ଶିଶୁଗୃହକୁ ସହାୟତା ଦେଲା ଇକୋରୋ
ଭୁବନେଶ୍ୱର, (କେପିଏନ୍ଏସ୍) : ରାଜ୍ୟର ପ୍ରମୁଖ ସାମାଜିକ ଅନୁଷ୍ଠାନ ଭାବେ ଜଣାଶୁଣା ପୂର୍ବତଟ ରେଳପଥ ମହିଳା କଲ୍ୟାଣ ସଙ୍ଗଠନ (ଇକୋରୋ) ପକ୍ଷରୁ ଦରିଦ୍ର ପିଲାମାନଙ୍କ ଆଶ୍ରୟସ୍ଥଳ 'ଆଦୃତ'ର ଅନ୍ତେବାସୀମାନଙ୍କୁ ସହାୟତା ପ୍ରଦାନ କରାଯାଇଛି । ଏପରିକି ଇକୋରୋର ସଭାପତି ଅନୁପମା ଶ୍ରୀବାସ୍ତବ!-->…
Read More...
Read More...