Browsing Tag

bhubaneswar news

ସୁନ୍ଦରଗଡ ଜିଲ୍ଲାରେ ପ୍ରବେଶ କଲା ଅହିଂସା ରଥ

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ସ୍ୱାଧୀନତାର ୭୫ ବର୍ଷ ପୂର୍ତ୍ତି ଅବସରରେ ରାଜ୍ୟ ପରିକ୍ରମା କରୁଥିବା ଅହିଂସା ରଥ ସୁନ୍ଦରଗଡ ଜିଲ୍ଲାରେ ପ୍ରବେଶ କରିଛି । ସୁନ୍ଦରଗଡ ସଦର ବ୍ଲକ୍ ପ୍ରଶାସନିକ ଅଧିକାରୀ, ଜନ ପ୍ରତିନିଧି ତଥା ଅନ୍ୟମାନେ ପ୍ରବଳ ଉତ୍ସାହ ସହକାରେ ରଥକୁ ସ୍ୱାଗତ କରିଛନ୍ତି ।…
Read More...

ଅହିଂସା ରଥ ସ୍ୱାଗତ କାର୍ଯ୍ୟକ୍ରମରେ ଯୋଗ ଦେଲେ ରାଜ୍ୟ ଯୋଜନା ଓ ସଂଯୋଜନା ମନ୍ତ୍ରୀ ରାଜେନ୍ଦ୍ର ପ୍ରସାଦ ଢୋଲକିଆ

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ନୂଆପଡା ଜିଲ୍ଲା କାର୍ଯ୍ୟାଳୟ ପରିସରରେ ରାଜ୍ୟ ଯୋଜନା ଓ ସଂଯୋଜନା ମନ୍ତ୍ରୀ ରାଜେନ୍ଦ୍ର ପ୍ରସାଦ ଢୋଲକିଆ ଅହିଂସା ରଥ ସ୍ୱାଗତ କାର୍ଯ୍ୟକ୍ରମରେ ଯୋଗଦାନ କରିଥିଲେ । ମିଶନ ଶକ୍ତିର ମା'ମାନେ ସୁନ୍ଦର ଝୋଟି ଅଙ୍କନ କରି ପୂର୍ଣ୍ଣକୁମ୍ଭ ସହିତ ରଥକୁ ସମ୍ବର୍ଦ୍ଧିତ…
Read More...

ରଥର ସ୍ୱାଗତରେ ପ୍ରଦର୍ଶିତ ହେଉଛି ସାଂସ୍କୃତିକ ବିଭବ

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ଅହିଂସା ରଥ ରାଜ୍ୟର ପୁରୀ, ନୟାଗଡ, ଖୋର୍ଦ୍ଧା, କନ୍ଧମାଳ, ବୌଦ୍ଧ, ସୁବର୍ଣ୍ଣପୁର, ନୂଆପଡା, ବରଗଡ, ବଲାଙ୍ଗିର, ଝାରସୁଗୁଡା ଓ ସୁନ୍ଦରଗଡ ଜିଲ୍ଲା ପରିକ୍ରମା କରିଛି । ରଥର ସ୍ୱାଗତରେ ପ୍ରଦର୍ଶିତ ହେଉଛି ସାଂସ୍କୃତିକ ବିଭବ । ଘଣ୍ଟ, ଶଙ୍ଖ ଓ ହୁଳହୁଳିର…
Read More...

କଳାହାଣ୍ଡି ଜିଲ୍ଲାରେ ପରିକ୍ରମା ଆରମ୍ଭ କରିଛି ଅହିଂସା ରଥ

ଭୁବନେଶ୍ୱର, (କେପିଏନ୍‌ଏସ୍‌) : କଳାହାଣ୍ଡି ଜିଲ୍ଲାରେ ଗତକାଲି ଅହିଂସା ରଥ ପରିକ୍ରମା ଆରମ୍ଭ କରିଛି । ଗୋଲାମୁଣ୍ଡା ବ୍ଲକରେ ଜିଲ୍ଲା ପ୍ରଶାସନ ପକ୍ଷରୁ ରଥକୁ ସ୍ୱାଗତ କରିବା ଅବସରରେ ଦେଖିବାକୁ ମିଳିଥିଲା ପାରମ୍ପରିକ ନୃତ୍ୟ ଓ ଜନଜାତି ବେଶଭୂଷାର ସୁନ୍ଦର ଦୃଶ୍ୟ । ଜିଲ୍ଲାର କେସିଙ୍ଗା ଓ…
Read More...

ଅହିଂସା ରଥ ପରିକ୍ରମା ବେଳେ ସ୍କୁଲ କଲେଜ ପକ୍ଷରୁ ସାଂସ୍କୃତିକ କାର୍ଯ୍ୟକ୍ରମ ଅନୁଷ୍ଠିତ

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ଅହିଂସା ରଥ ପରିକ୍ରମା ବେଳେ ଢେଙ୍କାନାଳ, ଅନୁଗୋଳ, ସମ୍ବଲପୁର ଓ ଦେବଗଡ ଜିଲ୍ଲା ସମେତ ଅନ୍ୟାନ୍ୟ ଜିଲ୍ଲାର ସ୍କୁଲ କଲେଜରେ ଅନୁଷ୍ଠିତ ସାଂସ୍କୃତିକ କାର୍ଯ୍ୟକ୍ରମରେ ପାରମ୍ପରିକ ନୃତ୍ୟ ଓ ସଙ୍ଗୀତର ଝଲକ ଦେଖିବାକୁ ମିଳିଛି । ଏନେଇ ରାଜ୍ୟ ସୂଚନା ଓ ଲୋକ…
Read More...

ସୁନ୍ଦରଗଡ଼ର ଗାଁ ଗାଁ ବୁଲି ସ୍ୱାଧୀନତା ସଂଗ୍ରାମୀମାନଙ୍କ ବଳିଦାନର କାହାଣୀ ସମ୍ପର୍କରେ ସଚେତନ କରୁଛି ଅହିଂସା ରଥ

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ସୁନ୍ଦରଗଡ଼ର ଗାଁ ଗାଁ ବୁଲି ସ୍ୱାଧୀନତା ସଂଗ୍ରାମୀମାନଙ୍କ ବଳିଦାନର କାହାଣୀ ସମ୍ପର୍କରେ ସଚେତନ କରୁଛି ‘ଅହିଂସା ରଥ’ । ଦ୍ୱିତୀୟ ଦିନରେ ଏହି ରଥ ବାଲିଶଙ୍କରା, ବଡ଼ଗାଁ, ସବଡେଗା, କୁତ୍ରା ଏବଂ ରାଜଗାଙ୍ଗପୁର ବ୍ଲକର ବିଭିନ୍ନ ଗ୍ରାମପଞ୍ଚାୟତ ପରିକ୍ରମା…
Read More...

ସହରାଞ୍ଚଳରେ କରାଯିବ ଏଟିଏମ୍‌ ମାଧ୍ୟମରେ ରାସନ ସାମଗ୍ରୀ ବାଣ୍ଟିବା ପାଇଁ ବ୍ୟବସ୍ଥା

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ରାଜ୍ୟରେ ଖାଦ୍ୟ ସୁରକ୍ଷା ବ୍ୟବସ୍ଥାକୁ ଆହୁରି ସୁଦୃଢ଼ କରିବା ଲକ୍ଷ୍ୟରେ ସହରାଞ୍ଚଳରେ ଏଟିଏମ୍‌ ମାଧ୍ୟମରେ ରାସନ ସାମଗ୍ରୀ ବାଣ୍ଟିବା ପାଇଁ ବ୍ୟବସ୍ଥା କରାଯିବ । ଏହାଦ୍ୱାରା ସାଧାରଣ ବଣ୍ଟନ ବ୍ୟବସ୍ଥାରେ ସ୍ୱଚ୍ଛତା ଆସିବା ସହ ହିତାଧିକାରୀଙ୍କୁ ସଠିକ୍…
Read More...

ରାଜ୍ୟରେ ଗତ ୨୪ ଘଂଟା ମଧ୍ୟରେ ୨୨୧ ନୂଆ ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ରାଜ୍ୟରେ ଗତ ୨୪ ଘଂଟା ମଧ୍ୟରେ ୨୨୧ ଜଣ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଥିବା ସରକାରୀ ସୂତ୍ରରେ କୁହାଯାଇଛି । ୦ରୁ ୧୮ ବର୍ଷ ବୟସ ମଧ୍ୟରେ ୪୧ ଜଣ ଚିହ୍ନଟ ହୋଇଥିବା ବେଳେ ଏବେ ସକ୍ରିୟ ରୋଗୀଙ୍କ ସଂଖ୍ୟା ୧୭୪୦ ରହିଥିବା ବେଳେ ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ ୧୨୯ ଜଣ…
Read More...

ଆଜିଠୁ ସ୍ୱତନ୍ତ୍ର ଓଜେଇଇ ପରୀକ୍ଷା

ଭୁବନେଶ୍ୱର : ଆଜିଠାରୁ ଆରମ୍ଭ ହେଉଛି ସ୍ୱତନ୍ତ୍ର ଓଡ଼ିଶା ଯୁଗ୍ମ ପ୍ରବେଶିକା ପରୀକ୍ଷା (ଓଜେଇଇ) । କରୋନା କଟକଣାରେ ଏହି ପରୀକ୍ଷା ଅନୁଷ୍ଠିତ ହେବ । ଏ ସଂକ୍ରାନ୍ତରେ ଓଜେଇଇ ପକ୍ଷରୁ ସମସ୍ତ ପ୍ରସ୍ତୁତି ସରିଛି । ରାଜ୍ୟରେ ୨୮ ସହରରେ ୩୮ଟି କେନ୍ଦ୍ର କରାଯାଇଥିବା ବେଳେ ୩, ୪ ଏବଂ ୭ ତାରିଖରେ…
Read More...

ରାଜ୍ୟରେ ଗତ ୨୪ ଘଂଟା ମଧ୍ୟରେ ୨୨୬ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ରାଜ୍ୟରେ ଗତ ୨୪ ଘଂଟା ମଧ୍ୟରେ ୨୨୬ ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ସରକାରୀ ସୂତ୍ରରେ କୁହାଯାଇଛି । ୦ରୁ ୧୮ ବର୍ଷ ବୟସ ମଧ୍ୟରେ ୧୯ ଜଣ ଚିହ୍ନଟ ହୋଇଥିବା ବେଳେ ଏବେ ସକ୍ରିୟ ରୋଗୀଙ୍କ ସଂଖ୍ୟା ୧୭୯୭ ରହିଥିବା ବେଳେ ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ…
Read More...