Browsing Tag

bhubaneswar news

ରାଜ୍ୟରେ ଗତ ୨୪ ଘଂଟା ମଧ୍ୟରେ ୨୧୧ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ରାଜ୍ୟରେ ଗତ ୨୪ ଘଂଟା ମଧ୍ୟରେ ୨୧୧ ଜଣ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଥିବା ସରକାରୀ ସୂତ୍ରରେ କୁହାଯାଇଛି । ୦ରୁ ୧୮ ବର୍ଷ ବୟସ ମଧ୍ୟରେ ୨୬ ଜଣ ଚିହ୍ନଟ ହୋଇଥିବା ବେଳେ ଏବେ ସକ୍ରିୟ ରୋଗୀଙ୍କ ସଂଖ୍ୟା ୧୪୨୧ ରହିଥିବା ବେଳେ ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ ୧୨୩ ଜଣ…
Read More...

ରାଜଧାନୀରେ ନୂଆଁଖାଇ ଭେଟଘାଟ୍‌ : ଲୋକେ ଦେଖିଲେ ପଶ୍ଚିମ ଓଡ଼ିଶାର କଳା, ସଂସ୍କୃତି ଓ ପରମ୍ପରାର ଝଲକ

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ପଶ୍ଚିମ ଓଡ଼ିଶାର ଗଣପର୍ବ ନୂଆଁଖାଇ ଅବସରରେ ଶୁକ୍ରବାର ସଂଧ୍ୟାରେ ରାଜଧାନୀ ଭୁବନେଶ୍ୱରରେ ନୂଆଁଖାଇ ଭେଟ୍‌ଘାଟ୍‌ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ପଶ୍ଚିମ ଓଡ଼ିଶାର କଳାକାରମାନଙ୍କ ଦ୍ୱାରା ଚିତାକର୍ଷକ ସାଂସ୍କୃତିକ କାର୍ଯ୍ୟକ୍ରମ ମଧ୍ୟରେ ରାଜଧାନୀରେ…
Read More...

ସିବିଓଆଇ ପକ୍ଷରୁ ଋଣ ଶିବିର

ଭୁବନେଶ୍ୱର : ସେଣ୍ଟ୍ରାଲ ବ୍ୟାଙ୍କ ଅଫ୍‌ ଇଣ୍ଡିଆ (ସିବିଓଆଇ) ପକ୍ଷରୁ ନିକଟରେ ଉଭୟ କଟକ ଓ ଭୁବନେଶ୍ୱରରେ ୨ଟି ମେଗା କ୍ଲଷ୍ଟର ଋଣ ଶିବିରର ଆୟୋଜନ କରାଯାଇଥିଲା । ଏହି ଅବସରରେ ସିବିଓଆଇର କୋଲକାତା ସ୍ଥିତ ଆଞ୍ଚଳିକ କାର୍ଯ୍ୟାଳୟର ଆଞ୍ଚଳିକ ମୁଖ୍ୟ ଅଜୟ କୁମାର ସିଂ ମୁଖ୍ୟ ଅତିଥି ଭାବେ ଯୋଗ…
Read More...

ରାଜ୍ୟରେ ଗତ ୨୪ ଘଂଟା ମଧ୍ୟରେ ୨୨୨ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ରାଜ୍ୟରେ ଗତ ୨୪ ଘଂଟା ମଧ୍ୟରେ ୨୨୨ ଜଣ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଥିବା ସରକାରୀ ସୂତ୍ରରେ କୁହାଯାଇଛି । ୦ରୁ ୧୮ ବର୍ଷ ବୟସ ମଧ୍ୟରେ ୩୬ ଜଣ ଚିହ୍ନଟ ହୋଇଥିବା ବେଳେ ଏବେ ସକ୍ରିୟ ରୋଗୀଙ୍କ ସଂଖ୍ୟା ୧୪୧୭ ରହିଥିବା ବେଳେ ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ ୧୩୦ ଜଣ…
Read More...

ରାଜ୍ୟ ଯୁବ ଚେସ୍ ଅକ୍ଟୋବର ପହିଲାରୁ

ଭୁବନେଶ୍ୱର, କେନ୍ଦ୍ରାପଡ଼ା ଜିଲ୍ଲା ଚେସ୍‌ ସଂଘ ଏବଂ ଏଓସିଏ ସହଯୋଗରେ ରାଜ୍ୟ ୧୧ ବର୍ଷରୁ କମ୍‌ ଚେସ୍‌ (ଓପନ୍‌ ଓ ବାଳିକା) ପ୍ରତିଯୋଗିତା ଅକ୍ଟୋବର ୧ ତାରିଖ ଓ ୨ ତାରିଖରେ କେନ୍ଦ୍ରାପଡ଼ା ସ୍ଵୟଂ ଶାସିତ ମହାବଦ୍ୟାଳୟ ପରିସରରେ ଅନୁଷ୍ଠିତ ହେବ । ରାଜ୍ୟର ବିଭିନ୍ନ ଜିଲ୍ଲାରୁ ୧୦୦ରୁ ଅଧିକ…
Read More...

ରାଜ୍ୟରେ ଗତ ୨୪ ଘଂଟା ମଧ୍ୟରେ ୨୦୨ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ରାଜ୍ୟରେ ଗତ ୨୪ ଘଂଟା ମଧ୍ୟରେ ୨୦୨ ଜଣ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଥିବା ସରକାରୀ ସୂତ୍ରରେ କୁହାଯାଇଛି । ୦ରୁ ୧୮ ବର୍ଷ ବୟସ ମଧ୍ୟରେ ୪୫ ଜଣ ଚିହ୍ନଟ ହୋଇଥିବା ବେଳେ ଏବେ ସକ୍ରିୟ ରୋଗୀଙ୍କ ସଂଖ୍ୟା ୧୪୦୦ ରହିଥିବା ବେଳେ ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ ୧୧୭ ଜଣ…
Read More...

ମୋଦୀଙ୍କ ଜନ୍ମ ଦିବସ ଅବସରରେ ଦିବ୍ୟାଙ୍ଗ ଲୋକଙ୍କୁ ସେବା ସହାୟତା ପ୍ରଦାନ କଲେ ଭୁବନେଶ୍ୱର ସାଂସଦ ଅପରାଜିତା ଷଡ଼ଙ୍ଗୀ

ଦିବ୍ୟାଙ୍ଗ ମାନଙ୍କ ମୁହଁରେ ଫୁଟିଲା ହସ ଭୁବନେଶ୍ୱର, (କେ.ସତ୍ୟନାରାୟଣ ରେଡ୍ଡୀ) : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଜନ୍ମଦିନ ପାଳନ ଅବସରରେ ଭୁବନେଶ୍ୱର ସାଂସଦ ତଥା ରାଷ୍ଟ୍ରୀୟ ପ୍ରବକ୍ତା ଅପରାଜିତା ଷଡ଼ଙ୍ଗୀ ଆଜି ଦିବ୍ୟାଙ୍ଗ ବ୍ୟକ୍ତିମାନଙ୍କୁ ଆବଶକୀୟ ଉପକରଣ ବଣ୍ଟନ କରିଛନ୍ତି ।…
Read More...

ନବନିଯୁକ୍ତ ପ୍ରାଣୀ ଚିକିତ୍ସକ, ପ୍ରାଣୀଧନ ନିରୀକ୍ଷକ, କନିଷ୍ଠ ମତ୍ସ୍ୟ ବୈଷୟିକ ସହାୟକ ଓ କନିଷ୍ଠ ଯନ୍ତ୍ରୀଙ୍କ ପାଇଁ…

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗତକାଲି ନବନିଯୁକ୍ତ ପ୍ରାଣୀ ଚିକିତ୍ସକ, ପ୍ରାଣୀଧନ ନିରୀକ୍ଷକ, କନିଷ୍ଠ ମତ୍ସ୍ୟ ବୈଷୟିକ ସହାୟକ ଓ କନିଷ୍ଠ ଯନ୍ତ୍ରୀଙ୍କ ପାଇଁ ଆୟୋଜିତ ଦିଗଦର୍ଶନ କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଯୋଗଦେଇ ମତ୍ସ୍ୟ ଓ ପ୍ରାଣୀସଂପଦ…
Read More...

ଯାଜପୁର ଓ ରାୟଗଡ ଜିଲ୍ଲାରେ ଅହିଂସା ରଥକୁ ସ୍ୱାଗତ

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ଅହିଂସା ରଥକୁ ସ୍ୱାଗତ କରି ଯାଜପୁର ଓ ରାୟଗଡ ଜିଲ୍ଲାରେ ଅଭୁତପୂର୍ବ ଜନ ସମାଗମ ସାଂସ୍କୃତିକ ବିଭବ ଦେଖିବାକୁ ମିଳିଛି ଉଭୟ ଜିଲ୍ଲାରେ । ଛାତ୍ରଛାତ୍ରୀଙ୍କ ନିଆରା ସାଂସ୍କୃତିକ କାର୍ଯ୍ୟକ୍ରମ ଓ ତ୍ରିରଙ୍ଗା ଶୋଭାଯାତ୍ରା ଲୋକଙ୍କ ମଧ୍ୟରେ ଦେଶପ୍ରେମର ଭାବନା…
Read More...

ଗଜପତି ଜିଲ୍ଲାରେ ପରିକ୍ରମା ଆରମ୍ଭ କରିଛି ଅହିଂସା ରଥ

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ଗଜପତି ଜିଲ୍ଲାରେ ପରିକ୍ରମା ଆରମ୍ଭ କରିଛି ଅହିଂସା ରଥ । କାଶିନଗର ବ୍ଲକରେ ଜିଲ୍ଲା ପ୍ରଶାସନ ପକ୍ଷରୁ ରଥଗୁଡ଼ିକୁ ଭବ୍ୟ ସମ୍ବର୍ଦ୍ଧନା ଜ୍ଞାପନ କରାଯାଇଛି । ପାରମ୍ପରିକ ବେଶଭୂଷାରେ ସଜ୍ଜିତ ଛାତ୍ରଛାତ୍ରୀମାନେ ସ୍ୱାଗତ କାର୍ଯ୍ୟକ୍ରମରେ ସାମିଲ ହୋଇଥିଲେ ।…
Read More...