Browsing Tag

bhubaneswar news

ବେଦବ୍ୟାସ ପୀଠର ତ୍ରିବେଣୀ ସଙ୍ଗମରୁ ପାଣି ଏବଂ ଆମକୋ ସିମକୋ ସହିଦ ସ୍ମୃତିପୀଠରୁ ମାଟି ସଂଗୃହୀତ

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ସ୍ୱାଧୀନତାର ଅମୃତ ମହୋତ୍ସବ ଏବଂ ଗାନ୍ଧୀଜୟନ୍ତୀ ଉପଲକ୍ଷେ ସ୍ୱାଧୀନତା ସଂଗ୍ରାମ ସହ ଜଡିତ ଓଡ଼ିଶାର ବିଭିନ୍ନ ସ୍ଥଳରୁ ପବିତ୍ର ମାଟି ଏବଂ ନଦୀରୁ ପାଣି ସଂଗ୍ରହ କରାଯାଉଛି । ଏହି କ୍ରମରେ ସୁନ୍ଦରଗଡ଼ ଜିଲ୍ଲା ବେଦବ୍ୟାସ ପୀଠର ତ୍ରିବେଣୀ ସଙ୍ଗମରୁ ପାଣି ଏବଂ…
Read More...

ଜୟନ୍ତୀ ପଟ୍ଟନାୟକଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀଙ୍କ ଶୋକ ପ୍ରକାଶ

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ପୂର୍ବତନ ସାଂସଦ, ଜାତୀୟ ମହିଳା କମିଶନର ପ୍ରଥମ ଅଧ୍ୟକ୍ଷା ତଥା ସୁସାହିତ୍ୟିକା ଜୟନ୍ତୀ ପଟ୍ଟନାୟକଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀ ଶୋକ ପ୍ରକାଶ କରି କହିଛନ୍ତି ଯେ, ପୂର୍ବତନ ସାଂସଦ, ଜାତୀୟ ମହିଳା କମିଶନର ପ୍ରଥମ ଅଧ୍ୟକ୍ଷା ତଥା ସୁସାହିତ୍ୟିକା ଜୟନ୍ତୀ…
Read More...

ବିଶ୍ୱ ହୃଦୟ ଦିବସ ଅବସରରେ ଜନ ସାଧାରଣଙ୍କୁ ସଚେତନତା ବାର୍ତ୍ତା

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ବିଶ୍ୱ ହୃଦୟ ଦିବସ ଅବସରରେ ଜନ ସାଧାରଣଙ୍କୁ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସଚେତନତା ବାର୍ତ୍ତା ପ୍ରଦାନ କରାଯାଇଛି । ବିଭାଗ ପକ୍ଷରୁ କୁହାଯାଇଛି ଯେ, ହୃଦ‌ରୋଗର କାରଣଗୁଡ଼ିକ ପ୍ରତି ସଚେତନ ରହିବା ସହିତ ସନ୍ତୁଳିତ ଆହାର, ନିୟମିତ ଯୋଗାଭ୍ୟାସ ତଥା…
Read More...

ନୀଳକଣ୍ଠପୁରରୁ ସଂଗୃହୀତ ହୋଇଛି ପବିତ୍ର ମାଟି

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ଭାରତୀୟ ସ୍ୱାଧୀନତା ଆନ୍ଦୋଳନର ସର୍ବ କନିଷ୍ଠ ଶହୀଦ ବିପ୍ଲବୀ ବାଜି ରାଉତଙ୍କ ଜନ୍ମସ୍ଥାନ ଢେଙ୍କାନାଳର ନୀଳକଣ୍ଠପୁରରୁ ସଂଗୃହୀତ ହୋଇଛି ପବିତ୍ର ମାଟି । ଭାରତମାତାଙ୍କ ଏହି ପ୍ରେରଣାଦାୟୀ ସାଧକଙ୍କ ଜନ୍ମସ୍ଥାନର ପବିତ୍ର ମାଟି ଗାନ୍ଧୀ ଜୟନ୍ତୀ ଅବସରରେ ଏକ…
Read More...

ସୁଖାସୋଢ଼ାରୁ ପବିତ୍ର ଜଳ ସଂଗ୍ରହ

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ସ୍ୱାଧୀନତାର ୭୫ ବର୍ଷ ପୂର୍ତ୍ତି ପାଳନ ତଥା ଆସନ୍ତା ଗାନ୍ଧୀ ଜୟନ୍ତୀ ଅବସରରେ ରାଜ୍ୟର ସମସ୍ତ ଜିଲ୍ଲାରୁ ପବିତ୍ର ମାଟି ଜଳ ସଂଗ୍ରହ କରାଯାଉଛି । ଏହି ପରିପ୍ରେକ୍ଷୀରେ ଓଡ଼ିଶାରେ ମହାନଦୀର ପ୍ରବେଶ ସ୍ଥଳ ସୁଖାସୋଢ଼ାରୁ ପବିତ୍ର ଜଳ ସଂଗ୍ରହ କରିଛନ୍ତି…
Read More...

ତେନ୍ତୁଳିଗୁମା ଗ୍ରାମରୁ ପବିତ୍ର ମାଟି ସଂଗ୍ରହ

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ମହାନ୍ ସ୍ୱାଧୀନତା ସଂଗ୍ରାମୀ ଶହୀଦ ଲକ୍ଷ୍ମଣ ନାଏକଙ୍କ ଜନ୍ମସ୍ଥାନ କୋରାପୁଟ ଜିଲ୍ଲା ବୈପିରୀଗୁଡା ବ୍ଲକର ତେନ୍ତୁଳିଗୁମା ଗ୍ରାମରୁ ପବିତ୍ର ମାଟି ସଂଗୃହୀତ ହୋଇଛି । ମାଟି ସଂଗ୍ରହ ଅବସରରେ ଜିଲ୍ଲା ପ୍ରଶାସନ ପକ୍ଷରୁ କଳସ ଶୋଭାଯାତ୍ରା ଏବଂ ସଂକୀର୍ତ୍ତନ…
Read More...

ଉତ୍କଳମଣି ଗୋପବନ୍ଧୁ ଦାସଙ୍କ ଜନ୍ମପୀଠକୁ ଆକର୍ଷଣୀୟ ଐତିହାସିକ ଓ ସାଂସ୍କୃତିକ ସ୍ଥାନରେ ପରିଣତ କରିବା ପାଇଁ ରାଜ୍ୟ…

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ଉତ୍କଳମଣି ଗୋପବନ୍ଧୁ ଦାସଙ୍କ ଜନ୍ମପୀଠକୁ ଏକ ଆକର୍ଷଣୀୟ ଐତିହାସିକ ଓ ସାଂସ୍କୃତିକ ସ୍ଥାନରେ ପରିଣତ କରିବା ପାଇଁ ରାଜ୍ୟ ସରକାରଙ୍କ ତରଫରୁ ଆରମ୍ଭ କରାଯାଇଥିବା ପ୍ରକଳ୍ପର କାର୍ଯ୍ୟ ବେଶ ଅଗ୍ରଗତି ହୋଇଛି । ଗତକାଲି ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର…
Read More...

ରାଜ୍ୟରେ ଗତ ୨୪ ଘଂଟା ମଧ୍ୟରେ ୨୦୩ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ରାଜ୍ୟରେ ଗତ ୨୪ ଘଂଟା ମଧ୍ୟରେ ୨୦୩ ଜଣ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଥିବା ସରକାରୀ ସୂତ୍ରରେ କୁହାଯାଇଛି । ୦ରୁ ୧୮ ବର୍ଷ ବୟସ ମଧ୍ୟରେ ୨୦ ଜଣ ଚିହ୍ନଟ ହୋଇଥିବା ବେଳେ ଏବେ ସକ୍ରିୟ ରୋଗୀଙ୍କ ସଂଖ୍ୟା ୧୪୦୭ ରହିଥିବା ବେଳେ ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ ୧୧୯ ଜଣ…
Read More...

ଆଠଗଡ ବ୍ଲକର ବିଭିନ୍ନ ସ୍ଥାନରେ ଅହିଂସା ରଥ ସ୍ୱାଗତ କାର୍ଯ୍ୟକ୍ରମ

ଭୁବନେଶ୍ୱର : ଆଠଗଡ ବ୍ଲକର ବିଭିନ୍ନ ସ୍ଥାନରେ ଅହିଂସା ରଥ ସ୍ୱାଗତ କାର୍ଯ୍ୟକ୍ରମରେ ବିଶାଳ ଜନ ସମାଗମ ଦେଖିବାକୁ ମିଳିଥିଲା । କୃଷି ଓ କୃଷକ ସଶକ୍ତିକରଣ ମନ୍ତ୍ରୀ ରଣେନ୍ଦ୍ର ପ୍ରତାପ ସ୍ୱାଇଁ ଏହି ସମାବେଶରେ ସକ୍ରିୟ ଯୋଗଦାନ କରି ସମସ୍ତଙ୍କୁ ଉତ୍ସାହିତ କରିଥିଲେ । ଏନେଇ ରାଜ୍ୟ ଓ ଲୋକ…
Read More...

ରାଜ୍ୟରେ ଗତ ୨୪ ଘଂଟା ମଧ୍ୟରେ ୧୮୦ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ରାଜ୍ୟରେ ଗତ ୨୪ ଘଂଟା ମଧ୍ୟରେ ୧୮୦ ଜଣ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଥିବା ସରକାରୀ ସୂତ୍ରରେ କୁହାଯାଇଛି । ୦ରୁ ୧୮ ବର୍ଷ ବୟସ ମଧ୍ୟରେ ୩୧ ଜଣ ଚିହ୍ନଟ ହୋଇଥିବା ବେଳେ ଏବେ ସକ୍ରିୟ ରୋଗୀଙ୍କ ସଂଖ୍ୟା ୧୩୮୬ ରହିଥିବା ବେଳେ ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ ୧୦୬ ଜଣ…
Read More...