ରାଜ୍ୟରେ ଆଗାମୀ ୧୦ ତାରିଖ ଯାଏଁ ବର୍ଷା : ୫୦ରୁ ୬୦ କିମି ବେଗରେ ପବନ ବି ବହିପାରେ
ଭୁବନେଶ୍ୱର : ଆସନ୍ତା ୧୦ ତାରିଖ ଯାଏ ରାଜ୍ୟରେ ବର୍ଷା ହେବ । ସୋମବାର ମୟୂରଭଞ୍ଜ, କେନ୍ଦୁଝର, ବାଲେଶ୍ୱର, ଭଦ୍ରକ ଓ ଗଜପତିରେ ଘଡ଼ଘଡ଼ି ସହ ବର୍ଷା ଆଶଙ୍କା ଥିବାରୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି । ୫୦ରୁ ୬୦ କିମି ବେଗରେ ପବନ ବି ବହିପାରେ । ପାଣିପାଗ ବିଭାଗ ଏଭଳି ପୂର୍ବାନୁମାନ କରିଛି!-->…
Read More...
Read More...