Browsing Tag

bhubaneswar news

ଆଜି ଉଦ୍‌ଘାଟନ ହେବ ବନ ଶହୀଦ ସ୍ମାରକ ସ୍ତମ୍ଭ

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ଭୁବନେଶ୍ୱର ଆଞ୍ଚଳିକ ଉଦ୍ଭିଦ ଗବେଷଣା କେନ୍ଦ୍ର (ଆର୍‌ପିଆର୍‌ସି) ପରିସର ଏକାମ୍ର କାନନର ଗୋଲାପ ବଗିଚା ମଧ୍ୟରେ ବନବାହିନୀ ଶହୀଦ ସ୍ମାରକ ସ୍ତମ୍ଭ ସ୍ଥାପନ କରାଯାଇଛି । ବନ ଶହୀଦ ଦିବସ ପାଳନ ଅବସରରେ ରବିବାର ପୂର୍ବାହ୍ନ ୧୦ଟାରେ ଜଙ୍ଗଲ, ପରିବେଶ ଓ ଜଳବାୟୁ…
Read More...

ମୁମ୍ବାଇରେ ଓଡ଼ିଶା ଇନ୍‌ଭେଷ୍ଟର୍ସ ମିଟ୍‌, ୧୩ରେ ଉଦ୍‌ଘାଟନ କରିବେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ଆସନ୍ତା ୧୩ ତାରିଖରୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ୩ ଦିନିଆ ମୁମ୍ବାଇ ଗସ୍ତରେ ଯିବାର କାର୍ୟ୍ୟକ୍ରମ ରହିଛି । ୧୪ରେ ମୁମ୍ବାଇର ନରିମନ୍ ପଏଣ୍ଟରେ ହେବାକୁ ଥିବା 'ଓଡ଼ିଶା ଇନଭେଷ୍ଟର୍ସ ମିଟ୍' କାର୍ଯ୍ୟକ୍ରମକୁ ଉଦ୍‌ଘାଟନ କରିବା ସହିତ ବିଶିଷ୍ଟ…
Read More...

ରାଜ୍ୟର ହାଇସ୍କୁଲଗୁଡିକରେ ଅବିଭାବକ ଓ ଶିକ୍ଷକ ବୈଠକ ଅନୁଷ୍ଠିତ

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ରାଜ୍ୟର ହାଇସ୍କୁଲଗୁଡିକରେ ଗତକାଲି ଅବିଭାବକ-ଶିକ୍ଷକ ବୈଠକ ଅନୁଷ୍ଠିତ ହୋଇଛି । ଶିକ୍ଷାକ୍ଷେତ୍ରରେ କାର୍ଯ୍ୟକାରୀ ହୋଇଥିବା ଭିତ୍ତିଭୂମି ବିକାଶ, ସ୍ମାର୍ଟ କ୍ଲାସରୁମ, ଇ-ଲାଇବ୍ରେରୀ ଏବଂ ବିଜ୍ଞାନାଗାର ଇତ୍ୟାଦି କାର୍ଯ୍ୟକ୍ରମ ସମ୍ପର୍କରେ ଶିକ୍ଷକମାନେ…
Read More...

ମାଥିଲି ପରିକ୍ରମା କରି ଶହୀଦ ସାଧକଙ୍କ ସ୍ମୃତିଚାରଣ କଲା ଅହିଂସା ରଥ

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ସ୍ୱାଧୀନତା ସଂଗ୍ରାମର ମହାନ୍ କ୍ରାନ୍ତିକାରୀ ଶହୀଦ ଲକ୍ଷ୍ମଣ ନାଏକଙ୍କ ଡାକରାରେ ଝାସ ଦେଇଥିଲେ ଅବିଭକ୍ତ କୋରାପୁଟର ଅଗଣିତ ସାଧକ । ମାଲକାନଗିରି ମାଥିଲି ମଧ୍ୟ ଏହି ଆନ୍ଦୋଳନର ସାକ୍ଷ୍ୟ ବହନ କରିଥିଲା । ଗତକାଲି ଅହିଂସା ରଥ ମାଥିଲି ପରିକ୍ରମା କରି ଏହି…
Read More...

ମାଲକାନଗିରି ଜିଲ୍ଲାରେ ପରିକ୍ରମା ଆରମ୍ଭ କରିଛି ଅହିଂସା ରଥ

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ମାଲକାନଗିରି ଜିଲ୍ଲାରେ ଗତକାଲି ପବିତ୍ର ଅହିଂସା ରଥ ପରିକ୍ରମା ଆରମ୍ଭ କରିଛି । ଏହି ପରିପ୍ରେକ୍ଷୀରେ ଜିଲ୍ଲା ପ୍ରଶାସନ ପକ୍ଷରୁ ରଥକୁ ସ୍ୱାଗତ କରି ଆୟୋଜିତ ହୋଇଥିଲା ବିଶାଳ ପଦଯାତ୍ରା । ଏଥିରେ ଛାତ୍ରଛାତ୍ରୀଙ୍କ ସମେତ ପ୍ରଶାସନିକ ଅଧିକାରୀ ଓ ଜନ…
Read More...

ରାଜ୍ୟରେ ଗତ ୨୪ ଘଂଟା ମଧ୍ୟରେ ୨୪୫ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ରାଜ୍ୟରେ ଗତ ୨୪ ଘଂଟା ମଧ୍ୟରେ ୨୪୫ ଜଣ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଥିବା ସରକାରୀ ସୂତ୍ରରେ କୁହାଯାଇଛି । ୦ରୁ ୧୮ ବର୍ଷ ବୟସ ମଧ୍ୟରେ ୪୩ ଜଣ ଚିହ୍ନଟ ହୋଇଥିବା ବେଳେ ଏବେ ସକ୍ରିୟ ରୋଗୀଙ୍କ ସଂଖ୍ୟା ୧୭୫୬ ରହିଥିବା ବେଳେ ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ ୧୪୪ ଜଣ…
Read More...

ଧବଳେଶ୍ୱର ପୀଠର ଉନ୍ନୟନ କାର୍ଯ୍ୟର ସମୀକ୍ଷା ବୈଠକ, ଭିତ୍ତିଭୂମିର ବିକାଶ କାର୍ଯ୍ୟକୁ ତ୍ୱରାନ୍ୱିତ କରିବା ପାଇଁ…

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ପ୍ରସିଦ୍ଧ ଶୈବପୀଠ ପ୍ରଭୁ ଶ୍ରୀଧବଳେଶ୍ୱର ପୀଠରେ ଭକ୍ତ ଓ ଦର୍ଶନାର୍ଥୀଙ୍କୁ ସୁବିଧା ଯୋଗାଇବା ସହିତ ପୀଠକୁ ଅଧିକ ଆକର୍ଷଣୀୟ କରିବା ପରିପ୍ରେକ୍ଷୀରେ ନିର୍ମାଣାଧୀନ ଉନ୍ନୟନ କାର୍ଯ୍ୟର ସମୀକ୍ଷା ବୈଠକ କୃଷି ଓ କୃଷକ ସଶକ୍ତିକରଣ, ମତ୍ସ୍ୟ ଓ ପ୍ରାଣୀସଂପଦ…
Read More...

ସେପ୍ଟେମ୍ବର ୧୦ରୁ ୨୭ ପର୍ଯ୍ୟନ୍ତ ଦ୍ୱିତୀୟ ପର୍ଯ୍ୟାୟ ଇ-ଆଡ୍‌ମିଶନ ପ୍ରକ୍ରିୟା

ଭାଗ ନେଇପାରିବେ ଦଶମ ପରୀକ୍ଷାରେ ଉତ୍ତୀର୍ଣ୍ଣ ଛାତ୍ରଛାତ୍ରୀ ଭୁବନେଶ୍ୱର, (କେପିଏନ୍‌ଏସ୍‌) : ଦଶମ ବା ହାଇସ୍କୁଲ ସାର୍ଟିଫିକେଟ୍‌ ପରୀକ୍ଷାରେ ଉତ୍ତୀର୍ଣ୍ଣ ହୋଇଥିବା କିଛି ଛାତ୍ରଛାତ୍ରୀ ପ୍ରଥମ ପର୍ଯ୍ୟାୟ ଇ-ଆଡ୍‌ମିଶନରେ ଭାଗ ନେଇପାରିନଥିବା ସରକାରଙ୍କ ଦୃଷ୍ଟିକୁ ଆସିଛି । ଏହି…
Read More...

ନବରଙ୍ଗପୁର ଜିଲ୍ଲାରେ ଅହିଂସା ରଥକୁ ସ୍ୱାଗତ କାର୍ଯ୍ୟକ୍ରମ

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ନବରଙ୍ଗପୁର ତେନ୍ତୁଳିଖୁଣ୍ଟି ବ୍ଲକରେ ଅହିଂସା ରଥ ସ୍ୱାଗତ କାର୍ଯ୍ୟକ୍ରମରେ ନବରଙ୍ଗପୁର ବିଧାୟକ, ବିଡିଓ, ତହସିଲଦାର ଏବଂ ଅନ୍ୟାନ୍ୟ ବିଶିଷ୍ଟ ବ୍ୟକ୍ତି ଉପସ୍ଥିତ ରହି ସମ୍ବର୍ଦ୍ଧିତ କରିଛନ୍ତି । ସେହିପରି ନନ୍ଦାହାଣ୍ଡି ବ୍ଲକ୍‌ରେ ଛାତ୍ରଛାତ୍ରୀମାନେ ହାତରେ…
Read More...

ମୟୁରଭଞ୍ଜ ଜିଲ୍ଲାରେ ପ୍ରବେଶ କରିଛି ଅହିଂସା ରଥ

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ମୟୁରଭଞ୍ଜ ଜିଲ୍ଲାରେ ପ୍ରବେଶ କରିଛି ଅହିଂସା ରଥ । ଜିଲ୍ଲାର ଠାକୁରମୁଣ୍ଡା, କରଞ୍ଜିଆ ଓ କପ୍ତିପଦା ବ୍ଲକର ବିଭିନ୍ନ ଅଞ୍ଚଳରେ ଜିଲ୍ଲା ପ୍ରଶାସନ ଓ ସାଧାରଣ ଜନତାଙ୍କ ପକ୍ଷରୁ ସ୍ୱାଗତ କରାଯାଇଛି ଦୁଇଟି ଅହିଂସା ରଥକୁ । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ…
Read More...