍ତ୍ରୀ : ଭୁବନେଶ୍ୱରରେ କରିବେ ବିଶାଳ ରୋଡ୍‌ ସୋ’

ଭୁବନେଶ୍ୱର : ଆସନ୍ତା ୨୦ ତାରିଖରେ ଓଡ଼ିଶା ଆସୁଛନ୍ତି ପ୍ରଧାନମନ୍ତ୍ରୀଙ୍କ ମୋଦି । ରାଜ୍ୟ ସରକାରଙ୍କ ବର୍ଷ ପୂର୍ତ୍ତି କାର୍ଯ୍ୟକ୍ରମରେ ଯୋଗ ଦେବେ । ଅପରାହ୍ନ ୩ଟାରେ ବିମାନବନ୍ଦରରେ ପହଞ୍ଚିବେ । ପ୍ରଧାନମନ୍ତ୍ରୀଙ୍କୁ ବିମାନବନ୍ଦରରେ ଭବ୍ୟ ସ୍ୱାଗତ କରାଯିବ । ଏହାପରେ ସେ ରୋଡ୍‌ ସୋ’ କରିବେ…
Read More...

ଆଜି ପହିଲି ରଜ ସବୁଠି ଉତ୍ସାହ : ପୋଡ଼ପିଠା ବାସ୍ନାରେ ମହକୁଛି ଗାଁଠୁ ସହର

ଭୁବନେଶ୍ୱର : ଆଜି ପହିଲି ରଜ । ଆମ ମାଟିର ପର୍ବ ରଜକୁ ନେଇ ଗାଁରୁ ସହର ସବୁ ଉତ୍ସବମୁଖର । ରଜ ୩ ଦିନ ପାଳନ ହୁଏ । ପ୍ରଥମ ଦିନକୁ ପହିଲି ରଜ କୁହାଯାଏ । ସବୁଠି ଦୋଳି ଖେଳ, ବିଭିନ୍ନ ପ୍ରକାର ପ୍ରତିଯୋଗିତା ସହିତ ପିଠାମିଠାର ଆସର ଜମିଛି । ବିଶେଷ କରି ରଜ ଅବସରରେ ଭଳି କି ଭଳି ପିଠା ହିଁ…
Read More...

ମାଲକାନଗିରି ପୁଲିସକୁ ବଡ଼ ସଫଳତା : ୨ ଦୁର୍ଦ୍ଦାନ୍ତ ମାଓବାଦୀ ଗିରଫ

ଭୁବନେଶ୍ଵର : ମାଓବାଦୀ ଅଭିଯାନ କ୍ଷେତ୍ରରେ ମାଲକାନଗିରି ପୁଲିସକୁ ବଡ଼ ସଫଳତା । ଦୁଇ ଦୁର୍ଦ୍ଦାନ୍ତ ମାଓବାଦୀ ଗିରଫ । ଗିରଫ ହୋଇଥିବା ଦୁଇ ମାଓବାଦୀ ହେଉଛନ୍ତି କେସା କୱାସି ଓ ରାକେଶ ଓରଫ ସାନୁ କୁଞ୍ଜମ । ଉଭୟଙ୍କ ନିକଟରୁ ଗୋଟିଏ ପିସ୍ତଲ, ୬ ରାଉଣ୍ଡ ଗୁଳି, ଇଲେକ୍ଟ୍ରିକ୍ ଡିଟୋନେଟର୍,…
Read More...

ରଥଯାତ୍ରାରେ ରେଳବାଇ ଜ୍ୟାକ୍ର ବ୍ୟବହାରଏକ ଦିବ୍ୟ ସଂଯୋଗ

ଭୁବନେଶ୍ୱର, (ପିଆଇବି) ରଥଯାତ୍ରାରେ ରେଳ ବାଇଜ୍ୟାକ ଗୁଡ଼ିକ ଗୁରୁତ୍ୱ ପୂର୍ଣ୍ଣ ଭୂମିକା ନିର୍ବାହ କରୁଥିବାବେଳେ ଏହା ରେଳବାଇ ପାଇଁ ଏକ ଦିବ୍ୟ ସଂଯୋଗ । ଶ୍ରୀ ଜଗନ୍ନାଥ ମନ୍ଦିରରୁ ପ୍ରାୟ ୨୦୦ ମିଟର ଦୂରରେ ରଥଗୁଡ଼ିକ ନିର୍ମିତହୋଇଥାଏ । ମୁଖ୍ୟ ମନ୍ଦିର ସମ୍ମୁଖରେ ତିନୋଟି ରଥକୁ ସଠିକ…
Read More...

ଓଡ଼ିଶା ଗସ୍ତରେ ଆସୁଛନ୍ତି ପ୍ରଧାନମନ୍ତ୍ରୀ :୨୦ରେ ବର୍ଷ ପୂର୍ତ୍ତି କାର୍ଯ୍ୟକ୍ରମରେ ହେବେ ସାମିଲ୍

ଭୁବନେଶ୍ୱର : ଓଡ଼ିଶା ଗସ୍ତରରେ ଆସୁଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ଆସନ୍ତା ୨୦ ତାରିଖରେ ରାଜ୍ୟ ସରକାରଙ୍କ ବର୍ଷ ପୂର୍ତ୍ତି ଅବସର କାର୍ଯ୍ୟକ୍ରମରେ ଯୋଗ ଦେବେ । ଏନେଇ ଭୁବନେଶ୍ୱରର ଜନତା ମଇଦାନରେ ଏକ ଭବ୍ୟ କାର୍ଯ୍ୟକ୍ରମ ଆୟୋଜନ ହୋଇଛି । ସୂଚନା ଅନୁସାରେ ଅପରାହ୍ନ ୩ଟାରେ…
Read More...

ଖୋର୍ଦ୍ଧା ରୋଡ୍-ବଲାଙ୍ଗିର ରେଳ ଲାଇନ ପ୍ରକଳ୍ପର ସୋନପୁର-ପୁରୁଣାକଟକ ରେଳ ସେକ୍ସନ ଯାଞ୍ଚ କଲେ ପୂର୍ବତଟ ରେଳପଥ…

ଭୁବନେଶ୍ୱର : ପୂର୍ବ ତଟ ରେଳପଥର ମହାପ୍ରବନ୍ଧକ ପରମେଶ୍ୱର ଫୁଙ୍କୱାଲ ଆଜି ଓଡିଶାର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ରେଳ ଭିତ୍ତିଭୂମି ପ୍ରକଳ୍ପ ଖୋର୍ଦ୍ଧା ରୋଡ୍-ବଲାଙ୍ଗିର ନୂତନ ଲାଇନର ନିର୍ମାଣାଧୀନ ସୋନପୁର-ପୁରୁଣାକଟକ ରେଳ ସେକ୍ସନ ନିରୀକ୍ଷଣ କରିଛନ୍ତି । ପୂର୍ବତଟ ରେଳପଥ ମୁଖ୍ୟାଳୟର ବରିଷ୍ଠ…
Read More...