Browsing Tag

bhubaneswar news

ବାଲେଶ୍ୱର ଜିଲ୍ଲାରେ ପରିକ୍ରମା ଆରମ୍ଭ କରିଛି ଅହିଂସା ରଥ

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ବାଲେଶ୍ୱର ଜିଲ୍ଲାର ପବିତ୍ର ମାଟିରେ ଗତକାଲି ପରିକ୍ରମା ଆରମ୍ଭ କରିଛି ଅହିଂସା ରଥ । ଜିଲ୍ଲା ପ୍ରଶାସନ ପକ୍ଷରୁ ଜଳେଶ୍ଵର ବ୍ଲକରେ ଭବ୍ୟ ସ୍ୱାଗତ ସମ୍ବର୍ଦ୍ଧନା ପ୍ରଦାନ କରାଯାଇଛି । ଏହି ଅବସରରେ ଛାତ୍ରଛାତ୍ରୀମାନେ ସୁନ୍ଦର ସାଂସ୍କୃତିକ କାର୍ଯ୍ୟକ୍ରମ…
Read More...

ସେପ୍ଟେମ୍ବର ୧୫ ତାରିଖରୁ ଆରମ୍ଭ ହେବ ତହସିଲଦାରଙ୍କ କ୍ୟାମ୍ପ କୋର୍ଟ ଶୁଣାଣି

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ କ୍ରମେ ରାଜ୍ୟରେ ସେପ୍ଟେମ୍ବର ୧୫ ତାରିଖରୁ ପୁଣି ଆରମ୍ଭ ହେବ ତହସିଲଦାରଙ୍କ କ୍ୟାମ୍ପ କୋର୍ଟ ଶୁଣାଣି । ଆର୍‌ଆଇ ଅଫିସ ତଥା ଗ୍ରାମରେ ସପ୍ତାହରେ ଦୁଇତିନି ଦିନ କ୍ୟାମ୍ପ କୋର୍ଟ ଆୟୋଜିତ ହେବ । ତହସିଲଦାର ଓ ଅତିରିକ୍ତ…
Read More...

ରାଜ୍ୟରେ ଗତ ୨୪ ଘଂଟା ମଧ୍ୟରେ ୧୬୦ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ରାଜ୍ୟରେ ଗତ ୨୪ ଘଂଟା ମଧ୍ୟରେ ୧୬୦ ଜଣ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଥିବା ସରକାରୀ ସୂତ୍ରରେ କୁହାଯାଇଛି । ୦ରୁ ୧୮ ବର୍ଷ ବୟସ ମଧ୍ୟରେ ୨୯ ଜଣ ଚିହ୍ନଟ ହୋଇଥିବା ବେଳେ ଏବେ ସକ୍ରିୟ ରୋଗୀଙ୍କ ସଂଖ୍ୟା ୧୬୭୪ ରହିଥିବା ବେଳେ ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ ୧୫୨ ଜଣ…
Read More...

ପ୍ରଫେସର ଚକ୍ରଧର ତ୍ରିପାଠୀ ଓଡ଼ିଶା କେନ୍ଦ୍ରୀୟ ବିଶ୍ୱ ବିଦ୍ୟାଳୟର ନୂଆ କୁଳପତି

ଭୁବନେଶ୍ୱର, (କେପିଏନ୍‌ଏସ୍‌) : କୋରାପୁଟସ୍ଥିତ ଓଡ଼ିଶା କେନ୍ଦ୍ରୀୟ ବିଶ୍ୱବିଦ୍ୟାଳୟର ନୂଆ କୁଳପତି ଭାବେ ନିଯୁକ୍ତ ହେଲେ ପ୍ରଫେସର ଚକ୍ରଧର ତ୍ରିପାଠୀ । ରାଷ୍ଟ୍ରପତି ତାଙ୍କୁ ୫ ବର୍ଷ ପାଇଁ କୁଳପତି ଭାବେ ନିଯୁକ୍ତ କରିଛନ୍ତି । ପ୍ରଫେସର ତ୍ରିପାଠୀ ପଶ୍ଚିମବଙ୍ଗର ବିଶ୍ୱ ଭାରତୀ ଓ…
Read More...

ଭୁବନେଶ୍ୱର ଏମ୍ସରେ କର୍କଟ ରୋଗୀଙ୍କ ପାଇଁ ଲାଗିବ ଅତ୍ୟାଧୁନିକ ଲିନାକ୍ ମେସିନ

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ଭୁବନେଶ୍ୱର ଏମ୍ସରେ କର୍କଟ ରୋଗୀଙ୍କ ପାଇଁ ଅତ୍ୟାଧୁନିକ ଦ୍ୱିତୀୟ ଡୁଆଲ ଏନର୍ଜି ଲିନିଅର ଆକ୍ସିଲିରେଟର ମେସିନ ସ୍ଥାପନ କରାଯିବ । ଏମ୍ସର ରେଡିଏସନ ଅଙ୍କୋଲୋଜି ବିଭାଗରେ ଏହି ମେସିନ ସ୍ଥାପନ କରାଯିବ । ଏହି ଅତ୍ୟାଧୁନିକ ଲିନାକ୍ ମେସିନ ସ୍ଥାପନ ହେବା…
Read More...

ଅହିଂସା ରଥ ସ୍ୱାଗତରେ ଦେଖିବାକୁ ମିଳୁଛି ଓଡ଼ିଶାର ମହାନ୍ ଲୋକକଳାର ବିଭବ

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ସ୍ୱାଧୀନତାର ୭୫ ବର୍ଷ ପୂର୍ତ୍ତି ଅବସରରେ ରାଜ୍ୟ ପରିକ୍ରମା କରୁଥିବା ଅହିଂସା ରଥ ସ୍ୱାଗତରେ ଦେଖିବାକୁ ମିଳୁଛି ଓଡ଼ିଶାର ମହାନ୍ ଲୋକକଳାର ବିଭବ । କଳାହାଣ୍ଡି, ବଲାଙ୍ଗିର, ବରଗଡ, ସମ୍ବଲପୁର, ମୟୁରଭଞ୍ଜ, ସୁନ୍ଦରଗଡ ଏବଂ ସୁବର୍ଣ୍ଣପୁର ଓ ବୌଦ୍ଧ ଇତ୍ୟାଦି…
Read More...

ଅହିଂସା ରଥ ସ୍ୱାଗତ କାର୍ଯ୍ୟକ୍ରମରେ ବାରିପଦାର ଛାତ୍ରଛାତ୍ରୀ ଦେଇଛନ୍ତି ସ୍ୱଚ୍ଛତାର ବାର୍ତ୍ତା

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ଅହିଂସା ରଥ ସ୍ୱାଗତ କାର୍ଯ୍ୟକ୍ରମରେ ବାରିପଦାର ଛାତ୍ରଛାତ୍ରୀ ଦେଇଛନ୍ତି ସ୍ୱଚ୍ଛତାର ବାର୍ତ୍ତା । ମୟୁରଭଞ୍ଜର ବିଭିନ୍ନ ବ୍ଲକରେ ଗତକାଲି ଅହିଂସା ରଥ ପରିକ୍ରମା କରିବା ଅବସରରେ ଏକାଧିକ ଶିକ୍ଷାନୁଷ୍ଠାନରେ ଛାତ୍ରଛାତ୍ରୀମାନେ ସାଂସ୍କୃତିକ କାର୍ଯ୍ୟକ୍ରମ…
Read More...

ମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ ମିଶନ ଶକ୍ତି ଗୋଷ୍ଠୀର ମହିଳାମାନେ

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ନବୀନ ନିବାସଠାରେ ଢେଙ୍କାନାଳ, ମୟୁରଭଞ୍ଜ, ଭଦ୍ରକ ଓ ବାଲେଶ୍ୱର ଜିଲ୍ଲାର ମିଶନ ଶକ୍ତି ଗୋଷ୍ଠୀର ମା'ମାନେ ଗତକାଲି ସନ୍ଧ୍ୟାରେ ମୁଖ୍ୟମନ୍ତ୍ରୀଙ୍କୁ ଭେଟି ଥିଲେ । ୭୫ତମ ସ୍ୱାଧୀନତା ଦିବସ ପାଳନ ଅବସରରେ ମା'ମାନେ ଜାତୀୟ ପତାକା ତିଆରି ଦାୟିତ୍ୱ ପରି…
Read More...

୨୧ତମ ଜାତୀୟ ହସ୍ତତନ୍ତ ମେଳା ଆରମ୍ଭ

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ଭୁବନେଶ୍ୱର ପ୍ରଦର୍ଶନୀ ପଡିଆରେ ଆରମ୍ଭ ହୋଇଛି ୨୧ତମ ଜାତୀୟ ହସ୍ତତନ୍ତ ମେଳା । ଏହା ଅକ୍ଟୋବର ୯ ତାରିଖରେ ସରିବ । ଏଥିରେ ସମୁଦାୟ ୨୧୫ଟି ଷ୍ଟଲ ଖୋଲାଯାଇଛି । ମେଳାରେ ଓଡିଶା ସମେତ ୟୁପି, ବିହାର, ଝାଡଖଣ୍ଡ, ରାଜସ୍ଥାନ, ଜମ୍ମୁ ଓ କାଶ୍ମୀର, କର୍ଣ୍ଣାଟକ,…
Read More...

ସ୍ୱାଧୀନତା ସଂଗ୍ରାମୀଙ୍କ ସ୍ମୃତିଚାରଣ କରିବା ସହିତ ଅହିଂସାର ବାର୍ତ୍ତା ପ୍ରଚାର କରୁଛି ଅହିଂସା ରଥ

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ଅହିଂସା ରଥ ରାଜ୍ୟ ପରିକ୍ରମା କରି ସ୍ୱାଧୀନତା ସଂଗ୍ରାମୀଙ୍କ ସ୍ମୃତିଚାରଣ କରିବା ସହିତ ଅହିଂସାର ବାର୍ତ୍ତା ପ୍ରଚାର କରୁଛି । ବିଭିନ୍ନ ସ୍ଥାନରେ ରଥ ସ୍ୱାଗତ କାର୍ଯ୍ୟକ୍ରମରେ ଦେଖିବାକୁ ମିଳୁଛି ଓଡ଼ିଶାର ପାରମ୍ପରିକ ଝୋଟିର ଝଲକ । ଛାତ୍ରଛାତ୍ରୀ ଏବଂ ମିଶନ…
Read More...