Browsing Tag

bhubaneswar news

ରାଜ୍ୟରେ ଗତ ୨୪ ଘଂଟା ମଧ୍ୟରେ ୨୭୫ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ରାଜ୍ୟରେ ଗତ ୨୪ ଘଂଟା ମଧ୍ୟରେ ୨୭୫ ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ସରକାରୀ ସୂତ୍ରରେ କୁହାଯାଇଛି । ୦ରୁ ୧୮ ବର୍ଷ ବୟସ ମଧ୍ୟରେ ୪୫ ଜଣ ଚିହ୍ନଟ ହୋଇଥିବା ବେଳେ ଏବେ ସକ୍ରିୟ ରୋଗୀଙ୍କ ସଂଖ୍ୟା ୧୯୫୪ ରହିଥିବା ବେଳେ ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ…
Read More...

ପିଜି ନାମଲେଖା ପ୍ରକ୍ରିୟା : ସରିଲା ମାର୍କ ଅପଡେଟ୍‌, ୫ରେ ମେଧା ତାଲିକା

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ରାଜ୍ୟର ବିଭିନ୍ନ ବିଶ୍ୱବିଦ୍ୟାଳୟ ଓ ମହାବିଦ୍ୟାଳୟରେ ସ୍ନାତକୋତ୍ତର (ପିଜି)ରେ ନାମଲେଖା ପ୍ରକ୍ରିୟା ଜାରି ରହିଛି । ରବିବାର ଦିନ ଛାତ୍ରଛାତ୍ରୀମାନେ ସାମ୍ସରେ ସେମାନଙ୍କ ଯୁକ୍ତ ତିନି ମାର୍କ ଅପଡେଟ୍‌ କରିଛନ୍ତି । ଅପଡେଟ୍‌ ପ୍ରକ୍ରିୟା ଶେଷ ହୋଇଥିବା ବେଳେ…
Read More...

ଅଧରାତିରେ ଯୁବକଙ୍କୁ ସଂଘବଦ୍ଧ ଆକ୍ରମଣ : ୩ ଭାଇଙ୍କ ସମେତ ୪ ଗିରଫ

ଭୁବନେଶ୍ୱର : ଅଧରାତିରେ ଜଣେ ଯୁବକଙ୍କୁ ସଂଘବଦ୍ଧ ଆକ୍ରମଣ ହୋଇଥିବା ଜଣାପଡିଛି । ଠେଙ୍ଗା ଓ ବାଡ଼ିରେ ପିଟି ହତ୍ୟା ଉଦ୍ୟମ କରାଯାଇଛି । ଅଭିଯୋଗ ପାଇ ଖାରବେଳନଗର ଥାନା ପୁଲିସ ୩ ଭାଇଙ୍କ ସମେତ ୪ ଜଣଙ୍କୁ ଗିରଫ କରିଛି । ସେମାନେ ହେଲେ ଖାରବେଳନଗର ଥାନା ପଛ କଳିଙ୍ଗହାଟ ହରିଜନ ସାହିରେ…
Read More...

ଅଗ୍ନିଶମ ବାହିନୀରେ ଗଢା ହେବ ଷ୍ଟ୍ରାଇକିଂ ଫାୟାର ଫୋର୍ସ

ବିପର୍ଯ୍ୟୟ ସମୟରେ ତ୍ୱରିତ ଉଦ୍ଧାର କାର୍ଯ୍ୟ ପାଇଁ ନିୟୋଜିତ ହେବେକଟକ, ସମ୍ବଲପୁର ଓ ବ୍ରହ୍ମପୁରରେ ରହିବ ଏହାର ୩ଟି ୟୁନିଟ୍‌ସୃଷ୍ଟି ହେବ ୧୪୪ଟି ପଦବୀ ଭୁବନେଶ୍ୱର, (କେପିଏନ୍‌ଏସ୍‌) : ବର୍ତ୍ତମାନ ସମୟର ଆବଶ୍ୟକତାକୁ ଦୃଷ୍ଟିରେ ରଖି ଅଗ୍ନିଶମ ବାହିନୀକୁ ଅଧିକ ଦକ୍ଷ ଓ କ୍ରିୟାଶୀଳ…
Read More...

୧୪୪ ସଦସ୍ୟ ବିଶିଷ୍ଟ ଏକ ଷ୍ଟ୍ରାଇକିଂ ଫାୟାର୍ ଫୋର୍ସ ଗଠନ କରାଯିବାକୁ ମୁଖ୍ୟମନ୍ତ୍ରୀଙ୍କ ଘୋଷଣା

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ଅଗ୍ନି ଦୁର୍ଘଟଣା ସମୟରେ ଲୋକଙ୍କ ଉଦ୍ଧାର କାର୍ଯ୍ୟକୁ ଅଧିକ ତ୍ୱରାନ୍ୱିତ କରିବା ପାଇଁ ୧୪୪ ସଦସ୍ୟ ବିଶିଷ୍ଟ ଏକ ଷ୍ଟ୍ରାଇକିଂ ଫାୟାର୍ ଫୋର୍ସ ଗଠନ କରାଯିବାକୁ ମୁଖ୍ୟମନ୍ତ୍ରୀ ଘୋଷଣା କରିଛନ୍ତି । ରାଜ୍ୟର କଟକ, ସମ୍ବଲପୁର ଓ ବ୍ରହ୍ମପୁରରେ ଥିବା ୩ଟି…
Read More...

ରାଜ୍ୟରେ ଗତ ୨୪ ଘଂଟା ମଧ୍ୟରେ ୨୩୨ ନୂଆ ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ରାଜ୍ୟରେ ଗତ ୨୪ ଘଂଟା ମଧ୍ୟରେ ୨୩୨ ଜଣ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଥିବା ସରକାରୀ ସୂତ୍ରରେ କୁହାଯାଇଛି । ୦ରୁ ୧୮ ବର୍ଷ ବୟସ ମଧ୍ୟରେ ୩୮ ଜଣ ଚିହ୍ନଟ ହୋଇଥିବା ବେଳେ ଏବେ ସକ୍ରିୟ ରୋଗୀଙ୍କ ସଂଖ୍ୟା ୧୯୮୨ ରହିଥିବା ବେଳେ ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ ୧୩୬ ଜଣ…
Read More...

ସେପ୍ଟେମ୍ବର ୩ରେ ସ୍ୱତନ୍ତ୍ର ଓଜେଇଇ : ୨୮ ହଜାର ୬୨୦ ଛାତ୍ରଛାତ୍ରୀ ଦେବେ ପରୀକ୍ଷା

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ଓଡ଼ିଶା ଯୁଗ୍ମ ପ୍ରବେଶିକା ପରୀକ୍ଷା (ଓଜେଇଇ) ପକ୍ଷରୁ ଆସନ୍ତା ସେପ୍ଟେମ୍ବର ୩ ତାରିଖରେ ସ୍ୱତନ୍ତ୍ର ଓଜେଇଇ ଆୟୋଜିତ ହେବ । ଏହି ପର୍ଯ୍ୟାୟରେ ୨୮ ହଜାର ୬୨୦ ଜଣ ଛାତ୍ରଛାତ୍ରୀ ପରୀକ୍ଷା ଦେବାକୁ ପଞ୍ଜିକରଣ କରିଛନ୍ତି । ରାଜ୍ୟର ୨୮ ସହରର ୩୮ କେନ୍ଦ୍ରରେ…
Read More...

ରାଜ୍ୟରେ ଗତ ୨୪ ଘଂଟା ମଧ୍ୟରେ ୨୨୧ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ରାଜ୍ୟରେ ଗତ ୨୪ ଘଂଟା ମଧ୍ୟରେ ୨୨୧ ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ସରକାରୀ ସୂତ୍ରରେ କୁହାଯାଇଛି । ୦ରୁ ୧୮ ବର୍ଷ ବୟସ ମଧ୍ୟରେ ୩୧ ଜଣ ଚିହ୍ନଟ ହୋଇଥିବା ବେଳେ ଏବେ ସକ୍ରିୟ ରୋଗୀଙ୍କ ସଂଖ୍ୟା ୧୯୯୪ ରହିଥିବା ବେଳେ ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ…
Read More...

ବରିଷ୍ଠ ନାଗରିକଙ୍କୁ ରେଳରେ ପୂର୍ବଭଳି ରିହାତି ବ୍ୟବସ୍ଥା ପ୍ରଚଳନ ପ୍ରସଙ୍ଗ : ଏଚ୍‌ଏମ୍‌ଏସ୍‌ ଦାବୀ ପରେ ଗଠନ ହେଲା…

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ଦେଶର ବରିଷ୍ଠ ନାଗରିକଙ୍କ ପାଇଁ ରେଳ ଟିକେଟରେ ପୂର୍ବପରି ରିହାତିର ବ୍ୟବସ୍ଥା ପୂନର୍ବାର ଚାଲୁ କରିବା ପାଇଁ ହିନ୍ଦ୍‌ ମଜଦୁର ସଭାର ରାଜ୍ୟ ଉପସଭାପତି ରବି ରଥଙ୍କ ସମେତ ବହୁ ସଂଗଠନ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଓ ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବଙ୍କ…
Read More...

ସେପ୍ଟେମ୍ବର ୭ସୁଦ୍ଧା ପ୍ରକାଶ ପାଇବ ନିଟ୍ ପରୀକ୍ଷା ଫଳ

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ଜାତୀୟ ପରୀକ୍ଷଣ ସଂସ୍ଥାନ (ଏନଟିଏ) ପରିଚାଳିତ ଜାତୀୟ ଯୋଗ୍ୟତା ତଥା ପ୍ରବେଶିକା ପରୀକ୍ଷା (ନିଟ୍‌) ସ୍ନାତକ (ୟୁଜି)-୨୦୨୨ ଫଳ ସେପ୍ଟେମ୍ବର ୭ ସୁଦ୍ଧା ପ୍ରକାଶ ପାଇବା ସମ୍ଭାବନା ରହିଛି । ଏ ସଂକ୍ରାନ୍ତରେ ଏନଟିଏ ପକ୍ଷରୁ ଜଣାପଡ଼ିଛି ।ଜୁଲାଇ ୧୭ରେ ୩୫୭୦…
Read More...