Browsing Tag

bhubaneswar news

ନବନିଯୁକ୍ତ ଆୟୁର୍ବେଦିକ ଚିକିତ୍ସାଧୀକାରୀଙ୍କ ଦିଗ୍‌ଦର୍ଶନ କାର୍ଯ୍ୟକ୍ରମ

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ରାଜ୍ୟର ନବନିଯୁକ୍ତ ଆୟୁର୍ବେଦିକ ଚିକିତ୍ସାଧୀକାରୀଙ୍କ ଦିଗ୍‌ଦର୍ଶନ କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବରେ ଯୋଗଦାନ କରିବେ । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।
Read More...

ରାଜ୍ୟରେ ଗତ ୨୪ ଘଂଟା ମଧ୍ୟରେ ୬୩ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ରାଜ୍ୟରେ ଗତ ୨୪ ଘଂଟା ମଧ୍ୟରେ ୬୩ ଜଣ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଥିବା ସରକାରୀ ସୂତ୍ରରେ କୁହାଯାଇଛି । ୦ରୁ ୧୮ ବର୍ଷ ବୟସ ମଧ୍ୟରେ ୧୧ ଜଣ ଚିହ୍ନଟ ହୋଇଥିବା ବେଳେ ଏବେ ସକ୍ରିୟ ରୋଗୀଙ୍କ ସଂଖ୍ୟା ୭୧୭ ରହିଥିବା ବେଳେ ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ ୩୭ ଜଣ…
Read More...

ରାଜ୍ୟ ସରକାରଙ୍କ ଦ୍ୱାରା ସ୍ଥାନ ଭିତ୍ତିକ ଅଧ୍ୟୟନ କାର୍ଯ୍ୟ ଆରମ୍ଭ

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ଫଳାଫଳ ଭିତ୍ତିକ ଉନ୍ନୟନମୂଳକ ପରିଚାଳନା ଦିଗରେ ଅନ୍ୟ ଏକ ପଦକ୍ଷେପ ସ୍ୱରୁପ ରାଜ୍ୟ ସରକାର ସ୍ଥାନ ଭିତ୍ତିକ ଅଧ୍ୟୟନ କାର୍ଯ୍ୟ ଆରମ୍ଭ କରିଛନ୍ତି । ଗୋପବନ୍ଧୁ ପ୍ରଶାସନିକ ଏକାଡ଼େମୀର ଉତ୍କର୍ଷ କେନ୍ଦ୍ର ଦ୍ୱାରା ପ୍ରସ୍ତୁତ ପ୍ରଥମ ସ୍ଥାନ ଭିତ୍ତିକ ଗବେଷଣା…
Read More...

ପଦ୍ମପୁର ବିଧାନସଭା ଆସନ ଖାଲି ହେବା ନେଇ ବିଜ୍ଞପ୍ତି ଜାରି

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ରାଜ୍ୟ ବିଧାନସଭାର ବରଗଡ ଜିଲ୍ଲାର ୦୧- ପଦ୍ମପୁର ବିଧାନସଭା ନିର୍ବାଚନ ମଣ୍ଡଳୀ ଆସନରୁ ଷୋଡଶ ବିଧାନସଭାକୁ ନିର୍ବାଚିତ ଆସୀନ ସଦସ୍ୟ ବିଜୟ ରଞ୍ଜନ ସିଂ ବରିହାଙ୍କର ଚଳିତ ମାସ ୩ ତାରିଖ (ସୋମବାର) ଦିନ ପରଲୋକ ଘଟିଛି । ତାଙ୍କ ବିୟୋଗରେ ବାଚସ୍ପତି ବିକ୍ରମ…
Read More...

ରାଜ୍ୟରେ ଗତ ୨୪ ଘଂଟା ମଧ୍ୟରେ ୪୯ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ରାଜ୍ୟରେ ଗତ ୨୪ ଘଂଟା ମଧ୍ୟରେ ୪୯ ଜଣ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଥିବା ସରକାରୀ ସୂତ୍ରରେ କୁହାଯାଇଛି । ୦ରୁ ୧୮ ବର୍ଷ ବୟସ ମଧ୍ୟରେ ୬ ଜଣ ଚିହ୍ନଟ ହୋଇଥିବା ବେଳେ ଏବେ ସକ୍ରିୟ ରୋଗୀଙ୍କ ସଂଖ୍ୟା ୮୨୧ ରହିଥିବା ବେଳେ ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ ୨୮ ଜଣ…
Read More...

ଭସାଣିକୁ ନେଇ ଆସିଲା ଗାଇଡ୍‌ଲାଇନ୍‌

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ରାଜଧାନୀରେ ରାବଣ ପୋଡ଼ି ଏବଂ ଭସାଣିକୁ ନେଇ ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି କରାଯାଇଛି । ରାବଣ ପୋଡ଼ି ଓ ଭସାଣିକୁ ନେଇ ଥିବା ଗାଇଡ୍‌ଲାଇନ୍‌ ସମ୍ପର୍କରେ ଡିସିପି ପ୍ରତୀକ ସିଂ ସୂଚନା ଦେଇଛନ୍ତି । ଡିସିପି କହିଛନ୍ତି, ରାବଣ ପୋଡ଼ି ପାଇଁ ଭୁବନେଶ୍ୱରରେ ୫…
Read More...

ମୋ ସେବା କେନ୍ଦ୍ର ଉଦ୍‌ଘାଟିତ

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ଆଜି ଦଶହରା ଅବସରରେ ନିଜିଗଡ଼ ତାପଙ୍ଗ ଗ୍ରାମ ପାଞ୍ଚୟତର ଅଣ୍ଡାଗ୍ରାମ ସ୍ଥିତ ମୋ ସେବା କେନ୍ଦ୍ର ସରପଞ୍ଚ ଶ୍ରୀମତୀ ରଶ୍ମିତା ବ୍ରହ୍ମାଙ୍କ କରକମଳରେ ଉଦ୍‌ଘାଟିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମରେ ପ୍ରତାପ କୁମାର ବ୍ରହ୍ମା, ହରେକୃଷ୍ଣ ଚମ୍ପତି, ବସନ୍ତ ସେଠି,…
Read More...

ରାଜ୍ୟରେ ଗତ ୨୪ ଘଂଟା ମଧ୍ୟରେ ୬୮ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ରାଜ୍ୟରେ ଗତ ୨୪ ଘଂଟା ମଧ୍ୟରେ ୬୮ ଜଣ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଥିବା ସରକାରୀ ସୂତ୍ରରେ କୁହାଯାଇଛି । ୦ରୁ ୧୮ ବର୍ଷ ବୟସ ମଧ୍ୟରେ ୯ ଜଣ ଚିହ୍ନଟ ହୋଇଥିବା ବେଳେ ଏବେ ସକ୍ରିୟ ରୋଗୀଙ୍କ ସଂଖ୍ୟା ୯୪୩ ରହିଥିବା ବେଳେ ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ ୪୦ ଜଣ…
Read More...

ଆଜି ଭୁବନେଶ୍ୱରରେ କମିଲା ପେଟ୍ରୋଲ ଓ ଡିଜେଲ ଦର

ଭୁବନେଶ୍ୱର, (କେପିଏନ୍‌ଏସ୍‌) : କମିଲା ପେଟ୍ରୋଲ ଓ ଡିଜେଲ ଦର । ଭୁବନେଶ୍ୱରରେ ଆଜି ପେଟ୍ରୋଲ ଦର ଲିଟର ପିଛା ୧୦୩ ଟଙ୍କା ୦୫ ପଇସା ହୋଇଥିବା ବେଳେ ଡିଜେଲ ଦାମ୍ ପ୍ରତି ଲିଟର ପିଛା ୯୪ ଟଙ୍କା ୬୨ ପଇସା ହୋଇଛି । ସେହିପରି ଦେଶର ପ୍ରମୁଖ ସହରରେ ବି ପେଟ୍ରୋଲ ଓ ଡିଜେଲ ଦରରେ କିଛିଟା…
Read More...

ସାଂସଦ ଅପରାଜିତା ଷଡ଼ଙ୍ଗୀ ଆଇପିୟୁ ପ୍ରାର୍ଥୀ ଭାବେ ମନୋନୀତ

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ଆନ୍ତର୍ଜାତିକ ସ୍ତରରେ ଇଣ୍ଟର ପାର୍ଲାମେଣ୍ଟାରି ୟୁନିୟନ (ଆଇପିୟୁ)ରେ ଭାରତର ପ୍ରାର୍ଥୀ ଭାବେ ମନୋନୀତ ହୋଇଛନ୍ତି ଭୁବନେଶ୍ୱର ସାଂସଦ ଅପରାଜିତା ଷଡ଼ଙ୍ଗୀ । ୧୭୮ ଦେଶକୁ ନେଇ ଗଠିତ ଇଣ୍ଟର ପାର୍ଲାମେଣ୍ଟାରି ୟୁନିୟନର ୧୫ ଜଣିଆ ଟିମରେ ଗୋଟିଏ ପଦ ଖାଲି ରହିଛି ।…
Read More...