Browsing Tag

bhubaneswar news

ଐତିହାସିକ ପାରଳାଖେମୁଣ୍ଡି ସହରରେ ଅହିଂସା ରଥ ସ୍ୱାଗତ କାର୍ଯ୍ୟକ୍ରମ

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ଐତିହାସିକ ପାରଳାଖେମୁଣ୍ଡି ସହରରେ ଗତକାଲି ଅହିଂସା ରଥ ସ୍ୱାଗତ କାର୍ଯ୍ୟକ୍ରମର ସାକ୍ଷ୍ୟ ବହନ କରିଛନ୍ତି ହଜାର ହଜାର ଛାତ୍ରଛାତ୍ରୀ, ଆଶା, ଅଙ୍ଗନବାଡ଼ି କର୍ମୀ, ସ୍ୱୟଂ ସହାୟକ ଗୋଷ୍ଠୀ ସଦସ୍ୟଙ୍କ ସମେତ ଜନସାଧାରଣ । ବନ୍ଦେ ମାତରଂ ଓ ଭାରତ ମାତାକୀ ଜୟ…
Read More...

ରାଜ୍ୟରେ ଗତ ୨୪ ଘଂଟା ମଧ୍ୟରେ ୨୫୨ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ରାଜ୍ୟରେ ଗତ ୨୪ ଘଂଟା ମଧ୍ୟରେ ୨୫୨ ଜଣ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଥିବା ସରକାରୀ ସୂତ୍ରରେ କୁହାଯାଇଛି । ୦ରୁ ୧୮ ବର୍ଷ ବୟସ ମଧ୍ୟରେ ୪୩ ଜଣ ଚିହ୍ନଟ ହୋଇଥିବା ବେଳେ ଏବେ ସକ୍ରିୟ ରୋଗୀଙ୍କ ସଂଖ୍ୟା ୧୪୩୭ ରହିଥିବା ବେଳେ ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ ୧୪୮ ଜଣ…
Read More...

ଆସନ୍ତା ୨୪ ଘଣ୍ଟା ପରେ ରାଜ୍ୟରେ କମିପାରେ ଲଘୁଚାପଜନିତ ବର୍ଷା

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ଆସନ୍ତା ୨୪ ଘଣ୍ଟା ପରେ ରାଜ୍ୟରେ କମିପାରେ ଲଘୁଚାପଜନିତ ବର୍ଷା ବୋଲି ପାଣିପାଗ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି । ସୂଚନାଯୋଗ୍ୟ ଯେ, ଗତ ୨ ଦିନ ଧରି ରାଜ୍ୟର ବିଭିନ୍ନ ଜିଲ୍ଲାରେ ଝିପିଝିପି ବର୍ଷା ଦେଖିବାକୁ ମିଳିଥିବା ବେଳେ କେତୋଟି ଜିଲ୍ଲାରେ…
Read More...

+୨ ପ୍ରଥମ ବର୍ଷ ପାଠପଢା ଆରମ୍ଭ ହେବ କାଲିଠୁ

ଭୁବନେଶ୍ୱର, (କେପିଏନ୍‌ଏସ୍‌) : +୨ ପ୍ରଥମ ବର୍ଷ ପାଠପଢା କାଲିଠୁ ଆରମ୍ଭ ହେବ । ତେବେ ପିଲାଙ୍କ ପାଇଁ ୭୫% ଉପସ୍ଥାନ ବାଧ୍ୟତାମୂଳକ ବୋଲି କୁହାଯାଇଥିବା ବେଳେ କଲେଜ ଗୁଡିକ ଛାତ୍ରଛାତ୍ରୀଙ୍କ ସୁବିଧା ଅନୁସାରେ ସମୟ ନିର୍ଦ୍ଧାରଣ କରିବେ ବୋଲି ଜଣାପଡିଛି । ସୂଚନା ଯୋଗ୍ୟ ଯେ, ଚଳିତ ବର୍ଷ +୨…
Read More...

୫-ଟି ସଚିବ ଭି.କେ. ପାଣ୍ଡିଆନଙ୍କ ଖୋର୍ଦ୍ଧା ଗସ୍ତ

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶକ୍ରମେ ୫-ଟି ସଚିବ ଭି.କେ. ପାଣ୍ଡିଆନ ଗତକାଲି ଅପରାହ୍ନରେ ଖୋର୍ଦ୍ଧା ଶିଳ୍ପାଞ୍ଚଳ, ଫୁଡ ପାର୍କ, ଆଇ.ଆଇ.ଡି ଖୋର୍ଦ୍ଧା ଓ ଜୟମଙ୍ଗଳ ଶିଳ୍ପାଞ୍ଚଳ ପ୍ରଭୃତି ଗସ୍ତ କରି ଶିଳ୍ପଦ୍ୟୋଗୀ, କର୍ମଚାରୀ ଓ ସ୍ଥାନୀୟ…
Read More...

ଦାନଗଦି ବ୍ଲକରେ ଅହିଂସା ରଥ ସ୍ୱାଗତ କାର୍ଯ୍ୟକ୍ରମ

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ଯାଜପୁର ଜିଲ୍ଲା ଦାନଗଦି ବ୍ଲକରେ ଅହିଂସା ରଥ ସ୍ବାଗତ କାର୍ୟ୍ୟକ୍ରମରେ ସ୍ୱାଧୀନତା ସଂଗ୍ରାମୀଙ୍କୁ ସମ୍ବର୍ଦ୍ଧିତ କରାଯାଇଥିଲା । ସେହିପରି ବିଞ୍ଝାରପୁର ବ୍ଲକରେ ଅହିଂସା ରଥ ପରିକ୍ରମାରେ ତ୍ରିରଙ୍ଗା ପଦଯାତ୍ରା ଏବଂ ସାଂସ୍କୃତିକ କାର୍ଯ୍ୟାକ୍ରମ ଆୟୋଜିତ…
Read More...

ବ୍ୟାସନଗର ପୌରପାଳିକା ଅଞ୍ଚଳରେ ଅହିଂସା ରଥ ସ୍ୱାଗତ କାର୍ଯ୍ୟକ୍ରମରେ

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ଯାଜପୁର ଜିଲ୍ଲା ବ୍ୟାସନଗର ପୌରପାଳିକା ଅଞ୍ଚଳରେ ଅହିଂସା ରଥ ସ୍ୱାଗତ କାର୍ଯ୍ୟକ୍ରମରେ ସାମିଲ ହେଲେ ହଜାର ହଜାର ଛାତ୍ରଛାତ୍ରୀ । ବନ୍ଦେ ଉତ୍କଳ ଜନନୀ ସଙ୍ଗୀତରେ ତାଳେ ତାଳେ ତ୍ରିରଙ୍ଗା ଶୋଭାଯାତ୍ରାରେ ସାମିଲ ହୋଇଥିଲେ ଏକ ହଜାରରୁ ଅଧିକ ଛାତ୍ରଛାତ୍ରୀଙ୍କ…
Read More...

ରାଜ୍ୟରେ ଗତ ୨୪ ଘଂଟା ମଧ୍ୟରେ ୧୯୯ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ରାଜ୍ୟରେ ଗତ ୨୪ ଘଂଟା ମଧ୍ୟରେ ୧୯୯ ଜଣ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଥିବା ସରକାରୀ ସୂତ୍ରରେ କୁହାଯାଇଛି । ୦ରୁ ୧୮ ବର୍ଷ ବୟସ ମଧ୍ୟରେ ୪୦ ଜଣ ଚିହ୍ନଟ ହୋଇଥିବା ବେଳେ ଏବେ ସକ୍ରିୟ ରୋଗୀଙ୍କ ସଂଖ୍ୟା ୧୪୪୮ ରହିଥିବା ବେଳେ ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ ୧୧୬ ଜଣ…
Read More...

ପିଆଇବି ସହଭାଗିତାରେ ଜିଇଏମ ପକ୍ଷରୁ ଭୁବନେଶ୍ବରରେ ଆୟୋଜିତ ହେଲା ‘ସେଲର୍ ସମ୍ବାଦ’ କାର୍ଯ୍ୟକ୍ରମ

● ପୋର୍ଟାଲର ନୂତନ ବୈଶିଷ୍ଟ୍ୟ ଓ ସୁବିଧା ସମ୍ପର୍କରେ ସଚେତନ ହେଲେ ବିକ୍ରେତା● ଜିଇଏମର ସେବା ବିତରଣରେ ସୁଧାର ଆଣିବା ଲାଗି ନିଆଗଲା ମତାମତ ଭୁବନେଶ୍ୱର, (ପିଆଇବି) : ସରକାରୀ ଇ ମାର୍କେଟ ପ୍ଲେସ୍ (ଜିଇଏମ) ପୋର୍ଟାଲ ସମ୍ପର୍କରେ ସଚେତନତା ସୃଷ୍ଟି କରିବା ଲାଗି ଏକ ମତବିନିମୟ…
Read More...

ବିଶିଷ୍ଟ କଥାକାର ଗୌରହରି ଦାସ ପାଇବେ ଶାରଳା ପୁରସ୍କାର

ଭୁବନେଶ୍ୱର : ବିଶିଷ୍ଟ ସାହିତ୍ୟିକ, ଗାଳ୍ପିକ, ଔପନ୍ୟାସିକ, ସ୍ତମ୍ଭକାର ତଥା କଥାକାର ଗୌରହରି ଦାସ ପାଇବେ ଶାରଳା ପୁରସ୍କାର । ଶାରଳା ପୁରସ୍କାର ବାବଦରେ ତାଙ୍କୁ ଉତ୍ତରୀୟ, ମାନପତ୍ର, ଫଳକ ସହ ୫ ଲକ୍ଷ ଟଙ୍କାର ଅର୍ଥରାଶି ପ୍ରଦାନ କରାଯିବ । ତାଙ୍କର ସାହିତ୍ୟ କୃତି 'ବାଘ ଓ ଅନ୍ୟାନ୍ୟ…
Read More...