Browsing Tag

bhubaneswar news

ରାଜ୍ୟରେ ଗତ ୨୪ ଘଂଟା ମଧ୍ୟରେ ୨୬୯ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ରାଜ୍ୟରେ ଗତ ୨୪ ଘଂଟା ମଧ୍ୟରେ ୨୬୯ ଜଣ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଥିବା ସରକାରୀ ସୂତ୍ରରେ କୁହାଯାଇଛି । ୦ରୁ ୧୮ ବର୍ଷ ବୟସ ମଧ୍ୟରେ ୩୯ ଜଣ ଚିହ୍ନଟ ହୋଇଥିବା ବେଳେ ଏବେ ସକ୍ରିୟ ରୋଗୀଙ୍କ ସଂଖ୍ୟା ୧୭୫୮ ରହିଥିବା ବେଳେ ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ ୧୫୭ ଜଣ…
Read More...

ଯୁବକଙ୍କୁ ପିଟିପିଟି ହତ୍ୟା ଅଭିଯୋଗ

ଭୁବନେଶ୍ୱର : ଭୁବନେଶ୍ୱର ୟୁନିଟ୍‌ ୮ର ବସ୍ତି ଅଞ୍ଚଳରେ ଜଣେ ଯୁବକଙ୍କୁ ସଙ୍ଗବଦ୍ଧ ଭାବେ କିଛି ଯୁବକ ପିଟିପିଟି ହତ୍ୟା କରିଥିବା ଅଭିଯୋଗ ହୋଇଛି । ଯୁବକ ଜଣକ ପ୍ରଥମେ ଗୁରୁତର ହୋଇଥିବା ବେ​‌ଳେ ତାଙ୍କୁ ଗୁରୁତର ଅବସ୍ଥାରେ କ୍ୟାପିଟାଲ ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିବା ଜଣାପଡିଛି ।…
Read More...

କ୍ରୀଡା ଦେଇଛି ଓଡିଶାକୁ ନୂଆ ପରିଚୟ

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିରନ୍ତର ପ୍ରଚେଷ୍ଟାରେ ରାଜ୍ୟରେ କ୍ରୀଡ଼ା ଭିତ୍ତିଭୂମିର ବିକାଶ ହେବା ସହ ବିଶ୍ୱ କ୍ରୀଡ଼ା ମାନଚିତ୍ରରେ ଓଡ଼ିଶାର ଗୌରବମୟ ପରିଚୟ ସୃଷ୍ଟି ହେଉଛି । ବହୁ ଅନ୍ତର୍ଜାତୀୟମାନର ପ୍ରତିଯୋଗିତାର ସଫଳ ଆୟୋଜନ ଏବଂ…
Read More...

ଡ. ପ୍ରଭାତ ରାଉଳ ହେଲେ ଓୟୁଏଟି କୁଳପତି

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ଓଡ଼ିଶା ୟୁନିଭର୍ସିଟି ଅଫ୍‍ ଅଗ୍ରିକଲଚର ଆଣ୍ଡ ଟେକ୍ନୋଲୋଜି (ଓୟୁଏଟି)ର କୁଳପତି ଭାବେ ପ୍ରଫେସର ପ୍ରଭାତ କୁମାର ରାଉଳଙ୍କୁ ନିଯୁକ୍ତି ମିଳିଛି । ରାଜ୍ୟପାଳ ତଥା କୁଳାଧିପତି ପ୍ରଫେସର ଗଣେଶୀ ଲାଲ୍‍ ଏହି ନିଯୁକ୍ତି ଦେଇଛନ୍ତି । ଆଗାମୀ ୩ ବର୍ଷ ପର୍ଯ୍ୟନ୍ତ ସେ…
Read More...

ରାଉରକେଲାରେ ଖେଳା ଯିବ ୮ରୁ ୧୨ଟି ଲିଗ୍‌ ମ୍ୟାଚ

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ଏଫ୍‌ଆଇଏଚ୍‌ ପୁରୁଷ ହକି ବିଶ୍ୱକପ-୨୦୨୩ର ଅନ୍ୟତମ ଆୟୋଜନ ସ୍ଥାନ ଭାବେ ରାଉରକେଲା ସ୍ଥାନ ପାଇଛି । ରାଉରକେଲାରେ ନିର୍ମିତ ବିର୍ଶା ମୁଣ୍ଡା ଅନ୍ତର୍ଜାତୀୟ ହକି ଷ୍ଟାଡ଼ିୟମରେ ହକି ବିଶ୍ୱକପ୍‌ର କିଛି ମ୍ୟାଚ ଖେଳାଯିବ । ଏଠାରେ ୮ରୁ ୧୨ଟି ଲିଗ୍‌ ମ୍ୟାଚ…
Read More...

କେନ୍ଦୁଝର ଜିଲ୍ଲାରେ ସଫଳ ପରିକ୍ରମା କରିଛି ଅହିଂସା ରଥ

ଭୁବନେଶ୍ୱର, (କେପିଏନ୍‌ଏସ୍‌) : କେନ୍ଦୁଝର ଜିଲ୍ଲାରେ ଅହିଂସା ରଥ ସଫଳ ପରିକ୍ରମା କରିଛି । ଗତକାଲି ଜିଲ୍ଲାର ବିଭିନ୍ନ ଅଞ୍ଚଳରେ ଅହିଂସା ରଥକୁ ସ୍ୱାଗତ କରାଯାଇଥିବା ବେଳେ ଆନନ୍ଦପୁର ପୌରାଞ୍ଚଳରେ ଛାତ୍ରଛାତ୍ରୀଙ୍କ ବିଶାଳ ପଦଯାତ୍ରା ଦେଖିବାକୁ ମିଳିଥିଲା । ଆଜି ଦୁଇଟି ରଥ ମୟୁରଭଞ୍ଜ…
Read More...

ରାଜ୍ୟରେ ଗତ ୨୪ ଘଂଟା ମଧ୍ୟରେ ୨୫୪ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ରାଜ୍ୟରେ ଗତ ୨୪ ଘଂଟା ମଧ୍ୟରେ ୨୫୪ ଜଣ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଥିବା ସରକାରୀ ସୂତ୍ରରେ କୁହାଯାଇଛି । ୦ରୁ ୧୮ ବର୍ଷ ବୟସ ମଧ୍ୟରେ ୩୨ ଜଣ ଚିହ୍ନଟ ହୋଇଥିବା ବେଳେ ଏବେ ସକ୍ରିୟ ରୋଗୀଙ୍କ ସଂଖ୍ୟା ୧୬୯୧ ରହିଥିବା ବେଳେ ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ ୧୪୯ ଜଣ…
Read More...

ରୋଜଗାର ଓ କୌଶଳ ବିକାଶ ଶିବିର ଅନୁଷ୍ଠିତ

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ଉତ୍କଳ ବିଶ୍ୱବିଦ୍ୟାଳୟର ଏଣ୍ଟରପ୍ରିନରସିପ୍‌ ଆଣ୍ଡ କ୍ୟରିୟର ହବ(ୟୁଇସିଏଚ) ପକ୍ଷରୁ ରୋଜଗାର ଓ କୌଶଳ ବିକାଶ ଶିବିର କଟକ ସ୍ଥିତ ବାଙ୍କୀ ସ୍ୱୟଂ ଶାସିତ ମହାବିଦ୍ୟାଳୟରେ ଅନୁଷ୍ଠିତ ହୋଇଯାଇଛି । ଉଦ୍‌ଘାଟନ ଉତ୍ସବରେ ବାଙ୍କୀ ଉପଜିଲ୍ଲାପାଳ ରଞ୍ଜନ କୁମାର ଜେନା…
Read More...

ମୁଖ୍ୟମନ୍ତ୍ରୀଙ୍କ ବର୍ଷା ଓ ବନ୍ୟା ସହାୟତା ଘୋଷଣା

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ରାଜ୍ୟରେ ବର୍ଷା ଓ ବନ୍ୟା ଦ୍ଵାରା ପ୍ରଭାବିତ ୨୪ଟି ଜିଲ୍ଲା ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ୧୨୮ କୋଟିରୁ ଅଧିକ ଟଙ୍କାର ସହାୟତା ରାଶି ମଞ୍ଜୁର କରିଛନ୍ତି । ଏଥିରେ ଘର ମରାମତି ସହ ବିଭିନ୍ନ ପ୍ରକାର ଚାଷ, ମତ୍ସ୍ୟଜୀବୀ, ହସ୍ତତନ୍ତ ଓ ହସ୍ତଶିଳ୍ପ…
Read More...

ନବରଙ୍ଗପୁର ଜିଲ୍ଲାରେ ଅହିଂସା ରଥକୁ ସ୍ୱାଗତ ସମ୍ବର୍ଦ୍ଧନା

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ନବରଙ୍ଗପୁର ଜିଲ୍ଲାରେ ଅହିଂସା ରଥକୁ ସ୍ୱାଗତ କରି ଭତ୍ରାସିଉନୀଠାରେ ସାଂସ୍କୃତିକ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଅଛି । ଏଥିରେ ପ୍ରେରଣାପ୍ରଦ ଦେଶାତ୍ମବୋଧକ ନୃତ୍ୟ ଓ ନାଟକ ପରିବେଷଣ ହୋଇଥିଲା । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା…
Read More...