Browsing Tag

bhubaneswar news

ରାଜ୍ୟରେ ଗତ ୨୪ ଘଂଟା ମଧ୍ୟରେ ୨୩୧ ନୂଆ ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ରାଜ୍ୟରେ ଗତ ୨୪ ଘଂଟା ମଧ୍ୟରେ ୨୩୧ ଜଣ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଥିବା ସରକାରୀ ସୂତ୍ରରେ କୁହାଯାଇଛି । ୦ରୁ ୧୮ ବର୍ଷ ବୟସ ମଧ୍ୟରେ ୩୭ ଜଣ ଚିହ୍ନଟ ହୋଇଥିବା ବେଳେ ଏବେ ସକ୍ରିୟ ରୋଗୀଙ୍କ ସଂଖ୍ୟା ୧୫୭୮ ରହିଥିବା ବେଳେ ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ ୧୩୬ ଜଣ…
Read More...

ଟିପିସିଓଡିଏଲ୍‌ ପକ୍ଷରୁ ଦକ୍ଷତା ବିକାଶ କେନ୍ଦ୍ର ସ୍ଥାପନ

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ଟିପି ସେଣ୍ଟ୍ରାଲ୍‌ ଓଡ଼ିଶା ଡିଷ୍ଟ୍ରିବ୍ୟୁଶନ ଲିମିଟେଡ୍‌ (ଟିପିସିଓଡିଏଲ୍‌) ପକ୍ଷରୁ ଅତ୍ୟାଧୁନିକ ଜ୍ଞାନକୌଶଳରେ ନିର୍ମିତ 'ଟିପିସିଓଡିଏଲ୍‌-ଦକ୍ଷତା ବିକାଶ କେନ୍ଦ୍ର (ଏସ୍‌ଡିସି)ର ସ୍ଥାପନ କରାଯାଇଛି । ଏପରିକି ସ୍ଥାନୀୟ ଗଜପତିନଗର ନିକଟସ୍ଥ ସୈନିକ…
Read More...

ଓଡ଼ିଶା ଜଗରନଟ୍ସ ଦଳକୁ ମୁଖ୍ୟମନ୍ତ୍ରୀଙ୍କ ଅଭିନନ୍ଦନ, ୧ କୋଟି ଟଙ୍କା ପୁରସ୍କାର

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ଉଦ୍‌ଘାଟନୀ ଅଲ୍ଟିମେଟ୍‌ ଖୋ ଖୋ ଲିଗ୍‌ ଜିତି ଇତିହାସ ସୃଷ୍ଟି କରିଥିବା ଓଡ଼ିଶା ଜଗରନଟ୍ସ ଦଳକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଅଭିନନ୍ଦନ ଜଣାଇଛନ୍ତି । ଏଥିସହିତ ସଫଳତା ହାସଲ କରିଥିବାରୁ ବିଜୟୀ ଦଳ ପାଇଁ ସେ ୧ କୋଟି ଟଙ୍କା ଆର୍ଥିକ ପୁରସ୍କାର ଘୋଷଣା…
Read More...

ସ୍ମାର୍ଟ ୱାଚ୍‌ କିଣିବାକୁ ଯାଇ ସାଇବର ଠକଙ୍କ ଜାଲରେ ପଡିଲେ ଛାତ୍ର

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ଭୁବନେଶ୍ୱରରେ ରହି ସିଭିଲ୍‌ ସର୍ଭିସ ପାଇଁ ପ୍ରସ୍ତୁତ ହେଉଥିବା ଜଣେ ଛାତ୍ର ସ୍ମାର୍ଟ ଓ୍ବାଚ୍‌ କିଣିବାକୁ ଯାଇ ସାଇବର ଠକଙ୍କ ଜାଲରେ ପଡିଥିବା ଜଣାପଡିଛି । ସାଇବର ଠକମାନେ ତାଙ୍କଠାରୁ ୭୮ ହଜାର ଟଙ୍କା ଚଳୁ କରିଦେଇଛନ୍ତି । ଠକେଇର ଶିକାର ଛାତ୍ର ଜଣକ ହେଲେ…
Read More...

ଗଣେଶ ଭସାଣିକୁ ନେଇ ଗଣ୍ଡଗୋଳ : ୮ ଗିରଫ

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ଗଣେଶ ଭସାଣିକୁ ନେଇ ରାଜଧାନୀର ଦୁଇଟି ସ୍ଥାନରେ ଗଣ୍ଡଗୋଳ ହୋଇଛି । ଏହି ଘଟଣାରେ କମିସନରେଟ୍ ପୁଲିସ ୮ ଜଣଙ୍କୁ ଗିରଫ କରିଛି । ଅଭିଯୁକ୍ତମାନେ ହେଲେ, ବେଗୁନିଆର ବଟକୃଷ୍ଣ ପାଣି, ଅଜିତ ରଂଜନ ପାତ୍ର ଓ ରମାକାନ୍ତ ପାତ୍ର, ପୁରୀ ସତ୍ୟବାଦୀର ଚିତ୍ତରଂଜନ…
Read More...

ଓଡ଼ିଶା ରାଜ୍ୟ କ୍ଷୁଦ୍ର ଓ ମଧ୍ୟମ ସମ୍ବାଦପତ୍ର ମହାସଂଘର ସାଧାରଣ ପରିଷଦ ବୈଠକ

ଅବହେଳିତ କ୍ଷୁଦ୍ର ଓ ମଧ୍ୟମ ସମ୍ବାଦପତ୍ରଗୁଡ଼ିକ ପ୍ରତି ସ୍ୱତନ୍ତ୍ର ବିଜ୍ଞାପନ ନୀତି ପ୍ରଣୟନ ଦାବୀ ଭୁବନେଶ୍ୱର, (କେପିଏନ୍‌ଏସ୍‌) : ରାଜ୍ୟର ବିଭିନ୍ନ ଅଞ୍ଚଳରୁ ପ୍ରକାଶ ପାଇ ଆସୁଥିବା କ୍ଷୁଦ୍ର ଓ ମଧ୍ୟମ ସମ୍ବାଦପତ୍ରଗୁଡ଼ିକ କ୍ରମାଗତ ଭାବେ ସରକାରୀ ଅବହେଳାର ଶିକାର ହୋଇ ଆସୁଥିବାରୁ…
Read More...

ରାଜ୍ୟରେ ଗତ ୨୪ ଘଂଟା ମଧ୍ୟରେ ୧୭୯ ନୂଆ ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ରାଜ୍ୟରେ ଗତ ୨୪ ଘଂଟା ମଧ୍ୟରେ ୧୭୯ ଜଣ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଥିବା ସରକାରୀ ସୂତ୍ରରେ କୁହାଯାଇଛି । ୦ରୁ ୧୮ ବର୍ଷ ବୟସ ମଧ୍ୟରେ ୩୦ ଜଣ ଚିହ୍ନଟ ହୋଇଥିବା ବେଳେ ଏବେ ସକ୍ରିୟ ରୋଗୀଙ୍କ ସଂଖ୍ୟା ୧୭୨୩ ରହିଥିବା ବେଳେ ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ ୧୦୫ ଜଣ…
Read More...

‘ଜୀବନବ୍ୟାପୀ ସାଧନା ସମ୍ମାନ’ରେ ସମ୍ମାନିତ ହେଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ରାଜଧାନୀ ଦିଲ୍ଲୀରେ 'ଜୀବନବ୍ୟାପୀ ସାଧନା ସମ୍ମାନ'ରେ ସମ୍ମାନିତ ହୋଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ପୂର୍ବତନ ସିଜେଆଇ ଜଷ୍ଟିସ ଏନ.ଭି.ରମଣାଙ୍କଠାରୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପୁରସ୍କାର ଗ୍ରହଣ କରିଛନ୍ତି । ତାଙ୍କର ଉଲ୍ଲେଖନୀୟ ନେତୃତ୍ୱ…
Read More...

ଅଧା ରାଜ୍ୟରେ ବୁଲିଲା ଅହିଂସା ରଥ

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ମତରେ ଦାରିଦ୍ର୍ୟ ଓ ସାମାଜିକ ଅବିଚାର ହେଉଛି ସବୁଠାରୁ ବଡ ଅହିଂସା । ସ୍ୱାଧୀନତାର ୭୫ବର୍ଷ ପୂର୍ତ୍ତି ଅବସରରେ ରାଜ୍ୟ ସରକାରଙ୍କ ଅହିଂସା ରଥ ପରିକ୍ରମା ଅଭିଯାନ ନୂତନ ଜାଗରଣ ସୃଷ୍ଟି କରିବାରେ ସହାୟକ ହୋଇଛି । ଏନେଇ…
Read More...

ପାରମ୍ପାରିକ ଜନଜାତି ନୃତ୍ୟର ତାଳେ ତାଳେ ‘ଅହିଂସା ରଥ’କୁ ସ୍ୱାଗତ କରିଛନ୍ତି ସୁନ୍ଦରଗଡବାସୀ

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ପାରମ୍ପାରିକ ଜନଜାତି ନୃତ୍ୟର ତାଳେ ତାଳେ 'ଅହିଂସା ରଥ'କୁ ସ୍ୱାଗତ କରିଛନ୍ତି ସୁନ୍ଦରଗଡବାସୀ । ଜିଲ୍ଲାରେ ଅହିଂସା ରଥକୁ ସମ୍ବର୍ଦ୍ଧନା ଜଣାଇ ଅନୁଷ୍ଠିତ ହୋଇଛି ଏକାଧିକ ସାଂସ୍କୃତିକ କାର୍ଯ୍ୟକ୍ରମ । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ…
Read More...