ଚଳିତ ଆର୍ଥିକ ବର୍ଷରେ ଆଉ ୪୦ ହଜାର ନିଯୁକ୍ତି ଦେବେ ଓଡ଼ିଶା ସରକାର : ଏନେଇ ଘୋଷଣା କଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
ଭୁବନେଶ୍ୱର : ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ବଡ଼ ଘୋଷଣା । ଯୁବପିଢ଼ିଙ୍କ ପାଇଁ ବଡ଼ ଖବର । ଚଳିତ ଆର୍ଥିକ ବର୍ଷରେ ଆଉ ୪୦ ହଜାର ନିଯୁକ୍ତି ଦେବେ ଓଡ଼ିଶା ସରକାର । ଏନେଇ ଘୋଷଣା କଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଆହୁରି କହିଛନ୍ତି ଯେ, ୫ ବର୍ଷରେ ୧ ଲକ୍ଷ ୫୦ ହଜାର ଖାଲି ପଦବୀ ପୂରଣ!-->…
Read More...
Read More...