Browsing Tag

bhubaneswar news

ଅହିଂସା ରଥର ଚାଳକମାନଙ୍କୁ ସମ୍ବର୍ଦ୍ଧନା ଜ୍ଞାପନ

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ଅହିଂସା ରଥ ପରିକ୍ରମା ଅଭିଯାନକୁ ସଫଳ ଭାବରେ ସାରା ରାଜ୍ୟରେ ପହଁଚାଇଥିବା ରଥର ଚାଳକମାନଙ୍କୁ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସମ୍ବର୍ଦ୍ଧିତ କରାଯାଇଛି । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।
Read More...

୭୮ ବର୍ଷର ପ୍ରକାଶନ ଯାତ୍ରାରେ ‘ଉତ୍କଳ ପ୍ରସଙ୍ଗ’ ତଥା ‘ଓଡ଼ିଶା ରିଭ୍ୟୁ’

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ୭୮ ବର୍ଷର ପ୍ରକାଶନ ଯାତ୍ରାରେ 'ଉତ୍କଳ ପ୍ରସଙ୍ଗ' ତଥା 'ଓଡ଼ିଶା ରିଭ୍ୟୁ'ର ପାଠକୀୟ ଆଦୃତି ବହୁଗୁଣରେ ବୃଦ୍ଧି ପାଇଛି । ଏହାକୁ ବିଶ୍ଵବ୍ୟାପୀ କରିବାକୁ ୧୯୪୪ ଅପ୍ରେଲରୁ ୨୦୨୨ ଅଗଷ୍ଟ ପର୍ଯ୍ୟନ୍ତ ପ୍ରକାଶିତ ଉଭୟ ପତ୍ରିକାର ଡିଜିଟାଲ ସଂସ୍କରଣକୁ…
Read More...

ଧାମନଗର ବିଧାନସଭା ଉପନିର୍ବାଚନ ପାଇଁ ବିଜ୍ଞପ୍ତି ପ୍ରକାଶ

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ଧାମନଗର ବିଧାନସଭା ଆସନ ଉପନିର୍ବାଚନ ପରିପ୍ରେକ୍ଷୀରେ ଆସନ୍ତା ନଭେମ୍ବର ୦୩ ତାରିଖରେ ଭୋଟ ଗ୍ରହଣ ନିମନ୍ତେ ବିଜ୍ଞପ୍ତି ପ୍ରକାଶ ପାଇଅଛି । ଅଧିକ ତଥ୍ୟ ନିମ୍ନରେ ଦିଆଗଲା ;
Read More...

ରାଜ୍ୟରେ ଗତ ୨୪ ଘଂଟା ମଧ୍ୟରେ ୯୧ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ରାଜ୍ୟରେ ଗତ ୨୪ ଘଂଟା ମଧ୍ୟରେ ୯୧ ଜଣ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଥିବା ସରକାରୀ ସୂତ୍ରରେ କୁହାଯାଇଛି । ୦ରୁ ୧୮ ବର୍ଷ ବୟସ ମଧ୍ୟରେ ୮ ଜଣ ଚିହ୍ନଟ ହୋଇଥିବା ବେଳେ ଏବେ ସକ୍ରିୟ ରୋଗୀଙ୍କ ସଂଖ୍ୟା ୧୦୪୪ ରହିଥିବା ବେଳେ ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ ୫୪ ଜଣ…
Read More...

‘ଅହିଂସା ରଥ’କୁ ସ୍ୱାଗତ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ମହାତ୍ମା ଗାନ୍ଧିଜୀଙ୍କ ଜୟନ୍ତୀରେ ଲୋକସେବା ଭବନରେ ଶାନ୍ତି, ଅହିଂସା ଓ ସ୍ୱରାଜର ମହୋତ୍ସବ ପାଳିତ ହୋଇଛି । ଏହି ଅବସରରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସ୍ୱାଧୀନତା ସଂଗ୍ରାମୀଙ୍କୁ ସମ୍ମାନିତ କରିବା ସହ ଭବନ ପରିସରରେ ସ୍ୱରାଜ ବୃକ୍ଷ ରୋପଣ କରି…
Read More...

ବୃକ୍ଷ ରୋପଣ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ମୁଖ୍ୟମନ୍ତ୍ରୀ ଅଶ୍ୱତଥ୍‌ ବୃକ୍ଷକୁ ଶାନ୍ତି, ସ୍ବାଧୀନତା ଓ ଅହିଂସାର ପ୍ରତୀକ ଭାବେ ଦର୍ଶାଇ ଏହା ଆମ ସାମାଜିକ ଓ ସାଂସ୍କୃତିକ ଜୀବନର ସାକ୍ଷୀ ବୋଲି କହିଛନ୍ତି । ଗାନ୍ଧିଜୀଙ୍କ ଶାନ୍ତି ଓ ଅହିଂସା ମନ୍ତ୍ରରେ ଦୀକ୍ଷିତ ହୋଇ ଏକ ସମୃଦ୍ଧ ଭାରତ ଗଠନ ପାଇଁ…
Read More...

‘ଅହିଂସା ରଥ’କୁ ସାରା ରାଜ୍ୟରେ ବିପୁଳ ସ୍ୱାଗତ ଓ ସମ୍ମାନ ଜଣାଇଥିବାରୁ ମୁଖ୍ୟମନ୍ତ୍ରୀଙ୍କ ଦ୍ୱାରା…

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ଗାନ୍ଧିଜୀଙ୍କ ଶାନ୍ତି ଓ ଅହିଂସା ବାର୍ତ୍ତାର ପ୍ରସାର କରୁଥିବା 'ଅହିଂସା ରଥ'କୁ ସାରା ରାଜ୍ୟରେ ବିପୁଳ ସ୍ୱାଗତ ଓ ସମ୍ମାନ ଜଣାଇଥିବାରୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସମସ୍ତଙ୍କୁ ଧନ୍ୟବାଦ ଜଣାଇଛନ୍ତି । ଏଥିସହ ଗାନ୍ଧୀ ଜୟନ୍ତୀର ପବିତ୍ର ଅବସରରେ…
Read More...

ତୀର୍ଥ ଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ ହୋଇଥିବା ଘଟଣାକୁ ନେଇ ମୁଖ୍ୟମନ୍ତ୍ରୀଙ୍କ ଗଭୀର ଶୋକ ପ୍ରକାଶ

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ମୟୁରଭଞ୍ଜରୁ ବାରଣାସୀକୁ ଯାଇଥିବା ତୀର୍ଥ ଯାତ୍ରୀ ବସ ଫେରିବା ବାଟରେ ଝାରଖଣ୍ଡ ହଜାରିବାଗରେ ଦୁର୍ଘଟଣା ଗ୍ରସ୍ତ ହୋଇଥିବା ଏବଂ କିଛି ଲୋକଙ୍କ ମୃତ୍ୟୁ ଘଟଣାରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଭୀର ଶୋକ ପ୍ରକାଶ କରିଛନ୍ତି । ମୃତକଙ୍କ ନିକଟ ସମ୍ପର୍କୀୟଙ୍କ…
Read More...

ମୁଖ୍ୟମନ୍ତ୍ରୀଙ୍କ ଦ୍ୱାରା ଉତ୍କଳ ପ୍ରସଙ୍ଗ ଏବଂ ଓଡିଶା ରିଭ୍ୟୁର ଡିଜିଟାଲ୍ ସଂସ୍କରଣର ଲୋକାର୍ପଣ

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗତକାଲି ଉତ୍କଳ ପ୍ରସଙ୍ଗ ଏବଂ ଓଡିଶା ରିଭ୍ୟୁର ଡିଜିଟାଲ୍ ସଂସ୍କରଣର ଲୋକାର୍ପଣ କରିଛନ୍ତି । ୧୯୪୪ ମସିହାରୁ ପ୍ରକାଶ ପାଇ ଆସୁଥିବା ଓଡିଶା ରିଭ୍ୟୁ ଓ ଉତ୍କଳ ପ୍ରସଙ୍ଗର ବହୁ ଦୁର୍ଲଭ କପି ଗୁଡିକ ଓଡିଶା ଭର୍ଚୁଆଲ ଏକାଡେମୀର…
Read More...

ଓଡିଶା ରିଭ୍ୟୁ ଓ ଉତ୍କଳ ପ୍ରସଙ୍ଗର ସ୍ୱତନ୍ତ୍ର ସଂଖ୍ୟାର ଲୋକାର୍ପଣ

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପବିତ୍ର ଗାନ୍ଧୀ ଜୟନ୍ତୀ ଅବସରରେ ଓଡିଶା ରିଭ୍ୟୁ ଓ ଉତ୍କଳ ପ୍ରସଙ୍ଗର ସ୍ୱତନ୍ତ୍ର ସଂଖ୍ୟାର ଲୋକାର୍ପଣ କରିଛନ୍ତି । "ସ୍ୱାଧୀନତା ଆନ୍ଦୋଳନ ଓ ଓଡ଼ିଶା" ଶୀର୍ଷକ ଏହି ସଂସ୍କରଣରେ ଭାରତର ସ୍ୱାଧୀନତା ସଂଗ୍ରାମରେ ଆମ ରାଜ୍ୟ…
Read More...