Browsing Tag

bhubaneswar news

ସଚିବ ଭି.କେ ପାଣ୍ଡିଆନଙ୍କ ୱର୍ଲ୍ଡ ସ୍ଖିଲ୍ ସେଣ୍ଟର ପରିଦର୍ଶନ

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ମୁଖ୍ୟମନ୍ତ୍ରୀଙ୍କ ବ୍ୟକ୍ତିଗତ ସଚିବ ଭି.କେ ପାଣ୍ଡିଆନ ୱର୍ଲ୍ଡ ସ୍ଖିଲ୍ ସେଣ୍ଟର ପରିଦର୍ଶନ କରି ଏହାର ପରିଚାଳନା ଓ ଅଗ୍ରଗତି ସମୀକ୍ଷା କରିଛନ୍ତି । ନିଯୁକ୍ତି ନିମନ୍ତେ ଏହି କେନ୍ଦ୍ରରେ ଅତ୍ୟାଧୁନିକ କୌଶଳ ତାଲିମ ଦିଆ ଯାଉଛି । ଆଗାମୀ ଦିନରେ ଏହା ଏକ…
Read More...

ହବିଷ୍ୟାଳି ମା’ମାନଙ୍କ ପାଇଁ ବୃନ୍ଦାବତୀ ନିବାସ ଲୋକାର୍ପିତ

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ପୁରୀରେ ହବିଷ୍ୟାଳି ମା'ମାନଙ୍କ କାର୍ତ୍ତିକ ବ୍ରତ ଆରମ୍ଭ ଅବସରରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ହବିଷ୍ୟାଳିଙ୍କ ପାଇଁ ବୃନ୍ଦାବତୀ ନିବାସ ଲୋକାର୍ପିତ କରିଛନ୍ତି । ଏହି ଅବସରରେ ମୁଖ୍ୟମନ୍ତ୍ରୀ ସବୁ ହବିଷ୍ୟାଳି ମା'ମାନଙ୍କୁ ସ୍ୱାଗତ କରି ସମସ୍ତଙ୍କୁ…
Read More...

ରାଜ୍ୟସ୍ତରୀୟ ବାତ୍ୟା ପ୍ରସ୍ତୁତି ବୈଠକ ଅନୁଷ୍ଠିତ

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ଚଳିତ ମାସ ଠାରୁ ଫେରନ୍ତା ଦକ୍ଷିଣ ପଶ୍ଚିମ ମୌସୁମୀ-ବାୟୁ ପ୍ରଭାବରେ (ବିଶେଷତଃ ଅକ୍ଟୋବର ଓ ନଭେମ୍ବର ମାସରେ) ଓଡ଼ିଶାରେ ଭୀଷଣ ବାତ୍ୟା ଅନୁଭୁତ ହୁଏ । ଏହି ପରିପ୍ରେକ୍ଷୀରେ ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ର ବାତ୍ୟା-ଋତୁ ପାଇଁ ପୂର୍ଣ୍ଣ…
Read More...

ରାଜ୍ୟସ୍ତରୀୟ ଲୋକନାୟକ ଜୟପ୍ରକାଶ ନାରାୟଣଙ୍କ ଜୟନ୍ତୀ ଓ ଶହୀଦ ବାଜି ରାଉତଙ୍କ ଶ୍ରାଦ୍ଧ ଦିବସ

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ଆଜି ଲୋକନାୟକ ଜୟପ୍ରକାଶ ନାରାୟଣଙ୍କ ରାଜ୍ୟସ୍ତରୀୟ ଜୟନ୍ତୀ ଓ ଶହୀଦ ବାଜି ରାଉତଙ୍କ ରାଜ୍ୟସ୍ତରୀୟ ଶ୍ରାଦ୍ଧ ଦିବସ ପାଳନ କରାଯାଉଛି । ଏହି ପରିପ୍ରେକ୍ଷୀରେ ଆଜି ସନ୍ଧ୍ୟା ୬ଟାରେ ଜୟଦେବ ଭବନଠାରେ ଏକ ସାଧାରଣ ସଭା ଅନୁଷ୍ଠିତ ହେବ । ଏହି କାର୍ଯ୍ୟକ୍ରମରେ…
Read More...

ରାଜ୍ୟରେ ଗତ ୨୪ ଘଂଟା ମଧ୍ୟରେ ୯୫ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ରାଜ୍ୟରେ ଗତ ୨୪ ଘଂଟା ମଧ୍ୟରେ ୯୫ ଜଣ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଥିବା ସରକାରୀ ସୂତ୍ରରେ କୁହାଯାଇଛି । ୦ରୁ ୧୮ ବର୍ଷ ବୟସ ମଧ୍ୟରେ ୧୦ ଜଣ ଚିହ୍ନଟ ହୋଇଥିବା ବେଳେ ଏବେ ସକ୍ରିୟ ରୋଗୀଙ୍କ ସଂଖ୍ୟା ୫୯୩ ରହିଥିବା ବେଳେ ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ ୫୭ ଜଣ…
Read More...

ଓଡ଼ିଶା କୋଠାବାଡ଼ି ଓ ନିର୍ମାଣ ଶ୍ରମିକ କଲ୍ୟାଣ ବୋର୍ଡ ଅଧ୍ୟକ୍ଷ ହେଲେ ଶ୍ରୀମୟୀ ମିଶ୍ର

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ଓଡ଼ିଶା କୋଠାବାଡ଼ି ଓ ନିର୍ମାଣ ଶ୍ରମିକ କଲ୍ୟାଣ ବୋର୍ଡ ଅଧ୍ୟକ୍ଷ ଭାବେ ମନୋନୀତ ହୋଇଛନ୍ତି ଶ୍ରୀମତୀ ଶ୍ରୀମୟୀ ମିଶ୍ର । ଏହି ଅବସରରେ ଶ୍ରୀମତୀ ମିଶ୍ର କହିଛନ୍ତି ଯେ, ମୋ' ଉପରେ ପୁନର୍ବାର ଭରସା କରି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ 'ଓଡ଼ିଶା କୋଠାବାଡ଼ି ଓ…
Read More...

ରାଜ୍ୟରେ ଗତ ୨୪ ଘଂଟା ମଧ୍ୟରେ ୭୯ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ରାଜ୍ୟରେ ଗତ ୨୪ ଘଂଟା ମଧ୍ୟରେ ୭୯ ଜଣ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଥିବା ସରକାରୀ ସୂତ୍ରରେ କୁହାଯାଇଛି । ୦ରୁ ୧୮ ବର୍ଷ ବୟସ ମଧ୍ୟରେ ୩ ଜଣ ଚିହ୍ନଟ ହୋଇଥିବା ବେଳେ ଏବେ ସକ୍ରିୟ ରୋଗୀଙ୍କ ସଂଖ୍ୟା ୫୨୯ ରହିଥିବା ବେଳେ ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ ୪୬ ଜଣ…
Read More...

ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସଙ୍କ ଜୟନ୍ତୀ ପାଳିତ

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସଙ୍କ ଜୟନ୍ତୀ ଅବସରରେ ୟୁନିଟ୍-୮ ସ୍ଥିତ ଉତ୍କଳମଣିଙ୍କ ପ୍ରତିମୂର୍ତ୍ତିରେ ଏସ୍‌ଏସ୍‌ଇପିଡି୨ ମନ୍ତ୍ରୀ ଅଶୋକ ଚନ୍ଦ୍ର ପଣ୍ଡାଙ୍କ ସମେତ ବହୁ ବିଶିଷ୍ଟ ଅତିଥି ପୁଷ୍ପମାଲ୍ୟ ଅର୍ପଣ କରିଛନ୍ତି । ଏହି ଅବସରରେ ସୂଚନା ଓ…
Read More...

ଚନ୍ଦ୍ରଶେଖରପୁର ସାହିତ୍ୟ ସଂସଦର ୪୪ତମ ଅଧିବେଶନ : ୪ଟି ପୁସ୍ତକ ଲୋକାର୍ପିତ ଏବଂ କବିତା ପାଠୋତ୍ସବ

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ସମାଜରୁ ଦୋଷ ଦୁର୍ବଳତାକୁ ଦୂରୀକରଣ କରିବାର ଦାୟିତ୍ଵ ଲେଖକମାନଙ୍କୁ ନେବାକୁ ପଡ଼ିବ । ତାଙ୍କ କଲମ ମୁନ ଯେତେ ଅଧିକ ଶାଣିତ ହୋଇପାରିବ ସମାଜରୁ କଳୁଷ ସେହି ପରିମାଣରେ ଦୂର ହେବ ଏବଂ ଜନ ଚେତନା ସୃଷ୍ଟି ହୋଇପାରିବ ବୋଲି ଚନ୍ଦ୍ରଶେଖରପୁର ସାହିତ୍ୟ ସଂସଦର ୪୪ତମ…
Read More...

ମୁଖ୍ୟମନ୍ତ୍ରୀଙ୍କ ଦ୍ୱାରା ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସଙ୍କୁ ଶ୍ରଦ୍ଧାଞ୍ଜଳି ଜ୍ଞାପନ

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ତ୍ୟାଗ, କର୍ମ ଓ ମାନବତାର ନିଷ୍ଠାପର ସାଧକ ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସଙ୍କ ଜୟନ୍ତୀ ଅବସରରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଉତ୍କଳମଣିଙ୍କ ପ୍ରତିମୂର୍ତ୍ତିରେ ପୁଷ୍ପମାଲ୍ୟ ଅର୍ପଣ ପୂର୍ବକ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି । ଏନେଇ ରାଜ୍ୟ ସୂଚନା ଓ…
Read More...