Browsing Tag

bhubaneswar news

ଓଡ଼ିଶାକୁ ମିଳିଲା ଆଉ ୩ ରୌପ୍ୟ

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ଗୁଜରାଟରେ ଚାଲିଥିବା ୩୬ତମ ନ୍ୟାଶନାଲ ଗେମ୍ସରେ ଓଡ଼ିଶା ମଙ୍ଗଳବାର ୩ଟି ପଦକ ଜିତିବାରେ ସମର୍ଥ ହୋଇଛି । କାୟାକିଂ ମହିଳା କେ-୧ ୨୦୦ମିଟରରେ ଓଇନାମ ବିଦ୍ୟା ଦେବୀ ଓ ପୁରୁଷ କେ-୧, ୨୦୦ ମିଟରରେ ଟମ୍‌ଥିଲ୍‌ଙ୍ଗାବା ଟମ୍‌ଥିଲ୍‌ଙ୍ଗାବା ଏଙ୍ଗାସେପମା ଏବଂ ମହିଳା…
Read More...

କଂଗ୍ରେସ ପକ୍ଷରୁ ‘ପ୍ରୋଗ୍ରାମ ଇମ୍ପ୍ଲିମେଣ୍ଟେଶନ କମିଟି’ ଗଠିତ

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ଅଖିଳ ଭାରତ କଂଗ୍ରେସ କମିଟି ପକ୍ଷରୁ ସମ୍ପ୍ରତି କନ୍ୟାକୁମାରୀଠାରୁ କଶ୍ମୀର ପର୍ଯ୍ୟନ୍ତ ଭାରତ ଯୋଡ଼ୋ ଯାତ୍ରା ରାହୁଲ ଗାନ୍ଧୀଙ୍କ ନେତୃତ୍ୱରେ ଚାଲିଛି । ସେହିପରି ଓଡ଼ିଶା ପ୍ରଦେଶ କଂଗ୍ରେସ କମିଟି ପକ୍ଷରୁ 'ଭାରତ ଯୋଡ଼ୋ(ପରିବର୍ତ୍ତନ) ଯାତ୍ରା' ଆସନ୍ତା ୩୧…
Read More...

କୋଟିପତି ସହକାରୀ ଯନ୍ତ୍ରୀ ଗିରଫ

ଭୁବନେଶ୍ୱର : ଆୟ ବହିର୍ଭୂତ୍ତ ସମ୍ପତ୍ତି ଠୁଳ ଅଭିଯୋଗରେ ଭୁବନେଶ୍ୱର ସାଧାରଣ ଜନସ୍ୱାସ୍ଥ୍ୟ ଡିଭିଜନ-୧ ସହକାରୀ ଯନ୍ତ୍ରୀ ମାନସ ରଞ୍ଜନ ସାମଲଙ୍କୁ ମଙ୍ଗଳବାର ଭିଜିଲାନ୍ସ ଗିରଫ କରିଥିବା ଜଣାପଡିଛି । ସୂଚନା ଅନୁସାରେ, ଭିଜିଲାନ୍ସ ପକ୍ଷରୁ ଚଢ଼ାଉ ଓ ଯାଞ୍ଚ ପରେ ତାଙ୍କ ନିକଟରୁ ପ୍ରାୟ ଅଢ଼େଇ…
Read More...

ରାଜ୍ୟରେ ଗତ ୨୪ ଘଂଟା ମଧ୍ୟରେ ୧୦୩ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ରାଜ୍ୟରେ ଗତ ୨୪ ଘଂଟା ମଧ୍ୟରେ ୧୦୩ ଜଣ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଥିବା ସରକାରୀ ସୂତ୍ରରେ କୁହାଯାଇଛି । ୦ରୁ ୧୮ ବର୍ଷ ବୟସ ମଧ୍ୟରେ ୧୦ ଜଣ ଚିହ୍ନଟ ହୋଇଥିବା ବେଳେ ଏବେ ସକ୍ରିୟ ରୋଗୀଙ୍କ ସଂଖ୍ୟା ୫୮୩ ରହିଥିବା ବେଳେ ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ ୬୧ ଜଣ…
Read More...

ଓଡ଼ିଶାରେ ବଢିବାକୁ ଲାଗିଛି ବାତ୍ୟା ଭୟ

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ଓଡ଼ିଶାକୁ ବାତ୍ୟା ଭୟ ବଢ଼ିବାରେ ଲାଗିଛି । ଅକ୍ଟୋବର ୨୪ରୁ ୨୬ ମଧ୍ୟରେ ଉତ୍ତର ଓଡ଼ିଶା, ପାରାଦୀପ କିମ୍ବା ପୁରୀଠାରେ ବାତ୍ୟା ପିଟି ହେବା ଆଶଙ୍କା ବଢ଼ିବାରେ ଲାଗିଛି । ଅନ୍ତର୍ଜାତୀୟ ପାଣିପାଗ ମଡେଲ ଗ୍ଲୋବାଲ ଫୋରକାଷ୍ଟ ସିଷ୍ଟମ୍‌(ଜିଏଫ୍‌ଏସ୍‌) ଏ ନେଇ…
Read More...

ବାଙ୍ଗାଲୋରଠାରେ ଅନୁଷ୍ଠିତ ହେବାକୁ ଯାଉଛି ‘ଓଡ଼ିଶା ଉତ୍ସବ’

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ, ଓଡ଼ିଶା ସରକାର ଓ ଓଡ଼ିଶା ଲଲିତ କଳା ଏକାଡେମୀ, ଓଡ଼ିଶା ସଙ୍ଗୀତ ନାଟକ ଏକାଡେମୀ ଓ ଓଡ଼ିଶା ସାହିତ୍ୟ ଏକାଡେମୀର ମିଳିତ ଆନୁକୁଲ୍ୟରେ ଆୟୋଜିତ ବାଙ୍ଗାଲୋରଠାରେ 'ଓଡ଼ିଶା ଉତ୍ସବ' ଅନୁଷ୍ଠିତ ହେବାକୁ ଯାଉଛି ।…
Read More...

ରାଜ୍ୟସ୍ତରୀୟ ଲୋକନାୟକ ଜୟପ୍ରକାଶ ନାରାୟଣଙ୍କ ଜୟନ୍ତୀ ଏବଂ ଶହୀଦ ବାଜି ରାଉତଙ୍କ ଶ୍ରାଦ୍ଧ ଦିବସ ପାଳିତ

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ରାଜ୍ୟ ସରକାରଙ୍କ ପକ୍ଷରୁ ରାଜ୍ୟସ୍ତରୀୟ ଲୋକନାୟକ ଜୟପ୍ରକାଶ ନାରାୟଣଙ୍କ ଜୟନ୍ତୀ ଏବଂ ଶହୀଦ ବାଜି ରାଉତଙ୍କ ଶ୍ରାଦ୍ଧ ଦିବସ ପାଳନ କରାଯାଇଛି । ଏହି ଅବସରରେ ଜୟପ୍ରକାଶଙ୍କ ପ୍ରତିମୂର୍ତ୍ତିରେ ବହୁ ବିଶିଷ୍ଟ ବ୍ୟକ୍ତି ଶ୍ରଦ୍ଧାସୁମନ ଅର୍ପଣ କରିଥିଲେ ।…
Read More...

୫୦ ବାଳିକାଙ୍କୁ କିକ୍‌ ଅଫ୍‌ ସଲ୍ୟୁଶନର କ୍ରୀଡ଼ାବୃତ୍ତି

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ଅନ୍ତର୍ଜାତୀୟ ବାଳିକା ଦିବସ ଅବସରରେ ଭାରତ ଏବଂ ଆଫ୍ରିକାର ୫୦ ଜଣ ବାଳିକାଙ୍କୁ କ୍ରୀଡ଼ାବୃତ୍ତି ମାଧ୍ୟମରେ ଫିଫା ବିଶ୍ୱକପ୍‌ ଦେଖିବାର ସୁଯୋଗ ଦେଉଛି ସ୍ବେଚ୍ଛାସେବୀ ସଙ୍ଗଠନ କିକ୍‌ଅଫ ସଲ୍ୟୁଶନ । କ୍ରୀଡ଼ା ଦ୍ୱାରା ବିକାଶ ଏହି ସଙ୍ଗଠନର ମୁଖ୍ୟ ଲକ୍ଷ୍ୟ…
Read More...

ଆଜିଠୁ ଯୁକ୍ତ୨ ଦ୍ୱିତୀୟ ପର୍ଯ୍ୟାୟ ନାମଲେଖା

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ରାଜ୍ୟର ଉଚ୍ଚ ମାଧ୍ୟମିକ ସ୍କୁଲରେ ଯୁକ୍ତ୨ ଦ୍ୱିତୀୟ ପର୍ଯ୍ୟାୟ ନାମଲେଖା ମଙ୍ଗଳବାରଠାରୁ ଆରମ୍ଭ ହେବ । ଆସନ୍ତା ୧୩ ତାରିଖ ପର୍ଯ୍ୟନ୍ତ ଏହି ନାମଲେଖା ସକାଳ ୯ଟାରୁ ଅପରାହ୍ନ ୫ଟା ମଧ୍ୟରେ ଅନୁଷ୍ଠିତ ହେବ । ଏହା ପରେ ଦ୍ୱିତୀୟ ପର୍ଯ୍ୟାୟର ସ୍ପଟ୍‌ ନାମଲେଖା…
Read More...

ଭିଜିଲାନ୍ସ ଜାଲରେ କୋଟିପତି ସହକାରୀ ଯନ୍ତ୍ରୀ

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ଭୁବନେଶ୍ୱର ସାଧାରଣ ଜନସ୍ୱାସ୍ଥ୍ୟ ଡିଭିଜନ-୧ ସହକାରୀ ଯନ୍ତ୍ରୀ ମାନସ ରଞ୍ଜନ ସାମଲ ସୋମବାର ଭିଜିଲାନ୍ସ ଜାଲରେ ପଡିଥିବା ଜଣାପଡଇଛି । ସୂଚନା ଅନୁସାରେ, ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଭିଜିଲାନ୍ସ ପକ୍ଷରୁ ମାନସଙ୍କ ଭୁବନେଶ୍ୱର ସ୍ଥିତ ସରକାରୀ…
Read More...