Browsing Tag

bhubaneswar news

ଶହୀଦ ଭଗତ ସିଂଙ୍କ ଜୟନ୍ତୀରେ ଆପର ରକ୍ତଦାନ ଶିବିର

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ଶହୀଦ ଭଗତ ସିଂଙ୍କ ଜୟନ୍ତୀ ପାଳନ କରିବା ଅବସରରେ ଆମ୍ ଆଦମୀ ପାର୍ଟି ଓଡିଶା ତରଫରୁ ରାଜଧାନୀ ସ୍ଥିତ କ୍ୟାପିଟାଲ ହସ୍ପିଟାଲରେ ଏକ ରକ୍ତଦାନ ଶିବିରର ଆୟୋଜନ କରାଯାଇଛି । ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଆପ୍ ରାଜ୍ୟ ଆବାହକ ନିଶିକାନ୍ତ ମହାପାତ୍ର…
Read More...

ଯୁକ୍ତ ୨ ନାମଲେଖା : ସରିଲା ଦ୍ୱିତୀୟ ପର୍ଯ୍ୟାୟ ଆବେଦନ, ୧ରେ ମେଧା ତାଲିକା

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ରାଜ୍ୟର ଉଚ୍ଚ ମାଧ୍ୟମିକ ସ୍କୁଲଗୁଡ଼ିକରେ ଯୁକ୍ତ ୨ ନାମଲେଖା ପାଇଁ ମଙ୍ଗଳବାର ଦ୍ୱିତୀୟ ପର୍ଯ୍ୟାୟ ଆବେଦନ ଶେଷ ହୋଇଛି । ମଙ୍ଗଳବାର ସନ୍ଧ୍ୟା ସୁଦ୍ଧା ପ୍ରାୟ ଦେଢ଼ଲକ୍ଷ ଛାତ୍ରଛାତ୍ରୀ ଆବେଦନ କରିଥିବା ଜଣାପଡ଼ିଛି । ସୂଚନା ଅନୁସାରେ, ଆସନ୍ତା ଅକ୍ଟୋବର ୧…
Read More...

ସ୍ୱଚ୍ଛ ସର୍ବେକ୍ଷଣ- ୨୦୨୨ ପୁରସ୍କାରରେ ପୁରସ୍କୃତ ହେବେ ରାଜ୍ୟର ୧୧ଟି ସହର

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ଆସନ୍ତା ଅକ୍ଟୋବର ପହିଲାରେ ନୂଆଦିଲ୍ଲୀ ସ୍ଥିତ ତାଲ୍‌କାତୋରା ଷ୍ଟାଡିୟମ ଠାରେ ସ୍ୱଚ୍ଛ ସର୍ବେକ୍ଷଣ- ୨୦୨୨ ପୁରସ୍କାର ଉତ୍ସବ ଅନୁଷ୍ଠିତ ହେବ । ସୂଚନା ଅନୁସାରେ, ଏହି ସର୍ବେକ୍ଷଣରେ ରାଜ୍ୟର ୧୧ଟି ସହର ପୁରସ୍କୃତ ହେବେ । ସେହି ସହରଗୁଡ଼ିକ ହେଲା-…
Read More...

ନାଲ୍‌କୋ ପକ୍ଷରୁ କମିଶନରେଟ୍‌ ପୋଲିସକୁ ୬ଟି ପିସିଆର୍‌ ଭ୍ୟାନ୍‌ ପ୍ରଦାନ

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ନବରତ୍ନ ରାଷ୍ଟ୍ରାୟତ୍ତ ଉଦ୍ୟୋଗ ନାଲ୍‌କୋ ପକ୍ଷରୁ ଭୁବନେଶ୍ୱର-କଟକ କମିଶନରେଟ୍‌ ପୋଲିସ୍‌କୁ ୬ଟି ନୂଆ ପୋଲିସ୍‌ ନିୟନ୍ତ୍ରଣ କକ୍ଷ (ପିସିଆର) ଭ୍ୟାନ୍‌ ଯୋଗାଇ ଦିଆଯାଇଛି । ବିଶେଷ କରି ଦ୍ୱୈତ ନଗରୀ (କଟକ-ଭୁବନେଶ୍ୱର)ର ଆଇନ ଶୃଙ୍ଖଳା ନିୟନ୍ତ୍ରଣ ସାଙ୍ଗକୁ…
Read More...

ଯୁକ୍ତ ୩ ସ୍ପଟ୍‌ ନାମଲେଖା : ଆଜି ପ୍ରକାଶ ପାଇବ ମେଧା ତାଲିକା

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ଯୁକ୍ତ ୩ ସ୍ପଟ୍‌ ନାମଲେଖା ପାଇଁ ରାଜ୍ୟର ଡିଗ୍ରୀ କଲେଜଗୁଡ଼ିକରେ ଆଜି ଅପରାହ୍ନ ୨ଟାରେ ମେଧା ତାଲିକା ପ୍ରକାଶ ପାଇବ । ବୁଧବାରଠାରୁ ଏହି ନାମଲେଖା ମଧ୍ୟ ଆରମ୍ଭ ହେବ । ମନୋନୀତ ଛାତ୍ରୀଛାତ୍ରମାନେ ବୁଧବାର ଅପରାହ୍ନ ୨ଟାରୁ ଅକ୍ଟୋବର ୧ ତାରିଖ ସନ୍ଧ୍ୟା ୫ଟା…
Read More...

ନାଉଗାଁରେ ଅହିଂସା ରଥକୁ ସ୍ୱାଗତ ସମ୍ବର୍ଦ୍ଧନା

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ନାଉଗାଁ ଠାରେ ସରକାରୀ ମୁଖ୍ୟ ସଚେତକ ତଥା ଜଗତସିଂହପୁର ବିଧାୟକ ପ୍ରଶାନ୍ତ କୁମାର ମୁଦୁଲି ଅହିଂସା ରଥକୁ ସ୍ୱାଗତ ସମ୍ବର୍ଦ୍ଧନା ଜଣାଇଥିଲେ । ଏକ ଶୋଭାଯାତ୍ରାରେ ବ୍ଲକ ଛକରୁ ନାଉଗାଁ ହାଇସ୍କୁଲ ପର୍ଯ୍ୟନ୍ତ ରଥକୁ ପାଛୋଟି ନେଇଥିଲେ । ଏନେଇ ରାଜ୍ୟ ଓ ଲୋକ…
Read More...

ରମ୍ଭାରେ ଅହିଂସା ରଥକୁ ସ୍ୱାଗତ

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ସ୍ୱାଧୀନତା ସଂଗ୍ରାମ ତଥା ସ୍ୱତନ୍ତ୍ର ଓଡ଼ିଶା ପ୍ରଦେଶ ଗଠନ ଆନ୍ଦୋଳନରେ ଗଞ୍ଜାମ ଜିଲ୍ଲା ରମ୍ଭା ଏକ ଐତିହାସିକ ସ୍ଥଳ ଅଟେ । ଗତକାଲି ଅହିଂସା ରଥ ପରିକ୍ରମା ପରିପ୍ରେକ୍ଷୀରେ ଅନୁଷ୍ଠିତ ସାଧାରଣ ସଭାରେ ଯୋଗଦେଇ ହଜାର ହଜାର ଲୋକ ସ୍ମୃତିଚାରଣ କରିଥିଲେ…
Read More...

ରାଜ୍ୟରେ ଗତ ୨୪ ଘଂଟା ମଧ୍ୟରେ ୨୦୮ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ରାଜ୍ୟରେ ଗତ ୨୪ ଘଂଟା ମଧ୍ୟରେ ୨୦୮ ଜଣ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଥିବା ସରକାରୀ ସୂତ୍ରରେ କୁହାଯାଇଛି । ୦ରୁ ୧୮ ବର୍ଷ ବୟସ ମଧ୍ୟରେ ୨୬ ଜଣ ଚିହ୍ନଟ ହୋଇଥିବା ବେଳେ ଏବେ ସକ୍ରିୟ ରୋଗୀଙ୍କ ସଂଖ୍ୟା ୧୪୨୭ ରହିଥିବା ବେଳେ ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ ୧୧୯ ଜଣ…
Read More...

ସିୟୁଇଟି-ପିଜି ଫଳ ପ୍ରକାଶ

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ଦେଶର ୬୬ଟି ଶିକ୍ଷାନୁଷ୍ଠାନ ଓ ବିଶ୍ୱ ବିଦ୍ୟାଳୟର ପିଜି ପାଠ୍ୟକ୍ରମରେ ନାମଲେଖା ପାଇଁ ଅନୁଷ୍ଠିତ ଏକକ ବିଶ୍ୱ ବିଦ୍ୟାଳୟ ପ୍ରବେଶିକା ପରୀକ୍ଷା (ସିୟୁଇଟି) -ପିଜି ଫଳ ପ୍ରକାଶ ପାଇଛି । ପରୀକ୍ଷା ପରିଚାଳନା କରୁଥିବା ନ୍ୟାସନାଲ ଟେଷ୍ଟିଂ ଏଜେନ୍ସି (ଏନ୍‌ଟିଏ)…
Read More...

ଜଗତସିଂହପୁର ଜିଲ୍ଲାର ବିଭିନ୍ନ ବ୍ଲକରେ ପରିକ୍ରମା କରିଛି ଅହିଂସା ରଥ

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ଜଗତସିଂହପୁର ଜିଲ୍ଲାର ବିଭିନ୍ନ ବ୍ଲକରେ ଗତକାଲି ପରିକ୍ରମା କରିଛି ଅହିଂସା ରଥ । ଏରସମା ଗୋଡା ପଞ୍ଚାୟତରେ ବାଲିକୁଦା-ଏରସମା ବିଧାୟକ ରଘୁନନ୍ଦନ ଦାସ ଏରସମା ସ୍ୱାଧୀନତା ସଂଗ୍ରାମୀଙ୍କ ଦାୟଦମାନଙ୍କୁ ଏହି ଅବସରରେ ସମ୍ବର୍ଦ୍ଧିତ କରିଥିଲେ । ଏନେଇ ରାଜ୍ୟ…
Read More...