Browsing Tag

bhubaneswar news

କୃଷି ବିଭାଗର ଦାୟିତ୍ୱ ଗ୍ରହଣ କଲେ ଉପମୁଖ୍ୟମନ୍ତ୍ରୀ କନକବର୍ଦ୍ଧନ ସିଂହଦେଓ

ଭୁବନେଶ୍ୱର, (କେପିଏନ୍‌ଏସ୍‌) : କୃଷି ବିଭାଗର ଦାୟିତ୍ୱ ଗ୍ରହଣ କରିଛନ୍ତି ଉପମୁଖ୍ୟମନ୍ତ୍ରୀ କନକବର୍ଦ୍ଧନ ସିଂହଦେଓ । କୃଷି ବିଭାଗ ଦାୟିତ୍ୱ ନେବାପରେ କୃଷି ଭବନକୁ ଯାଇ ବୁଲି ଦେଖିବା ସହ ଅଧିକାରୀଙ୍କ ସହ ଆଲୋଚନା ମଧ୍ୟ କରିଛନ୍ତି ଉପମୁଖ୍ୟମନ୍ତ୍ରୀ ଶ୍ରୀ ସିଂହଦେଓ । ରାଜ୍ୟରେ କୃଷି
Read More...

ଲୋକଙ୍କ ମୁଖ୍ୟମନ୍ତ୍ରୀ : ଲୋକଙ୍କ ସରକାର

ଦୁର୍ଘଟଣାରେ ଗୋଡ ହରାଇ ଥିବା ଶିକ୍ଷକଙ୍କୁ ନିଜ ହାତରେ ପାଣି ପିଆଇ ଅଧର୍ଯ୍ୟ ନ ହେବା ପାଇଁ ସାନ୍ତ୍ଵନା ଦେଲେ ମୁଖ୍ୟମନ୍ତ୍ରୀଗତ ୫ ଦିନ ମଧ୍ୟରେ ପ୍ରାୟ ଏକ ଲକ୍ଷ ଲୋକ ଭେଟିଲେଣିଲୋକଙ୍କ ସମସ୍ୟା ଶୁଣୁଛନ୍ତି ମୁଖ୍ୟମନ୍ତ୍ରୀ, ବିଶ୍ୱାସ, ଭରସା ଓ ଖୁସିରେ ଫେରୁଛନ୍ତି ସମସ୍ତେଲୋକଙ୍କ ସରକାର ଭାବେ
Read More...

ଆଇସିଏଆର୍‌ ସିଫା ପରିଦର୍ଶନ କଲେ କେନ୍ଦ୍ର ମନ୍ତ୍ରୀ ପ୍ରଫେସର ଏସ୍‌ପି ସିଂ ବଘେଲ

ଭୁବନେଶ୍ୱର, (ପିଆଇବି) : କେନ୍ଦ୍ର ମତ୍ସ୍ୟପାଳନ, ପ୍ରାଣୀ ସମ୍ପଦ ଏବଂ ଦୁଗ୍ଧ ଉତ୍ପାଦନ ଓ ପଞ୍ଚାୟତି ରାଜ ରାଷ୍ଟ୍ରମନ୍ତ୍ରୀ ପ୍ରଫେସର ଏସ୍‌ପି ସିଂ ବାଘେଲ ଆଜି ଭୁବନେଶ୍ୱର ଉପକଣ୍ଠ କୌଶଲ୍ୟାଗଙ୍ଗ ଠାରେ ଥିବା ଆଇସିଏଆର୍‌-କେନ୍ଦ୍ରୀୟ ମଧୁର ଜଳଜୀବ ପାଳନ ପ୍ରତିଷ୍ଠାନ ପରିଦର୍ଶନ କରିଛନ୍ତି ।
Read More...

ବିଜୁଳି ଘଡ଼ଘଡ଼ି ନେଇ ଦକ୍ଷିଣ ଓଡ଼ିଶାକୁ ୟେଲୋ ୱାର୍ଣ୍ଣିଂ

ଭୁବନେଶ୍ୱର : ଆହୁରି ୨ ଦିନ ଯାଏଁ ରାଜ୍ୟରେ ଜାରି ରହିବ ପ୍ରଚଣ୍ଡ ଗ୍ରୀଷ୍ମପ୍ରବାହ । କୋରାପୁଟ ଓ ମାଲାକାନଗିରିରେ ସକ୍ରିୟ ରହିଛି ମୌସୁମୀ । ଆସନ୍ତା ୪ ଦିନ ଭିତରେ ଏହା ରାଜ୍ୟର ଅନ୍ୟ ଜିଲ୍ଲାକୁ ଛୁଇଁପାରେ । ଅନ୍ୟପଟେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ବିଜୁଳି ଘଡ଼ଘଡ଼ି ନେଇ ଦକ୍ଷିଣ ଓଡ଼ିଶାକୁ
Read More...

ବିଧାୟକ, ସାଂସଦ ଓ ମନ୍ତ୍ରୀମାନଙ୍କୁ ଭେଟିଲା ନିଖିଳ ଓଡ଼ିଶା ଅନୁଦାନପ୍ରାପ୍ତ ମହାବିଦ୍ୟାଳୟ ଶିକ୍ଷକ ଓ କର୍ମଚାରୀ ସଂଘ

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ଓଡ଼ିଶାରେ ବିଜେପି ସରକାର ଆସିବା ପରେ ନୂତନ ମନ୍ତ୍ରୀମଣ୍ଡଳ ଗଠନ ହୋଇସାରିଛି । ଏଥିସହିତ ଗତକାଲି ବିଭାଗ ବଣ୍ଟନ ମଧ୍ୟ ହୋଇସାରିଛି । ଏତିକି ବେଳେ ନିଖିଳ ଓଡ଼ିଶା ଅନୁଦାନପ୍ରାପ୍ତ ମହାବିଦ୍ୟାଳୟ ଶିକ୍ଷକ ଓ କର୍ମଚାରୀ(୪୮୮) ସଂଘ ପକ୍ଷରୁ ଏକ ପ୍ରତିନିଧି ଦଳ
Read More...

ପୂର୍ବତନ ରାଜ୍ୟପାଳ ମୂରଲୀଧର ଚନ୍ଦ୍ରକାନ୍ତ ଭଣ୍ଡାରେଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀଙ୍କ ଶୋକ

ଭୁବନେଶ୍ୱର : ଓଡ଼ିଶାର ପୂର୍ବତନ ରାଜ୍ୟପାଳ ମୂରଲୀଧର ଚନ୍ଦ୍ରକାନ୍ତ ଭଣ୍ଡାରେଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଗଭୀର ଦୁଃଖ ପ୍ରକାଶ କରିଛନ୍ତି । ଏକ ଶୋକ ବାର୍ତ୍ତାରେ ସେ କହିଛନ୍ତି ଯେ, ସ୍ୱର୍ଗତ ଭଣ୍ଡାରେ ଓଡ଼ିଶାର ରାଜ୍ୟପାଳ ଭାବରେ ରାଜ୍ୟର ବିକାଶରେ ଗୁରୁତ୍ୱପୂର୍ଣ୍ଣ
Read More...

ଭଦ୍ରକ ନାବାଳକ ବାବୁଲି ବାରିକଙ୍କୁ ତୁରନ୍ତ ଚିକିତ୍ସା ସହାୟତା ଯୋଗାଇଦେବାକୁ ନିର୍ଦ୍ଦେଶ ଦେଲେ ମୁଖ୍ୟମନ୍ତ୍ରୀ

ସାମାଜିକ ଗଣ ମାଧ୍ୟମରୁ ପାଇଲେ ସୂଚନାମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିରୁ ୩୦ ହଜାର ଟଙ୍କାର ସହାୟତା ଯୋଗାଇ ଦେବାକୁ ନିର୍ଦ୍ଦେଶ ଭୁବନେଶ୍ୱର : ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଭଦ୍ରକ ଜିଲ୍ଲାର ବାବୁଲି ବାରିକଙ୍କୁ ତୁରନ୍ତ ଚିକିତ୍ସା ସହାୟତା ଯୋଗାଇଦେବା ପାଇଁ ଭଦ୍ରକ ଜିଲ୍ଲା
Read More...

ଓଡ଼ିଶାର ପୂର୍ବତନ ରାଜ୍ୟପାଳ ମୁରଲୀଧର ଚନ୍ଦ୍ରକାନ୍ତ ଭଣ୍ଡାରେଙ୍କ ଦେହାନ୍ତ

ଭୁବନେଶ୍ୱର : ଓଡ଼ିଶାର ପୂର୍ବତନ ରାଜ୍ୟପାଳ ମୁରଲୀଧର ଚନ୍ଦ୍ରକାନ୍ତ ଭଣ୍ଡାରେ(୯୫)ଙ୍କ ଦେହାନ୍ତ ହୋଇଛି । ୨୦୦୭ ରୁ ୨୦୧୩ ଯାଏଁ ଓଡ଼ିଶାର ରାଜ୍ୟପାଳରେ ଥିଲେ ମୁରଲୀ ଚନ୍ଦ୍ରକାନ୍ତ ଭଣ୍ଡାରେ । ମହାରାଷ୍ଟ୍ରର ଏହି ବରିଷ୍ଠ କଂଗ୍ରେସ ନେତା ତୃତୀୟ ଥର ସାଂସଦ ଥିଲେ ଏବଂ ସୁପ୍ରିମକୋର୍ଟର ଆଇନଜୀବୀ
Read More...

୧୭ରୁ ରାଜ୍ୟରେ ବଢିବ ବର୍ଷାର ପରିମାଣ

ଭୁବନେଶ୍ୱର : ଆସନ୍ତା ୧୭ରୁ ରାଜ୍ୟରେ ବଢିବ ବର୍ଷାର ପରିମାଣ। ଦକ୍ଷିଣ ଓଡ଼ିଶାରେ ପ୍ରବଳ ବର୍ଷା ନେଇ ସୂଚନା ରହିଛି । ଆସନ୍ତା ୧୮ ତାରିଖରେ ମଧ୍ୟ ପ୍ରବଳ ବର୍ଷା ହେବ । ମୌସୁମୀ ବର୍ତ୍ତମାନ କୋରାପୁଟରେ ସକ୍ରିୟ ରହିଥିବା ବେଳେ ଆଗାମୀ ୩ ରୁ ୪ ଦିନ ଭିତରେ ଆଗକୁ ଅଗ୍ରସର ହେବ । ଆଜି ଉପକୂଳରେ
Read More...

ଅସ୍ଥାୟୀ ବାଚସ୍ପତି ଭାବେ ଶପଥ ନେଲେ ରଣେନ୍ଦ୍ର ପ୍ରତାପ ସ୍ୱାଇଁ

ଭୁବନେଶ୍ୱର : ବିଧାୟକ ରଣେନ୍ଦ୍ର ପ୍ରତାପ ସ୍ୱାଇଁ ହେଲେ କାମଚଳା ବା ଅସ୍ଥାୟୀ ବାଚସ୍ପତି । ସପ୍ତଦଶ ବିଧାନସଭାର କାମଚଳା ବାଚସ୍ପତି ଭାବରେ ସେ ଶପଥ ନେଇଛନ୍ତି । ଆଜି ତାଙ୍କୁ ଶପଥ ପାଠ କରାଇଛନ୍ତି ରାଜ୍ୟପାଳ ରଘୁବର ଦାସ । ସେ ୧୭ ଓ ୧୮ ତାରିଖରେ ବିଧାନସଭାରେ ନିର୍ବାଚିତ ବିଧାୟକଙ୍କୁ ଶପଥ
Read More...