୪ ଦିନ ଯାଏଁ ଝଡ଼ବର୍ଷା : ଆଜି ୧୫ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ
ଭୁବନେଶ୍ୱର : ରାଜ୍ୟରେ ଆସନ୍ତା ୪ ଦିନ ଯାଏଁ ପ୍ରବଳ ବର୍ଷା ସହ ବିଜୁଳି ଓ ଘଡଘଡି ହେବାର ସମ୍ଭାବନା ରହିଛି । ଆଜି ପାଇଁ ୧୫ ଜିଲ୍ଲା, ୨୦ ତାରିଖ ପାଇଁ ୯ ଜିଲ୍ଲା, ୨୧ ତାରିଖ ପାଇଁ ୧୬ଟି ଜିଲ୍ଲାକୁ ଆଲର୍ଟ ଜାରି କରାଯାଇଛି । ଏହି ସବୁ ଜିଲ୍ଲା ଗୁଡିକରେ ପ୍ରବଳ ପବନ ବହିବାର ସମ୍ଭାବନା ରହିଛି!-->…
Read More...
Read More...