+୩ ନାମଲେଖା : ଦ୍ୱିତୀୟ ପର୍ଯ୍ୟାୟରେ ୩୯,୮୮୪ ଜଣ ମନୋନୀତ
ଭୁବନେଶ୍ୱର : ରାଜ୍ୟରେ ଡିଗ୍ରୀ କଲେଜଗୁଡ଼ିକରେ ଯୁକ୍ତ ୩ ନାମଲେଖା ପାଇଁ ଦ୍ୱିତୀୟ ପର୍ଯ୍ୟାୟ ମେଧା ତାଲିକା ପ୍ରକାଶ ପାଇଛି । ଏହି ପର୍ଯ୍ୟାୟରେ ୩୯,୮୮୪ ଜଣ ଛାତ୍ରଛାତ୍ରୀ ମନୋନୀତ ହୋଇଛନ୍ତି । ଏମାନଙ୍କ ମଧ୍ୟରେ ୨୧,୧୬୫ ଜଣ ଛାତ୍ରୀ ଥିବା ବେଳେ ୧୮,୭୧୭ ଛାତ୍ର ଏବଂ ୨ କିନ୍ନର ରହିଛନ୍ତି ।!-->…
Read More...
Read More...