Browsing Tag

bhubaneswar news

ଓଭୋ ଫାର୍ମ ପ୍ରାଇଭେଟ୍‌ ଲିମିଟେଡ୍‌ ପକ୍ଷରୁ ‘କେନ୍‌କୋ’ର ଶୁଭାରମ୍ଭ

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ରାଜ୍ୟର ପ୍ରମୁଖ ଅଣ୍ଡା ଉତ୍ପାଦନକାରୀ ସଂସ୍ଥା 'ଓଭୋ ଫାର୍ମ ପ୍ରାଇଭେଟ୍‌ ଲିମିଟେଡ୍‌' ପକ୍ଷରୁ ଶୁକ୍ରବାର ଏକ ନୂଆ ବ୍ରାଣ୍ଡ୍‌ 'କେନ୍‌କୋ'ର ଶୁଭାରମ୍ଭ ସମ୍ପର୍କରେ ଘୋଷଣା କରାଯାଇଛି । ବିଶେଷକରି ବିଶ୍ୱ ଅଣ୍ଡା ଦିବସ ପରିପ୍ରେକ୍ଷୀରେ ବ୍ରାଣ୍ଡ୍‌ର ନୂତନ…
Read More...

ନ୍ୟୁଜିଲାଣ୍ଡକୁ ହରାଇଲା ନାଇଜେରିଆ

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ଗୋଆର ମାର୍ଗାଓରେ ଶୁୁକ୍ରବାର ଅନୁଷ୍ଠିତ ୧୭ ବର୍ଷରୁ କମ୍‌ ମହିଳା ଫିଫା ବିଶ୍ୱକପର ଏକ ଗ୍ରୁପ୍‌ 'ବି' ମ୍ୟାଚରେ ନାଇଜେରିଆ ୪-୦ ଗୋଲରେ ନ୍ୟୁଜିଲାଣ୍ଡକୁ ପରାସ୍ତ କରିଛି । ନାଇଜେରିଆ ପକ୍ଷରୁ ଆମିନା ବେଲୋ ୧୬, ମାର୍ସେଲି ଉସାନି ୩୪, ତାଇଓ ଆଫୋଲାବି ୭୫ ଓ…
Read More...

ଅପରାହ୍ନରେ ବସିବ ରାଜ୍ୟ କ୍ୟାବିନେଟ୍‌ର ଗୁରୁତ୍ୱପୁର୍ଣ୍ଣ ବୈଠକ

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ଆଜି ଅପରାହ୍ନରେ ବସିବ ରାଜ୍ୟ କ୍ୟାବିନେଟ୍‌ର ଗୁରୁତ୍ୱପୁର୍ଣ୍ଣ ବୈଠକ । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ବୈଠକ ଅନୁଷ୍ଠିତ ହେବ । ବୈଠକରେ ଅନେକ ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବ ଉପରେ ମୋହର ଲାଗିପାରେ ବୋଲି ସୂଚନା ମିଳିଛି ।
Read More...

ଗ୍ରାମ୍ୟ ଉନ୍ନୟନ ବିଭାଗର ବିଭିନ୍ନ ବିକାଶ କାର୍ଯ୍ୟର ସମୀକ୍ଷା କରିଛନ୍ତି ବିଭାଗୀୟ ପ୍ରମୁଖ ଶାସନ ସଚିବ

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ପୁରୀ ଜିଲ୍ଲାରେ ଗ୍ରାମ୍ୟ ଉନ୍ନୟନ ବିଭାଗର ବିଭିନ୍ନ ବିକାଶ କାର୍ଯ୍ୟର ସମୀକ୍ଷା କରିଛନ୍ତି ବିଭାଗୀୟ ପ୍ରମୁଖ ଶାସନ ସଚିବ ସଞ୍ଜୟ କୁମାର ସିଂ । ୨୦୩ ନମ୍ବର ଜାତୀୟ ରାଜପଥର ଭାର୍ଗବୀ ନଦୀ ଉପରେ ଥିବା ହାଇଲେବୁଲ୍ ସେତୁ ଏବଂ ନରସିଂହପୁର-ସିରୁଲି ରାସ୍ତାର…
Read More...

ମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ ମିଶନ ଶକ୍ତିର ମହିଳାମାନେ

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ନବୀନ ନିବାସଠାରେ ବାଲେଶ୍ୱର, ମୟୁରଭଂଜ ଓ ଜଗତସିଂହପୁର ଜିଲ୍ଲାର ବିଭିନ୍ନ ବ୍ଲକ ଫେଡେରେସନର ମିଶନ ଶକ୍ତି ମା'ମାନେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଭେଟିଛନ୍ତି । ଭୁବନେଶ୍ୱରକୁ ସେମାନେ ପ୍ରଶିକ୍ଷଣ ପାଇଁ ଆସିଥିବା ଅବସରରେ ଗତକାଲି ମୁଖ୍ୟମନ୍ତ୍ରୀଙ୍କୁ…
Read More...

ଭୁବନେଶ୍ୱରରେ ପହଞ୍ଚିଲେ ମଲ୍ଲିକାର୍ଜୁନ ଖାର୍ଗେ

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ଭୁବନେଶ୍ୱରରେ ପହଞ୍ଚିଲେ ବରିଷ୍ଠ କଂଗ୍ରେସ ନେତା ମଲ୍ଲିକାର୍ଜୁନ ଖାର୍ଗେ । ବିମାନବନ୍ଦରରେ ପହଞ୍ଚିବା ପରେ ରାଜ୍ୟର ବରିଷ୍ଠ ନେତା ଓ ବିଧାୟକ ତାଙ୍କୁ ଭବ୍ୟ ସ୍ୱାଗତ କରିଛନ୍ତି । କଂଗ୍ରେସ ସଭାପତି ନିର୍ବାଚନ ପାଇଁ ପ୍ରଚାର କରିବାକୁ ଖାର୍ଗେ ଓଡ଼ିଶା…
Read More...

ଚକ୍ଷୁ ଦିବସ ଅବସରରେ ସଚେତନତା ବାର୍ତ୍ତା

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ପ୍ରତି ବର୍ଷ ଅକ୍ଟୋବର ମାସ ୨ୟ ଗୁରୁବାରରେ ବିଶ୍ୱ ଦୃଷ୍ଟି ଦିବସ ପାଳନ କରାଯାଇଥାଏ । ଚକ୍ଷୁରୋଗ ଓ ଦୃଷ୍ଟିଶକ୍ତି ଜନିତ ସମସ୍ୟାର ପ୍ରତିରୋଧ ପାଇଁ ଜନସାଧାରଣଙ୍କ ମଧ୍ୟରେ ସଚେତନତା ସୃଷ୍ଟି କରିବା ଏହି ଦିବସର ଉଦ୍ଦେଶ୍ୟ । ନିଜ ଚକ୍ଷୁର ଯତ୍ନ ନିଅନ୍ତୁ ।…
Read More...

ହିସାବ ରକ୍ଷଣ ଓ ବିତ୍ତୀୟ ପରିଚାଳନା ପ୍ରଶିକ୍ଷଣ କାର୍ଯ୍ୟକ୍ରମ ଉଦ୍‌ଘାଟିତ

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ୫-ଟି ଉପକ୍ରମ ଆଧାରରେ ବିଭିନ୍ନ ବିଭାଗର ଜନ କଲ୍ୟାଣକାରୀ କାର୍ଯ୍ୟକ୍ରମର ସଫଳ ରୂପାୟନରେ ଜିଲ୍ଲା ସୂଚନା ଓ ଲୋକ ସମ୍ପର୍କ ଅଧିକାରୀମାନେ ଅଗ୍ରଣୀ ଭୂମିକା ନିର୍ବାହ କରନ୍ତୁ ବୋଲି ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗର ପ୍ରମୁଖ ଶାସନ ସଚିବ ସଞ୍ଜୟ କୁମାର…
Read More...

ରାଜ୍ୟରେ ଗତ ୨୪ ଘଂଟା ମଧ୍ୟରେ ୮୪ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ରାଜ୍ୟରେ ଗତ ୨୪ ଘଂଟା ମଧ୍ୟରେ ୮୪ ଜଣ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଥିବା ସରକାରୀ ସୂତ୍ରରେ କୁହାଯାଇଛି । ୦ରୁ ୧୮ ବର୍ଷ ବୟସ ମଧ୍ୟରେ ୧୨ ଜଣ ଚିହ୍ନଟ ହୋଇଥିବା ବେଳେ ଏବେ ସକ୍ରିୟ ରୋଗୀଙ୍କ ସଂଖ୍ୟା ୬୨୨ ରହିଥିବା ବେଳେ ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ ୪୯ ଜଣ…
Read More...

ଓଏଏସ୍‌ ସ୍ତରରେ ବଡ଼ ଧରଣର ଅଦଳବଦଳ

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ରାଜ୍ୟ ସରକାର ଗୁରୁବାର ଓଏଏସ୍‌ ଅଫିସର ସ୍ତରରେ ବଡ଼ ଧରଣର ଅଦଳବଦଳ କରିଛନ୍ତି । ରାଜ୍ୟର ମୋଟ ୧୩୯ ଓଏଏସ୍‌ ଅଫିସରଙ୍କ ବଦଳି କରିବା ସହିତ ଶୁକ୍ରବାର ସୁଦ୍ଧା ସମସ୍ତେ ରିଲିଭ ହେବେ ବୋଲି ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ପକ୍ଷରୁ ପ୍ରକାଶ ପାଇଥିବା…
Read More...