Browsing Tag

bhubaneswar news

ଜଗତସିଂହପୁର ଜିଲ୍ଲାର ବିଭିନ୍ନ ବ୍ଲକରେ ପରିକ୍ରମା କରିଛି ଅହିଂସା ରଥ

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ଜଗତସିଂହପୁର ଜିଲ୍ଲାର ବିଭିନ୍ନ ବ୍ଲକରେ ଗତକାଲି ପରିକ୍ରମା କରିଛି ଅହିଂସା ରଥ । ଏରସମା ଗୋଡା ପଞ୍ଚାୟତରେ ବାଲିକୁଦା-ଏରସମା ବିଧାୟକ ରଘୁନନ୍ଦନ ଦାସ ଏରସମା ସ୍ୱାଧୀନତା ସଂଗ୍ରାମୀଙ୍କ ଦାୟଦମାନଙ୍କୁ ଏହି ଅବସରରେ ସମ୍ବର୍ଦ୍ଧିତ କରିଥିଲେ । ଏନେଇ ରାଜ୍ୟ…
Read More...

ରାଜ୍ୟର ସମୁଦାୟ ରାଜସ୍ୱ ସଂଗ୍ରହରେ ପ୍ରାୟ ୧୫.୫୫ ଶତକଡା ଅବିବୃଦ୍ଧି

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ଗତ ଆର୍ଥିକ ବର୍ଷ ତୁଳନାରେ ଚଳିତ ବର୍ଷ ଅଗଷ୍ଟ ଶେଷସୁଦ୍ଧା ରାଜ୍ୟର ସମୁଦାୟ ରାଜସ୍ୱ ସଂଗ୍ରହରେ ପ୍ରାୟ ୧୫.୫୫ ଶତକଡା ଅବିବୃଦ୍ଧି ହୋଇଛି । ଗତବର୍ଷ ଏହି ସମୟ ସୁଦ୍ଧା ରାଜସ୍ୱ ସଂଗ୍ରହ ୩୧,୫୪୮.୪୯ କୋଟି ଟଙ୍କା ଥିବା ବେଳେ ଚଳିତ ବର୍ଷ ଏହା ପ୍ରାୟ ୩୬,୪୫୫…
Read More...

ରାଜ୍ୟରେ ଗତ ୨୪ ଘଂଟା ମଧ୍ୟରେ ୧୬୭ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ରାଜ୍ୟରେ ଗତ ୨୪ ଘଂଟା ମଧ୍ୟରେ ୧୬୭ ଜଣ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଥିବା ସରକାରୀ ସୂତ୍ରରେ କୁହାଯାଇଛି । ୦ରୁ ୧୮ ବର୍ଷ ବୟସ ମଧ୍ୟରେ ୨୨ ଜଣ ଚିହ୍ନଟ ହୋଇଥିବା ବେଳେ ଏବେ ସକ୍ରିୟ ରୋଗୀଙ୍କ ସଂଖ୍ୟା ୧୪୨୩ ରହିଥିବା ବେଳେ ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ ୯୮ ଜଣ…
Read More...

‘ଗଞ୍ଜାମର ସ୍ୱାଧୀନତା ସଂଗ୍ରାମୀ’ ଶୀର୍ଷକର ପୁସ୍ତକ ଉନ୍ମୋଚିତ

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ସ୍ୱାଧୀନତା ଆନ୍ଦୋଳନରେ ଗଞ୍ଜାମ ଜିଲ୍ଲାର ଅବଦାନ ସର୍ବ ବିଦିତ । ଚକରା ବିଷୋୟୀଙ୍କ ଭଳି ବିପ୍ଳବୀଙ୍କ ପ୍ରଚଣ୍ଡ ଆନ୍ଦୋଳନ ସମସ୍ତ ବ୍ରିଟିଶ୍ ଶାସନକୁ ଚକିତ କରିଥିଲା । ଏହି ପରିପ୍ରେକ୍ଷୀରେ ଅହିଂସା ରଥ ସ୍ୱାଗତ କାର୍ଯ୍ୟକ୍ରମରେ ଛତ୍ରପୁର ବ୍ଲକରେ 'ଗଞ୍ଜାମର…
Read More...

ଗୋପାଳପୁର ପରିକ୍ରମା କଲା ଅହିଂସା ରଥ

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ଗଂଜାମ ଜିଲ୍ଲା ପରିଦର୍ଶନର ଦ୍ୱିତୀୟ ଦିନରେ ଅହିଂସା ରଥଟି ଗୋପାଳପୁର ପରିକ୍ରମା କରିଥିଲା । ସ୍ଥାନୀୟ ଜନତା ଉଲ୍ଲାସର ସହ ଗଣନାଟ୍ୟ ଏବଂ ଅଭିନୟ ପ୍ରଦର୍ଶନ କରି ରଥର ଭବ୍ୟ ସ୍ୱାଗତ କରିଥିଲେ । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା…
Read More...

କୁଜଙ୍ଗ ବ୍ଲକ୍‌ରେ ଅହିଂସା ରଥକୁ ସ୍ୱାଗତ

ଭୁବନେଶ୍ୱର, (କେପିଏନ୍‌ଏସ୍‌) : କୁଜଙ୍ଗ ବ୍ଲକ୍‌ରେ ଅହିଂସା ରଥକୁ ସ୍ୱାଗତ କରି ଅଞ୍ଚଳବାସୀ ବିପୁଳ ଉତ୍ସାହ ପ୍ରଦର୍ଶନ କରିଛନ୍ତି । ବିଧାୟକ ରଘୁନନ୍ଦନ ଦାସଙ୍କ ସମେତ ବହୁ ବିଶିଷ୍ଟ ବ୍ୟକ୍ତି ସ୍ୱାଗତ କାର୍ଯ୍ୟକ୍ରମରେ ସାମିଲ ହୋଇଥିଲେ । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ…
Read More...

ଭଞ୍ଜନଗର ସହରରେ ଅହିଂସା ରଥ ପରିକ୍ରମା ଅବସରରେ ସ୍ଥାନୀୟ କଳାକାରମାନଙ୍କ ଦ୍ୱାରା ବାଘନାଚ ପରିବେଷଣ

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ଭଞ୍ଜନଗର ସହରରେ ଅହିଂସା ରଥ ପରିକ୍ରମା ଅବସରରେ ସ୍ଥାନୀୟ କଳାକାରମାନେ ପରିବେଷଣ କରିଥିଲେ ବାଘନାଚ । ପାରମ୍ପରିକ ବେଶଭୂଷାରେ ବିଶାଳ ତ୍ରିରଙ୍ଗା ଶୋଭାଯାତ୍ରାରେ ଗତକାଲି ଗଞ୍ଜାମର ସୋରଡା, ବେଲଗୁଣ୍ଠା, ଭଞ୍ଜନଗର, କୁକୁଡାଖଣ୍ଡି ବ୍ଲକରେ ଅହିଂସା ରଥ…
Read More...

ଅହିଂସା ରଥ ପରିକ୍ରମା ବେଳେ ଛାତ୍ରୀମାନଙ୍କ ଦ୍ୱାରା ନୃତ୍ୟ ପରିବେଷଣ

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ଅହିଂସା ରଥ ପରିକ୍ରମା ବେଳେ ଜଗତସିଂହପୁର ରାହାମା ବଜାରରେ ମହାନ୍ ଜନନାୟକ ବିଜୁବାବୁଙ୍କ ପ୍ରତିମୂର୍ତ୍ତିରେ ପୁଷ୍ପମାଲ୍ୟ ଅର୍ପଣ କରାଯାଇଛି । ଏହି ଅବସରରେ ଛାତ୍ରୀମାନେ ନୃତ୍ୟ ପରିବେଷଣ କରିଥିଲେ । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ…
Read More...

ଜଗତସିଂହପୁର ଜିଲ୍ଲାରେ ପ୍ରବେଶ କରିଛି ଅହିଂସା ରଥ

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ଜଗତସିଂହପୁର ଜିଲ୍ଲାରେ ପ୍ରବେଶ କରିଛି ଅହିଂସା ରଥ । ଜିଲ୍ଲା ପ୍ରଶାସନ ପକ୍ଷରୁ ରଥଗୁଡ଼ିକୁ ସାଂସ୍କୃତିକ ପରିବେଶରେ ସ୍ୱାଗତ କରାଯାଇଛି । ସମ୍ବର୍ଦ୍ଧନା କାର୍ୟ୍ୟକ୍ରମରେ ବହୁ ସଂଖ୍ୟକ ଛାତ୍ରଛାତ୍ରୀ ଓ ଜନ ପ୍ରତିନିଧି, ସ୍ୱୟଂ ସହାୟକ ଗୋଷ୍ଠୀ ସଦସ୍ୟ ଏବଂ…
Read More...

ରାଜ୍ୟରେ ଗତ ୨୪ ଘଂଟା ମଧ୍ୟରେ ୧୬୪ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ରାଜ୍ୟରେ ଗତ ୨୪ ଘଂଟା ମଧ୍ୟରେ ୧୬୪ ଜଣ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଥିବା ସରକାରୀ ସୂତ୍ରରେ କୁହାଯାଇଛି । ୦ରୁ ୧୮ ବର୍ଷ ବୟସ ମଧ୍ୟରେ ୨୫ ଜଣ ଚିହ୍ନଟ ହୋଇଥିବା ବେଳେ ଏବେ ସକ୍ରିୟ ରୋଗୀଙ୍କ ସଂଖ୍ୟା ୧୪୩୯ ରହିଥିବା ବେଳେ ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ ୯୬ ଜଣ…
Read More...