Browsing Tag

bhubaneswar news

‘ଓଡିଶାରେ ଗାନ୍ଧିଜୀ’ ଶୀର୍ଷକ ପୁସ୍ତକର ଲୋକାର୍ପଣ କରିଛନ୍ତି ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗାନ୍ଧୀ ଜୟନ୍ତୀ ଅବସରରେ "ଓଡିଶାରେ ଗାନ୍ଧିଜୀ" ଶୀର୍ଷକ ପୁସ୍ତକର ଲୋକାର୍ପଣ କରିଛନ୍ତି । ଏହି ପୁସ୍ତକରେ ଗାନ୍ଧିଜୀଙ୍କ ଓଡ଼ିଶା ଗସ୍ତ ସମ୍ବନ୍ଧୀତ ବହୁ ଉପାଦେୟ ତଥ୍ୟ ସ୍ଥାନୀତ ହୋଇଛି । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ…
Read More...

ରବୀନ୍ଦ୍ର ମଣ୍ଡପଠାରେ “ଗାନ୍ଧୀ ଭଜନ ସମାରୋହ” ଆୟୋଜିତ

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ଗାନ୍ଧୀ ଜୟନ୍ତୀ ଅବସରରେ ସଂସ୍କୃତି ବିଭାଗ ପକ୍ଷରୁ ରବୀନ୍ଦ୍ର ମଣ୍ଡପଠାରେ "ଗାନ୍ଧୀ ଭଜନ ସମାରୋହ" ଆୟୋଜିତ ହୋଇଥିଲା । ରାଜ୍ୟର ସ୍ୱନାମଧନ୍ୟ କଣ୍ଠଶିଳ୍ପୀମାନେ ବୈଷ୍ଣବ ଜନତୋ ଏବଂ ରଘୁପତି ରାଘବ ଭଳି ଗାନ୍ଧିଜୀଙ୍କ ପ୍ରିୟ ଭଜନ ଗୁଡିକ ଗାନ କରି ବାପୁଙ୍କୁ…
Read More...

ରାଜ୍ୟରେ ଗତ ୨୪ ଘଂଟା ମଧ୍ୟରେ ୬୭ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ରାଜ୍ୟରେ ଗତ ୨୪ ଘଂଟା ମଧ୍ୟରେ ୬୭ ଜଣ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଥିବା ସରକାରୀ ସୂତ୍ରରେ କୁହାଯାଇଛି । ୦ରୁ ୧୮ ବର୍ଷ ବୟସ ମଧ୍ୟରେ ୭ ଜଣ ଚିହ୍ନଟ ହୋଇଥିବା ବେଳେ ଏବେ ସକ୍ରିୟ ରୋଗୀଙ୍କ ସଂଖ୍ୟା ୧୧୪୮ ରହିଥିବା ବେଳେ ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ ୩୯ ଜଣ…
Read More...

ରାଜ୍ୟରେ ଗତ ୨୪ ଘଂଟା ମଧ୍ୟରେ ୧୩୧ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ରାଜ୍ୟରେ ଗତ ୨୪ ଘଂଟା ମଧ୍ୟରେ ୧୩୧ ଜଣ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଥିବା ସରକାରୀ ସୂତ୍ରରେ କୁହାଯାଇଛି । ୦ରୁ ୧୮ ବର୍ଷ ବୟସ ମଧ୍ୟରେ ୧୫ ଜଣ ଚିହ୍ନଟ ହୋଇଥିବା ବେଳେ ଏବେ ସକ୍ରିୟ ରୋଗୀଙ୍କ ସଂଖ୍ୟା ୧୨୭୬ ରହିଥିବା ବେଳେ ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ ୭୭ ଜଣ…
Read More...

ବ୍ରାଉନସୁଗାର ଜବତ : ୧ ଗିରଫ

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ଖୋର୍ଦ୍ଧା ଟାଉନ ଥାନା ଅନ୍ତର୍ଗତ ହାବେଳିପଡ଼ିଆରେ କ୍ରାଇମବ୍ରାଞ୍ଚ ଏସ୍‌ଟିଏଫ୍‌ ପ୍ରାୟ କୋଟିଏ ଟଙ୍କାର ବ୍ରାଉନସୁଗାର ଜବତ ସହ ସିଦ୍ଧାର୍ଥ ନାୟକ(୨୩) ନାମକ ଜଣେ ଯୁବକଙ୍କୁ ପୋଲିସ ଗିରଫ କରି ଥିବା ଜଣାପଡିଛି । ସୂଚନା ଅନୁସାରେ, ତାଙ୍କ ଘର ଖୋର୍ଦ୍ଧାର…
Read More...

ଶିମିଳିପାଳ-ସାତକୋଶିଆ କରିଡର ଶୀର୍ଷକ ପୁସ୍ତକ ଉନ୍ମୋଚିତ

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ରଙ୍କ ଦ୍ୱାରା ଶିମିଳିପାଳ-ସାତକୋଶିଆ କରିଡର ଶୀର୍ଷକ ଏକ ଅନୁଧ୍ୟାନମୂଳକ ପୁସ୍ତକ ଉନ୍ମୋଚିତ ହୋଇଯାଇଛି । ସହୀଦ୍‌ନଗର ସ୍ଥିତ ପ୍ରକୃତି ଭବନରେ ଆୟୋଜିତ ଏକ ସଭାରେ ପୁସ୍ତକର ଲେଖକ ତଥା ଲୋକାୟୁକ୍ତ ସଦସ୍ୟ ଡାକ୍ତର…
Read More...

ଗାନ୍ଧିଜୀଙ୍କ ପ୍ରତିମୂର୍ତ୍ତି ନିକଟରେ ଏକ ପ୍ରାର୍ଥନା ସଭା ଅନୁଷ୍ଠିତ ହେବ

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ମହାତ୍ମା ଗାନ୍ଧୀଙ୍କ ରାଜ୍ୟସ୍ତରୀୟ ଜୟନ୍ତୀ ଉପଲକ୍ଷେ ଆଜି ସକାଳ ୯ଟା ୩୦ ମିନିଟରେ ବିଧାନସଭା ପ୍ରାଙ୍ଗଣ ସ୍ଥିତ ଗାନ୍ଧିଜୀଙ୍କ ପ୍ରତିମୂର୍ତ୍ତି ନିକଟରେ ଏକ ପ୍ରାର୍ଥନା ସଭା ଅନୁଷ୍ଠିତ ହେବ । ରାଜ୍ୟପାଳ ଏବଂ ମୁଖ୍ୟମନ୍ତ୍ରୀ ଓ ବାଚସ୍ପତିଙ୍କ ସମେତ ବହୁ…
Read More...

“ଓଡ଼ିଶାରେ ଗାନ୍ଧିଜୀ” ଶୀର୍ଷକ ଏକ ସ୍ୱତନ୍ତ୍ର ପୁସ୍ତକ ଉନ୍ମୋଚନ କରିବେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ରାଜ୍ୟସ୍ତରୀୟ ଗାନ୍ଧୀ ଜୟନ୍ତୀ କାର୍ଯ୍ୟକ୍ରମ ପାଳନ ଅବସରରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ "ଓଡ଼ିଶାରେ ଗାନ୍ଧିଜୀ" ଶୀର୍ଷକ ଏକ ସ୍ୱତନ୍ତ୍ର ପୁସ୍ତକ ଉନ୍ମୋଚନ କରିବେ । ଗାନ୍ଧିଜୀଙ୍କ ଓଡ଼ିଶା ଗସ୍ତ ସମ୍ପର୍କିତ ବହୁ ଉପାଦେୟ ତଥ୍ୟ ଏଥିରେ ସ୍ଥାନୀତ ହୋଇଛି ।…
Read More...

ମହାତ୍ମାଗାନ୍ଧୀଙ୍କ ପ୍ରିୟ ଭଜନ ଗୁଡିକର ବିଶେଷ କାର୍ଯ୍ୟକ୍ରମ ଅନୁଷ୍ଠିତ ହେବ

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ରାଜ୍ୟସ୍ତରୀୟ ଗାନ୍ଧୀ ଜୟନ୍ତୀ ପାଳନ ତଥା ଅହିଂସା ରଥ ପରିକ୍ରମାର ସମାପନ ଦିବସ ପରିପ୍ରେକ୍ଷୀରେ ସାଂସ୍କୃତିକ ବିଭାଗ ପକ୍ଷରୁ ମହାତ୍ମାଗାନ୍ଧୀଙ୍କ ପ୍ରିୟ ଭଜନ ଗୁଡିକର ବିଶେଷ କାର୍ଯ୍ୟକ୍ରମ ଅନୁଷ୍ଠିତ ହେବ । ୦୨ ଅକ୍ଟୋବର, ୨୦୨୨ ତାରିଖ ସନ୍ଧ୍ୟା ୬ଟା ୩୦…
Read More...

ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ : ରାଜ୍ୟ ଖାଦ୍ୟ ସୁରକ୍ଷା ହିତାଧିକାରୀ ଆଉ ତିନି ମାସ ପାଇଁ ଅତିରିକ୍ତ ଚାଉଳ ପାଇବେ

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ରାଜ୍ୟ ଖାଦ୍ୟ ସୁରକ୍ଷା ହିତାଧିକାରୀ ମାନଙ୍କୁ ଆଉ ତିନି ମାସ ପାଇଁ ଅତିରିକ୍ତ ୫ କେ.ଜି ଚାଉଳ ଯୋଗାଇ ଦେବା ପାଇଁଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନିର୍ଦ୍ଦେଶ ଦେଇଛନ୍ତି । ଏହାଦ୍ୱାରା ୨.୯୨ ଲକ୍ଷ ପରିବାରର ୯.୦୫ ଲକ୍ଷ ହିତାଧିକାରୀ ଉପକାର ପାଇବେ ।…
Read More...