Browsing Tag

bhubaneswar news

ପୁରୀରେ ହେବ ଏଏସଆଇର ମଣ୍ଡଳ ମୁଖ୍ୟ କାର୍ଯ୍ୟାଳୟ

ଭୁବନେଶ୍ୱର : ପୁରୀରେ ହେବ ଏଏସଆଇର ମଣ୍ଡଳ ମୁଖ୍ୟ କାର୍ଯ୍ୟାଳୟ । ଓଡ଼ିଶାରେ କେନ୍ଦ୍ରୀୟ ସଂରକ୍ଷିତ ଐତିହ୍ୟ ଓ କୀର୍ତ୍ତିରାଜିର ସଂରକ୍ଷଣ ଏବଂ ରକ୍ଷଣାବେକ୍ଷଣ ପାଇଁ ଭାରତ ସରକାରଙ୍କ ଭାରତୀୟ ପ୍ରତ୍ନତତ୍ତ୍ୱ ସର୍ବେକ୍ଷଣ ବିଭାଗ (ଏଏସଆଇ) ପୁରୀ ଠାରେ ନୂତନ ମୁଖ୍ୟ କାର୍ଯ୍ୟାଳୟ ପ୍ରତିଷ୍ଠା…
Read More...

ସାରା ରାଜ୍ୟରେ ପାଳିତ ହେଉଛି ମାଣ୍ଡିଆ ଦିବସ

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ପୁଷ୍ଟି ଶସ୍ୟର ମହତ୍ତ୍ୱ ପ୍ରତିପାଦନ କରିବା ଉଦ୍ଦେଶ୍ୟରେ ଆଜି ପବିତ୍ର ମାର୍ଗଶିର ପ୍ରଥମ ଗୁରୁବାର ଅର୍ଥାତ ୧୦ ନଭେମ୍ବରରେ ସାରା ରାଜ୍ୟରେ ପାଳନ ହେଉଛି ମାଣ୍ଡିଆ ଦିବସ । ଏହି ଶୁଭ ଅବସରରେ ଆସନ୍ତୁ ସମସ୍ତେ ପୁଷ୍ଟି ଶସ୍ୟକୁ ଖାଦ୍ୟାଭ୍ୟାସରେ ସାମିଲ କରିବା…
Read More...

ବସ୍ତି ବାସିନ୍ଦାଙ୍କୁ ଭୂମି ଅଧିକାର ଦେବା ପାଇଁ ଓଡିଶାର ୫ଟି ମହାନଗର ନିଗମରେ ଡ୍ରୋନ ସର୍ଭେର ଶୁଭାରମ୍ଭ

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ରାଜ୍ୟର ୩୩ଟି ପୌର ସଂସ୍ଥାର ୭୦୭ ଉନ୍ନୀତ ବସ୍ତିକୁ ବିଜୁ ଆଦର୍ଶ କଲୋନୀ ରୂପେ ଉତ୍ସର୍ଗ କରିବେ । ଏଥିସହିତ ବସ୍ତିବାସିନ୍ଦାଙ୍କୁ ଭୂମି ଅଧିକାର ଦେବା ପାଇଁ ଓଡିଶାର ୫ଟି ମହାନଗର ନିଗମରେ ଆରମ୍ଭ ହେବାକୁ ଥିବା ଡ୍ରୋନ୍…
Read More...

କରାଟେ ରେଫରି ପ୍ରଶିକ୍ଷଣ ଏବଂ ପରୀକ୍ଷା ଅନୁଷ୍ଠିତ

ଭୁବନେଶ୍ୱର : ଓଡ଼ିଶା ରାଜ୍ୟ କରାଟେ-ଡୋ ଆସୋସିଏସନ ଆନୁକୂଲ୍ୟରେ ଜାତୀୟସ୍ତରୀୟ ରେଫରି ଓ ଜଜ୍‌ ପ୍ରଶିକ୍ଷଣ ଏବଂ ପରୀକ୍ଷା ସ୍ଥାନୀୟ ଉତ୍କଳ କରାଟେ ସ୍କୁଲ ପରିସରରେ ଅନୁଷ୍ଠିତ ହୋଇଯାଇଛି । ବିଶ୍ୱ କରାଟେ ସଂଘର ରେଫରି ତଥା କରାଟେ ଇଣ୍ଡିଆ ଅର୍ଗାନାଇଜେସନ (କିଓ) ରେଫରି କମିଶନ ଚେୟାରମ୍ୟାନ…
Read More...

ଲେଡି ବ୍ଲାକ ମେଲର ଅର୍ଚ୍ଚନା ନାଗଙ୍କ ଘରେ ଇଡିର ତନାଘନା

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ଲେଡି ବ୍ଲାକ ମେଲର ଅର୍ଚ୍ଚନା ନାଗଙ୍କ ଘରେ ଇଡି ପକ୍ଷରୁ ତନାଘନା ତଦନ୍ତ ଜାରି ରଡିଥିବା ନେଇ ଖବର ମିଳିଛି । ସିଆର୍‌ପିଏଫ୍‌ ଓ ପୋଲିସର ଉପସ୍ଥିତିରେ ଇଡିର ତଦନ୍ତ ଜାରି ରହିଥିବା ବେଳେ ଲେଡି ବ୍ଲାକ ମେଲର ଅର୍ଚ୍ଚନା ନାଗଙ୍କ କଳାହାଣ୍ଡି କେସିଙ୍ଗା ସ୍ଥିତ…
Read More...

ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନା ଲୋକଙ୍କ ପାଇଁ ସାଜିଛି ସଞ୍ଜୀବନୀ ସାଜିଛି

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ସ୍ୱାସ୍ଥ୍ୟ ସଙ୍କଟ ସମୟରେ ଉତ୍ତମ ଚିକିତ୍ସା ସୁନିଶ୍ଚିତ କରି ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନା ଲୋକଙ୍କ ପାଇଁ ସଞ୍ଜୀବନୀ ସାଜିଛି । ରାଜ୍ୟ ତଥା ରାଜ୍ୟ ବାହାରର ବଡ଼ ବଡ଼ ହସ୍ପିଟାଲରେ ଏହି ଯୋଜନାରେ ବର୍ଷକ ମଧ୍ୟରେ ୫.୫ଲକ୍ଷ ରୋଗୀ ଚିକିତ୍ସିତ ହୋଇଥିବା ବେଳେ…
Read More...

ଶପଥ ନେଲେ ସୂର୍ଯ୍ୟବଂଶୀ ସୂରଜ

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ଓଡ଼ିଶା ବିଧାନସଭାର ବାଚସ୍ପତି ବିକ୍ରମ କେଶରୀ ଆରୁଖ ଧାମନଗର ନିର୍ବାଚନ ମଣ୍ଡଳୀର ନବନିର୍ବାଚିତ ବିଧାୟକ ସୂର୍ଯ୍ୟବଂଶୀ ସୂରଜଙ୍କୁ ବିଧାୟକ ଭାବେ ଶପଥ ଗ୍ରହଣ କରାଇଛନ୍ତି । ସୂଚନାଯୋଗ୍ୟ ଯେ, ବିଷ୍ଣୁଚରଣ ସେଠୀଙ୍କ ପରଲୋକ ଯୋଗୁଁ ଏହି ବିଧାନସଭା ଆସନଟି ଖାଲି…
Read More...

ରାଷ୍ଟ୍ରପତିଙ୍କ ଗସ୍ତକୁ ନେଇ ମୁତୟନ ହେବେ ୫୫ ପ୍ଲାଟୁନ୍‌ ପୋଲିସ ଫୋର୍ସ

ଭୁବନେଶ୍ୱର : ରାଷ୍ଟ୍ରପତି ଦୌପଦୀ ମୁର୍ମୁ ଗୁରୁବାର ୨ ଦିନିଆ ଓଡ଼ିଶା ଗସ୍ତରେ ଆସିବେ । ରାଷ୍ଟ୍ରପତିଙ୍କ ଗସ୍ତକୁ ନେଇ ବିମାନବନ୍ଦରଠାରୁ ରାଜଭବନ ଯାଏ ସୁରକ୍ଷା ବ୍ୟବସ୍ଥାକୁ କଡାକଡି କରାଯିବ । ୫୫ ପ୍ଲାଟୁନ୍‌ ପୋଲିସ ଫୋର୍ସ ମୁତୟନ ହେବା ସହ ୩୦୦ ପୋଲିସ ଅଧିକାରୀ ଦାୟିତ୍ୱରେ ରହିବେ ।…
Read More...

ସପ୍ତାହେ ବନ୍ଦ ରହିବ ଶ୍ରୀଲିଙ୍ଗରାଜଙ୍କ ସିଂହଦ୍ୱାର

ଭୁବନେଶ୍ୱର : ଆଜିଠୁ ସପ୍ତାହେ ପର୍ଯ୍ୟନ୍ତ ବନ୍ଦ ରହିବ ଶ୍ରୀଲିଙ୍ଗରାଜ ମନ୍ଦିର ସିଂହଦ୍ୱାର । ଫନି ବାତ୍ୟାରେ ଭାଙ୍ଗି ଯାଇଥିବା ଦ୍ୱାର ମରାମତି ହେବ । ଏ ନେଇ ଭାରତୀୟ ପ୍ରତ୍ନତତ୍ତ୍ୱ ବିଭାଗ ମନ୍ଦିର କାର୍ଯ୍ୟାଳୟକୁ ଅବଗତ କରିବା ପରେ ମଙ୍ଗଳବାର କାର୍ଯ୍ୟନିର୍ବାହୀ ଅଧିକାରୀ ବିଜ୍ଞପ୍ତି ଜାରି…
Read More...

ଭୁବନେଶ୍ୱରରେ ଏଭେରେଷ୍ଟ ବିକେସିସି

ଭୁବନେଶ୍ୱର : ଓଡ଼ିଶାର ହସ୍‌ପିଟାଲିଟି ଛାତ୍ରଛାତ୍ରୀମାନଙ୍କ ପାଇଁ ପ୍ରଥମ ଥର ଏକ ଜାତୀୟ ସ୍ତରର କୁକିଂ ପ୍ରତିଯୋଗିତା ଇନ୍‌ଷ୍ଟିଚ୍ୟୁଟ୍‌ ଅଫ୍‌ ହୋଟେଲ ମ୍ୟାନେଜମେଣ୍ଟ କ୍ୟାଟରିଂ ଟେକ୍ନୋଲୋଜି ଏବଂ ଆପ୍ଲାଏଡ୍‌ ନ୍ୟୁଟ୍ରିସନ୍‌ ଭୁବନେଶ୍ୱର ଦ୍ୱାରା ଆୟୋଜିତ ହୋଇଯାଇଛି । ଉକ୍ତ ପ୍ରତିଯୋଗିତାର…
Read More...