Browsing Tag

bhubaneswar news

ଅହିଂସା ରଥ ସ୍ୱାଗତ ଶୋଭାଯାତ୍ରାରେ ସାମିଲ ହେଲେ ହଜାର ହଜାର ଛାତ୍ରଛାତ୍ରୀ ଓ ସ୍ଥାନୀୟ ଜନତା

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ବାଲେଶ୍ୱର ଖଇରା ବ୍ଲକ ଓ ଭୋଗରାଇ ବ୍ଲକରେ ଅହିଂସା ରଥ ସ୍ୱାଗତ ଶୋଭାଯାତ୍ରାରେ ସାମିଲ ହେଲେ ହଜାର ହଜାର ଛାତ୍ରଛାତ୍ରୀ ଓ ସ୍ଥାନୀୟ ଜନତା । ଏହି ଅବସରରେ ଛାତ୍ରଛାତ୍ରୀମାନେ ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷଣ କରିଥିଲେ । ଏନେଇ ରାଜ୍ୟ ସୂଚନା ଓ ଲୋକ…
Read More...

ସୁନାବେଢା ପୌରାଞ୍ଚଳରେ ଅହିଂସା ରଥ ସ୍ୱାଗତ କାର୍ଯ୍ୟକ୍ରମ ଆୟୋଜିତ

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ସୁନାବେଢା ପୌରାଞ୍ଚଳରେ ଅହିଂସା ରଥ ସ୍ୱାଗତ କାର୍ଯ୍ୟକ୍ରମ ଆୟୋଜିତ ହୋଇଛି । ଏହି ପରିପ୍ରେକ୍ଷୀରେ ବିଶାଳ ତ୍ରିରଙ୍ଗା ଶୋଭାଯାତ୍ରାରେ ସାମିଲ ହେଲେ ହଜାର ହଜାର ନାଗରିକ । ଆକର୍ଷଣୀୟ ଚିତ୍ରାଙ୍କନରେ ଛାତ୍ରଛାତ୍ରୀ ସ୍ୱାଗତ କଲେ ଅହିଂସା ରଥକୁ । ଏନେଇ ରାଜ୍ୟ…
Read More...

କୋରାପୁଟ ଜିଲ୍ଲାରେ ପହଞ୍ଚିଲା ଅହିଂସା ରଥ

ଭୁବନେଶ୍ୱର, (କେପିଏନ୍‌ଏସ୍‌) : କୋରାପୁଟ ଜିଲ୍ଲାର ସବୁଜିମା ଠାରୁ ଅଧିକ ଘନତ୍ୱ ଜିଲ୍ଲାର ଦେଶପ୍ରେମର ଭାବନା । ସ୍ୱାଧୀନତାର ୭୫ ବର୍ଷ ପୂର୍ତ୍ତି ଅବସରରେ ଆୟୋଜିତ ଅହିଂସା ରଥ ପରିକ୍ରମାରେ ହଜାର ହଜାର ସଂଖ୍ୟକ ନାଗରିକଙ୍କ ସ୍ୱତଃ ପ୍ରବୃତ୍ତ ସମାବେଶ ଏହା ପ୍ରମାଣିତ କରୁଛି । ଏନେଇ ରାଜ୍ୟ…
Read More...

ବାଲେଶ୍ୱର ଜିଲ୍ଲା ସଦର ମହକୁମାରେ ପହଞ୍ଚିଲା ଅହିଂସା ରଥ

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ଜିଲ୍ଲା ସଦର ମହକୁମାରେ ପହଞ୍ଚିଥିବା ଅହିଂସା ରଥକୁ ସ୍ୱାଗତ କରିବା ପାଇଁ ଏକ ବିଶାଳ ଶୋଭାଯାତ୍ରା ବାଲେଶ୍ୱର ରେଳ ଷ୍ଟେସନରୁ ବାହାରି ଜିଲ୍ଲାସ୍କୁଲରେ ପହଂଚିଛି । ସେହିପରି ଔପଦା ବ୍ଲକର ବିଭିନ୍ନ ସ୍ଥାନରେ ଅହିଂସା ରଥକୁ ଭବ୍ୟ ସମ୍ବର୍ଦ୍ଧନା ଦିଆଯାଇଛି ।…
Read More...

ଏରୋବାଟିକ୍ ଦଳ ପକ୍ଷରୁ ପ୍ରଦର୍ଶିତ ହେବ ଦୁଃସାହସିକ ସମରକଳା କୌଶଳ

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ଆଜି ସକାଳ ୧୦ଟାରେ ଭାରତୀୟ ବାୟୁସେନାର ସୂର୍ଯ୍ୟକିରଣ ଏରୋବାଟିକ୍ ଦଳ ପକ୍ଷରୁ ପ୍ରଦର୍ଶିତ ହେବ ଦୁଃସାହସିକ ସମରକଳା କୌଶଳ । ଏହି ଅଲୌକିକ ଶକ୍ତି ପ୍ରଦର୍ଶନ ଭୁବନେଶ୍ୱର ବାଲିଯାତ୍ରା ପଡିଆ କୁଆଖାଇ ନଦୀକୂଳରେ ଅନୁଷ୍ଠିତ ହେବ । ଏହା ଦେଖିବା ପାଇଁ ସକାଳ ୯ଟା…
Read More...

ରାଜ୍ୟରେ ଗତ ୨୪ ଘଂଟା ମଧ୍ୟରେ ୨୧୪ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ରାଜ୍ୟରେ ଗତ ୨୪ ଘଂଟା ମଧ୍ୟରେ ୨୧୪ ଜଣ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଥିବା ସରକାରୀ ସୂତ୍ରରେ କୁହାଯାଇଛି । ୦ରୁ ୧୮ ବର୍ଷ ବୟସ ମଧ୍ୟରେ ୩୦ ଜଣ ଚିହ୍ନଟ ହୋଇଥିବା ବେଳେ ଏବେ ସକ୍ରିୟ ରୋଗୀଙ୍କ ସଂଖ୍ୟା ୧୬୬୪ ରହିଥିବା ବେଳେ ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ ୧୨୯ ଜଣ…
Read More...

ଆଜି ପ୍ରକାଶ ପାଇବ ପିଜି ପ୍ରଥମ ପର୍ଯ୍ୟାୟ ସିଟ୍‌ ବଣ୍ଟନ ତାଲିକା, ୧୬, ୧୭ ତାରିଖରେ ନାମଲେଖା

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ରାଜ୍ୟରେ ଥିବା ସରକାରୀ ବିଶ୍ୱବିଦ୍ୟାଳୟ ଏବଂ ଡିଗ୍ରୀ କଲେଜ ଗୁଡିକରେ ପ୍ରଦାନ କରାଯାଉଥିବା ସ୍ନାତକୋତ୍ତର(ପିଜି) ପ୍ରଥମ ବର୍ଷରେ ନାମ ଲେଖିବା ଲାଗି ଗୁରୁବାର ଅପରାହ୍ନ ୪ଟାରେ ପ୍ରଥମ ପର୍ଯ୍ୟାୟ ସିଟ୍‌ ବଣ୍ଟନ ତାଲିକା ପ୍ରକାଶ ପାଇବ । ପ୍ରଥମ ପର୍ଯ୍ୟାୟରେ…
Read More...

ଭୟାବହ ସଡକ ଦୁର୍ଘଟଣା : ବାଇକ୍‌କୁ ପିଟିଲା କାର୍, ପୋଲ ତଳକୁ ଛିଟ୍‌କି ପଡ଼ିଲେ ଦମ୍ପତି

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ରସୁଲଗଡ଼ ଓଭରବ୍ରିଜ୍‌ ଉପରେ ଏକ ଭୟାବହ ସଡକ ଦୁର୍ଘଟଣା ଘଟିଥିବା ଜଣାପଡିଛି । ଘଟଣାରେ ଏକ ଦମ୍ପତ୍ତି ଗୁରୁତର ଆହତ ହୋଇଥିବା ଜଣାପଡିଛି । ସୂଚନା ଅନୁସାରେ ଦମ୍ପତିଙ୍କ ଘର କଟକରେ । କିନ୍ତୁ ସେମାନେ ଫୁଲନଖରା ପାଖରେ ଭଡ଼ାଘରେ ରହୁଛନ୍ତି । କୌଣସି ଏକ କାମରେ…
Read More...

ଆଜି ପ୍ରକାଶ ପାଇବ ଯୁକ୍ତ ୨ ସ୍ପଟ ମେଧା ତାଲିକା

ଭୁବନେଶ୍ୱର : ୨୦୨୨-୨୩ ଶିକ୍ଷାବର୍ଷରେ ବିଭିନ୍ନ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ଯୁକ୍ତ ୨ ନାମଲେଖା ପାଇଁ ଗୁରୁବାର ସ୍ପଟ ମେଧା ତାଲିକା ପ୍ରକାଶ ପାଇବ । ଅପରାହ୍ନ ୨ଟାରେ ମେଧା ତାଲିକା ପ୍ରକାଶ ପାଇବାକୁ ଥିବାବେଳେ ଏଥିରେ ମନୋନୀତ ଛାତ୍ରଛାତ୍ରୀ ଅପରାହ୍ନ ୩ଟାରୁ ୧୬ ତାରିଖ ସନ୍ଧ୍ୟା ୫ଟା…
Read More...

ଆଜି ଓଡ଼ିଶା ଆସୁଛନ୍ତି ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ

ଭୁବନେଶ୍ୱର, (କେପିଏନ୍‌ଏସ୍‌) : କେନ୍ଦ୍ର ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ ଆଜି ଦିନିକିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି । ଗୁରୁବାର ସନ୍ଧ୍ୟାରେ କେନ୍ଦ୍ରମନ୍ତ୍ରୀ ଶ୍ରୀ ବୈଷ୍ଣବ ଶିକ୍ଷା ଓ ଅନୁସନ୍ଧାନ ବିଶ୍ୱବିଦ୍ୟାଳୟ (ସୋଆ) ପକ୍ଷରୁ ଆୟୋଜିତ ମୋଦୀ ଅ୨୦ କାର୍ଯ୍ୟକ୍ରମରେ ଉଦ୍‌ବୋଧନ ଦେବେ ।…
Read More...