ଡିସେମ୍ବର ୫ରେ ପଦ୍ମପୁର ଉପନିର୍ବାଚନ
ଭୁବନେଶ୍ୱର : ପଦ୍ମପୁର ଉପନିର୍ବାଚନ ପାଇଁ ତାରିଖ ଘୋଷଣା ହୋଇଯାଇଛି । ସୂଚନା ଅନୁସାରେ, ନିର୍ବାଚନ ତାରିଖ ଘୋଷଣା କରିଛନ୍ତି ମୁଖ୍ୟ ନିର୍ବାଚନ କମିଶନ । ଆସନ୍ତା ଡିସେମ୍ବର ୫ ତାରିଖରେ ହେବ ପଦ୍ମପୁର ଉପନିର୍ବାଚନ । ନଭେମ୍ବର ୧୦ ତାରିଖରେ ଏ ନେଇ ବିଧିବଦ୍ଧ ଭାବେ ପ୍ରକାଶ ପାଇବ ବିଜ୍ଞପ୍ତି!-->…
Read More...
Read More...