Browsing Tag

bhubaneswar news

ରାଜ୍ୟରେ ଗତ ୨୪ ଘଂଟା ମଧ୍ୟରେ ୧୫୯ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ରାଜ୍ୟରେ ଗତ ୨୪ ଘଂଟା ମଧ୍ୟରେ ୧୫୯ ଜଣ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଥିବା ସରକାରୀ ସୂତ୍ରରେ କୁହାଯାଇଛି । ୦ରୁ ୧୮ ବର୍ଷ ବୟସ ମଧ୍ୟରେ ୧୮ ଜଣ ଚିହ୍ନଟ ହୋଇଥିବା ବେଳେ ଏବେ ସକ୍ରିୟ ରୋଗୀଙ୍କ ସଂଖ୍ୟା ୧୭୬୭ ରହିଥିବା ବେଳେ ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ ୯୩ ଜଣ…
Read More...

ପୁରୀରେ ପବିତ୍ର କାର୍ତ୍ତିକ ମାସରେ ହବିଷ୍ୟାଳୀମାନଙ୍କ ସହାୟତା ଲାଗି ରାଜ୍ୟ ସରକାରଙ୍କ ପକ୍ଷରୁ ବ୍ୟବସ୍ଥା କରାଯିବ

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ପୁରୀରେ ପବିତ୍ର କାର୍ତ୍ତିକ ମାସରେ ହବିଷ୍ୟାଳୀମାନଙ୍କ ରହଣୀ, ଜଗନ୍ନାଥ ଦର୍ଶନ ଓ ମହାପ୍ରସାଦ ସେବନ ଇତ୍ୟାଦି ସହାୟତା ଲାଗି ରାଜ୍ୟ ସରକାରଙ୍କ ପକ୍ଷରୁ ବ୍ୟବସ୍ଥା କରାଯିବା ନେଇ ସୂଚନା ରହିଛି । ଆଗ୍ରହୀ ହବିଷ୍ୟାଳୀମାନେ ସେପ୍ଟେମ୍ବର ୧୩ରୁ ୨୯ ତାରିଖ…
Read More...

ମୟୁରଭଞ୍ଜର ବର୍ଷାଧୌତ ମାଟିରେ ପରିକ୍ରମା କରିଛି ଅହିଂସା ରଥ

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ମୟୁରଭଞ୍ଜର ବର୍ଷାଧୌତ ମାଟିରେ ପରିକ୍ରମା କରି ଅହିଂସା ରଥ ସ୍ୱାଧୀନତାର ଉଚ୍ଛାସକୁ ଅଧିକ ରୁଦ୍ଧିମନ୍ତ କରିଛି । ବିଶୋଇ ବ୍ଲକର ଏକାଧିକ ପଞ୍ଚାୟତବାସୀ ଭବ୍ୟ ସାଂସ୍କୃତିକ ପରିବେଶ ମଧ୍ୟରେ ଗତକାଲି ଅହିଂସା ରଥକୁ ସ୍ୱାଗତ କରିବା ସହ ସୃତିଚାରଣ କରିଛନ୍ତି…
Read More...

ସରକାର ମିଶନ ଶକ୍ତି ମହିଳାମାନଙ୍କ ହାତରେ ନ୍ୟସ୍ତ କରିବାକୁ ଯାଉଛନ୍ତି ୫ଟି ଅଧୀନରେ ରୂପାନ୍ତରିତ ହୋଇଥିବା ସ୍କୁଲର…

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ମହିଳାମାନଙ୍କ ଆର୍ଥିକ ସଶକ୍ତିକରଣ ପାଇଁ ରାଜ୍ୟ ସରକାର ୫ଟି ଅଧୀନରେ ରୂପାନ୍ତରିତ ହୋଇଥିବା ସ୍କୁଲର ତଦାରଖ ଦାୟିତ୍ୱ ମିଶନ ଶକ୍ତିର ଏସଏଚ୍‌ଜି ମା'ମାନଙ୍କ ହାତରେ ନ୍ୟସ୍ତ କରିବାକୁ ଯାଉଛନ୍ତି । ଏଥିରେ ଏସ୍‌ଏଚ୍‌ଜି ମା'ମାନଙ୍କ ପାଇଁ ଦୈନିକ ପାରିଶ୍ରମିକର…
Read More...

ମୟୁରଭଞ୍ଜ ଜିଲ୍ଲାର ବିଭିନ୍ନ ଅଞ୍ଚଳ ପରିକ୍ରମା କରିଛି ଅହିଂସା ରଥ

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ମୟୁରଭଞ୍ଜ ଜିଲ୍ଲାର ବାଙ୍ଗିରିପୋଷି, କୁଳିଅଣା, ସାରସକଣା ଏବଂ ବିଶୋଇ ବ୍ଲକରେ ଗତକାଲି ଅହିଂସା ରଥ ବିଭିନ୍ନ ଅଞ୍ଚଳ ପରିକ୍ରମା କରିଛି । ଛାତ୍ରଛାତ୍ରୀମାନେ ଉତ୍ସାହ ସହକାରେ ରଥକୁ ସ୍ବାଗତ କରି ଶୋଭାଯାତ୍ରାରେ ଅଂଶଗ୍ରହଣ କରିଥିଲେ । ଏନେଇ ରାଜ୍ୟ ସୂଚନା ଓ…
Read More...

ଜାତୀୟ ଜଙ୍ଗଲ ଶହୀଦ ଦିବସ ଅବସରରେ ବନବାହିନୀ ଶହୀଦ ସ୍ମାରକ ଉନ୍ମୋଚିତ

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ଜାତୀୟ ଜଙ୍ଗଲ ଶହୀଦ ଦିବସ ଅବସରରେ ଜଙ୍ଗଲ ଓ ବନ୍ୟଜନ୍ତୁଙ୍କ ସୁରକ୍ଷା ସମୟରେ ପ୍ରାଣ ହରାଇଥିବା ଅମର ଶହୀଦଙ୍କ ସ୍ମୃତି ଉଦ୍ଦେଶ୍ୟରେ ରାଜ୍ୟସ୍ତରୀୟ ବନବାହିନୀ ଶହୀଦ ସ୍ମାରକ ଉନ୍ମୋଚିତ ହୋଇଯାଇଛି । ଭୁବନେଶ୍ୱର ସ୍ଥିତ ଉଦ୍ଭିଦ ସମ୍ବଳ କେନ୍ଦ୍ର ପରିସରରେ ବନ…
Read More...

ରାଜ୍ୟରେ ଗତ ୨୪ ଘଂଟା ମଧ୍ୟରେ ୧୯୪ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ରାଜ୍ୟରେ ଗତ ୨୪ ଘଂଟା ମଧ୍ୟରେ ୧୯୪ ଜଣ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଥିବା ସରକାରୀ ସୂତ୍ରରେ କୁହାଯାଇଛି । ୦ରୁ ୧୮ ବର୍ଷ ବୟସ ମଧ୍ୟରେ ୨୨ ଜଣ ଚିହ୍ନଟ ହୋଇଥିବା ବେଳେ ଏବେ ସକ୍ରିୟ ରୋଗୀଙ୍କ ସଂଖ୍ୟା ୧୮୧୭ ରହିଥିବା ବେଳେ ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ ୧୧୫ ଜଣ…
Read More...

ଆଜିଠୁ ଓଜେଇଇ କାଉନସେଲିଂ ପ୍ରକ୍ରିୟା ଆରମ୍ଭ

ଭୁବନେଶ୍ୱର : ରାଜ୍ୟର ସରକାରୀ ଏବଂ ବେସରକାରୀ ବୈଷୟିକ ଶିକ୍ଷାନୁଷ୍ଠାନରେ ବି.ଟେକ, ବି.ଆର୍କ, ବି.ପ୍ଲାନ, ବି.କ୍ୟାଟ ଏବଂ ଇଣ୍ଟିଗ୍ରେଟେଡ ଏମ.ଏସସି ପାଠ୍ୟକ୍ରମରେ ନାମ ଲେଖାଇବା ପାଇଁ ସେପ୍ଟେମ୍ବର ୧୩ରୁ ଅନଲାଇନ କାଉନସେଲିଂ ପ୍ରକ୍ରିୟା ଆରମ୍ଭ ହେବ । ସେହିପରି ଏମବିଏ, ଏମସିଏ, ଏମ.ଟେକ,…
Read More...

ଶ୍ରୀରାମଚନ୍ଦ୍ର ଭଞ୍ଜ ମେଡିକାଲ କଲେଜର ପୂର୍ବତନ ଅଧ୍ୟକ୍ଷ ପ୍ରଫେସର ଲକ୍ଷ୍ମୀକାନ୍ତ ସାହୁଙ୍କ ଦେହାନ୍ତ

ଭୁବନେଶ୍ୱର, (କେପିଏନ୍‌ଏସ୍‌) : କଟକ ଶ୍ରୀରାମଚନ୍ଦ୍ର ଭଞ୍ଜ ମେଡିକାଲ କଲେଜର ପୂର୍ବତନ ଅଧ୍ୟକ୍ଷ ତଥା ମୁତ୍ରରୋଗ ବିଭାଗ ପ୍ରଫେସର ଲକ୍ଷ୍ମୀକାନ୍ତ ସାହୁଙ୍କ ପରଲୋକ ହୋଇଯାଇଥିବା ଖବର ମିଳିଛି । ସେ ଆମେରିକା ତାଙ୍କ ଝିଅ​ ଜ୍ୱାଇଁ ପାଖକୁ ଯାଇଥିବା ବେଳେ ଫୁସ୍‌ଫୁସ୍‌ ରୋଗରେ ଆକ୍ରାନ୍ତ ହେବା…
Read More...

ନକଲି ଔଷଧ ମାମଲାରେ ଦୁଇ ଜଣଙ୍କ ଉପରେ କାର୍ଯ୍ୟାନୁଷ୍ଠାନ ନେଲା ପ୍ରଶାସନ

ଭୁବନେଶ୍ୱର, (କେ.ସତ୍ୟନାରାୟଣ ରେଡ୍ଡୀ) : ନକଲି ଔଷଧ ମାମଲାରେ ଦୁଇ ଜଣଙ୍କ ଲାଇସେନ୍ସ ପଦ ରଦ୍ଧ ହୋଇଥିବା ଜଣାପଡିଛି । ନକଲି ମେଡିସିନ୍ ଘଟଣାରେ କଟକ ପୁରୀଘାଟ ଥାନାରେ ଏତଲା ଦିଆଯିବା ପରେ ଏହି ଦୃଢ଼ କାର୍ଯ୍ୟାନୁଷ୍ଠାନ ନିଆଯାଇଛି । ଦୁଇ ଡିଷ୍ଟ୍ରିବ୍ୟୁଟର ଭି.ଆର୍ ଏଜେନ୍ସି ଓ ପୂଜା…
Read More...