Browsing Tag

bhubaneswar news

ବିଦେଶରେ ଚାକିରି ଲୋଭ ଦେଖାଇ କୋଟି କୋଟି ଟଙ୍କା ଠକେଇ : ଅଭିଯୁକ୍ତ ଗିରଫ

ଭୁବନେଶ୍ୱର : ବିଦେଶରେ ଚାକିରି ସହ ମୋଟା ଅଙ୍କର ଦରମା ଲୋଭ ଦେଖାଇ କୋଟି କୋଟି ଟଙ୍କା ଠକେଇ । ରାଜ୍ୟର ବିଭିନ୍ନ ଜିଲ୍ଲାରୁ ଯୁବକଙ୍କୁ ପ୍ରଲୋଭନ ଦେଖାଇ ଠକୁଥିଲା ଖୋର୍ଦ୍ଧା ଜିଲ୍ଲା ବେଗୁନିଆର ବିଷ୍ଣୁ ପ୍ରସାଦ ପଟ୍ଟନାୟକ । ଏନେଇ ଠକେଇର ଶିକାର ହୋଇଥିବା ଯୁବକମାନେ ଥାନାର ଦ୍ୱାରସ୍ଥ…
Read More...

ସାବିତ୍ରୀ ଅମାବାସ୍ୟା ଛୁଟି ମେ ମାସ ୨୭ ତାରିଖ ପରିବର୍ତ୍ତେ ୨୬ ତାରିଖରେ ହେବ

ଭୁବନେଶ୍ୱର : ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସାବିତ୍ରୀ ଅମାବାସ୍ୟା ପାଇଁ ସରକାରୀ ଛୁଟିକୁ ମେ ୨୭ ତାରିଖ ପରିବର୍ତ୍ତେ ମେ ୨୬ ତାରିଖରେ କରିବା ପାଇଁ ନିଷ୍ପତ୍ତି ନେଇଛନ୍ତି । ଏ ସମ୍ପର୍କିତ ପ୍ରସ୍ତାବକୁ ଅନୁମୋଦନ ଦେଇଛନ୍ତି । ସୂଚନା ଯୋଗ୍ୟ ଯେ, ଚଳିତ ବର୍ଷ ସାବିତ୍ରୀ ଅମାବାସ୍ୟା ପାଇଁ…
Read More...

ପୁଣି ବ୍ୟାପିଲାଣି କରୋନା : ସତର୍କ ରହିବାକୁ ପରାମର୍ଶ

ଭୁବନେଶ୍ୱର : ପୁଣି ଦେଶରେ ପ୍ରତିଦିନ ବଢୁଛି କରୋନା ଲହର । କେରଳ, ତାମିଲନାଡୁ, ମହାରାଷ୍ଟ୍ର, ଗୁଜରାଟ, କର୍ଣ୍ଣାଟକ, ପୁଡୁଚେରୀ, ରାଜସ୍ଥାନ, ହରିୟାଣା, ଦିଲ୍ଲୀ ଭଳି ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳରେ ମାଡିଲାଣି କରୋନା । ସର୍ବାଧିକ କେରଳରୁ ୧୮୨, ଦ୍ୱିତୀୟରେ ତାମିଲନାଡରୁ ୬୬ ଏବଂ…
Read More...

ଏ ମାସ ଶେଷ ସୁଦ୍ଧା ମୌସୁମୀ ୨୭ରେ ଲଘୁଚାପ ସମ୍ଭାବନା

ଭୁବନେଶ୍ୱର : ରାଜ୍ୟରେ ପାଗ ବଦଳିଛି । ପ୍ରାକ୍‌ ମୌସୁମୀ ପ୍ରଭାବରେ ଆଂଶିକ ମେଘୁଆ ପାଗ, ହାଲୁକା ପବନ, ଠାଏଠାଏ ହାଲୁକା ବର୍ଷା ହୋଇଛି । ଖସିଛି ତାତି । ପାଣିପାଗ ପୂର୍ବାନୁମାନ, ଦକ୍ଷିଣ-ପଶ୍ଚିମ ମୌସୁମୀର ବାଟ ଅନୁକୂଳ ରହିଛି । ୨-୩ ଦିନ ଭିତରେ ମୌସୁମୀ କେରଳ ଛୁଇଁବ । ଓଡ଼ିଶା ପାଇଁ ବଡ଼…
Read More...

୨୭ରେ ବଙ୍ଗୋପସାଗରରେ ଲଘୁଚାପ

ଭୁବନେଶ୍ୱର : ଆସନ୍ତା ୨୭ତାରିଖ ବେଳକୁ ପଶ୍ଚିମ କେନ୍ଦ୍ରୀୟ ପାର୍ଶ୍ଵବର୍ତ୍ତି ଉତ୍ତର ବଙ୍ଗୋପସାଗରରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି । ଯାହାକି ପରବର୍ତ୍ତି ଦୁଇ ଦିନ ମଧ୍ୟରେ ଆହୁରି ଘନୀଭୂତ ହେବାର ସମ୍ଭାବନା ରହିଛି । ଏପଟେ ବଦଳିଛି ରାଜ୍ୟରେ ପାଗର ମିଜାଜ ।…
Read More...

ଫେରିଲା କରୋନା : ଭୁବନେଶ୍ୱରରେ ପ୍ରଥମ ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର : ପୁଣି ଓଡିଶାକୁ ଫେରିଛି କରୋନା । ଓଡିଶାରେ ଚିହ୍ନଟ ହୋଇଛନ୍ତି ପ୍ରଥମ କରୋନା ଆକ୍ରାନ୍ତ । ଆକ୍ରାନ୍ତ ଜଣଙ୍କ ରାଜଧାନୀ ଭୁବନେଶ୍ୱରର ବୋଲି ଜଣାଯାଇଛି । ନିକଟରେ ସେ ଦିଲ୍ଲୀରୁ ଫେରିଥିଲେ । ପୁଣି ଓଡିଶାକୁ ଫେରିଛି କରୋନା । ଓଡିଶାରେ ଚିହ୍ନଟ ହୋଇଛନ୍ତି ପ୍ରଥମ କରୋନା ଆକ୍ରାନ୍ତ…
Read More...

ବିଏସଏନଏଲ ଓଡିଶା ପରିମଣ୍ତଳର ନୂତନ ମୂଖ୍ୟ ମହାପ୍ରବନ୍ଧକ

ଭୁବନେଶ୍ୱର, (ପିଆଇବି) : ଭାରତୀୟ ଦୂରସଞ୍ଚାର ସେବା,(ଆଇଟିଏସ୍),୧୯୯୦ ବ୍ୟାଚର ଅଭିଜ୍ଞ ଅଧିକାରୀ ଦୁଷ୍ମନ୍ତ କୁମାର ବେହେରା ବିଏସଏନଏଲ ଓଡ଼ିଶା ଦୂରସଞ୍ଚାର ମଣ୍ଡଳର ମୁଖ୍ୟ ମହାପ୍ରବନ୍ଧକ (ସିଜିଏମ୍) ଭାବେ ଦାୟିତ୍ୱ ଗ୍ରହଣ କରିଛନ୍ତି । ଦୂରସଞ୍ଚାର କ୍ଷେତ୍ରରେ ତିନି ଦଶନ୍ଧିରୁ ଅଧିକ ସମୟ…
Read More...

ସାଇବର ଠକେଇ ଉପରେ ଅଂକୁଶ ଲଗାଇବାକୁ ଏଫଆରଆଇ ଲାଗୁ କଲା ଦୂରସଞ୍ଚାର ବିଭାଗ

• ବ୍ୟାଙ୍କ, ୟୁପିଆଇ ସେବା ପ୍ରଦାନକାରୀ ଏବଂ ଆର୍ଥିକ ଅନୁଷ୍ଠାନଗୁଡ଼ିକ ସହିତ ଉନ୍ନତ ଗୁଇନ୍ଦା ତଥ୍ୟ ଆଦାନପ୍ରଦାନକୁ ସକ୍ଷମ କରିବ ଏଫଆରଆଇ• ଏହି ଉପକରଣ ଦ୍ୱାରା ଚିହ୍ନିତ ମୋବାଇଲ ନମ୍ବରରେ ଡିଜିଟାଲ ଦେୟ ପ୍ରଦାନ ସମୟରେ ଉକ୍ତ ନମ୍ବରରେ ସାଇବର ସୁରକ୍ଷା ଏବଂ ସତ୍ୟତା ଯାଞ୍ଚକୁ ମିଳିବ…
Read More...

ରାଜ୍ୟରେ ପ୍ରଚଣ୍ଡ ଗ୍ରୀଷ୍ମପ୍ରବାହ : ଉପକୂଳ ଓ ପଶ୍ଚିମ ଓଡ଼ିଶାରୁ ଖସୁନି ତାତି

ଭୁବନେଶ୍ୱର : ରାଜ୍ୟରେ ପ୍ରଚଣ୍ଡ ଗ୍ରୀଷ୍ମପ୍ରବାହ । କଲବଲ କରୁଛି ଅସହ୍ୟ ଗୁଳୁଗୁଳି । ଦିନ ୯ଟାରେ ଘରୁ ବାହାରିବା ହୋଇଯାଉଛି ମୁସ୍କିଲ । ତତଲା କଡ଼େଇରେ ସନ୍ତୁଳି ହେଉଛନ୍ତି ଲୋକେ । ତେବେ ତାତିରୁ ସାମାନ୍ୟ ଆଶ୍ଵସ୍ତି ଦେଇପାରେ କାଳବୈଶାଖୀ । କାଳବୈଶାଖୀ ପ୍ରଭାବରେ ଉତ୍ତର ଓ ଦକ୍ଷିଣ…
Read More...

ମହିଳା ଓ ଶିଶୁ ଅତ୍ୟାଚାରକୁ ନେଇ ବିଧାନସଭା ଷ୍ଟାଣ୍ଡିଂ କମିଟିର ଉଦ୍‌ବେଗ : ଜିଲ୍ଲା ପ୍ରଶାସନକୁ ଗୁରୁତ୍ଵ ଦେବାକୁ…

ଭୁବନେଶ୍ୱର : ରାଜ୍ୟରେ ମହିଳା ଓ ଶିଶୁଙ୍କ ଉପରେ ହେଉଥିବା ଅତ୍ୟାଚାରକୁ ନେଇ ବିଧାନସଭା ଷ୍ଟାଣ୍ଡିଂ କମିଟିର ଉଦ୍‌ବେଗ । କ୍ଷେତ୍ର ପରିଦର୍ଶନ କରି ଉଦ୍‌ବେଗ ପ୍ରକାଶ କରିଛନ୍ତି ବିରୋଧୀ ଦଳ ମୁଖ୍ୟ ସଚେତକ ତଥା ମହିଳା ଓ ଶିଶୁ ବିଭାଗ ଷ୍ଟାଣ୍ଡିଙ୍ଗ କମିଟି ସଦସ୍ୟା ପ୍ରମିଳା ମଲ୍ଲିକ । ସେ…
Read More...