Browsing Tag

bhubaneswar news

ରାଜ୍ୟରେ ଗତ ୨୪ ଘଂଟା ମଧ୍ୟରେ ୪୯ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ରାଜ୍ୟରେ ଗତ ୨୪ ଘଂଟା ମଧ୍ୟରେ ୪୯ ଜଣ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଥିବା ସରକାରୀ ସୂତ୍ରରେ କୁହାଯାଇଛି । ୦ରୁ ୧୮ ବର୍ଷ ବୟସ ମଧ୍ୟରେ ୪ ଜଣ ଚିହ୍ନଟ ହୋଇଥିବା ବେଳେ ଏବେ ସକ୍ରିୟ ରୋଗୀଙ୍କ ସଂଖ୍ୟା ୫୭୦ ରହିଥିବା ବେଳେ ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ ୨୯ ଜଣ…
Read More...

ଆଜିଠାରୁ ପିଜି ପାଠପଢ଼ା ଆରମ୍ଭ

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ୨୦୨୨-୨୩ ଶିକ୍ଷା ବର୍ଷରେ ନାମ ଲେଖାଇଥିବା ସ୍ନାତକୋତ୍ତର(ପିଜି) ଛାତ୍ରଛାତ୍ରୀଙ୍କ ପାଠପଢ଼ା ସୋମବାରରୁ ଆରମ୍ଭ ହେବ । ଯେଉଁ ଛାତ୍ରଛାତ୍ରୀ ହଷ୍ଟେଲରେ ରହିବା ପାଇଁ ନାମ ଲେଖାଇଛନ୍ତି, ସେମାନଙ୍କ ପାଇଁ ହଷ୍ଟେଲରେ ସବୁ ପ୍ରକାର ସୁବିଧା ରଖିବା ପାଇଁ ପୂର୍ବରୁ…
Read More...

ନବୀନଙ୍କୁ ଜନ୍ମଦିନର ଶୁଭେଚ୍ଛା ଜଣାଇଲେ ପ୍ରଧାନମନ୍ତ୍ରୀ

ଭୁବନେଶ୍ୱର, (କେପିଏନ୍‌ଏ୍‌) : ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ୭୭ ବର୍ଷରେ ପଦାର୍ପଣ କରିଛନ୍ତି । ଏହି ଖାସ୍‌ ଦିନରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ନବୀନଙ୍କୁ ଫୋନ୍‌ କରି ଜନ୍ମଦିନର ଶୁଭେଚ୍ଛା ଜଣାଇଛନ୍ତି । ନବୀନ ମଧ୍ୟ ଟୁଇଟ୍‌ କରି ପ୍ରଧାନମନ୍ତ୍ରୀଙ୍କୁ ହୃଦୟରୁ ଧନ୍ୟବାଦ…
Read More...

ନୟାଗଡ ଜିଲ୍ଲାରେ ହେବ ୨ଟି ବୃହତ ଗ୍ରାମ୍ୟ ପାନୀୟଜଳ ଯୋଗାଣ ପ୍ରକଳ୍ପ

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ନୟାଗଡ଼ ଜିଲ୍ଲାରେ ବିଶୁଦ୍ଧ ପାନୀୟଜଳ ଯୋଗାଣକୁ ଆହୁରି ବ୍ୟାପକ କରିବା ପାଇଁ ୨ଟି ବୃହତ ଗ୍ରାମ୍ୟ ପାନୀୟଜଳ ଯୋଗାଣ ପ୍ରକଳ୍ପ କ୍ୟାବିନେଟ୍ ବୈଠକରେ ଅନୁମୋଦନ ହୋଇଛି । ଏହାଦ୍ୱାରା ରଣପୁର ଏବଂ ଓଡ଼ଗାଁ ବ୍ଲକର ୩ ଲକ୍ଷରୁ ଅଧିକ ଲୋକ ପାନୀୟଜଳ ସୁବିଧା ପାଇବେ ।…
Read More...

କଳାହାଣ୍ଡି ଜିଲ୍ଲାରେ ବୃହତ ପାନୀୟ ଜଳ ଯୋଗାଣ ପ୍ରକଳ୍ପ

ଭୁବନେଶ୍ୱର, (କେପିଏନ୍‌ଏସ୍‌) : କଳାହାଣ୍ଡି ଜିଲ୍ଲାବାସୀଙ୍କ ଉତ୍ତମ ପାନୀୟଜଳ ସୁବିଧା ପାଇଁ କ୍ୟାବିନେଟ୍ ବୈଠକରେ ୨ଟି ବୃହତ ଗ୍ରାମ୍ୟ ପାନୀୟଜଳ ଯୋଗାଣ ପ୍ରକଳ୍ପ ମଞ୍ଜୁର ହୋଇଛି । ଥୁଆମୂଳ ରାମପୁର ଓ କୋକସରା ବ୍ଲକରେ ହେଉଥିବା ଏହି ପ୍ରକଳ୍ପ ୧୫୫ଟି ଗାଁର ୧.୨୬ ଲକ୍ଷରୁ ଅଧିକ ଲୋକଙ୍କ ପାଇଁ…
Read More...

ରାଜ୍ୟରେ ଗତ ୨୪ ଘଂଟା ମଧ୍ୟରେ ୭୭ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ରାଜ୍ୟରେ ଗତ ୨୪ ଘଂଟା ମଧ୍ୟରେ ୭୭ ଜଣ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଥିବା ସରକାରୀ ସୂତ୍ରରେ କୁହାଯାଇଛି । ୦ରୁ ୧୮ ବର୍ଷ ବୟସ ମଧ୍ୟରେ ୭ ଜଣ ଚିହ୍ନଟ ହୋଇଥିବା ବେଳେ ଏବେ ସକ୍ରିୟ ରୋଗୀଙ୍କ ସଂଖ୍ୟା ୬୦୬ ରହିଥିବା ବେଳେ ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ ୪୫ ଜଣ…
Read More...

ସୁରେଶ ସୃଜନ ସମ୍ମାନ ପାଇବେ ନାଟ୍ୟକାର ଡକ୍ଟର ପୁରୁଷୋତ୍ତମ ମିଶ୍ର

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ସୁସାହିତ୍ୟିକ, ସଂସ୍କୃତି ଗବେଷକ ଦିବଂଗତ ସୁରେଶ ବଳବନ୍ତରାୟଙ୍କ ସ୍ମୃତି ଉଦ୍ଦେଶ୍ୟରେ ଗଠିତ ହୋଇଥିବା ରାଜ୍ୟର ଅଗ୍ରଣୀ ଅନୁଷ୍ଠାନ ସୁରେଶ ବଳବନ୍ତରାୟ ଫାଉଣ୍ଡେସନ୍ ଟ୍ରଷ୍ଟ ଦ୍ୱାରା ଚଳିତ ବର୍ଷ "ସୁରେଶ ସୃଜନ ସମ୍ମାନ-୨୦୨୨" ସମ୍ମାନରେ ଭୂଷିତ ହେବେ ଓଡ଼ିଶାର…
Read More...

କ୍ୟାବିନେଟ ନିଷ୍ପତ୍ତି ସଂପର୍କରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଓଡିଶାବାସୀଙ୍କୁ ବାର୍ତ୍ତା

ଭୁବନେଶ୍ୱର, (କେପିଏନ୍‌ଏସ୍‌) : କ୍ୟାବିନେଟ ନିଷ୍ପତ୍ତି ସଂପର୍କରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଓଡିଶାବାସୀଙ୍କୁ ବାର୍ତ୍ତା ପ୍ରଦାନ କରିଛନ୍ତି । ସେ କହିଛନ୍ତି ଯେ,ପ୍ରିୟ ଭାଇ ଓ ଭଉଣୀମାନେ,ଆପଣମାନଙ୍କୁ ସମସ୍ତଙ୍କୁ ନମସ୍କାର । ଆପଣମାନଙ୍କ ଆଶୀର୍ବାଦରେ ୨୦୦୦ ମସିହାରେ ମୁଁ ଓଡିଶା…
Read More...

ସରିଲା ନାମାଙ୍କନ ପତ୍ର ଦାଖଲ : ଆଜି ପ୍ରାର୍ଥୀପତ୍ର ଯାଞ୍ଚ

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ଧାମନଗର ଉପନିର୍ବାଚନ ପାଇଁ ରାଜନୀତି ଏବେ ସରଗରମ ରହିଛି । ଶୁକ୍ରବାର ନାମାଙ୍କନ ଦାଖଲର ଶେଷ ତାରିଖ ଥିବା ବେଳେ ୩ ପ୍ରମୁଖ ଦଳ ବିଜେଡି, ଭାଜପା ଓ କଂଗ୍ରେସ ପ୍ରାର୍ଥୀ ନିଜ ନିଜର ନାମାଙ୍କନ ପତ୍ର ଦାଖଲ କରି ସାରିଥିବା ବେଳେ ଆଜି ପ୍ରାର୍ଥୀପତ୍ର ଯାଞ୍ଚ ସହ…
Read More...

ଓଭୋ ଫାର୍ମ ପ୍ରାଇଭେଟ୍‌ ଲିମିଟେଡ୍‌ ପକ୍ଷରୁ ‘କେନ୍‌କୋ’ର ଶୁଭାରମ୍ଭ

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ରାଜ୍ୟର ପ୍ରମୁଖ ଅଣ୍ଡା ଉତ୍ପାଦନକାରୀ ସଂସ୍ଥା 'ଓଭୋ ଫାର୍ମ ପ୍ରାଇଭେଟ୍‌ ଲିମିଟେଡ୍‌' ପକ୍ଷରୁ ଶୁକ୍ରବାର ଏକ ନୂଆ ବ୍ରାଣ୍ଡ୍‌ 'କେନ୍‌କୋ'ର ଶୁଭାରମ୍ଭ ସମ୍ପର୍କରେ ଘୋଷଣା କରାଯାଇଛି । ବିଶେଷକରି ବିଶ୍ୱ ଅଣ୍ଡା ଦିବସ ପରିପ୍ରେକ୍ଷୀରେ ବ୍ରାଣ୍ଡ୍‌ର ନୂତନ…
Read More...