Browsing Tag

bhubaneswar news

ଭୁବନେଶ୍ୱରରୁ ଜୟପୁର ସହରକୁ ବିମାନସେବା ଉଡାଣର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସର୍ବଦା ଓଡିଶାର ପ୍ରତ୍ୟେକ କୋଣ ଅନୁକୋଣର ରୂପାନ୍ତର ଓ ବିକାଶ ଉପରେ ଗୁରୁତ୍ୱାରୋପ କରିଛନ୍ତି । ଭୁବନେଶ୍ୱରରୁ ଜୟପୁର ସହରକୁ ବିମାନ ସେବାର ଶୁଭାରମ୍ଭ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଜୟପୁର ବିମାନବନ୍ଦରକୁ…
Read More...

ଆଜିଠୁ ଆରମ୍ଭ ହେବ ଜାତୀୟ ଭିଜିଲାନ୍ସ ସଚେତନତା ସପ୍ତାହ : ଉଦ୍‌ଘାଟନ କରିବେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ଆଜିଠୁ ଆରମ୍ଭ ହେଉଛି ଜାତୀୟ ଭିଜିଲାନ୍ସ ସଚେତନତା ସପ୍ତାହ । "ଏକ ଉନ୍ନତ ରାଷ୍ଟ୍ର ପାଇଁ ଦୁର୍ନୀତି ମୁକ୍ତ ଭାରତ ଗଠନ' ଥୀମ୍‌ରେ ଓଡିଶା ଦୁର୍ନୀତି ନିବାରଣ ନିର୍ଦ୍ଦେଶାଳୟ ସପ୍ତାହେ ବ୍ୟାପୀ ରାଜ୍ୟସ୍ତରୀୟ ସଚେତନତା କାର୍ଯ୍ୟକ୍ରମ ପାଇଁ ସଜବାଜ ହୋଇଛି । ଏଥର…
Read More...

କୋଲକାତା ଠାରେ ଓଡିଶା ଲଳିତ କଳା ଏକାଡେମୀ ଦ୍ୱାରା ଓଡିଶାର ସମସାମୟିକ ଚିତ୍ରକଳା ପ୍ରଦର୍ଶନୀ

ଚିତ୍ରରେ ଓଡିଶାର କଳା ଓ ସଂସ୍କୃତିର ବିଭବ ଭୁବନେଶ୍ୱର, (କେପିଏନ୍‌ଏସ୍‌) : ଓଡ଼ିଶା ଲଳିତ କଳା ଏକାଡେମୀ, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ଏବଂ ଭାରତୀୟ ସାଂସ୍କୃତିକ ସମ୍ବନ୍ଧ ପରିଷଦର ମିଳିତ ସହଯୋଗରେ କୋଲକାତା ସ୍ଥିତ ଆଇ.ସି.ସି.ଆର. ଅବନୀନ୍ଦ୍ରନାଥ ଟାଗୋର ଆର୍ଟ…
Read More...

ବଢ଼ିଲା ହାଇସିକ୍ୟୁରିଟି ନମ୍ବର ପ୍ଲେଟ ଅବଧି

ଭୁବନେଶ୍ୱର : ରାଜ୍ୟ ସରକାର ହାଇସିକ୍ୟୁରିଟି ରେଜିଷ୍ଟ୍ରସନ ନଂ ପ୍ଲେଟ ଅବଧି ବଢାଇଛନ୍ତି । ୧, ୨, ୩, ୪ ଗାଡିର ଶେଷ ନଂ ଥିଲେ ନଭେମ୍ବର ୩୦ ତାରିଖକୁ ଏହାର ଅବଧି ବଢାଯାଇଛି । ସେହିପରି ୫, ୬ ନମ୍ବର ଥିଲେ ଏହାର ଅବଧି ଡିସେମ୍ବର ୩୧ ତାରିଖକୁ ବଢାଯାଇଛି । ଗାଡିର ଶେଷ ନଂ ୭ ଓ ୮ ଥିଲେ ୨୦୨୩…
Read More...

୬ ଆଇଏଏସ୍‌ଙ୍କୁ ଅତିରିକ୍ତ ଦାୟିତ୍ୱ

ଭୁବନେଶ୍ୱର : ଆସନ୍ତା ୩୧ ତାରିଖରେ ଓଡ଼ିଶା କ୍ୟାଡର ୩ ବରିଷ୍ଠ ଆଇଏଏସ୍‌ ଅଫିସର ତଥା ବୋର୍ଡ ଅଫ୍‌ ରେଭିନ୍ୟୁ ମେମ୍ବର ଜିଭିଭି ଶର୍ମା, ସଂସ୍କୃତି ବିଭାଗ ଅତିରିକ୍ତ ମୁଖ୍ୟ ଶାସନ ସଚିବ ମଧୁସୂଦନ ପାଢ଼ୀ ଏବଂ କେନ୍ଦ୍ରୀୟ ଡେପୁଟେସନରେ ଥିବା ଉପେନ୍ଦ୍ର ପ୍ରସାଦ ସିଂ ଅବସର ଗ୍ରହଣ କରିବେ ବୋଲି…
Read More...

ଓଏଏସ୍‌ ଅଫିସର ସ୍ତରରେ ଅଦଳବଦଳ

ଭୁବନେଶ୍ୱର : ରାଜ୍ୟ ସରକାର ଶନିବାର ବରିଷ୍ଠ ଓଏଏସ୍‌ ଅଫିସର ସ୍ତରରେ ଛୋଟ ଧରଣର ଅଦଳବଦଳ କରିଛନ୍ତି । ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ପ୍ରକାଶିତ ବିଜ୍ଞପ୍ତି ଅନୁସାରେ, ମାଲକାନଗିରି ଜିଲ୍ଲା ପରିଷଦ କାର୍ଯ୍ୟନିର୍ବାହୀ ଅଧିକାରୀ ତଥା ଜିଲ୍ଲା ମୁଖ୍ୟ ଉନ୍ନୟନ ଅଧିକାରୀ ବରିଷ୍ଠ ଓଏଏସ୍‌…
Read More...

ଅଣ-ସଂଗଠିତ କ୍ଷେତ୍ରରେ କାମ କରୁଥିବା ମୋଟର ଚାଳକ ଏବଂ କର୍ମଚାରୀମାନଙ୍କ କଲ୍ୟାଣ ନିମନ୍ତେ ରାଜ୍ୟ ସରକାରଙ୍କ ନୂଆ…

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ଅଣ-ସଂଗଠିତ କ୍ଷେତ୍ରରେ କାମ କରୁଥିବା ମୋଟର ଚାଳକ ଏବଂ କର୍ମଚାରୀମାନଙ୍କ କଲ୍ୟାଣ ନିମନ୍ତେ ରାଜ୍ୟ ସରକାର ନୂଆ ପ୍ରଚେଷ୍ଟା ଆରମ୍ଭ କରିଛନ୍ତି । ଏଥି ନିମନ୍ତେ ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ରଙ୍କ ଅଧ୍ୟକ୍ଷତାରେ ଏକ ଉଚ୍ଚସ୍ତରୀୟ ବୈଠକରେ ଆଲୋଚନା…
Read More...

ରାଜ୍ୟରେ ଗତ ୨୪ ଘଂଟା ମଧ୍ୟରେ ୩୧ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ରାଜ୍ୟରେ ଗତ ୨୪ ଘଂଟା ମଧ୍ୟରେ ୩୧ ଜଣ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଥିବା ସରକାରୀ ସୂତ୍ରରେ କୁହାଯାଇଛି । ୦ରୁ ୧୮ ବର୍ଷ ବୟସ ମଧ୍ୟରେ ୭ ଜଣ ଚିହ୍ନଟ ହୋଇଥିବା ବେଳେ ଏବେ ସକ୍ରିୟ ରୋଗୀଙ୍କ ସଂଖ୍ୟା ୨୮୦ ରହିଥିବା ବେଳେ ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ ୧୮ ଜଣ…
Read More...

ପ୍ରଥମ ପର୍ଯ୍ୟାୟରେ ୧୫୬୩ ମେଡିକାଲ ସିଟ୍ ଆବଣ୍ଟନ

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ରାଜ୍ୟର ବିଭିନ୍ନ ମେଡିକାଲ୍ କଲେଜରେ ଉଭୟ ଏମବିବିଏସ୍ ଓ ବିଡିଏସ୍ ନାମଲେଖା ପାଇଁ ପ୍ରଥମ ପର୍ଯ୍ୟାୟ ଚୁଡ଼ାନ୍ତ ସିଟ୍ ଆଲଟମେଣ୍ଟ ତାଲିକା ପ୍ରକାଶ ପାଇଛି । ପ୍ରଥମ ପର୍ଯ୍ୟାୟ ଆଲଟମେଣ୍ଟରେ ରାଜ୍ୟରେ ଥିବା ୧୦ ଟି ସରକାରୀ ଏବଂ ୨ଟି ଘରୋଇ ମେଡିକାଲର ମୋଟ ୧୭୦୦…
Read More...

ରାଜ୍ୟରେ ଗତ ୨୪ ଘଂଟା ମଧ୍ୟରେ ୪୨ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ରାଜ୍ୟରେ ଗତ ୨୪ ଘଂଟା ମଧ୍ୟରେ ୪୨ ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ସରକାରୀ ସୂତ୍ରରେ କୁହାଯାଇଛି । ୦ରୁ ୧୮ ବର୍ଷ ବୟସ ମଧ୍ୟରେ ୬ ଜଣ ଚିହ୍ନଟ ହୋଇଥିବା ବେଳେ ଏବେ ସକ୍ରିୟ ରୋଗୀଙ୍କ ସଂଖ୍ୟା ୩୦୬ ରହିଥିବା ବେଳେ ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ ୨୪…
Read More...