Browsing Tag

bhubaneswar news

ଓଡ଼ିଶା ଲଳିତ କଳା ଏକାଡ଼େମୀର ରାଜ୍ୟ ସ୍ତରୀୟ ଚିତ୍ରକଳା ପ୍ରଦର୍ଶନୀ ଉଦ୍‌ଘାଟିତ

ଭୁବନେଶ୍ୱର, (କେପିଏନଏସ୍‌) : ଓଡ଼ିଶା ଲଳିତ କଳା ଏକାଡ଼େମୀ, ଓଡିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ଦ୍ଵାରା ଆୟୋଜିତ "ଅସ୍ମିତାର ଲହରୀ" ଶୀର୍ଷକ ରାଜ୍ୟ ସ୍ତରୀୟ ଚିତ୍ରକଳା ପ୍ରଦର୍ଶନୀ ଆଞ୍ଚଳିକ ଆର୍ଟ ଗ୍ୟାଲେରୀ ବାଲେଶ୍ଵର ସ୍ଥିତ ସଂସ୍କୃତି ଭବନରେ ଉଦ୍‌ଘାଟିତ ହୋଇଯାଇଛି । ଉଦ୍‌ଘାଟନୀ…
Read More...

କୋରେଇ ଟ୍ରେନ୍ ଦୁର୍ଘଟଣାରେ ଦୁଃଖ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ

୨ ଲକ୍ଷ କ୍ଷତିପୂରଣ ଘୋଷଣା କଲେ ମୁଖ୍ୟମନ୍ତ୍ରୀ, ୫ ଲକ୍ଷ ସହାୟତା ଘୋଷଣା କଲା ରେଲୱେ ଭୁବନେଶ୍ଵର, (କେପିଏନ୍‌ଏସ୍‌) : ଯାଜପୁର ଜିଲ୍ଲା କୋରେଇ ଟ୍ରେନ୍ ଦୁର୍ଘଟଣାରେ ଦୁଃଖ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ । ମୃତକଙ୍କ ପରିବାରକୁ ୨ ଲକ୍ଷ ଟଙ୍କା କ୍ଷତିପୂରଣ ଘୋଷଣା କଲେ ନବୀନ ପଟ୍ଟନାୟକ ।…
Read More...

ଲୋକସେବା ଭବନ କନଭେନସନ ସେଣ୍ଟର ଠାରେ ଚଳଚ୍ଚିତ୍ର ‘ଦମନ’ ପ୍ରଦର୍ଶିତ

ଏହା ଏକ ବାସ୍ତବ ଧର୍ମୀ ଓ ପ୍ରେରଣାଦାୟୀ ଚଳଚ୍ଚିତ୍ର - ମୁଖ୍ୟ ଶାସନ ସଚିବପ୍ରତି ଜିଲ୍ଲାରେ ‘ଦମନ’ ଚଳଚ୍ଚିତ୍ର ପ୍ରଦର୍ଶନ ପାଇଁ ପରାମର୍ଶ ଭୁବନେଶ୍ୱର, (କେପିଏନ୍‌ଏସ୍‌) : ମ୍ୟାଲୋରିଆ ନିରାକରଣ ଉପରେ ପର୍ଯ୍ୟବେସିତ ‘ଦମନ’ ଚଳଚ୍ଚିତ୍ର ଖୁବ୍‌ ବାସ୍ତବଧର୍ମୀ ଓ ପ୍ରେରଣାଦାୟୀ ହୋଇଥିବାରୁ…
Read More...

ଶୁଭାରମ୍ଭ ହେଲା ଏକାମ୍ର ଭାଟିକା ନର୍ସରୀ ସ୍କୁଲ

ଭୁବନେଶ୍ୱର, (ସୁଶାନ୍ତ ସାହୁ) : ଭୁବନେଶ୍ୱରରେ ଏକାମ୍ର ଭାଟିକା ନର୍ସରୀ ସ୍କୁଲର ଶୁଭାରମ୍ଭ ହୋଇଯାଇଥିବା ବେଳେ ଏହାକୁ ଓଡିଶାର ରାଜ୍ୟପାଳ ଗଣେଶୀ ଲାଲ ଓ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶୁଭାରମ୍ଭ କରିଛନ୍ତି । ତେବେ ଏହି ଉଦ୍‌ଘାଟନୀ କାର୍ଯ୍ୟକ୍ରମରେ ପୂର୍ବତନ ମନ୍ତ୍ରୀ ତଥା ସାଂସଦ ଅନଙ୍ଗ…
Read More...

ଜାଭିୟର ଆନ୍ତର୍ଜାତୀୟ ବିଦ୍ୟାଳୟର ଛାତ୍ରଛାତ୍ରୀ ପରିଦର୍ଶନ କଲେ ବିଜୁ ପଟ୍ଟନାୟକ ପାର୍କ

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ଭୁବନେଶ୍ୱରର ସତ୍ୟନଗର ସ୍ଥିତ ଜାଭିୟର ଆନ୍ତର୍ଜାତୀୟ ବିଦ୍ୟାଳୟର ଛାତ୍ରଛାତ୍ରୀ ମାନେ ବିଜୁ ପଟ୍ଟନାୟକ ପାର୍କର ପରିଦର୍ଶନରେ ଆସିଥିଲେ । ଏହି ଅବସରରେ ଛାତ୍ର ଛାତ୍ରୀ ମାନେ ଖୁବ୍‌ ଆନନ୍ଦିତ ହେଉଥିବା ଦେଖିବାକୁ ମିଳିଛି । ତେବେ ଛାତ୍ରଛାତ୍ରୀଙ୍କ ସହ ଶିକ୍ଷକ…
Read More...

ଗୃହପାଳିତ କୁକୁର ପାଇଁ ବିଏମ୍‌ସି ପକ୍ଷରୁ କଟକଣା ଜାରୀ

ଭୁବନେଶ୍ୱର, (କେ.ସତ୍ୟନାରାୟଣ ରେଡ୍ଡୀ) : ପୋଷା କୁକୁରକୁ ନେଇ ରାଜଧାନୀରେ ତୁମୁଳକାଣ୍ଡ ହେବା ପରେ ଆକ୍ସନ ମୋଡରେ ବିଏମସି । ଏଣିକି ଗୃହପାଳିତ ପଶୁ ରଖିବାକୁ ହେଲେ ବିଏମସିରୁ ନେବାକୁ ପଡିବ ଅନୁମତି । ବିଏମସିରେ କରିବାକୁ ପଡିବ ପଞ୍ଜିକରଣ । ଆସନ୍ତା ସପ୍ତାହ ସୁଦ୍ଧା ଆସିବ ନୂଆ ଗାଇଡଲାଇନ ।…
Read More...

‘ଦମନ’ ଚଳଚ୍ଚିତ୍ର ପ୍ରଦର୍ଶନକୁ କରମୁକ୍ତ ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ଓଡିଶା ସରକାରଙ୍କ ମ୍ୟାଲେରିଆ ନିରାକରଣ କାର୍ଯ୍ୟକ୍ରମ ଉପରେ ନିର୍ମିତ ଚଳଚ୍ଚିତ୍ର ଦମନର ପ୍ରଦର୍ଶନକୁ ମୁଖ୍ୟମନ୍ତ୍ରୀ ନବୀନ ପଟନାୟକ ସମ୍ପୂର୍ଣ୍ଣ ଟିକସ ମୁକ୍ତ ଘୋଷଣା କରିଛନ୍ତି । ବାସ୍ତବ ଜୀବନରେ ମାଲକାନଗିରିର ଦୁର୍ଗମ ଅଞ୍ଚଳରେ ସ୍ୱାସ୍ଥ୍ୟ ସେବା…
Read More...

ରାଜ୍ୟର ପ୍ରମୁଖ ଯୋଗ ଏବଂ ନେଚରକେୟାର ସେଣ୍ଟର ହେଲ୍‌ଥଭିଲେ ପକ୍ଷରୁ ବିଶ୍ୱ ମଧୁମେହ ସଚେତନତା ଦିବସ ପାଳିତ

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ରାଜ୍ୟର ପ୍ରମୁଖ ଯୋଗ ଏବଂ ନେଚରକେୟାର ସେଣ୍ଟର ହେଲ୍‌ଥଭିଲେ ପକ୍ଷରୁ ବିଶ୍ୱ ମଧୁମେହ ସଚେତନତା ଦିବସ ପାଳିତ ହୋଇଯାଇଛି । ଏପରିକି ସ୍ଥାନୀୟ ଭାଲୁଙ୍କାସ୍ଥିତ ହେଲ୍‌ଥଭିଲେରେ ସପ୍ତାହ ବ୍ୟାପୀ ଏକ ଚିକିତ୍ସା ଓ ସଚେତନତା ଶିବିର ଉଦ୍‌ଘାଟିତ ହୋଇଯାଇଛି । ଏହି…
Read More...

ଭୀମ ପୃଷ୍ଟିଙ୍କୁ ଅକ୍ଷୟ ସାହିତ୍ୟ ଓ ବିଚିତ୍ରାନନ୍ଦ ଦେଓଙ୍କୁ ଅକ୍ଷୟ ସଙ୍ଗୀତ ସମ୍ମାନ

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ସ୍ୱର୍ଗତ ଅକ୍ଷୟ ମହାନ୍ତିଙ୍କ ୨୦ତମ ଶ୍ରାଦ୍ଧବାର୍ଷିକ ଅବସରରେ ଅନୁଷ୍ଠାନ ସଂସ୍କୃତି ଓ ସଂସ୍କୃତି, ଓଡ଼ିଶା ସିନେକ୍ରିଏଟିକ୍‌ ଆସୋସିଏସନ୍‌ ଏବଂ ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ମିଳିତ ଆନୁକୂଲ୍ୟରେ ଗୁରୁବାର ଅକ୍ଷୟ ସଙ୍ଗୀତ ଓ ସମ୍ମାନ…
Read More...

ଅଗ୍ନିବୀରବାୟୁ ପରୀକ୍ଷା ନିମନ୍ତେ ପଞ୍ଜିକରଣ ଜାରି

ପ୍ରଥମ ଥର ପାଇଁ ଏହି ପରୀକ୍ଷାରେ ମହିଳା ପ୍ରାର୍ଥୀମାନେ ଭାଗ ନେଇ ପାରିବେ ଭୁବନେଶ୍ୱର, (କେପିଏନ୍‌ଏସ୍‌) : ଅଗ୍ନିବୀରବାୟୁ ନିଯୁକ୍ତି ପାଇଁ ଅନଲାଇନ ପରୀକ୍ଷା ଆସନ୍ତା ୨୦୨୩ ଜାନୁୟାରୀ ୧୮ରୁ ୨୪ ତାରିଖ ମଧ୍ୟରେ ଅନୁଷ୍ଠିତ ହେବ । ଏହି ପରୀକ୍ଷା ନିମନ୍ତେ ଅନ୍‌ଲାଇନରେ ପଞ୍ଜିକରଣକୁ…
Read More...